ଆମ ଜିଲା ଖବର

ଅଗ୍ନିକାଣ୍ଡ: ୨୦ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ

ମାଲକାନଗିରି,୨୭ା୫(ଡି.ଏନ୍‌.ଏ.)- ମାଲକାନଗିରି ସଦର ମହକୁମାରେ ଥିବା ଏକ ବ୍ୟବସାୟ ପ୍ରତିଷ୍ଠାନରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟି ୨୦ ଲକ୍ଷ ଟଙ୍କାର ସମ୍ପତ୍ତି ପୋଡିଯାଇଛି। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚତ୍ ନିଆଁକୁ ଆୟତ କରିଥିଲେ। ଈଶ୍ୱର ପଟ୍ଟନାୟକଙ୍କ ଏହି ବ୍ୟବସାୟ...

ପାଟଣାରେ ମିଳୁନି ଧାନ ବିହନ

ପାଟଣା, ୨୭।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକରେ ବିହନ ଧାନର ଘୋର ଅଭାବ ପରିଲକ୍ଷିତ ହୋଇଛି। ଚାଷୀ ସମବାୟ ସମିତିକୁ ପ୍ରତିଦିନ ଦୌଡ଼ିଲେ ବି ଧାନ ବିହନ ନ ପାଇ ହତାଶ ହୋଇ ଫେରୁଛି। ଫଳରେ ଚାଷୀ କୁଳ ଅସନ୍ତାଷ ପ୍ରକାଶ...

ସଙ୍ଗରୋଧ କେନ୍ଦ୍ରରେ ଭୀଷଣ ଅବ୍ୟବସ୍ଥା: ଭାଜପାର ଦାବିପତ୍ର

କଟକ ଅଫିସ,୨୭ା୫: କଟକ ଜିଲାରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ରର ସ୍ଥିତି ସାଂଘାତିକ। ସେଠାରେ ନାନା ଅବ୍ୟବସ୍ଥା ଥିବା ଅଭିଯୋଗ କରି ଭାଜପା ପକ୍ଷରୁ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କୁ ବୁଧବାର ଦାବିପତ୍ର ଦିଆଯାଇଛି। ଦଳର ଅଭିଯୋଗ ହେଉଛି, ଜିଲାରେ ୬୧୨ଟି...

ବାଲି ଚାଲାଣବେଳେ ଚଢାଉ, ୫ ଗାଡ଼ି ଜବତ

ଚମ୍ପୁଆ,୨୭ା୫(ଡି.ଏନ.ଏ)- ଚମ୍ପୁଆ ରାଜସ୍ବ ବିଭାଗ ଅଧିନରେ ଥିବା ବିଭିନ୍ନ ବାଲି ଉତ୍ସ ଗୁଡିକର ବାରମ୍ବାର ବାଲି ଚୋରାଚାଲାଣ ହୋଇ ଆସୁଥିବା ବେଳେ ରାଜସ୍ବ ବିଭାଗକୁ ଚକମା ଦେଖାଇ ବାଲି ମାଫିଆ ମାନେ ଅନାୟାଶରେ ବାଲି ଚାଲାଣ କରିଆସୁଥିଲେ। ଏପରିକି ରାଜସ୍ବ...

ଜୁଲାଇ ୨୪ ସୁଦ୍ଧା ସରିବ ସବୁ ପରୀକ୍ଷା

କଟକ ଅଫିସ,୨୭ା୫: ରେଭେନ୍‌ଶା ବିଶ୍ୱବିଦ୍ୟାଳୟର ସମସ୍ତ ପରୀକ୍ଷା ଜୁଲାଇ ୨୪ ସୁଦ୍ଧା ସରିବ। ଜୁନ୍‌ ୧୭ ପରେ ବିଶ୍ୱବିଦ୍ୟାଳୟ ଖୋଲିଲେ ବାକି ଥିବା ସମସ୍ତ ପରୀକ୍ଷା ସାରିବା ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ଲକ୍‌ଡାଉନ୍‌ ପୂର୍ବରୁ କିଛି ବିଭାଗରେ...

ପଦ୍ମେଶ୍ବର ଶୈବପୀଠରେ ଶୀତଳଷଷ୍ଠୀ ଉତ୍ସବ

କେନ୍ଦୁଝର,୨୭ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ବିଭିନ୍ନ ଶୈବ ପୀଠରେ ଶୀତଳ ଷଷ୍ଠୀ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଶିବଙ୍କ ପୂଜା ଆରାଧନା କରିବା ସହ ଶିବ ଓ ପାର୍ବତୀଙ୍କ ବିବାହ କରାଯାଇଛି। କରୋନା କଟକଣା ପାଇଁ ନିଆରା ଭାବରେ ଓ...

କୁଖ୍ୟାତ ଲୁଟେରା ସୟିଦ, ସଦାମ ଗିରଫ

କଟକ ଅଫିସ,୨୭ା୫: ସହରର ଦୁଇ କୁଖ୍ୟାତ ଲୁଟେରାଙ୍କୁ ବୁଧବାର ଗିରଫ କରିଛି ଲାଲବାଗ ଥାନା ପୋଲିସ। ଏହି ଦୁଇ ଜଣ ହେଲେ ଓଡ଼ିଆ ବଜାରର ସୟିଦ ଖାନ (୩୬) ଓ ଚାନ୍ଦିନୀଚୌକ ଅଞ୍ଚଳର ସୟିଦ ସଦାମ (୨୪)। ଇଦ୍‌ ଅବସରରେ...

ସଂସ୍କାର ପାଇଁ ଯାଉଥିବା ମୃତଦେହ ଜବତ କଲା ପୋଲିସ

ପାଟପୁର,୨୭ା୫- ପାଟପୁର ପୋଲିସ ବୁଧବାର ସଂସ୍କାର ପାଇଁ ପୁରୀ ସ୍ବର୍ଗଦ୍ୱାର ଯାଉଥିବା ମୃତଦେହକୁ ଜବତ କରିଛି। ମୃତଦେହ ବ୍ରହ୍ମପୁର ବଡ ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇ ଏକ ମାମଲା ରୁଜୁ କରିଛି। ପ୍ରକାଶ ଯେ, ଗଣେଶ ସାମନ୍ତରାୟ (୫୫) ବୁଧବାର...

ଭିଜିଲାନ୍ସ ଜାଲରେ ପିପଳପଙ୍କା ବନରକ୍ଷୀ, ରାତ୍ର ଜଗୁଆଳି

ବ୍ରହ୍ମପୁର ଅଫିସ,୨୭।୫-ଗଞ୍ଜାମ ଜିଲା ସୋରଡ଼ା ବନଖଣ୍ଡ ଅଧିନରେ ଥିବା ପିପଳପଙ୍କା ବନରକ୍ଷୀ (ଫରେଷ୍ଟ ଗାର୍ଡ) ବିଷ୍ଣୁପ୍ରିୟା ଦାଶ ଜଣେ ଆଦିବାସୀଙ୍କ ନାମରେ ମାମଲା ରୁଜୁ ନ କରିବା ପାଇଁ ବୁଧବାର ମଧ୍ୟାହ୍ନରେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ...

ଅମ୍ଫନ୍‌ରେ ୩୨୪ ହେକ୍ଟର ଜମି କ୍ଷତିଗ୍ରସ୍ତ : ରିପୋର୍ଟ ଦେଲା ପ୍ରଶାସନ

ଜଳେଶ୍ୱର,୨୭।୫(ସ୍ବ.ପ୍ର.)-ବାତ୍ୟା ଅମ୍ଫନ୍‌ ପ୍ରଭାବରେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ମୋଟ ଚାଷ ହୋଇଥିବା ୮ହଜାର ହେକ୍ଟର ଜମି ମଧ୍ୟରୁ ୩୨୪ ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି ବୋଲି ପ୍ରଶାସନ ପକ୍ଷରୁ ରିପୋର୍ଟ ଦିଆଯାଇଛି ା ଏହି ଆକଳନ ତ୍ରୁଟିପୂର୍ଣ୍ଣ ବୋଲି...

ପୁରୁଷୋତ୍ତମପୁର ବ୍ଲକରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ : ପାଣ୍ଡିଆ ଗ୍ରାମକୁ ସଟ୍‌ଡାଉନ ଘୋଷଣା

ପୁରୁଷୋତ୍ତମପୁର,୨୭।୫(ଡି.ଏନ.ଏ)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ହୋଇଛି। ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ପାଣ୍ଡିଆ ଗ୍ରାମରେ। ଏହାପରେ ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମକୁ ପାର୍ସିଆଲ ସଟ୍‌ଡାଉନ ଘୋଷଣା କରାଯାଇଛି। ଆକ୍ରାନ୍ତ ବ୍ୟକ୍ତିଙ୍କଠାରେ ସୋମବାର ରାତିରେ ଲକ୍ଷଣ ଜଣାପଡ଼ିବା...

ବିଭିନ୍ନ ସମସ୍ୟା ନେଇ ସିପିଆଇର ଗଣବିକ୍ଷୋଭ

ଏରସମା,୨୭ା୫(ସ୍ବ.ପ୍ର.): ଏରସମା ବ୍ଲକ ମୁଖ୍ୟାଳୟସ୍ଥିତ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ସିପିଆଇ ରାଜ୍ୟ ପରିଷଦ ଓ କୃଷକ ସଭାର ସର୍ବଭାରତୀୟ ପ୍ରତିବାଦ ଦିବସ ଅବସରରେ ବିଭିନ୍ନ ସମସ୍ୟାନେଇ ଗଣବିକ୍ଷୋଭ ଅନୁଷ୍ଠିତ ହୋଇଛି। ଏରସମା ସିପିଆଇ କାର୍ଯ୍ୟାଳୟରୁ ସାମାଜିକ ଦୂରତା ରକ୍ଷାକରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri