ଆମ ଜିଲା ଖବର

ଶାଳ ଚାଲୁନି, ପେଟ ପୂରୁନି

ଭୁବନ, ୨୫ା୫(ଡି.ଏନ.ଏ.)- ଆଉ ଶାଳରେ ଶୁଭୁନି କଂସା ବାସନ ତିଆରିର ଶବ୍ଦ। ନା ପହଞ୍ଚି ପାରୁଛି କଞ୍ଚାମାଲ ନା ବିକ୍ରି ହୋଇ ପାରୁଛି ପୂର୍ବ ତିଆରି ସାମଗ୍ରୀ। କୌଳିକ ବୃତ୍ତିକୁ ଆପଣାଇ ଦୁଇ ପଇସା ରୋଜଗାର କରୁଥିବା କାରିଗରଙ୍କ ଦୁର୍ଦ୍ଦିନ...

ଶିମିଳିପାଳରୁ ଶିକାରୀ ଗିରଫ

ଖୁଣ୍ଟା,୨୫ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟର ଡୁକୁରା ୱାଇଲ୍ଡ ଲାଇଫ୍‌ ରେଞ୍ଜ ଅଞ୍ଚଳରୁ ସୋମବାର ବନ ବିଭାଗ ଜଣେ ଶିକାରୀକୁ ଗିରଫ କରିଛି। ଗିରଫ ଶିକାରୀ ଜଣକ ହେଲେ ନୂଆଗାଁ ଗ୍ରାମର ଚନ୍ଦ୍ର ମୋହନ ହେମ୍ବ୍ରମ। ଭୋର ସମୟରେ ବିଭିନ୍ନ...

ତାମିଲନାଡ଼ୁରୁ ୨ଟି ଟ୍ରେନ୍‌ରେ ଫେରିବେ ପ୍ରବାସୀ

ବାରିପଦା ଅଫିସ,୨୫ା୫- ଲକ୍‌ଡାଉନ ଯୋଗୁ ତାମିଲନାଡୁରେ ଫସି ରହିଥିବା ପ୍ରବାସୀ ଓଡ଼ିଆ ମଙ୍ଗଳବାର ୨ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ବାରିପଦାକୁ ଫେରିବେ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଏହି ଟ୍ରେନ୍‌ ୨ଟି ବାରିପଦାର ଭଞ୍ଜପୁର ଷ୍ଟେଶନଠାରେ...

ପଶ୍ଚିମ ଓଡିଶା ପ୍ରବାସୀ ଶ୍ରମିକଙ୍କୁ ଉଦ୍ଧାର ଦାବିରେ ୬୦କିମି ପଦଯାତ୍ରା

ବଲାଙ୍ଗୀର ଅଫିସ, ୨୫ା୫-କରୋନା ଲକ୍‌ଡାଉନ୍‌ ଯୋଗଁୁ ବାହାର ରାଜ୍ୟରେ ଫସି ରହିଥିବା ପଶ୍ଚିମ ଓଡିଶାର ଲକ୍ଷାଧିକ ଦାଦନ ଶ୍ରମିକଙ୍କୁ ତୁରନ୍ତ ଉଦ୍ଧାର ଏବଂ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀଙ୍କୁ ଉଚିତ୍‌ ଖାଦ୍ୟ ଯୋଗାଇବାକୁ ଦାବି ହୋଇଛି। ଏହି ଦାବି ନେଇ କୋଶଳ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ, ଜଣେ ଅଟକ

ଦାରିଙ୍ଗବାଡ଼ି,୨୫।୫(ଡି.ଏନ.ଏ)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରବିବାର ରାତିରେ ଜଣେ ଯୁବତୀ ଅସଦାଚରଣର ଶିକାର ହୋଇଛନ୍ତି। ଅସଦାଚରଣ କରିଥିବା ଅଭିଯୋଗରେ ଜଣେ ଅନ୍ତେବାସୀଙ୍କୁ ଥାନାରେ ଅଟକ ରଖି ପୋଲିସ ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ ଉକ୍ତ ସେଣ୍ଟରରେ ଥିବା...

ଗଞ୍ଜାମରେ ୨୪୮ କରୋନା ଆକ୍ରାନ୍ତ ସୁସ୍ଥ

ଛତ୍ରପୁର,୨୫ା୫(ଡି.ଏନ.ଏ)-ଗଞ୍ଜାମ ଜିଲାରେ ସୋମବାର ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସମସ୍ତଙ୍କୁ କୋଭିଡ୍‌ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି ା ଏମାନେ ଘରେ କ୍ୱାରାଣ୍ଟାଇନ୍‌ରେ ରହିବେ। ସ୍ବାସ୍ଥ୍ୟ ଟିମ୍‌...

ଆତ୍ମସମର୍ପଣ କରିଥିବା ମହିଳା ମାଓବାଦୀଙ୍କ ଆତ୍ମହତ୍ୟା

ଫୁଲବାଣୀ ଅଫିସ,୨୫ା୫-ମାଓବାଦୀ ସଙ୍ଗଠନରେ ଯୋଗଦେଇ ପରେ କନ୍ଧମାଳ ପୋଲିସ ପାଖରେ ଆତ୍ମସମର୍ପଣ କରିଥିବା ଜଣେ ମହିଳା କ୍ୟାଡର ମାଓବାଦୀ ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସିଜୁ କହଁର। ୨୦୧୯ ମାର୍ଚ୍ଚ ୨୯ ତାରିଖରେ ଆତ୍ମସମର୍ପଣ କରିଥିବା ସିଜୁ ପୋଲିସ...

ପୋଲିସ ଭ୍ୟାନ୍‌ରେ ପ୍ରବାସୀ ମହିଳାଙ୍କ ପ୍ରସବ ଘଟଣା: ପଦାରେ ପଡ଼ିଲା ଜିଆର୍‌ପିର ଅପାରଗତା

ଝାରସୁଗୁଡା ଅଫିସ,୨୫ା୫- ଝାରସୁଗୁଡା ଜିଲା ପୋଲିସର ଏକ ପିସିଆର ଭ୍ୟାନରେ ରବିବାର ଜଣେ ପ୍ରବାସୀ ମହିଳା ଏକ ଶିଶୁକନ୍ୟା ପ୍ରସବ କରିବା ଘଟଣାରେ ଜିଆର୍‌ପିର ଅପାରଗତା ପଦାରେ ପଡ଼ିଛି। ଜିଆର୍‌ପି ପକ୍ଷରୁ କେବଳ ଏକ ଆମ୍ବୁଲାନ୍ସ ଡକାଇ ଥାନା ଅଧିକାରୀ...

୧୨ପରିବାରଙ୍କ ଘର ଉଜାଡ଼ିଲା ଅଦିନିଆ ଝଡ଼ବର୍ଷା

ଦଶମନ୍ତପୁର,୨୫ା୫ (ଡି.ଏନ୍‌.ଏ.)-କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଚ଼ଣାବାଡ଼ ପଞ୍ଚାୟତର ଏସ୍‌.ଡଣ୍ଡାବାଡ଼ ଗ୍ରାମରେ ରବିବାର ଅପରାହ୍ନରେ ଅଦିନିଆ ଝଡ଼ବର୍ଷା ହୋଇଛି। ଫଳରେ ଗ୍ରାମର ୧୨ ଜଣଙ୍କ ଘର ଭାଙ୍ଗଛି। ସେମାନଙ୍କ ମଧ୍ୟରୁ ଶୋଭା ସାଉନ୍ତାଙ୍କ ୬ଟି ଆଜବେଷ୍ଟ ଭାଙ୍ଗିରୁଜିଯିବା ସହ...

ପଡ଼ିଆ ଆଶାକର୍ମୀଙ୍କୁ ନେଇ ଚିନ୍ତାରେ ଗ୍ରାମବାସୀ

ପଡ଼ିଆ,୨୫ା୫(ଡି.ଏନ୍‌.ଏ.)-ମାଲକାନଗିରି ଜିଲାରେ କରୋନା ଦିନକୁ ଦିନ କାୟା ବିସ୍ତାର କରୁଛି। ଫଳରେ ଲୋକଙ୍କ ମନରେ ଭୟ ପ୍ରକାଶ ପାଇଛି। ବ୍ଲକ ପ୍ରଶାସନର ନିଦ ହଜାଇଦେଇଛି କରୋନା। ପଡ଼ିଆ ବ୍ଲକର ବାପନପାଲି ପଞ୍ଚାୟତ ମୋଟାଗୁଡ଼ା ଗ୍ରାମର ଆଶାକର୍ମୀଙ୍କ ପଜିଟିଭ ବାହାରିଥିବାରୁ ବ୍ଲକବାସୀ...

ଧାନବସ୍ତା ଟେକିଲେ ମନ୍ତ୍ରୀ

ଜୁନାଗଡ,୨୫।୫(ଡି.ଏନ୍‌.ଏ.)-ଜୁନାଗଡ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସୋମବାର କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଛୋରିଆଗଡ ମଣ୍ଡି ପରିଦର୍ଶନ କରିଥିଲେ। ସେଠାରେ ସେ ଚାଷୀଙ୍କ ସମସ୍ୟା ବୁଝିବା ସହ ଧାନ ବସ୍ତା ଟେକି ଓଜନ କରୁଥିବା ଦେଖିବାକୁ ମିଳିଥିଲା।...

କୋଭିଡ ହସ୍ପିଟାଲରେ ପ୍ରବାସୀ ଓଡିଆଙ୍କ ମୃତ୍ୟୁ

ଜୁନାଗଡ,୨୫।୫(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଭବାନୀପାଟଣା କୋଭିଡ ଡାକ୍ତରଖାନାରେ ଚିକିତ୍ସାଧୀନ ଜଣେ ୩୫ବର୍ଷୀୟ ପ୍ରବାସୀ ଓଡିଆ ଯୁବକଙ୍କ ସୋମବାର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ତାମିଲନାଡୁରୁ ଫେରିଥିଲେ। ଗତ ୨୧ ତାରିଖ ସେ ଜୁନାଗଡ ବ୍ଲକ ହାବସପୁର ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri