ଆମ ଜିଲା ଖବର

ପାନୀୟଜଳ ଓ ବିଦ୍ୟୁତ୍‌ ସେବା ଉପରେ ଗୁରୁତ୍ୱ

ବୌଦ୍ଧ,୨୮ା୫(ସ୍ବ.ପ୍ର.)-ବୌଦ୍ଧ ଜିଲାରେ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଲଲାଟେନ୍ଦୁ ମିଶ୍ର ଏଥିରେ ଅଧ୍ୟକ୍ଷତା କରିଥିଲେ ା ପ୍ରାକୃତିକ ବିପର୍ଯ୍ୟୟକୁ ଆଖି...

ପୁଣି ଫେରିଲେ ୧୩୧ ପ୍ରବାସୀ ଶ୍ରମିକ

ବୌଦ୍ଧ,୨୮ା୫ (ସ୍ବ.ପ୍ର.)-ଗୁରୁବାର ବୌଦ୍ଧ ଜିଲାରେ ପୁଣି ୧୩୧ ଜଣ ପ୍ରବାସୀ ଶ୍ରମିକ ପହଞ୍ଚିଥିବା ଜଣାଯାଇଛି। ଫଳରେ ଫେରିଥିବା ପ୍ରବାସୀ ଶ୍ରମିକଙ୍କ ସଂଖ୍ୟା ୨୬୩୧ରେ ପହଞ୍ଚତ୍ଛିି। ସେହିପରି ୬୦୫ ଜଣ ବାହାର ରାଜ୍ୟର ଶ୍ରମିକଙ୍କୁ ସ୍ବତନ୍ତ୍ର ଗାଡି ଯୋଗେ ସେମାନଙ୍କ ରାଜ୍ୟକୁ...

କରୋନା ରୋଗୀ ଚିହ୍ନଟ ପରେ ହରଡଖୋଲ ବଜାର ୪୮ଘଣ୍ଟା ସଟ୍‌ଡାଉନ

ସୋନପୁର,୨୮।୫(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ କରୋନା ରୋଗୀଙ୍କ ସଂଖ୍ୟା ବଢି ଚାଲିଛି। ବୁଧବାର ଜିଲାରେ ପୁଣି ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂଖ୍ୟା ୫ରେ ପହଞ୍ଚତ୍ଛି। ୪ ଜଣ କରୋନା ଆକ୍ରାନ୍ତ ପ୍ରବାସୀ ଶ୍ରମିକ ହୋଇଥିବା ବେଳେ ଟିଏମସି...

ଜହ୍ନାପଙ୍କ ଅଞ୍ଚଳରେ କୂଆପଥର ବର୍ଷା

ଜହ୍ନାପଙ୍କ,୨୮।୫ (ଡି.ଏନ.ଏ.)-ବୌଦ୍ଧ ବ୍ଲକ ଅନ୍ତର୍ଗତ ଜହ୍ନାପଙ୍କ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ଝଡତୋଫାନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଥିଲା। ପ୍ରାୟ ଅଧଘଣ୍ଟା ଧରି କୂଆପଥର ବର୍ଷା ହୋଇଥିଲା। ଯାହାର ଓଜନ ୨୦୦ ଗ୍ରାମ ଉପରେ ହେବ । ବଡ...

କରୋନା ଯୋଦ୍ଧାଙ୍କ ଘୋଷିତ ସୁବିଧା ଦିଅ

ବଲାଙ୍ଗୀର ଅଫିସ, ୨୮ା୫- ଚୁକ୍ତିଭିତ୍ତିକ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ (ମହିଳା) ଓ ଏଏନ୍‌ଏମ୍‌ମାନେ ଗୁରୁବାର ବଲାଙ୍ଗୀର ସିଡିଏମ୍‌ଓଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୪ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି ା ଏହି ଦାବି ଆଗାମୀ ୩୦ ଦିନ୍‌ ମଧ୍ୟରେ ପୂରଣ ନହେଲେ...

ଟ୍ରକ ଧକ୍କାରେ ଜଣଙ୍କ ଜୀବନ ଗଲା

କେନ୍ଦୁଝର,୨୮ା୫(ସ୍ବ.ପ୍ର.)-ରାସ୍ତାପାର ହେଉଥିବାବେଳେ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ଗୁରୁବାର ସକାଳ ସମୟରେ ଏକ ପିକଅପ୍‌ରେ ବ୍ୟକ୍ତି ଜଣଙ୍କ ଯାଉଥିଲେ। ବନାଯୋଡ଼ି ଯୋଗୀମଠ ଛକ ନିକଟରେ ଛିଡ଼ାକରି ରାସ୍ତାକଡ଼ ଦୋକାନରେ ଚା’ ପିଇବା ପରେ ରାସ୍ତା ରାସ୍ତା ପାର ହେଉଥିବାବେଳେ...

ସ୍କୁଲ, କଲେଜ ଫି ଛାଡ ଦାବିକଲା ଛାତ୍ର କଂଗ୍ରେସ

ବଲାଙ୍ଗୀର ଅଫିସ, ୨୮ା୫-କରୋନା ମହାମାରୀ ଓ ଲକ୍‌ଡାଉନ୍‌ ଯୋଗୁଁ ଲୋକଙ୍କ ଆର୍ଥିକ, ସାମାଜିକ ଓ ସାଂସ୍କୃତିକ ଜୀବନ ସହ ଶିକ୍ଷାକ୍ଷେତ୍ର ବହୁଳ ଭାବେ ପ୍ରଭାବିତ ହୋଇଛି ା ଦୀର୍ଘ ସମୟ ଧରି ଲକ୍‌ଡାଉନ ଯୋଗୁଁ ଦେଶ, ରାଜ୍ୟ ତଥା ବଲାଙ୍ଗର...

ଗ୍ୟାସ୍‌ କର୍ମଚାରୀଙ୍କଠାରୁ ଟଙ୍କା ଲୁଟ୍‌ ଘଟଣା: ୩ ଗିରଫ

ତିହିଡ଼ି, ୨୮ା୫(ଡି.ଏନ.ଏ.)-ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ପାଳିଆବିନ୍ଧାସ୍ଥିତ ରାଉତ ଗ୍ୟାସ ଏଜେନ୍ସିର କର୍ମଚାରୀଙ୍କୁ କେତେକ ଦୁର୍ବୃତ୍ତ ଆକ୍ରମଣ କରି ୧୧ଲକ୍ଷ ୯ହଜାର ୭ଶହ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଥିଲା। ପୋଲିସ ଏହି ଘଟଣାର ତଦନ୍ତ କରି ଗୁରୁବାର...

କରୋନା ବୁଡ଼ାଇଲା କୌଳିକ ବୃତ୍ତି : ସଙ୍କଟରେ ବାଉଁଶ କାରିଗର

କେନ୍ଦୁଝର, ୨୮ା୫(ସ୍ବ.ପ୍ର.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବର୍ତ୍ତମାନ ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ ଚାଲିଛି। କଟକଣା ଯୋଗୁ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଛି। ସାଧାରଣ ଲୋକଙ୍କ ଜୀବନଶୈଳୀରେ ଅନେକ ପରିବର୍ତ୍ତନ ଦେଖାଦେଇଥିବା ବେଳେ ଅନେକ ପରିବାର ଜୀବିକା ହରାଇ...

ଚୋରା ମଦବେପାରୀ ଗିରଫ

ଭଣ୍ଡାରିପୋଖରୀ , ୨୮।୫ (ଡି.ଏନ.ଏ.)-ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଭୁତିଆ ଗ୍ରାମରେ ଦେଶୀ ମଦ ବିକ୍ରି କରୁଥିବା ଅଭିଯୋଗରେ ପୋଲିସ ବୁଧବାର ସନ୍ଧ୍ୟାରେ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଗିରଫ ବ୍ୟକ୍ତି ଜଣକ ହେଲେ ଦୁଃଶାସନ...

ଏମଏନଆରଇଜିଏସ୍‌ କାମ ବେଳେ ଗଣ୍ଡଗୋଳ : ଠିକାଦାରଙ୍କୁ ଘେରିଲେ ଶ୍ରମିକ

ବାହାନଗା, ୨୮ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅଞ୍ଜି ପଞ୍ଚାୟତରେ ଏମ୍‌ଜିଏନଆରଇଜିଏସ୍‌ (ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା)ରେ ନିର୍ମାଣ ହେଉଥିବା ରାସ୍ତା କାମ ବେଳେ ଦୁଇ ଶ୍ରମିକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇ କାମ ବନ୍ଦ ରହିଛି। ଫଳରେ...

ଗଡ଼ିଲା ସୀମିତ ସଂଖ୍ୟକ ଘରୋଇ ବସ୍‌

କଟକ ଅଫିସ,୨୮ା୫- ରାଜ୍ୟ ଘରୋଇ ବସ୍‌ ମାଲିକ ସଂଘ ନିଷ୍ପତ୍ତି ଅନୁଯାୟୀ ଗୁରୁବାର ବସ୍‌ ଚଳାଚଳ ଆରମ୍ଭ କରିଛି। ତେବେ ଆବଶ୍ୟକ ସଂଖ୍ୟକ ଯାତ୍ରୀ ନ ହେବାରୁ ସମସ୍ତ ବସ୍‌ ଗଡ଼ିନାହିଁ। କଟକରୁ ମାତ୍ର ୪ଟି ବସ୍‌ ଗନ୍ତବ୍ୟସ୍ଥଳକୁ ଯାତ୍ରା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri