ଆମ ଜିଲା ଖବର

କେନ୍ଦ୍ରାଞ୍ଚଳ ଆର୍‌ଡିସିଙ୍କ ଚାନ୍ଦପୁର କୋଭିଡ ମେଡିକାଲ ପରିଦର୍ଶନ

ରଣପୁର,୨୭।୫(ସ୍ବ.ପ୍ର)-ନୟାଗଡ ଜିଲା ଚାନ୍ଦପୁରରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲକୁ ବୁଧବାର କେନ୍ଦ୍ରାଞ୍ଚଳ ଆରଡିସି ଅନିଲ କୁମାର ସାମଲ ଅଚାନକ ଗସ୍ତରେ ଆସି ପରିଦର୍ଶନ କରିଛନ୍ତି। ପ୍ରଥମେ ଆର୍‌ଡିସି ସାମଲ ଟାଙ୍ଗି ପୂର୍ତ୍ତବିଭାଗ ଡାକ ବଙ୍ଗଳାରେ ପହଞ୍ଚି ଜିଲାର ବରିଷ୍ଠ...

ଚାଷୀଙ୍କ ଘରୁ ୧୦ ଫୁଟ୍‌ ଅହିରାଜ ଉଦ୍ଧାର

ରଣପୁର,୨୭।୫(ସ୍ବ.ପ୍ର)-ନୟାଗଡ ଜିଲା ରଣପୁର ବ୍ଲକ ଦର୍ପନାରାୟଣପୁର କାକଲମା ଗ୍ରାମର ଚାଷୀ ରମେଶ ପ୍ରଧାନଙ୍କ ଘରୁ ବୁଧବାର ଏକ ୧୦ ଫୁଟ ଅହିରାଜ ସାପ ଉଦ୍ଧାର କରାଯାଇଛି। ଭୋର ୪ ଟାରେ ରମେଶଙ୍କ ରୋଷେଇ ଘର ମଞ୍ଚା ଉପରେ ଅହିରାଜଟି ଏକ...

ମାଗୁରା ନୌକାବିହାର ପରିଦର୍ଶନ କଲେ ପର୍ଯ୍ୟଟନ ମନ୍ତ୍ରୀ

ଚୌଦ୍ୱାର,୨୭।୫(ଡି.ଏନ.ଏ)-ଚୌଦ୍ୱାର ବିରୂପା ନିକଟରେ ନିର୍ମାଣ ଚାଲିଥିବା ମାଗୁରା ନୌକାବିହାର କମ୍ପ୍ଲେକ୍ସକୁ ବୁଧବାର ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପରିଦର୍ଶନ କରିଛନ୍ତି। ଏଥିସହିତ ଏହି କମ୍ପ୍ଲେକ୍ସର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଚୌଦ୍ୱାର କଟକ ବିଧାୟକ ସୌବିକ ବିଶ୍ୱାଳ...

ରାଇସ ମିଲ୍‌ରୁ ବିଷଧର ସାପ ଉଦ୍ଧାର

ବୁଗୁଡ଼ା,୨୭ା୫(ଡି.ଏନ.ଏ.)-ବୁଗୁଡ଼ା ସହର ନିକଟସ୍ଥ ଷୋହଳମାଇଲି ଠାରେ ଥିବା ଶଙ୍କର ରାଇସ୍‌ ମିଲରୁ ବୁଧବାର ଅପରାହ୍ନରେ ଏକ ୫ ଫୁଟିଆ ବିଷଧର ସାପ ଉଦ୍ଧାର କରାଯାଇଛି। ମିଲ୍‌ରେ କାମ କରୁଥିବାବେଳେ ଉକ୍ତ ସାପଟିକୁ ଅଚାନକ ଜଣେବ୍ୟକ୍ତି ଦେଖିଥିଲେ। ଖବର ପାଇ ଦଦରାଖୋଲର...

ତହସିଲ ଟୁଇଟର୍‌ ଆକାଉଣ୍ଟ ହେଉନି ଅପ୍‌ଡେଟ୍‌: ୫ ତହସିଲଦାରଙ୍କୁ ତାଗିଦ୍‌ କଲେ ଜିଲାପାଳ

ଜଗତସିଂହପୁର ଅଫିସ,୨୭ା୫: ଲକ୍‌ଡାଉନ୍‌ ସମୟରେ ଘରେ ବସି ପ୍ରଶାସନ ନିକଟରେ ଅଭିଯୋଗ କରି ସମାଧାନ ପାଇଁ ଟୁଇଟର୍‌ ସୁଯୋଗ ସୃଷ୍ଟି କରୁଛି । କିନ୍ତୁ ଜିଲାର କୁଜଙ୍ଗ, ନାଉଗାଁ, ବିରିଡ଼ି, ବାଲିକୁଦା ଓ ଜଗତ୍‌ସିଂହପୁର ତହସିଲ କାର୍ଯ୍ୟାଳୟ ଟୁଇଟର୍‌ ଅପଡେଟ୍‌...

ଆନନ୍ଦପୁର ପୌର ପରିଷଦ କାର୍ଯ୍ୟାଳୟରେ ଉତ୍ତେଜନା: ଯନ୍ତ୍ରୀ-ସ୍ବୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ଧସ୍ତାଧସ୍ତି

ଆନନ୍ଦପୁର,୨୭ା୫(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ କାର୍ଯ୍ୟାଳୟରେ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀଙ୍କ ସହିତ ସ୍ବୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ବଚସା ପରେ ଧସ୍ତାଧସ୍ତି ହୋଇଛି। ଫକୀରପୁର ୮ ନଂ. ଓ୍ବାର୍ଡର ଉନୟନ ଯୋଜନାରେ ସଂପୃକ୍ତ ଓ୍ବାର୍ଡରେ ଥିବା ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାମାନଙ୍କୁ...

ଚିଲିକାରେ ମାଛ ଧରୁଥିବା ବେଳେ ମତ୍ସ୍ୟଜୀବୀଙ୍କ ଜୀବନ ଗଲା

କୃଷ୍ଣପ୍ରସାଦ,୨୭ା୫(ଡି.ଏନ୍‌.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ନଳବଣ ନିକଟ ଚିଲିକାରେ ମାଛ ଧରୁଥିବା ବେଳେ ଜଣେ ମତ୍ସ୍ୟଜୀବୀଙ୍କ ବୁଧବାର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ଶ୍ୟାମସୁନ୍ଦର ବେହେରାଙ୍କ ଘର କୃଷ୍ଣପ୍ରସାଦ ବ୍ଲକ କୁମାରପୁରରେ। ସେ ଏବଂ ତାଙ୍କ ଭାଇ ରାମହରି...

କଟକରେ ଖୋଲିଲା ପାର୍କ

କଟକ ଅଫିସ,୨୭।୫: କଟକରେ ଖୋଲିଲା ପାର୍କ। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସକାଳ ୭ଟାରୁ ୧୦ଟା ଓ ଅପରାହ୍ନ ୪ଟାରୁ ୬ଟା ଯାଏ ପାର୍କ ଖୋଲା ରହିବ। ତେବେ ପାର୍କରେ ମାସ୍କ...

କରୋନା ଲକ୍ଷଣ ଲୁଚାଇଲେ ବିପଦ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୨୭।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାର ଜନସାଧାରଣଙ୍କ ପାଇଁ ବୁଧବାର ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏକ ଆଡ଼ଭାଇଜରୀ ଜାରି କରିଛନ୍ତି। ଘରେ ରୁହ ସୁରକ୍ଷିତ ରୁହ, ମାସ୍କ ବ୍ୟବହାର, ଜନଗହଳିରୁ ଦୁରେଇ ରହିବା, ବାରମ୍ବାର ସାବୁନରେ ହାତ ଧୋଇବା ଏବଂ...

ଗଞ୍ଜାମରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି ପ୍ରବାସୀ: ନିୟମିତ ସ୍ବାସ୍ଥ୍ୟାବସ୍ଥା ମନିଟରିଂ କରୁଛି ଟିମ୍‌

ଛତ୍ରପୁର, ୨୭।୫(ଡି.ଏନ୍‌.ଏ.)- ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମକୁ ଫେରୁଛନ୍ତି। ଜି଼ିଲାରେ ବହୁ ପ୍ରବାସୀ ହୋମ୍‌ କ୍ୱାରାଣ୍ଟାଇନରେ ଅଛନ୍ତି। ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ନିରୀକ୍ଷଣ ପାଇଁ ଗଠିତ ଟିମ ସେମାନଙ୍କ ଘରକୁ ଯାଇ ନିୟମିତ ମନିଟରିଂ କରୁଛି। ଏହା ଏକ...

ପୋଲିସ-ମାଓବାଦୀ ଗୁଳି ବିନିମୟ: କ୍ୟାମ୍ପ ଠାବ, ଖବରଦାତା ସମ୍ମିଳନୀରେ ଏସ୍‌ପିଙ୍କ ସୂଚନା

ବରଗଡ଼ ଅଫିସ,୨୭ା୫: ବରଗଡ଼ ଜିଲାରେ ମାଓବାଦୀ ଗତିବିଧି ପୁଣି ପରିଲକ୍ଷିତ ହୋଇଛି। ମଙ୍ଗଳବାର ବିଳମ୍ବିତ ରାତିରେ ଜିଲାର ମେଲଛାମୁଣ୍ଡା ଥାନା ଅନ୍ତର୍ଗତ ସୁକଲତେର୍ମା ନିକଟରେ ପୋଲିସ ଏକ ମାଓବାଦୀ କ୍ୟାମ୍ପ ଠାବ କରିଛି। ତେବେ ସେହି କ୍ୟାମ୍ପ ଆଡ଼କୁ ଅଗ୍ରସର...

ବଲାଙ୍ଗୀରରେ ଅର୍ଦ୍ଧ ଶତକ ଡେଇଁଲା ସଂକ୍ରମିତଙ୍କ ସଂଖ୍ୟା: ବୁଧବାର ନୂଆ ୧୬ ପଜିଟିଭ୍‌ ଚିହ୍ନଟ; ୫୨ ସକ୍ରିୟ, ୨ ସୁସ୍ଥ

ବଲାଙ୍ଗୀର ଅଫିସ, ୨୭ା୫- ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି । ବୁଧବାର ଗୋଟିଏ ଦିନରେ ୧୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଜିଲାର ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୪କୁ ବୃଦ୍ଧି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri