ଆମ ଜିଲା ଖବର

ଅନୁଗୋଳରେ ଖୋଲିଲା ୧୯ ମଦ ଦୋକାନ

ଅନୁଗୋଳ ଅଫିସ, ୨୭।୫- ରାଜ୍ୟ ସରକାର ଅନ୍‌ଲାଇନ୍‌ରେ ବିକ୍ରି ପାଇଁ ଅନୁମତି ଦେବା ପରେ ଗତ ୩ ଦିନ ମଧ୍ୟରେ ଅନୁଗୋଳରେ ୧୯ଟି ମଦ ଦୋକାନ ଖୋଲିଛି। କିନ୍ତୁ ଅନ୍‌ଲାଇନ୍‌ ବଦଳରେ ଖୋଲାଖୋଲି ଗ୍ରାହକମାନେ ଦୋକାନରୁ ମଦ କିଣୁଥିବା ଦେଖାଯାଉଛି।...

ସଙ୍ଗରୋଧ କେନ୍ଦ୍ରରେ ଛାୟା ବିବାହ  

ଓଡ଼ାପଡ଼ା, ୨୭।୫(ଡି.ଏନ.ଏ.)-ସଙ୍ଗରୋଧରେ ଥିବା ପ୍ରବାସୀଙ୍କ ଚିତ୍ତବିନୋଦନ ଲାଗି ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଅଙ୍କରାନ୍ତିପୁର ଉନ୍ନୀତ ହାଇସ୍କୁଲସ୍ଥିତ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବୁଧବାର ଛାୟା ବିବାହ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ସଙ୍ଗରୋଧରେ ଥିବା ଜଣେ ଦମ୍ପତି ବରକନ୍ୟା ବେଶରେ ସଜେଇ ହୋଇ...

ନିରାଡମ୍ବରରେ ପାଳନ ହେଲା ଶୀତଳଷଷ୍ଠୀ

ବଲାଙ୍ଗୀର ଅଫିସ, ୨୭ା୫-କରୋନା ମହାମାରୀ ଚଳିତବର୍ଷର ଶୀତଳଷଷ୍ଠୀ ପୂଜନୋତ୍ସବକୁ ଅନାକର୍ଷଣୀୟ କରିଦେଇଥିଲେ ମଧ୍ୟ ଭକ୍ତଙ୍କ ଆସ୍ଥାକୁ କମାଇ ପାରିନାହିଁ ା ବଲାଙ୍ଗୀରରେ କରୋନା ମହାମାରୀକୁ ଆଖି ଆଗରେ ରଖି ଭକ୍ତ ଓ ସଚେତନ ନାଗରିକମାନେ ନିରାଡମ୍ବର ଭାବେ ଶୀତଳଷଷ୍ଠୀ ପୂଜା...

ଫସଲକ୍ଷତି ସହାୟତା ଦାବି କଲେ ଚାଷୀ

ବରଗଡ଼ ଅଫିସ୍‌,୨୭।୫-ବରଗଡ଼ ଜିଲା ଭେଡ଼େନ ବ୍ଲକ ରୁଷୁଡ଼ା ପଞ୍ଚାୟତ ଅଧିନ ଧାତୁକପାଲି, ଘିଚାପାଲି, ହାଟଗାଁ, ରୁଷୁଡ଼ା, ଭୁତାପାଲି ଆଦି ଅଞ୍ଚଳରେ ଗତ କିଛିଦିନ ତଳେ ହୋଇଥିବା କାଳବୈଶାଖୀରେ ଧାନ ଫସଲ ନଷ୍ଟ ହୋଇଥିଲା । ଅଞ୍ଚଳର ଚାଷୀମାନେ ଏ ନେଇ...

ସ୍ପେଶାଲ ଟ୍ରେନ୍‌ରେ ପହଞ୍ଚତ୍ଲେ ୪୪୨୯ପ୍ରବାସୀ

ବଲାଙ୍ଗୀର ଅଫିସ, ୨୭ା୫-ବଲାଙ୍ଗୀର ରେଳଷ୍ଟେଶନ୍‌ରେ ମଙ୍ଗଳବାର ରାତିରେ ଗୋଟିଏ ଓ ବୁଧବାର ୨ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚତ୍ଥିଲା ା ଏହି ତିନି ଟ୍ରେନ୍‌ରେ ସମୁଦାୟ ୪୪୨୯ ଜଣ ଓଡିଆ ପ୍ରବାସୀ ଓହ୍ଳାଇଥିଲେ ା ସେଥିରେ କେବଳ ବଲାଙ୍ଗୀର ଜିଲାର...

ଯୁବକଙ୍କୁ ଅପହରଣ ପରେ ହତ୍ୟା

ପାଟପୁର,୨୭ା୫- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ଜଙ୍ଗଲରୁ ପାଟପୁର ପୋଲିସ ବୁଧବାର ଗଛରେ ବନ୍ଧା ହୋଇଥିବା ଅବସ୍ଥାରେ ଜଣେ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି। ସେ ହେଲେ ବ୍ରହ୍ମପୁର ଶାସ୍ତ୍ରୀନଗରର ବିଭୂପ୍ରସାଦ...

ଚେନ୍‌ ଟାଣି ଖଲ୍ଲିକୋଟ ଷ୍ଟେଶନରେ ଓହ୍ଲାଇଗଲେ ୪୧୩ ପ୍ରବାସୀ ଓଡିଆ  

ଖଲିକୋଟ,୨୭ା୫(ଡି.ଏନ୍‌.ଏ.)- ଖଲ୍ଲିକୋଟ ରେଲ୍‌ୱେ ଷ୍ଟେଶନରେ ବୁଧବାର ଅପରାହ୍ନ ପ୍ରାୟ ୧ଟାରେ ଏକ ଶ୍ରମିକ ସ୍ପେଶାଲ ଟ୍ରେନର ଚେନ୍‌ ଟାଣି ୪୩୧ ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇ ପଳାଇଥିଲେ। ଷ୍ଟେଶନ ଅଞ୍ଚଳର ବହୁ ଯୁବକ ସେମାନଙ୍କୁ ଅଟକାଇ ପୋଲିସକୁ ଖବର ଦେଇଥିଲେ।...

କୋଣାର୍କ ଶୋଭନୀୟ ରାସ୍ତା କାର୍ଯ୍ୟରେ ଅନିୟମିତତା

କୋଣାର୍କ,୨୭ା୫(ଡି.ଏନ.ଏ): କୋଣାର୍କ ଏନ୍‌ଏସି ଅଧୀନସ୍ଥ ୧୦ନଂ ୱାର୍ଡ ଜାତୀୟ ରାଜପଥ ରାସ୍ତାରୁ ଶୋଭନୀୟ ଶିକ୍ଷାଶ୍ରମ କଂକ୍ରିଟ ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ, ଶୋଭନୀୟ ଶିକ୍ଷାଶ୍ରମ ୧୫୦ମିଟର କଂକ୍ରିଟ ଢଳେଇ ରାସ୍ତା ନିର୍ମାଣ କାର୍ଯ୍ୟ...

୨ ଟ୍ରେନରେ ଫେରିଲେ ୯୬୭ ପ୍ରବାସୀ

ଖୋର୍ଦ୍ଧା ଅଫିସ,୨୭ା୫ : ଖୋର୍ଦ୍ଧ ରୋଡ ଷ୍ଟେଶନରେ ବୁଧବାର ୨ଟି ଟ୍ରେନରେ ୯୬୭ଜଣ ପ୍ରବାସୀ ଫେରିଛନ୍ତି। ଟ୍ରେନରୁ ସାମାଜିକ ଦୂରତା ବଜାୟ ରଖି ପ୍ଲାଟଫର୍ମରୁ ବାହାରିବା ପରେ ସମସ୍ତଙ୍କ ଥର୍ମାଲ ସ୍କ୍ରିର୍ନିଂ, ପଞ୍ଜୀକରଣ, ହାତରେ ଷ୍ଟାମ୍ପ ଲଗାଯାଇ ସ୍ବତନ୍ତ୍ର ବସରେ...

ଦଇତାପତି ସେବକଙ୍କ ସ୍ବାବ ସଂଗ୍ରହ

ପୁରୀ ଅଫିସ,୨୭ା୫: ଆସନ୍ତା ୫ରେ ଦେବସ୍ନାନ ପୂର୍ଣ୍ଣିମା। ରତ୍ନସିଂହାସନରୁ ଓହ୍ଲାଇ ସ୍ନାନମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାବିଗ୍ରହ। ମଣ୍ଡପ ଉପରେ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ମହାମାରୀ କରୋନାର ଭୟାବହତା ଭିତରେ ମହାପ୍ରଭୁଙ୍କ ଏହିସବୁ ନୀତିକାନ୍ତି କିପରି...

ଆବଦ୍ଧାଞ୍ଚଳ ହେଲା ନୋଡାଲ ଉଚ୍ଚ ବିଦ୍ୟାଳୟ

ପାଟଣା,୨୭।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ବୁଧବାର କେନ୍ଦୁଝର ଜିଲାପାଳ ଆଶୀଷ ଠାକ୍‌ରେ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରିଛନ୍ତି। ଏହା ଶୁକ୍ରବାର ପର୍ଯ୍ୟନ୍ତ ବଳବତ୍ତର ରହିବ। ଜଣେ ୧୮ ବର୍ଷୀୟ...

୧୩ ଲକ୍ଷ ଟଙ୍କାର ଗୁଟ୍‌ଖା ଜବତ: ୨ ଗିରଫ

ଗୁଣପୁର,୨୭ା୫(ଡି.ଏନ୍‌.ଏ.)-ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଗୁଟ୍‌ଖା ଏବଂ ପଲିଥିନ କାରବାର ଥମିବା ନାଁ ଧରୁନି ା ଲକ୍ଷଲକ୍ଷ ଟଙ୍କାର ଗୁଟ୍‌ଖା କାରବାର ହେଉଥିବା ଜଣାପଡ଼ିଛି। ମଙ୍ଗଳବାର ପୋଲିସ ସହରର ଦୁଇଟି ସ୍ଥାନରେ ଚଢ଼ାଉକରି ବ୍ୟାପକ ପରିମାଣରେ ଗୁଟ୍‌ଖା ଜବତ କରିଛି।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri