ଆମ ଜିଲା ଖବର

ଝାରସୁଗୁଡ଼ାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ରେ ପହଞ୍ଚିଲା

ଝାରସୁଗୁଡା ଅଫିସ,୨୬।୫: ଝାରସୁଗୁଡ଼ା ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେ ବେଲପାହାଡ଼ ଅଞ୍ଚଳର ହୋଇଥିବା ବେଳେ ଗତ ୨୧ ତାରିଖରେ ମୁମ୍ବାଇରୁ ଫେରିଥିଲେ। ତାଙ୍କ ନିକଟରେ ଥଣ୍ଡା, କାଶ ଭଳି ଲକ୍ଷଣ ଦେଖାଯିବାରୁ ତାଙ୍କୁ...

ଡିଏଚ୍‌ଏଚ୍‌ ଆଇସୋଲେଶନ କେନ୍ଦ୍ରରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା ଅଫିସ,୨୬।୫ : ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌) ଆଇସୋଲେଶନ କେନ୍ଦ୍ରରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣଙ୍କ ଅସୁସ୍ଥ ହୋଇପଡ଼ିବାରୁ ଗତ ୨୪ତାରିଖରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ପରେ ସେ ସୁସ୍ଥ...

ଭୋଗ ଡାରେ ସିରିଜ୍‌ ବୋମାମାଡ଼: ଗୋଟିଏ ପରିବାରର ୩ ଗୁରୁତର

ଖୋର୍ଦ୍ଧା ଅଫିସ, ୨୬।୫: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ଭୋଗ ଡାରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ବୋମାମାଡ଼ ଘଟିଛି । ଏଥିରେ ଗୋଟିଏ ପରିବାରର ୩ଜଣ ଗୁରୁତର ହୋଇଛନ୍ତି । ଆହତମାନେ ହେଲେ ସୁକାନ୍ତ ଜୟସିଂ, ସ୍ତ୍ରୀ...

ଜିଲାପାଳଙ୍କ କ୍ଷମତା ବ୍ୟହାର କରି ମଲ୍ଲୀ ପଶି ବଜାରକୁ ୨୪ଘଣ୍ଟିଆ ସଟ୍‌ଡାଉନ କଲେ ସରପଞ୍ଚ

ପାଟଣା,୨୬।୫(ସ୍ବ.ପ୍ର.): କରୋନା ଭୁତାଣୁ ସଂକ୍ରମଣ ସକାଶେ ଦେଶରେ ଲକ୍‌ଡାଉନ ଜାରି ରହିଛି। ଇତିମଧ୍ୟରେ ପ୍ରବାସୀମାନେ ବିଭିନ୍ନ ପର୍ଯ୍ୟାୟରେ ନିଜ ନିଜ ରାଜ୍ୟକୁ ଫେରିବାରେ ଲାଗିଛନ୍ତି। ସୋମବାର ଗୁଜୁରାଟର ସୁରଟରୁ କିଛି ଲୋକଙ୍କୁ ନେଇ ଏକ ବସ୍‌ କୋଲକାତା ଅଭିମୁଖେ ଯାଉଥିଲା।...

ବନ୍ତ ପୋଲିସର ମାଡ଼ ଘଟଣା: ଟୁଇଟ ପରେ କନଷ୍ଟେବଳ ନିଲମ୍ବିତ

ଭଦ୍ରକ ଅଫିସ,୨୬।୫: ବନ୍ତ ଥାନାଧିକାରୀଣୀଙ୍କ ଉପସ୍ଥିତିରେ ରାସ୍ତା ଉପରେ ଜଣେ ଲୋକଙ୍କୁ ଗୋଡାଇ ଗୋଡ଼ାଇ ପିଟିବା ଘଟଣା। ଭଦ୍ରକ ଏସ୍‌ପି ରାଜେଶ ପଣ୍ଡିତ ଏହି ଘଟଣାରେ ଜଣେ କନଷ୍ଟେବଳଙ୍କୁ ନିଲମ୍ବିତ କରିଛନ୍ତି। ଏଥିସହ ବନ୍ତ ଥାନାରେ ଏନେଇ ଏକ ମାମଲା...

ପ୍ରବାସୀ ଓଡ଼ିଆଙ୍କ ଜାତୀୟ ରାଜପଥ ଅବରୋଧ, ଅଟକିଲା ଶହ ଶହ ଗାଡି

ଭଦ୍ରକ ଅଫିସ,୨୬ା୫ : ଭଦ୍ରକ ନିକଟ ମାଛ ମାର୍କେଟ ନିକଟ ଜାତୀୟ ରାଜପଥ ୧୬ରେ ମଙ୍ଗଳବାର ସକାଳେ ହଜାର ହଜାର ପ୍ରବାସୀ ଓଡ଼ିଆ ରାସ୍ତା ଅବରୋଧ କରିଥିଲେ। ଫଳରେ ଭୁବନେଶ୍ୱର-ବାଲେଶ୍ୱର ଦେଇ ଯାଉଥିବା ସମସ୍ତ ରାସ୍ତା ସମସ୍ତ ବନ୍ଦ ହୋଇଯାଇଥିଲା।...

୭ କଏଦୀ, ୫ ଜେଲ କର୍ମଚାରୀଙ୍କ ରିପୋର୍ଟ ନେଗେଟିଭ

ପୁରୀ ଅଫିସ,୨୬ା୫: ଆଶ୍ୱସ୍ତି ହୋଇଛନ୍ତି ପୁରୀ ଜେଲ୍‌ କର୍ତ୍ତୃପକ୍ଷ। ଜଣେ ଅଭିଯୁକ୍ତ ଜେଲ୍‌କୁ ଆସିବା ପରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ନେଇ ଚିନ୍ତାରେ ପଡ଼ିିଥିଲେ ଅନ୍ୟ ବିଚାରାଧୀନ କଏଦୀ ଏବଂ ଜେଲ୍‌ କର୍ମଚାରୀ। ତେଣୁ ସମ୍ପୃକ୍ତ ଅଭିଯୁକ୍ତଙ୍କ ସଂସ୍ପର୍ଶରେ...

ଟ୍ରକରେ ଖଣିଜ ପରିବହନକୁ ନେଇ ତୁଟିଲା ବିବାଦ -ଘଟଗାଁ ବୈଠକରେ ରୋଡମ୍ୟାପ୍‌ ପ୍ରସ୍ତୁତ

କେନ୍ଦୁଝର,୨୬ା୫(ଡି.ଏନ୍‌.ଏ.)-ପାରାଦ୍ୱୀପଠାରେ କେନ୍ଦୁଝର ଓ ସୁନ୍ଦରଗଡ ଜିଲାର ଟ୍ରକଗୁଡିକରୁ ଖଣିଜ ପଦାର୍ଥ ଅନଲୋଡକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି ା କେନ୍ଦୁଝର ଜିଲାର ଘଟଗାଁଠାରେ ରାଜ୍ୟର ୧୦ଟି ଟ୍ରକମାଲିକ ସଂଘର ମିଳିତ ବୈଠକ ଅନୁଷ୍ଠିତ ହୋଇ ସମାଧାନର ପନ୍ଥା...

କୋଭିଡ୍‌ ହସ୍ପିଟାଲ୍‌ କର୍ମଚାରୀ ଆନ୍ଦୋଳନରେ ବସିଲେ

କେନ୍ଦୁଝର,୨୬ା୫(ଡି.ଏନ୍‌.ଏ.)-ଛଟେଇ ପ୍ରତିବାଦରେ କେନ୍ଦୁଝର ସହର ଉପକଣ୍ଠ ରାଙ୍କିସ୍ଥିତ ସ୍ବତନ୍ତ୍ର କୋଭିଡ଼ ହସ୍ପିିଟାଲ୍‌ର କର୍ମଚାରୀମାନେ ସୋମବାର ଆନ୍ଦୋଳନରେ ବସିଥିଲେ। କୋଭିଡ ହସ୍‌ପିଟାଲ ପାଇଁ ସମସ୍ତ ଖର୍ଚ୍ଚ ଜିଲା ଖଣିଜ ପାଣ୍ଠିରୁ ପ୍ରଦାନ କରାଯାଉଥିବାବେଳେ ଏହାର ପରିଚାଳନା ଦାୟିତ୍ୱ ଉକତ୍ଳ ହସ୍ପିଟାଲ ନାମକ...

ବିନା ଟେଷ୍ଟରେ ଘରକୁ ଫେରିଲେ କ୍ୱାରାଣ୍ଟାଇନ୍‌ ଅନ୍ତେବାସୀ

ଆରଡି,୨୬ା୫(ଡି.ଏନ.ଏ.)-ସଙ୍ଗରୋଧ ନିୟମ କୋହଳ ପରେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥବା ଅନ୍ତେବାସୀ ବିନା କରୋନା ଟେଷ୍ଟରେ ଘରକୁ ଫେରିଛନ୍ତି। ଭଦ୍ରକ ଜିଲା ଆରଡି ଅଞ୍ଚଳରେ ଏହି ଘଟଣା ଦେଖିବାକୁ ମିଳିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ଚିନ୍ତା ପ୍ରକଟ କରିଛନ୍ତି। ସେମାନଙ୍କ ଦ୍ୱାରା...

ଘରେ ହେଲା ନମାଜ ପାଠ

ବାଙ୍ଗିରିପୋଷି,୨୬ା୫(ଡି.ଏନ.ଏ): ମହାମାରୀ କରୋନାକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‌ ଡାଉନ ଜାରି ରହିଛି। ଏହି ସମୟ ମଧ୍ୟରେ କୌଣସି ଧାର୍ମିକ ସ୍ଥଳରେ ପୂଜାର୍ଚ୍ଚନା ନ କରିବା ପାଇଁ କଟକଣା ରହିଛି। ଏହି ଅବସରରେ ସମସ୍ତ ମନ୍ଦିର ଓ...

ଅଣ୍ଟା ସଳଖି ପାରୁନାହାନ୍ତି ପାନଚାଷୀ

  ଭୋଗରାଇ,୨୬।୫(ଡି.ଏନ.ଏ.)-କରୋନା ପାଇଁ ସାରାଦେଶ ୨ମାସ ଧରି ଲକ୍‌ଡାଉନ ରହିବା ଯୋଗୁୁ ଏହାର ସିଧାସଳଖ ପ୍ରଭାବ ପାନଚାଷୀ ଓ ବ୍ୟବସାୟୀଙ୍କ ଉପରେ ପଡ଼ିଛି। ବାଲେଶ୍ୱର ଜିଲା ସମେତ ଜଗତ୍‌ସିଂହପୁର, ପୁରୀ ଓ ଗଞ୍ଜାମ ଜିଲାର ଉପକୂଳବର୍ତ୍ତୀ ଅଞ୍ଚଳରେ ହେଉଥିବା ପାନଚାଷ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri