ଆମ ଜିଲା ଖବର

ଘରେ ପଶି ସୁନା,ଟଙ୍କା ଚୋରି

ଧରାକୋଟ,୨୮ା୫(ଡି.ଏନ୍‌.ଏ.)- ଧରାକୋଟ ଥାନା ଢଉଗଁା କନ୍ଧସାହିର ଶତ୍ରୁଘ୍ନ ନାହାକଙ୍କ ଘରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ୮୦ ଗ୍ରାମ ସୁନା ଅଳଙ୍କାର ସହ ୪୨ ହଜାର ଟଙ୍କା ଦୁର୍ବୃତ୍ତ ଚୋରି କରି ନେଇଥିବା ଶତ୍ରୁଘ୍ନ ଧରାକୋଟ ଥାନାରେ ଏତଲା...

ଅଟୋ-ବାଇକ ମୁହଁାମୁହିଁ, ଜଣେ ମୃତ

ବାଲିଗୁଡା/ତୁମୁଡିବନ୍ଧ,୨୯ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ଡ଼ଡ଼ଙ୍ଗ ନିକଟ ଏନ୍‌ଏଚ୍‌.୫୯ରେ ଅଟୋ-ବାଇକ ମୁହଁାମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିଗୁଡା ବ୍ଲକ ବାରଖମା ଗ୍ରାମର ଦୀନବନ୍ଧୁ ପାତ୍ର। ଦୀନବନ୍ଧୁ ଏକ ବାଇକ ଯୋଗେ ଜଲେଶପଟ୍ଟା...

ଲକ୍‌ଡାଉନ୍‌ରେ ଚିତ୍ରଶିଳ୍ପୀଙ୍କୁ କାମ ଯୋଗାଇଲା ଏନ୍‌ଏସି

ବାଲିଗୁଡ଼ା,୨୮ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ପରେ କାମ ନ ପାଇ ହାତବାନ୍ଧି ବସିଥିବା ବାଲିଗୁଡା ଟାଉନର ୪୦ରୁ ଉର୍ଦ୍ଧ୍ୱ ଚିତ୍ରଶିଳ୍ପୀଙ୍କୁ ସହାୟତାର ହାତ ବଢ଼ାଇଛି ଏନ୍‌ଏସି। ଏନ୍‌ଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀ ଅଞ୍ଚଳର ସମସ୍ତ ଚିତ୍ରଶିଳ୍ପୀଙ୍କୁ ଏକାଠି କରି ସହରକୁ ସରସ ସୁନ୍ଦର...

ଆନ୍ଧ୍ରକୁ ବେଆଇନ ବାଲି ଚାଲାଣ: ୮ ଟ୍ରକ୍‌ ଜବତ

ଚିକିଟି,୨୮ା୫(ଡି.ଏନ.ଏ.)-ଚିକିଟି ବ୍ଲକ୍‌ ଗିରିସୋଲା ଗ୍ରାମ ନିକଟରେ ପଡୋଶୀ ରାଜ୍ୟ ଆନ୍ଧ୍ରକୁ ବେଆଇନ୍‌ ବାଲି ଚାଲାଣ ହେଉଥିବାବେଳେ ଗୁରୁବାର ଚିକିଟି ତହସିଲ୍‌ଦାର ହରପ୍ରସାଦ ଭୋଇ ଚଢାଉ କରି ୮ଟି ଟ୍ରକ୍‌ ଜବତ କରିଛନ୍ତି। କୌଣସି ସୂତ୍ରରୁ ଖବରପାଇ ତହସିଲ୍‌ଦାର ହରପ୍ରସାଦ ଘଟଣାସ୍ଥଳରେ...

ସୁବର୍ଣ୍ଣପୁର ଶୀତଳ ଷଷ୍ଠୀ ଯାତ୍ରା: ବିବାହ ସମ୍ପନ୍ନ, ଦେବଦମ୍ପତିଙ୍କ ଯୁଗଳ ଦର୍ଶନ

ସୋନପୁର,୨୮ା୫(ନି.ପ୍ର.): ସୁବର୍ଣ୍ଣପୁର ସହରର ଡେରାପଡାରେ ଗୁରୁବାର ଦେବଦମ୍ପତିଙ୍କ ଯୁଗଳ ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶ୍ରଦ୍ଧାଳୁମାନେ ସାମାଜିକ ଦୂରତ୍ୱ ବଜାୟ ରଖି ଶିବ ପାର୍ବତୀଙ୍କ ଦର୍ଶନ କରିଥିଲେ। ବୁଧବାର ବିଳମ୍ବିତ ରାତିର ମହେନ୍ଦ୍ର ବେଳାରେ ଶିବ ପାର୍ବତୀଙ୍କ ବିବାହ ସମ୍ପନ୍ନ...

କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଲେ ବିଧାୟିକା

କବିସୂର୍ଯ୍ୟନଗର,୨୮ା୫-କବିସୂର୍ଯ୍ୟନଗରରେ ଥିବା ବିଭିନ୍ନ କ୍ୱାରାଣ୍ଟାଇନ କେନ୍ଦ୍ରକୁ ଗୁରୁବାର ବିଧାୟିକା ଲତିକା ପ୍ରଧାନ ବୁଲି ଦେଖିଛନ୍ତି। ଏଥିସହ କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିବା ପ୍ରବାସୀମାନଙ୍କ ସହ ଆଲୋଚନା କରିଛନ୍ତି। ସହରର ମର୍ଦ୍ଧରାଜ ହାଇସ୍କୁଲ, କେବିଭି କଲେଜ, ବାଳିକା ହାଇସ୍କୁଲ, ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର...

ଅନୁମତି ପରେ ବି ସ୍ବାଭାବିକ ହୋଇପାରିଲାନି ଘରୋଇ ବସ୍‌ ଚଳାଚଳ: ୧୧ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଭୁବନେଶ୍ୱର ଗଲା ବସ୍‌

ବ୍ରହ୍ମପୁର ଅଫିସ, ୨୮ା୫: ଘରୋଇ ବସ୍‌ ଚଳାଚଳ ସ୍ବାଭାବିକ କରିବା ନେଇ ସରକାରଙ୍କ ପକ୍ଷରୁ ଅନୁମତି ମିଳିବା ପରେ ମଧ୍ୟ ଗୁରୁବାର ବ୍ରହ୍ମପୁରରେ ସ୍ବାଭାବିକ ହୋଇପାରିଲା ନାହିଁ ଘରୋଇ ବସ୍‌ ଚଳଚଳ। ବସ ସେବା ସ୍ବାଭାବିକ କରିବା ନେଇ ସରକାରଙ୍କ...

ଭିଜିଲାନ୍ସ ହାତରେ ଢିପିସାହି ସମବାୟ ସମିତି ସମ୍ପାଦକ

ନୟାଗଡ ଅଫିସ,୨୮।୫-ବିହନ ଦେବା ପାଇଁ ଜଣେ ଚାଷୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ନୟାଗଡ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢିପିସାହି ସମବାୟ ସମିତି ସମ୍ପାଦକ ପ୍ରମୋଦ କୁମାର ଦେହୁରୀ। ଚାଷୀ ନିରଞ୍ଜନ ପ୍ରଧାନଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ...

ସ୍ବୟଂ ସହାୟିକା ଗୋଷ୍ଠୀ ଓ ପୌର କର୍ମଚାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ଘଟଣା: ପ୍ରତିବାଦରେ ପୌର କାର୍ଯ୍ୟାଳୟରେ କର୍ମଚାରୀଙ୍କ ଆନ୍ଦୋଳନ

ଆନନ୍ଦପୁର,୨୮।୫(ସ୍ବ.ପ୍ର.)-ଆନନ୍ଦପୁର ପୌରପରିଷଦ କାର୍ଯ୍ୟାଳୟରେ ବୁଧବାର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟ ଓ ପୌର କର୍ମଚାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଏହାର ପ୍ରତିବାଦରେ ଗୁରୁବାର ପୌର କାର୍ଯ୍ୟାଳୟ ଗେଟରେ ତାଲା ପକାଇ କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ କରିଛନ୍ତି। ଅନ୍ୟପଟେ...

ଗଞ୍ଜାମରେ ସୁସ୍ଥ ହେଲେଣି ୩୦୨ ଆକ୍ରାନ୍ତ: ଆଉ ୮୯ କରୋନା ଆକ୍ଟିଭ

ଛତ୍ରପୁର, ୨୮।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ୩୯୪ ଜଣଙ୍କଠାରେ କରୋନା ପଜିଟିଭ୍‌ ମିଳିଛି। ଏଥିରୁ ୩୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ସେହିଭଳି ୩ କରୋନା ପଜିଟିଭଙ୍କ ମତ୍ୟୁ ହୋଇଥିବା ବେଳେ ୮୯ ଜଣ କରୋନା ପଜିଟିଭ୍‌...

ଗରିବ ହିତାଧିକାରୀଙ୍କୁ ମିଳୁନି ଚାଉଳ: ତଦନ୍ତ ଦାବି

ବାଲିଗୁଡା,୨୮।୫(ଡି.ଏନ.ଏ.)-ଲକଡାଉନ ବେଳେ କେହି ବି ଯେମିତି ଅନାହାରରେ ନ ରହିବେ ତାକୁ ଆଖି ଆଗରେ ରଖି କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ସମସ୍ତେ ହିତାଧିକାରୀଙ୍କୁ ୩ ମାସ ପାଇଁ ମାଗଣାରେ ମୁଣ୍ଡପିଛା ୧୫ କିଲୋଗ୍ରାମ ଚାଉଳ ଓ...

ବିଉଟି ପାର୍ଲର ଖୋଲିବାକୁ ଦାବି

ଝାରସୁଗୁଡା ଅଫିସ,୨୮।୫- ଓଡିଶା ବିଉଟି ଆସୋସିଏଶନ ଝାରସୁଗୁଡା ଜିଲା ଶାଖା ପକ୍ଷରୁ ଗୁରୁବାର ସହରର ସମସ୍ତ ବିଉଟି ପାର୍ଲର ଖୋଲିବାକୁ ଦାବି କରାଯାଇଛି। ସଂଘର ସଭାନେତ୍ରୀ ବିମଲା ରୋଚବାନି ଓ ସମ୍ପାଦିକା ମମତା ପଟୁଆଙ୍କ ନେତୃତ୍ୱରେ ଅନ୍ୟ କର୍ମକର୍ତ୍ତାମାନେ ଜିଲାପାଳଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri