ଆମ ଜିଲା ଖବର

ଡେରାବିଶରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ

ଡେରାବିଶ, ୨୬।୫(ସ୍ବ.ପ୍ର.): କେନ୍ଦ୍ରାପଡା ଜିଲାରେ ସୋମବାର ୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ଡେରାବିଶ ବ୍ଲକର ବୋଲି ଜଣାପଡିଛି। ଡେରାବିଶ ବ୍ଲକ୍‌ରେ ଆଜିକୁ ମିଶାଇ ସମୁଦାୟ ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲା...

କରୋନା ଯୋଦ୍ଧା ସମ୍ମାନିତ

ଚୌଦ୍ୱାର,୨୬ା୫(ଡି.ଏନ୍‌.ଏ.): କରୋନା ଯୋଗୁ ସମଗ୍ର ରାଜ୍ୟରେ ଲକ୍‌ଡାଉନ ଜାରି ରହିଥିବା ବେଳେ କିଛି ଦିନ ସଟ୍‌ଡାଉନ ମଧ୍ୟ ଥିଲା। ଏହି ସମୟରେ କଟକ ଜିଲା ଚୌଦ୍ୱାର ସହରବାସୀଙ୍କୁ ସ୍ବାସ୍ଥ୍ୟ ସେବା ଯୋଗାଇ ଆସୁଥିବା ଡା. ରବିନ୍ଦ୍ର କୁମାର ମହାପାତ୍ରଙ୍କୁ ଓଡ଼ିଶା...

କେନ୍ଦୁଝର ଜିଲାରେ ୮ କରୋନା ରୋଗୀ ଚିହ୍ନଟ, ସ୍ବାସ୍ଥ୍ୟ ବିଭାଗ ତତ୍ପର

କେନ୍ଦୁଝର,୨୬।୫ (ସ୍ବ.ପ୍ର.): କେନ୍ଦୁଝର ଜିଲାରେ ସୋମବାର ୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଜିଲା ମୁଖ୍ୟାଳୟରେ ପ୍ରଥମ ରୋଗୀ ଚିହ୍ନଟ ହୋଇଛି। ସ୍ଥାନୀୟ ନିହାଲ ସିଂ ଛକ ନିକଟ କିମିରିଡୋଲି ସାହିରେ ରହୁଥିବା ଜଣେ ସ୍ବାସ୍ଥ୍ୟ ବିଭାଗ ଗାଡି...

କେନ୍ଦ୍ରାପଡ଼ାରେ ୬ କରୋନା ପଜିଟିଭ ଚିହ୍ନଟ : ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ଛୁଇଁଲା ୬୧, ସୁସ୍ଥ ହେଲେଣି ୨୬ଜଣ

କେନ୍ଦ୍ରାପଡା ଅଫିସ, ୨୬ା୫: କେନ୍ଦ୍ରାପଡା ଜିଲା ଡେରାବିଶ, ମହାକାଳପଡା ବ୍ଲକ ଅଞ୍ଚଳରୁ ମଙ୍ଗଳବାର ନୂତନ ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ରେ ପହଞ୍ଚିଛି। ତେବେ ସେମାନଙ୍କ ମଧ୍ୟରୁ ୨୬ଜଣ ସୁସ୍ଥ...

ପାଟଣା ବ୍ଲକର ପ୍ରଥମ କରୋନା ଆକ୍ରାନ୍ତ ୧୮ ବର୍ଷର ଯୁବକ

ପାଟଣା,୨୬।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତର ଜଣେ ୧୮ ବର୍ଷୀୟ ଯୁବକ କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଏନେଇ ମଙ୍ଗଳବାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଉକ୍ତ...

ପୁରୀରୁ ୪ ଆକ୍ରାନ୍ତ ଚିହ୍ନଟ: ଜିଲାରେ କରୋନା ପଜିଟିଭ ସଂଖ୍ୟା ୮୫ରେ ପହଞ୍ଚିଲା

ପୁରୀ ଅଫିସ, ୨୬ା୫: ପୁରୀ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାର କରୋନା ପଜିଟିଭ ସଂଖ୍ୟା ୮୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୪ଜଣ ସୁସ୍ଥ...

ପୁଣି ହାତୀ ଭାଙ୍ଗିଲା ଘର

ଚିତ୍ରଡା,୨୬।୫(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ମୋରଡା ବ୍ଲକରେ ହାତୀ ଉପଦ୍ରବ ଥମିବାର ନା ଧରୁନି। ସୋମବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଆସି ଚିକଟାମାଟିଆ ପଞ୍ଚାୟତ ଭାଲୁଘେରା ଗାଁର ବାଜୁନ ମୁର୍ମୁଙ୍କ ଚାଳ ଘର ଭାଙ୍ଗି ଧାନଗୁଡିକୁ ନଷ୍ଟ କରିଦେଇଥିବା ଦେଖିବାକୁ...

ବଲାଙ୍ଗୀରରେ ୧୪ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୮କୁ ବୃଦ୍ଧି, ୨ ସୁସ୍ଥ

ବଲାଙ୍ଗୀର ଅଫିସ, ୨୬ା୫: ବଲାଙ୍ଗୀର ଜିଲାରେ ମଙ୍ଗଳବାର ୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ବଲାଙ୍ଗୀର ମ୍ୟୁନିସିପାଲିଟି ଅଞ୍ଚଳର ୭ଜଣ ରହିଛନ୍ତି। ଏହି ସଂକ୍ରମିତ ୭ଜଣ ବଲାଙ୍ଗୀର ରାଧାରାଣୀପଡ଼ାର ହୋଇଥିବା ବେଳେ ସେମାନେ କୋଲକାତାରୁ ଫେରି ହୋମ୍‌ କ୍ୱାରାଣ୍ଟାଇଇନ୍‌ରେ...

କଣ୍ଟେନମେଣ୍ଟ ଜୋନ ଉଠାଇବା ଦାବିରେ ପୋଲିସ-ଜନତା ମୁହାଁମୁହିଁ

ରାଉରକେଲା ଅଫିସ,୨୬।୫: ରାଉରକେଲା କଣ୍ଟେନମେଣ୍ଟ ଜୋନରେ ମଙ୍ଗଳବାର ସକାଳୁ ଉତ୍ତେଜନା ଲାଗି ରହିଛି। ସକାଳ ସାଢେ ୮ଟାରେ କିଛି ଲୋକ ବ୍ୟାରିକେଡ ଭାଙ୍ଗି ରିଂ ରୋଡ଼କୁ ଚାଲି ଆସିଥିଲେ। ସେଠାରେ ମୁତୟନ ଥିବା ପୋଲିସ ବାରଣ କରିବାରୁ ସେମାନେ ତାଙ୍କ...

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ କାର୍ଯ୍ୟ କରୁଥିବା ଶିକ୍ଷକଙ୍କ ସୁରକ୍ଷାକୁ ନେଇ ବିଡ଼ିଓଙ୍କୁ ଭେଟିଲେ ଶିକ୍ଷକ ସଂଘ କର୍ମକର୍ତ୍ତା

ଶେରଗଡ଼,୨୬।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକର ଶିକ୍ଷକ ସଙ୍ଘର କର୍ମକର୍ତ୍ତାମାନେ ମଙ୍ଗଳବାର ଏକ ଦାବି ପତ୍ର ବିଡ଼ିଓ ସୁରଞ୍ଜନ କୁମାର ସାହୁ ଓ ବିଇଓ ଭାସ୍କର ଲେଙ୍କାଙ୍କୁ ଭେଟି ପ୍ରଦାନ କରିଛନ୍ତି। କରୋନା ମୁକାବିଲାରେ ଶିକ୍ଷକମାନେ ନିଜ ଜୀବନକୁ ପାଣି...

ଅନୁଗୋଳରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ରେ ପହଞ୍ଚିଲା

ଅନୁଗୋଳ ଅଫିସ, ୨୬।୫: ଅନୁଗୋଳ ଜିଲାରେ ମଙ୍ଗଳବାର ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ...

ବନ୍ତ ତହସିଲଦାରଙ୍କ ଭିଡିଓ ଭାଇରାଲ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ଭଦ୍ରକ ଅଫିସ/ ବନ୍ତ (ସ୍ବ.ପ୍ର), ୨୬।୫: କର୍ଫ୍ୟୁ କଟକଣା ସମୟରେ ବନ୍ତ ତହସିଲଦାର ଲୁଗା ଦୋକାନୀଙ୍କୁ ଦୋକାନ ଖୋଲାଇ ଶାଢ଼ୀ କିଣୁଥିବା ଘଟଣାରେ ମଙ୍ଗଳବାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି। ଭଦ୍ରକ ଜିଲାପାଳ ଡ଼ ଜ୍ଞାନ ରଞ୍ଜନ ଦାସ ଘଟଣାର ତଦନ୍ତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri