ଆମ ଜିଲା ଖବର

ମୂଷା ଖାଇଦେଲା ରବର ଷ୍ଟାମ୍ପ, ବିନା ମୋହରରେ ଦିଆଯାଉଛି ରସିଦ

ଭବାନୀପାଟଣା/କେଗାଁ,୨୯।୫(ସ୍ବ.ପ୍ର/ଡି.ଏନ୍‌.ଏ.) – କଳାହାଣ୍ଡି ଜିଲା ଗୋଲାମୁଣ୍ଡା ସିଡିପିଓ କାର୍ଯ୍ୟାଳୟରେ ବିନା ମୋହର(ରବର ଷ୍ଟାମ୍ପ)ରେ ରସିଦ ଦିଆଯାଉଛି। ରବର ଷ୍ଟାମ୍ପକୁ ମୂଷା ଖାଇ ଦେଇଥିବାରୁ ଏପରି କରାଯାଉଥିବା ଦାୟିତ୍ୱରେ ଥିବା ଅଧିକାରୀ କହୁଥିବାରୁ ସାଧାରଣରେ ଚର୍ଚ୍ଚାର ବିଷୟ ପାଲଟିଛି। ପ୍ରାପ୍ତ ସୂଚନାରୁ...

କରୋନା ଆକ୍ରାନ୍ତଙ୍କ ନାମରେ ଦୁର୍ବ୍ୟବହାର ପ୍ରଦର୍ଶନ ଅଭିଯୋଗ, କୋଭିଡ଼ ହସ୍ପିଟାଲ ସଫେଇ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ

ଦେବଗଡ଼,୨୯ା୫(ଡି.ଏନ.ଏ.) – ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କଠାରୁ ଆରମ୍ଭ କରି ବିଭିନ୍ନ ଅନୁଷ୍ଠାନ ପକ୍ଷରୁ କରୋନା ଯୋଦ୍ଧା କୁହାଯାଉଥିବା ସ୍ବାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଓ ପୋଲିସ କର୍ମଚାରୀଙ୍କୁ ସମ୍ବର୍ଦ୍ଧିତ କରାଯାଉଛି। କିନ୍ତୁ ଦେବଗଡ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଥିବା...

ତାଲା ପକାଇ ବେପାର

ଢେଙ୍କାନାଳ ଅଫିସ, ୨୯।୫ – ଢେଙ୍କାନାଳ ଜିଲାରେ ଲକ୍‌ଡାଉନ୍‌ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରାଯାଇ ମଦ କାରବାର ଚାଲିଛି। ଦୋକାନ ଆଗପଟେ ଶଟର ପକାଇ ପଛପଟେ ବେପାର କରୁଛନ୍ତି ବ୍ୟବସାୟୀ। ଅନ୍‌ଲାଇନ୍‌ ପରିବର୍ତ୍ତେ ଅଫ୍‌ଲାଇନ୍‌ରେ ଏପରି କାରବାର ଚଳାଇଥିବା ଅଭିଯୋଗ...

ବାଟବଣା ବୃତ୍ତିହରା ବୁଣାକାର

ଭାପୁର, ୨୯।୫ – ତନ୍ତକୁ ସାହାରା କରି ଗଡ଼ିଚାଲିଥିଲା ଜୀବନ। ଦିନରାତି କଷ୍ଟ କରି ଯାହା ମିଳୁଥିଲା ସେଥିରେ ହସଖୁସିରେ ପରିବାର ଚଳୁଥିଲା। ଅନେକ ସମସ୍ୟା ଆସିଛି ଆଉ ଚାଲିଯାଇଛି। ତନ୍ତ କେବେ ବନ୍ଦ ହେବାର ଜାଣିନୁ। ହେଲେ କରୋନା...

ନୋ ପାର୍କିଂକୁ ନେଇ ଅଡ଼ୁଆ

ଅନୁଗୋଳ ଅଫିସ, ୨୯ା୫ – ଅନୁଗୋଳ ପୂର୍ତ୍ତ ବିଭାଗ ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ରାସ୍ତା ପାର୍ଶ୍ୱରେ ଗୁରୁବାର ନୋ ପାର୍କିଂ ବୋର୍ଡ ଲଗାଯାଇଛି। ଫଳରେ ଏଠାରେ ଗାଡ଼ି ପାର୍କିଂ କରୁଥିବା ସରକାରୀ ଅଧିକାରୀ, କର୍ମଚାରୀ ଓ ଜନସାଧାରଣ ଅଡ଼ୁଆରେ...

ବାଲିଗୁଡା ଏନ୍‌ଏସି: ୪ଦିନ ହେଲା ଜଳଯୋଗାଣ ବନ୍ଦ

ବାଲିଗୁଡ଼ା,୨୯ା୫(ଡି.ଏନ୍‌.ଏ.)- ଦୀର୍ଘ ସପ୍ତାହେ ହେଲାଣି ଲୋ ଭୋଲଟେଜ ଯୋଗୁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି ବାଲିଗୁଡ଼ା ଅଞ୍ଚଳବାସୀ। ଦିନକୁ ଦିନ ଅଞ୍ଚଳରେ ତାପମାତ୍ରା ବୃଦ୍ଧି ପାଉଥିବାବେଳେ ଲୋ ଭୋଲଟେଜ ଯୋଗୁ ସହରରେ ଜଳ ଯୋଗାଣ ମଧ୍ୟ ହୋଇପାରୁନାହିଁ। ଦୀର୍ଘ...

ବ୍ରହ୍ମପୁରରୁ ଭୁବନେଶ୍ୱର ଗଲା ଗୋଟିଏ ବସ୍‌

ବ୍ରହ୍ମପୁର ଅଫିସ, ୨୯ା୫- ଘରୋଇ ବସ୍‌ ଚଳାଚଳ ସ୍ବାଭାବିକ କରିବା ନେଇ ସରକାରଙ୍କ ଅନୁମତି ପରେ ବି ଗୁରୁବାର ବ୍ରହ୍ମପୁରରୁ ସ୍ବାଭାବିକ ହୋଇପାରିନି ବସ୍‌ ଚଳଚଳ। ସେବା ସ୍ବାଭାବିକ କରିବାକୁ ନେଇ ସରକାରଙ୍କ ଅନୁମତି ପରେ ଗୁରୁବାର ସକାଳୁ କିଛି...

ପ୍ରବାସୀଙ୍କୁ ଋଣ ଯୋଗାଇଦେବାକୁ ନିର୍ଦ୍ଦେଶ

ଛତ୍ରପୁର,୨୯ା୫(ଡି.ଏନ.ଏ)- ଗଞ୍ଜାମ ଜିଲାକୁ ଏକ ଲକ୍ଷରୁ ଉର୍ଦ୍ଧ୍ୱ ପ୍ରବାସୀ ଫେରିଲେଣି। ରୋଜଗାର ବାଟ ମିଳିଲେ ଏମାନେ ଆଉ ଅନ୍ୟ ରାଜ୍ୟକୁ ଯିବେନି। ତେଣୁ ଚାଷଠାରୁ ଆରମ୍ଭ କରି କ୍ଷୁଦ୍ରଶିଳ୍ପ ଆଦି କ୍ଷେତ୍ରରେ ଋଣ ଦେବାକୁ ପଡିବ। ଗୁରୁବାର ଗଞ୍ଜାମ ଜିଲା...

ଚୋରି ପିକ୍‌ଅପ ଭ୍ୟାନ୍‌ ଉଦ୍ଧାର, ୪ ଗିରଫ

ଯୋଡ଼ା, ୨୯।୫ (ଡି.ଏନ.ଏ.)-କରୋନା ମହାମାରୀ ଯୋଗୁ ସାରା ଦେଶରେ ଲକଡାଉନ ଚାଲିଥିବା ବେଳେ ଚୋରମାନେ ଏହାର ଫାଇଦା ପାଇବା ଉଠାଇବା ପାଇଁ ଅଧିକ ସକ୍ରିୟ ହୋଇପଡିଛନ୍ତି। କେନ୍ଦୁଝର ଜିଲା ଯୋଡା ପୋଲିସ ଗୁରୁବାର ଚୋରି ହୋଇଥିବା ଏକ ପିକଅପ୍‌ ଭ୍ୟାନକୁ...

ରାସ୍ତା, କଲ୍ୟାଣ ମଣ୍ଡପ କାର୍ଯ୍ୟର ସମୀକ୍ଷା କଲେ ଉପଜିଲାପାଳ

ଯୋଡ଼ା, ୨୯।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଉପଜିଲାପାଳ ପ୍ରତାପ ପ୍ରିତୀମୟ ଗୁରୁବାର ସନ୍ଧ୍ୟାରେ ଯୋଡାଠାରେ ଥିବା କଲ୍ୟାଣ ମଣ୍ଡପ ଓ ରଣାଶାଳ ଘାଟିଠାରୁ ବାଂଶପାଣି ରାସ୍ତାର ସମୀକ୍ଷା କରିଛନ୍ତି। ଉପଜିଲାପାଳ ପ୍ରତାପ ପ୍ରିତୀମୟ ପ୍ରଥମେ ଯୋଡା ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ...

ଫଳ ବେପାରୀଙ୍କ କବ୍‌ଜାରେ ରାମରାମ ଗଳି

କେନ୍ଦୁଝର, ୨୯ା୫(ଡି.ଏନ୍‌.ଏ.)-କେନ୍ଦୁଝର ସହରରେ ଅବୈଧ କବ୍‌ଜା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଟ୍ରାଫିକ ସମସ୍ୟା ଲାଗି ରହିଛି। ପୌରପାଳିକା ଅଧୀନ ଥିବା ବିଭିନ୍ନ ଗଳିକନ୍ଦି ଏପରିକି ଜାତୀୟ ରାଜପଥ କଡ଼ଗୁଡିକୁ କେତେକ ପ୍ରଭାବଶାଳୀ ବ୍ୟକ୍ତି କବଜା କରିଥିବାରୁ ସାଧାରଣରେ ଯିବା...

ସାମାଜିକ ଦୂରତ୍ୱ, ମାସ୍କକୁ ପୋଲିସର ଗୁରୁତ୍ୱ

କେନ୍ଦୁଝର, ୨୯ା୫ (ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ଲଢେଇକୁ କଠୋର କରିବା ଲାଗି ଲକ୍‌ ଡାଉନର ପ୍ରଥମ ପର୍ଯ୍ୟାୟରେ ପୋଲିସ ହାତରେ ଧରିଥିଲା ଲାଠି। ଠିକ ଏଭଳି କଠୋର କାର୍ଯ୍ୟାନୁଷ୍ଠାନ ଲକ୍‌ଡାଉନ୍‌କୁ ସଫଳ କରିଥିଲା। ତେବେ ଲକ୍‌ଡାଉନ ପର୍ଯ୍ୟାୟକ୍ରମେ କୋହଳ ହୋଇ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri