ଆମ ଜିଲା ଖବର

ଜୀବନଜୀବିକା ଲାଗି ଏକାଠି ହେଲେ ବ୍ୟାଣ୍ଡବାଜା, ରାମଳୀଳା କଳାକାର

ଦେଓଗାଁ,୨୫ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଜରାସିଂହା ପଞ୍ଚାୟତ ଅନ୍ତର୍ଗତ ଚନ୍ଦ୍ରପୁର ଆମ୍ରକାନନଠାରେ ରବିବାର ଜିଲାସ୍ତରୀୟ ରାମଲୀଳା କଳାକାରଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶରତ କୁମାର ପୁଟେଲଙ୍କ ପରିଚାଳନାରେ ବୈଠକ ଅନୁଷ୍ଠିତ ହୋଇଥିଲା। ସାମାଜିକ ଦୂରତ୍ୱ ରକ୍ଷାକରି କଳାକାରଙ୍କ ବିଭିନ୍ନ...

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ୧୪୪

ବାରିପଦା ଅଫିସ,୨୫ା୫- ମହାମାରୀ କରୋନା ଭୂତାଣୁର ସଂକ୍ରମଣ ପ୍ରତିରୋଧ ଉଦ୍ଦେଶ୍ୟରେ ମୟୂରଭଞ୍ଜ ଜିଲାର ସମସ୍ତ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିର (ଟିଏମ୍‌ସି), କ୍ୱାରାଣ୍ଟାଇନ୍‌ ଓ ଆଇସୋଲେଶନ କେନ୍ଦ୍ରରେ ୧୪୪ ଧାରା ଜାରି କରାଯାଇଛି। ସତର୍କତା ପଦକ୍ଷେପ ସ୍ବରୂପ ସାମାଜିକ ଦୂରତ୍ୱ ବଜାୟ...

ଅଣ୍ଡା ଦୁର୍ନୀତି: ଦିଗପହଣ୍ଡି ସିଡିପିଓଙ୍କ ବଦଳି

ଦିଗପହଣ୍ଡି,୨୪୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ସିଡିପିଓ ଯଶୋବନ୍ତି ସାହୁଙ୍କୁ ଅଚାନକ ବଦଳି କରାଯାଇଛି। ରବିବାର ସନ୍ଧ୍ୟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ସିଡିପିଓଙ୍କୁ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରୋଗ୍ରାମ ଅଫିସର ଭାବେ ଅବସ୍ଥାପିତ...

ଶତବାର୍ଷିକୀରେ ନୀଳମଣିଙ୍କୁ ଶ୍ରଦ୍ଧାଞ୍ଜଳି

ବାସୁଦେବପୁର,୨୫ା୫(ଡି.ଏନ୍‌.ଏ.)- ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବାସୁଦେବପୁରର ପୂର୍ବତନ ବିଧାୟକ ସ୍ବର୍ଗତ ନୀଳମଣି ରାଉତରାୟଙ୍କର ଜନ୍ମ ଶତବାର୍ଷିକୀ ଉତ୍ସବ ରବିବାର ପାଳିତ ହୋଇଯାଇଛି। ସକାଳେ ବାସୁଦେବପୁରସ୍ଥିତ ନୀଳମଣି ମାର୍କେଟ କମ୍ପ୍ଲେକ୍ସ ସାମ୍ନାରେ ଥିବା ସ୍ବର୍ଗତ ରାଉତରାୟଙ୍କ ପ୍ରତିମୂର୍ତ୍ତିରେ ପୂର୍ବତନ ଜିଲା...

ଶାଳଗଛ କଟାକୁ ଗ୍ରାମବାସୀଙ୍କ ବିରୋଧ

ସୋର, ୨୫ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ଦେବଗିରି ପାଦଦେଶ ବନ୍ଧସାହି ସଂରକ୍ଷିତ ଜଙ୍ଗଲରେ ଅମ୍ଫନ ପ୍ରଭାବରେ ଶାଳଗଛର କେତେକ ଡାଳ ଭାଙ୍ଗିପଡିଥିଲା। ଜଙ୍ଗଲ ବିଭାଗ ଓ ବନ ସୁରକ୍ଷା ସମିତି ମିଳିତ ଭାବେ ଡାଳ କାଟିବା ପରିବର୍ତ୍ତେ ମୂଲ୍ୟବାନ ଶାଳକାଠ...

ସଙ୍ଗରୋଧ କେନ୍ଦ୍ରରେ ଶିକ୍ଷକଙ୍କୁ ଆକ୍ରମଣ, ତୋଟାପଡାରେ ଉତ୍ତେଜନା

ଖଇରା, ୨୫।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ତୋଟାପଡା ହାଇସ୍କୁଲ ସଙ୍ଗରୋଧ କେନ୍ଦ୍ରରେ ବାଇକ ନେବା ଘଟଣାରେ କେନ୍ଦ୍ର ଦାୟିତ୍ୱରେ ଥିବା ଖେଳ ଶିକ୍ଷକ ଲକ୍ଷ୍ମୀଧର ପରିଡାଙ୍କୁ ନିକଟସ୍ଥ ଗଗନଧୂଳି ଗ୍ରାମର ୪ଜଣ ଯୁବକ ମରଣାନ୍ତକ ଆକ୍ରମଣ...

ପଶ୍ଚିମବଙ୍ଗ ପ୍ରବାସୀଙ୍କୁ ସୋହେଲା ପଠାଇଲା ପୋଲିସ

ଦେଓଗାଁ,୨୫ା୫(ଡି.ଏନ.ଏ.) ପଶ୍ଚିମବଙ୍ଗରୁ ଆସି ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ ରହୁଥିବା ୭ ଜଣ ପ୍ରବାସୀ ଲକ୍‌ଡାଉନ ପରେ ରେଳଧାରଣା ଉପରେ ଚାଲିଚାଲି ଆସୁଥିବା ବେଳେ ଦେଓଗାଁ ପୋଲିସ ସେମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ନୋଡାଲ ୟୁପି ସ୍କୁଲରେ ରଖିଥିଲା। ସେମାନେ...

ପଶ୍ଚିମବଙ୍ଗ ଗଲେ ଅଗ୍ନିଶମ ବିଭାଗ, ଓଡ୍ରାଫର ୪୦ ଟିମ୍‌

ବାଲେଶ୍ୱର ଅଫିସ, ୨୫।୫-ମହାବାତ୍ୟା ଅମ୍ପନ ଯୋଗୁ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ସେଠାରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ ସହଯୋଗର ହାତ ବଢାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ଅଗ୍ନିଶମ ବିଭାଗର ୩୦ଟି ଟିମ ଏବଂ ଓଡ୍ରାଫ୍‌ର...

ଦୁର୍ଘଟଣାରେ ଯୁବକଙ୍କ ପ୍ରାଣଗଲା

ରାଇରଙ୍ଗପୁର,୨୫ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଯାମଦା ଥାନା ଅଧୀନ ରାଇରଙ୍ଗପୁର-ଯାମଦା ରାସ୍ତାର ତାଳଗାଁ ନିକଟରେ ରବିବାର ଅପରାହ୍ନରେ ଏକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ୧୩ନଂ. ଓ୍ବାର୍ଡର...

ଅନୁଗୋଳ ପୋଲିସ କବ୍‌ଜାରେ ଅଭିଯୁକ୍ତ ବାପି

ଅନୁଗୋଳ ଅଫିସ, ୨୪।୫- ଅନୁଗୋଳ ପୋଲିସ ହାତରେ ଧରାପଡ଼ିଛନ୍ତି ଅଭିଯୁକ୍ତ ବାପି ଓରଫ ସତ୍ୟଜିତ୍‌ ପ୍ରଧାନ(୩୩)। ତେବେ ବାପିଙ୍କୁ କେଉଁଠାରୁ ଗିରଫ କରାଯାଇଛି ସେ ସମ୍ପର୍କରେ ପୋଲିସ ପକ୍ଷରୁ କିଛି କୁହାଯାଇନାହିଁ। ଏ ନେଇ ଅଧିକ ଖୋଳତାଡ଼ ଅନୁଗୋଳ ପୋଲିସ...

ରୋଜଗାର ଦେଇପାରୁନି କୌଳିକ ବୃତ୍ତି: ବେଉସାରେ ବାଧକ କରୋନା

ଛେଣ୍ଡିପଦା, ୨୪।୫(ସ୍ବ.ପ୍ର.)- କୌଳିକ ବୃତ୍ତି ଉପରେ ନିର୍ଭର କରି ଆଉ ଚଳିହେଉନି। ଅନ୍ୟ ସମୟ କଥା ଥିଲା ଅଲଗା। ହେଲେ ବର୍ତ୍ତମାନର କରୋନା କଟକଣା କମାର, ଖଲି ବିକାଳିଙ୍କ ରୋଜଗାର ଛଡାଇନେଇଛି। ଫଳରେ ବନ୍ଦ ହୋଇଯାଇଛି ଆୟର ଏକମାତ୍ର ପନ୍ଥା।...

କଙ୍କଡ଼ାହାଡ଼କୁ ଛୁଇଁଲା କରୋନା: ଆକ୍ରାନ୍ତ ଯୁବକ ସୁରଟ୍‌ ଫେରନ୍ତା  

ଢେଙ୍କାନାଳ ଅଫିସ, ୨୪।୫-ଢେଙ୍କାନାଳ ଜିଲାର ଆଦିବାସୀବହୁଳ କଙ୍କଡ଼ାହାଡ଼ ବ୍ଲକକୁ ଛୁଇଁଛି କରୋନା। ଶନିବାର ଜଣେ ସୁରତ ଫେରନ୍ତାଙ୍କ ନିକଟରେ କୋଭିଡ୍‌-୧୯ ଭୂତାଣୁଠାବ କରାଯାଇଛି। ଏଥିସହିତ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩ରେ ପହଞ୍ଚତ୍ଛି। ଆକ୍ରାନ୍ତ ଯୁବକଙ୍କ ବୟସ ୩୫ବର୍ଷ। ତାଙ୍କ ଘର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri