ଆମ ଜିଲା ଖବର

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ପଶିଲା ବର୍ଷା ପାଣି

ସଜନାଗଡ଼, ୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡର କାଣ୍ଡଗରଡ଼ିହି ପଞ୍ଚାୟତ ବାବା ପଞ୍ଚଲିଙ୍ଗେଶ୍ୱର ମହାବିଦ୍ୟାଳୟରେ ହୋଇଥିବା କ୍ୱାରଣ୍ଟାଇନ୍‌ କେନ୍ଦ୍ରରେ ଗୁରୁବାର ପୂର୍ବାହ୍ନରେ ବର୍ଷାପାଣି ପଶିଯିବାରୁ ସେଠାରେ ରହୁଥିବା ପ୍ରବାସୀମାନେ ନାନା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏ ସମ୍ପର୍କରେ ପ୍ରବାସୀମାନେ କେନ୍ଦ୍ରର ନୋଡ଼ାଲ...

ଚାଷୀଙ୍କୁ ଟେକି କଚାଡ଼ିଲା ହାତୀ

ଖୁଣ୍ଟୁଣୀ,୨୮ା୫(ଡି.ଏନ.ଏ.): ଖୁଣ୍ଟୁଣୀ ବନାଞ୍ଚଳ ଅଧୀନ କୁମାରପୁର ପଞ୍ଚାୟତର ବଳୀପୁର ଗ୍ରାମରେ ବୁଧବାର ରାତିରେ ଏକ ହାତୀ ଜଣେ ଚାଷୀଙ୍କୁ ଟେକି କଚାଡ଼ି ଦେବାରୁ ଗୁରୁତର ହୋଇଛନ୍ତି। ଚିତ୍କାର ଶୁଣି ପରିବାର ଲୋକେ ତାଙ୍କୁ ଊଦ୍ଧାର କରି କଟକ ବଡ଼ ଡାକ୍ତରଖାନାକୁ...

ବଜ୍ରପାତରେ ୨ ଗୁରୁତର

ଚମ୍ପୁଆ,୨୮ା୫ (ଡି.ଏନ.ଏ.)-ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଜିଆ ପଞ୍ଚାୟତର ପତଳା ଗ୍ରାମରେ ଗୁରୁବାର ସକାଳେ ବଜ୍ରପାତରେ ୨ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପାର୍ବତୀ ପାତ୍ର ଓ ଝୁମି ପାତ୍ର। ଗାଧେଇବାକୁ ଯାଉଥିବା ବେଳେ ସେମାନେ ବଜ୍ରପାତର ଶିକାର ହୋଇଥିଲେ। ପରିବାରେ...

ଅଭିଯୋଗ ପରେ ବିବାହ କଲେ ପ୍ରେମିକ

ନିମାପଡ଼ା,୨୮ା୫(ଡି.ଏନ.ଏ.): ପ୍ରଥମେ ବିବାହ ପ୍ରତିଶ୍ରୁତି ଦେଇ ରଖିଲେ ଶାରୀରିକ ସମ୍ପର୍କ। ଯୁବତୀଜଣକ ଅନ୍ତଃସ୍ବତ୍ତା ହେବାପରେ ପ୍ରେମିକ ବିବାହ ହେବା ପାଇଁ ମନା କରିଦେଇଥିଲେ। ଏ ନେଇ ଯୁବତୀ ଜଣକ ଥାନାରେ ଅଭିଯୋଗ କରିବା ପରେ ଗ୍ରାମବାସୀ, ଉଭୟ ପରିବାର ଓ...

ବେଆଇନ ବିଲ୍‌ ଆଦାୟ ବିରୋଧରେ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ,୨୮।୫- ବାଲେଶ୍ୱର ଜିଲାର ବିଦ୍ୟୁତ୍‌ ସରବରାହ ପରିଚାଳନା ଦାୟିତ୍ୱରେ ଥିବା ନେସ୍କୋ ବିଦ୍ୟୁତ୍‌ ବିତରଣ ସଂସ୍ଥା ଉପଭୋକ୍ତାଙ୍କ ଠାରୁ ବିଦ୍ୟୁତ୍‌ ଶକ୍ତି ବ୍ୟବହାର ବାବଦରେ ଶୁଳ୍କ ବ୍ୟତୀତ ବିଭିନ୍ନ ଆଳରେ ଆଦାୟ କରି ଉପଭୋକ୍ତାମାନଙ୍କୁ ଦୀର୍ଘଦିନ ଧରି ଠକି...

ଶ୍ରମିକ, ଚାଷୀଙ୍କୁ ସହାୟତା ଯୋଗାଇ ଦିଅନ୍ତୁ କେନ୍ଦ୍ର, ରାଜ୍ୟ ସରକାର

ଜୟପୁର ,୨୮ା୫(ଡି.ଏନ.ଏ./ନି.ପ୍ର. )- କୋରାପୁଟ ଜିଲା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଗୁରୁବାର ଜିଲା କଂଗ୍ରେସଭବନଠାରେ ଏକ ଖବରଦାତା ସମ୍ମିଳନୀରେ ବାହାର ରାଜ୍ୟରୁ ଫେରିଥିବା ପ୍ରବାସୀ, ଶ୍ରମିକ ଏବଂ ଚାଷୀଙ୍କ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ...

କର୍ମଚାରୀଙ୍କ ସୁରକ୍ଷା ପ୍ରତି ଗୁରୁତ୍ୱ ନ ଦେଲେ ଗଡିବନି ବସ୍‌

ଜୟପୁର,୨୮ା୫(ଡି.ଏନ.ଏ./ନି.ପ୍ର. )- ଯାତ୍ରୀବାହୀ ବସ୍‌ ଚଳାଚଳ ଆସନ୍ତା ୧ରୁ ଚାଲିବ। ଏନେଇ ରାଜ୍ୟସଂଘ ସହ ଆଲୋଚନା ପରେ ନିଷ୍ପତ୍ତି ହୋଇଛି। ବିଭିନ୍ନ ଘୋରଇ ବସ୍‌ ମାଲିକ ସଂଘ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କୋରାପୁଟ ଜିଲା ଜୟପୁର ଘରୋଇ ବସ୍‌ରେ...

୨ହଜାର ଲୋକଙ୍କୁ ନେଇ ବିଚ୍ଛିନାଞ୍ଚଳରେ ପ୍ରଜାମେଳି

କୋରୁକୋଣ୍ଡା, ୨୮ା୫(ଡି.ଏନ. ଏ.)-ବିଚ୍ଛିନାଞ୍ଚଳବାସୀ ବାରମ୍ବାର ନିଜ ସମସ୍ୟା ନେଇ ପ୍ରଶାସନ ନିକଟରେ ଉପସ୍ଥାପନ କରିଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ଫଳରେ ବିଚ୍ଛିନାଞ୍ଚଳବାସୀ ପୁଣି ଥରେ ପ୍ରଜାମେଳି କରିଥିବା ଦେଖିବାକୁ ମିଳିଛି। ସେମାନେ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ...

୪ମାସ ବିତିଲା, ମୃତ୍ୟୁ ରହସ୍ୟ ଉନ୍ମୋଚିତ ହେଲାନି

ଦେଓଗାଁ, ୨୮ା୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସିଲେଟକାନୀ ଗାଁ ନିକଟ ସୋନଗଡ ନଦୀପଠାରୁ ୧୧ବର୍ଷର ବାଳକ ବାବୁଲାଲ ବଗର୍ତ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହେବା ୪ମାସ ବିତିଯାଇଛି। ହେଲେ ଏ ଯାଏ ମୃତ୍ୟୁର ରହସ୍ୟ ଉନ୍ମୋଚନ ହୋଇ ପାରିନାହିଁ।...

ନିରାଡମ୍ବରରେ ହେଲା ଦେବଦମ୍ପତିଙ୍କ ବିବାହ

ଧରାକୋଟ,୨୮ା୫(ଡି.ଏନ୍‌.ଏ.)- କରୋନା କଟକଣା ଯୋଗୁ ଧରାକୋଟଗଡ଼ର ପ୍ରମୁଖ ଯାତ୍ରା ଶୀତଳଷଷ୍ଠୀ ଚଳିତ ବର୍ଷ ନିରାଡମ୍ବରରେ ଶେଷ ହୋଇଛି। ଦୀର୍ଘବର୍ଷ ହେଲା ଏହିଦିନ ବାବା ଚନ୍ଦ୍ରଶେଖରଙ୍କ ସହ ମା’ ପାବର୍ତୀଙ୍କ ବିବାହ ବେଶ୍‌ ଜାକଜମକରେ ହୋଇଆସୁଥିଲା। ମାତ୍ର ବୁଧବାର ରାତିରେ ନିରାଡ଼ମ୍ବର...

ପ୍ରବାସୀଙ୍କ ପାଇଁ ସାମଗ୍ରୀ ବୋହିଲେ ପ୍ରଶାସନିକ ଅଧିକାରୀ

ଜୁନାଗଡ଼,୨୮।୫(ଡି.ଏନ୍‌.ଏ.)-କୋଭିଡ-୧୯କୁ ମୁକାବିଲା କରିବା ପାଇଁ ଜୁନାଗଡ ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବିଡିଓଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ ଏହି କାମରେ ନିୟୋଜିତ ରହିଛନ୍ତି। ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମସି)ରେ ରହିଥିବା ପ୍ରବାସୀମାନଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ...

ଅମ୍ଫନ କ୍ଷତିପୂରଣ ଦାବି

ବିଞ୍ଝାରପୁର, ୨୮।୫ (ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ ପ୍ରଭାବରେ ବିଞ୍ଝାରପୁର ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତର ଶହ ଶହ ପରିବାର ପ୍ରଭାବିତ ହୋଇଛନ୍ତି। ଅନେକଙ୍କର କଚ୍ଚା ଘର ଭାଙ୍ଗି ଯାଇଥିବା ବେଳେ ବହୁ ପରିବାର ଖୋଲା ଆକାଶ ତଳେ ପଡ଼ିଛନ୍ତି। ତହସିଲ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri