ଆମ ଜିଲା ଖବର

ଆୟୁଷ ଡାକ୍ତରଙ୍କୁ ଅବହେଳା ଅଭିଯୋଗ: ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଦାବିପତ୍ର

ବାଲେଶ୍ୱର ଅଫିସ,୨୮।୫- ବାଲେଶ୍ୱର ଜିଲାରେ କାର୍ଯ୍ୟରତ ୪୨ ଆୟୁଷ ଡାକ୍ତରଙ୍କୁ ରାଜ୍ୟସରକାର ଅବହେଳା ପ୍ରଦର୍ଶନ କରିଥିବା ନେଇ ବୁଧବାର ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କୁ ଆୟୁଷ ଡାକ୍ତର ସଂଘ ପକ୍ଷରୁ ଅଭିଯୋଗ ପତ୍ର ପ୍ରଦାନ...

କୃଷିଋଣ ଛାଡ, ପ୍ରବାସୀଙ୍କୁ ସହାୟତା ଦାବି

ଖଇରା,୨୮।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକ ସିପିଏମ ଆଞ୍ଚଳିକ କମିଟି ତରଫରୁ କରୋନା ଓ ବାତ୍ୟା ଅମ୍ପନରେ କ୍ଷତିଗ୍ରସ୍ତ ପାଇଁ ୭ଦଫା ଦାବି ନେଇ ଏକ ସ୍ମାରକ ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳଙ୍କୁ...

ଯୋଗେଶ୍ୱର ବାବାଙ୍କ ବିବାହ ଉତ୍ସବ ସମ୍ପନ୍ନ

ଦେଓଗାଁ,୨୮ା୫(ଡି.ଏନ.ଏ.)  ବଲାଙ୍ଗୀର ଜିଲା ଦେଓଗାଁ ଯୋଗୀସାଗରସ୍ଥିତ ଯୋଗେଶ୍ୱର ବାବାଙ୍କ ମନ୍ଦିର ପ୍ରାଙ୍ଗଣରେ ବୁଧବାର ୯ମ ପବିତ୍ର ଶୀତଳ ଷଷ୍ଠୀ ମହୋତ୍ସବ ନିରାଡମ୍ବର ସହକାରେ ସମ୍ପନ୍ନ ହୋଇଛି। ଏହି ଦିନ ବୈବାହିକ ରୀତନୀତି ଅନୁସାରେ ଯୋଗେଶ୍ୱରବାବା ଓ ପାର୍ବତୀଙ୍କ ବିବାହୋତ୍ସବ ହୋଇଥିଲା।...

୧୦ ହଜାର ଲାଞ୍ଚ: ଭିଜିଲାନ୍ସ ଜାଲରେ, ବନରକ୍ଷୀ, ରାତ୍ର ଜଗୁଆଳି

ବ୍ରହ୍ମପୁର ଅଫିସ/ସୋରଡା(ଡି.ଏନ.ଏ.), ୨୮ା୫-ଗଞ୍ଜାମ ଜିଲା ସୋରଡ଼ା ବନଖଣ୍ଡ ଅଧୀନରେ ଥିବା ପିପଳପଙ୍କା ବନରକ୍ଷୀ ବିଷ୍ଣୁପ୍ରିୟା ଦାଶ ଜଣେ ଆଦିବାସୀଙ୍କ ନାମରେ ମାମଲା ରୁଜୁ ନ କରିବା ପାଇଁ ବୁଧବାର ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ...

ଚେନ୍‌ ଟାଣି ଖଲ୍ଲିକୋଟ ଷ୍ଟେଶନରେ ଓହ୍ଲାଇଗଲେ ୪୧୩ ପ୍ରବାସୀ ଓଡିଆ

ଖଲିକୋଟ,୨୮ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ରେଲ୍‌ୱେ ଷ୍ଟେଶନରେ ବୁଧବାର ଅପରାହ୍ନ ପ୍ରାୟ ୧ଟାରେ ଏକ ଶ୍ରମିକ ସ୍ପେଶାଲ ଟ୍ରେନର ଚେନ୍‌ ଟାଣି ୪୩୧ ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇ ପଳାଇଥିଲେ। ଷ୍ଟେଶନ ଅଞ୍ଚଳର ବହୁ ଯୁବକ ସେମାନଙ୍କୁ ଅଟକାଇ ପୋଲିସକୁ ଖବର ଦେଇଥିଲେ।...

୫ ଜୁଆଡ଼ି ଗିରଫ, ଟଙ୍କା ଜବତ

ବୁଗୁଡ଼ା,୨୭ା୫(ଡି.ଏନ.ଏ.)- ବୁଗୁଡ଼ା ଥାନା ଆଦିପୁର ଗ୍ରାମ ନିକଟସ୍ଥ ଏକ ବଟ ମୂଳରେ ବୁଧବାର ଅପରାହ୍ନରେ ଜୁଆଖେଳ ଚାଲିଥିବାବେଳେ ବୁଗୁଡ଼ା ଥାନା ଆଇଆଇସି ଚିତ୍ତରଞ୍ଜନ ବେହେରା ସଦଳବଳ ଚଢାଉ କରିଥିଲେ। ସେଠାରୁ ୫ ଜୁଆଡିଙ୍କୁ ଗିରଫ କରିବା ସହ ୨୨୨୦ ଟଙ୍କା...

ସାପ କାମୁଡ଼ାରେ ଆଶା କର୍ମୀଙ୍କ ଜୀବନ ଗଲା

ଠାକୁରମୁଣ୍ଡା,୨୭ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ସାଲେଇବେଡା ପଞ୍ଚାୟତ ରାଣୀଭୋଳ ଗ୍ରାମର ଆଶା କର୍ମୀ ଅମ୍ବିକା ମହାନ୍ତଙ୍କ ବୁଧବାର ସାପ କାମୁଡ଼ାରେ ପ୍ରାଣହାନୀ ଘଟିଛି। ମଙ୍ଗଳବାର ରାତିରେ ସେ ଘରେ ଶୋଇଥିବା ବେଳେ ଏକ ବିଷଧର ସାପ ତାଙ୍କୁ କାମୁଡି...

ଗଞ୍ଜାମରେ ୨ ହୋମଗାର୍ଡ କରୋନା ପଜିଟିଭ୍‌

ଛତ୍ରପୁର,୨୭l୫(ଡି.ଏନ.ଏ)-ଗଞ୍ଜାମ ପୋଲିସ ଜିଲା ପୋଲସରା ଥାନାର ୨ ଜଣ ହୋମଗାର୍ଡ କରୋନା ସଂକ୍ରମିତ ହୋଇଥିବା ଏସ୍‌ପି ବ୍ରିଜେଶ କୁମାର ରୟ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ପଜିଟିଭ ଚିହ୍ନଟ ହୋଇଥିବା ଏହି କର୍ମଚାରୀଙ୍କ ମଧ୍ୟରୁ ଜଣେ ଜଗନ୍ନାଥପୁର ଷ୍ଟେଶନ ଓ...

ତାତିରେ କଲବଲ ହେଲେ ଲୋକେ

ଅନୁଗୋଳ ଅଫିସ, ୨୭।୫- ତତଲା କଡ଼େଇ ପାଲଟିଛି ଅନୁଗୋଳ। ବୁଧବାର ୪୩.୭ ଡିଗ୍ରୀ ତାପମାତ୍ରା ସହ ରାଜ୍ୟର ଉତ୍ତପ୍ତ ସହର ତାଲିକାରେ ଅନୁଗୋଳ ସର୍ବାଗ୍ରେ ଥିବାରୁ ଦିନ ତମାମ କଲବଲ ହୋଇଥିଲେ ଲୋକେ। ସକାଳ ୮ଟାରୁ ତାପମାତ୍ରା ବଢ଼ିବା ସହ...

ରିଆଡ୍‌ମିଶନ ଫି’ କୋହଳ ପାଇଁ ଦାବି

ଅନୁଗୋଳ ଅଫିସ, ୨୭।୫- ଯୁକ୍ତ ୨, ଯୁକ୍ତ ୩ ମହାବିଦ୍ୟାଳୟ, ବେସରକାରୀ ଡିପ୍ଲୋମା ଓ ଡିଗ୍ରୀ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ରିଆଡମିଶନ ଫି’କୁ ତିନି ମାସ କୋହଳ କରିବା ପାଇଁ ଅନୁଗୋଳ ଜିଲା ଛାତ୍ର କଂଗ୍ରେସ କମିଟି ପକ୍ଷରୁ ବୁଧବାର ଜିଲାପାଳଙ୍କୁ...

ଯୁବତୀଙ୍କୁ ହତ୍ୟା ଧମକ ଅଭିଯୋଗ, ଜଣେ ଗିରଫ

ପାଟଣା,୨୭।୫(ସ୍ବ.ପ୍ର)-ଜଣେ ଯୁବତୀଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ ବୁଧବାର କେନ୍ଦୁଝର ଜିଲା ତୁରୁମୁଙ୍ଗା ପୋଲିସ କରଞ୍ଜିଆ ଥାନା କରଞ୍ଜିଆର ରାଜେଶ କୁମାର ସାହୁ(୨୫)ଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ପୋଲିସ ସୂଚନା ଅନୁଯାୟୀ, ତୁରୁମୁଙ୍ଗା ଥାନା ଅଞ୍ଚଳର ଜଣେ ଯୁବତୀ...

ଅନୁଗୋଳ ପୋଲିସ ସ୍ତରରେ ଅଦଳବଦଳ

ଅନୁଗୋଳ ଅଫିସ, ୨୭।୫- ଅନୁଗୋଳ ଜିଲା ପୋଲିସ ମୁଖ୍ୟାଳୟ ପକ୍ଷରୁ ୧୪ ଜଣ ସବ୍‌ଇନ୍ସପେକ୍ଟର ଓ ଜଣେ ଆସିଷ୍ଟାଣ୍ଟ ସବ୍‌ଇନ୍ସପେକ୍ଟରଙ୍କ ଅଦଳବଦଳ କରାଯାଇଛି। ଅନୁଗୋଳ ହେଡ୍‌ କ୍ବାର୍ଟରରେ ଥିବା ଏସ୍‌ଆଇ ଅରୁଣ କୁମାର ପଣ୍ଡାଙ୍କୁ ବଇଣ୍ଡା ବିଟ୍‌ ହାଉସ୍‌ ଇନ୍‌ଚାର୍ଜ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri