ଆମ ଜିଲା ଖବର

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନବଦମ୍ପତିଙ୍କ ଅର୍ଥ ପ୍ରଦାନ

ଦିଗପହଣ୍ଡି,୨୬ା୫(ଡି.ଏନ.ଏ.)-କରୋନା ପ୍ରଭାବରେ ରାଜ୍ୟରେ ଲକ୍‌ଡାଉନ୍‌ କଟକଣା ଜାରି ରହିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ଉତ୍ସବ ମହୋତ୍ସବ, ବାହାଘର ଓ ସଭାସମିତି ବନ୍ଦ କରାଯାଇଛି। ଏଭଳି ସ୍ଥିତିରେ ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ଅନୁଷ୍ଠିତ ହୋଇଛି ନିଆରା ବାହାଘର।...

ଅଧୁରା ରହିଲା ଘରବାହୁଡ଼ା : ଟ୍ରେନ୍‌ରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ

ଆସିକା,୨୬ା୫(ଡି.ଏନ.ଏ.)- ସୁରଟରୁ ସ୍ବତନ୍ତ୍ର ଶ୍ରମିକ ଟ୍ରେନରେ ଫେରୁଥିବା ଜଣେ ପ୍ରବାସୀ ଓଡ଼ିଆଙ୍କ ରବିବାର ସନ୍ଧ୍ୟାରେ ରାସ୍ତାରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଟଳିଗୁଡା ଗ୍ରାମର ପ୍ରଫୁଲ୍ଲ କୁମାର ସ୍ବାଇଁ (୪୫)। ୧୨ ବଷର୍ର୍ୀୟ...

ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ନେଇ ପଦଯାତ୍ରା:ବୁଲିଲେଣି ୫୦୦୦ରୁ ଊର୍ଦ୍ଧ୍ୱ କି.ମି.

ବ୍ରହ୍ମପୁର ଅଫିସ,୨୬।୪-ଡିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ସହ ଲୋକଙ୍କୁ ସଚେତନ ନେଇ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ଭାଗବନ ସିନ୍ଧଳା ଗ୍ରାମର ସତ୍ୟବ୍ରତ ଦାସ ପଦଯାତ୍ରାରେ ଓଡିଶା ଭ୍ରମଣରେ ବାହାରି ସୋମବାର ବ୍ରହ୍ମପୁରରେ ପହଞ୍ଚିଛନ୍ତି। ବ୍ରହ୍ମପୁରର ବିଭିନ୍ନ ଅଞ୍ଚଳ...

କ୍ୱାରାଣ୍ଟାଇନ୍‌ ଅବଧି ପରେ ପ୍ରବାସୀଙ୍କୁ ମିଳିବ କର୍ମନିଯୁକ୍ତି

ଛତ୍ରପୁର,୨୬ା୫(ଡି.ଏନ.ଏ.)-ଗଞ୍ଜାମ ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରବାସୀଙ୍କ ଆସିବା ଜାରି ରହିଛ। ଜିଲାକୁ ଫେରିବାପରେ ସେମାନଙ୍କୁ ବିଭିନ୍ନ ପଞ୍ଚାୟତ ଓ ସହରାଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖାଯାଉଛି। ଅପରପକ୍ଷରେ ଏମାନଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିବାପରେ କର୍ମ ନିଯୁକ୍ତି ଚିନ୍ତା ରହିବ। ଏଥିଲାଗି...

ମହାରାଷ୍ଟ୍ର, ଗୁଜରାଟରୁ ୮ ବସ୍‌ରେ ଆସିଲେ ପ୍ରବାସୀ

ଭଞ୍ଜନଗର,୨୬।୫(ଡି.ଏନ.ଏ)-ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ପ୍ରବାସୀଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ ଆସୁଥିଲେ ମଧ୍ୟ ଏବେ ବି ଗଞ୍ଜାମ ଜିଲାକୁ ବସ୍‌, କାର ଓ ବାଇକ୍‌ ଯୋଗେ ପ୍ରବାସୀ ଓଡ଼ିଆ ଫେରୁଥିବା ଦେଖାଯାଉଛି। ସୋମବାର ଗୁଜରାଟ ଓ ମହାରାଷ୍ଟ୍ରରୁ ୮ଟି ବସ୍‌ରେ ପ୍ରବାସୀ...

ଦୋକାନ ସମ୍ମୁଖରେ ମଦ କଳାବଜାର

ଅନୁଗୋଳ ଅଫିସ, ୨୬।୫ ଅନ୍‌ଲାଇନ୍‌ରେ ମଦ ବିକ୍ରି ପାଇଁ ରାଜ୍ୟ ସରକାର ଅନୁମତି ଦେଇଥିଲେ ହେଁ ଅନୁଗୋଳରେ ତାହାର ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ସହରର ଜଣେ ମଦ ବ୍ୟବସାୟୀ ଅନ୍‌ଲାଇନ୍‌ରେ ମଦ ବିକିବା ପରିବର୍ତ୍ତେ ସିଧାସଳଖ ଟୋକନ କାଟି...

ମହିଳାଙ୍କୁ ହତ୍ୟା ପରେ ଆତ୍ମହତ୍ୟା ଉଦ୍ୟମ

କଣିହଁ।,୨୬ା୫(ଡି.ଏନ.ଏ.) କାମ କରିବାକୁ ଯାଉଥିବା ଜଣେ ମହିଳାଙ୍କୁ ସୋମବାର ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଅଭିଯୁକ୍ତ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିବା ଅନୁଗୋଳ ଜିଲା କଣିହଁ। ଥାନା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ପୋଲିସ ଅଭିଯୁକ୍ତଙ୍କୁ ଉଦ୍ଧାର...

ଶାଳ ଚାଲୁନି, ପେଟ ପୂରୁନି

ଭୁବନ, ୨୬ା୫ ରାତି ନ ପାହୁଣୁ ଶାଳ ଘରୁ ତାଲା ଖୋଲାଯାଉଥିଲା। ବରାଦ ଅନୁସାରେ ବାସନ ଗଢ଼ାଯାଉଥିଲା। ସେଥିରେ ପୁଣି ଭଳି କି ଭଳି କାରିଗରି। କେଉଁଥିରେ ଫୁଲ ହେବ ତ ଆଉ କେଉଁଥିରେ ମନ୍ଦିରର ମୁଖଶାଳା। ବିବାହ ଋତୁରେ...

ରୌଦ୍ରତାପରେ ଜଳୁଛି ଟିଟିଲାଗଡ଼, ବଲାଙ୍ଗୀର

  ବଲାଙ୍ଗୀର ଅଫିସ, ୨୬ା୫ ବଲାଙ୍ଗୀର ଜିଲାରେ ଗତ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ଜାରି ରହିଛି ା ରାଜ୍ୟର ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ରେକର୍ଡ କରାଯାଇଛି ା ଟିଟିଲାଗଡ଼ରେ ରବିବାର ୪୫.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ...

କୋଇଲା ବୋଝେଇ ବଗିରେ ନିଆଁ

ସଇଁତଳା, ୨୬ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ସଇଁତଳା ରେଳଷ୍ଟେଶନରେ ସୋମବାର ଅପରାହ୍ନରେ ଏକ କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଏକ କୋଇଲା ବୋଝେଇ ରେଳଗାଡ଼ି ବଲାଙ୍ଗୀର ପଟରୁ ସଇଁତଳା ଆଡକୁ...

ଟ୍ରେନ୍‌ ଚେନ୍‌ ଟାଣି ଓହ୍ଲାଇଲେ ୩୫୦ପ୍ରବାସୀ:କଣ୍ଟାବାଞ୍ଜି ରେଳ ଷ୍ଟେଶନରୁ ଚମ୍ପଟ୍‌ ମାରିଲେ ୪୫

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି, ୨୬ା୫ (ଡି.ଏନ୍‌.ଏ.) ଗୁଜରାଟର ଗାନ୍ଧୀଧାମରୁ କଟକର ନିର୍ଗୁଣ୍ଡି ଅଭିମୁଖେ ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ର ଚେନ୍‌ ଟାଣି ୩୫୦ ପ୍ରବାସୀ ସୋମବାର ବଲାଙ୍ଗୀର ଜିଲାର କଣ୍ଟାବାଞ୍ଜି ରେଳଷ୍ଟେଶନ୍‌ରେ ଓହ୍ଲାଇ ପଡିଥିଲେ। ସେମାନଙ୍କ ଭିତରୁ ୩୦୫ଜଣଙ୍କୁ ଚିହ୍ନଟ କରାଯାଇଥିବାବେଳେ...

ଗର୍ଭବତୀ କୌଶଲ୍ୟାଙ୍କୁ ସହାୟତାର ହାତ ବଢାଇଲେ ଡାକ୍ତର  

ମନମୁଣ୍ଡା,୨୫।୫ (ଡି.ଏନ.ଏ)-ମନମୁଣ୍ଡା ଥାନା ଅଧୀନ ଗୁଡଭଙ୍ଗାର କୌଶଲ୍ୟା ସାହୁ ା ବୟସ ୩୫ ା ୫ଟି ସନ୍ତାନର ଜନନୀ ା ଏବେ ସେ ପୁଣି ୭ ମାସର ଗର୍ଭବତୀ ା ଗଲାମାସରେ ସ୍ବାମୀ ହାତ ଛାଡି ଦେଇ ପରପାରିକୁ ଚାଲି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri