ଆମ ଜିଲା ଖବର

କାଲି ଅନୁଗୋଳରେ ପହଞ୍ଚତ୍ବ ଶ୍ରମିକ ଏକ୍ସପ୍ରେସ୍‌

ଅନୁଗୋଳ ଅଫିସ, ୨୪।୫- ଗୁଜରାଟରୁ ୧୬୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ୨୩ ତାରିଖରେ ବାହାରିଥିବା ସ୍ବତନ୍ତ୍ର ଶ୍ରମିକ ଏକ୍ସପ୍ରେସ୍‌ ସୋମବାର ଭୋର୍‌ ୫ଟାରେ ଅନୁଗୋଳ ଷ୍ଟେଶନରେ ପହଞ୍ଚତ୍ବ। ଏଥିରେ ୨୪ଟି ଜିଲାର ୧୬୫୦ ଜଣ ପ୍ରବାସୀ ଓଡ଼ିଆ ଆସୁଛନ୍ତି।...

ଜଳସଙ୍କଟରେ ଗୋଚ୍ଛାୟତସାହିବାସୀ

ବଅଁରପାଳ, ୨୪ା୫(ଡି.ଏନ.ଏ.)- ବଅଁରପାଳ ବ୍ଲକ ଗିରାଙ୍ଗ ଗୋଚ୍ଛାୟତ ସାହିରେ ଲାଗି ରହିଛି ପାନୀୟ ଜଳ ସଙ୍କଟ। ସାହିବାସୀ ପାଣି ମୁନ୍ଦେ ପାଇଁ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ସାହିରେ ପାନୀୟ ଜଳର କୌଣସି ବ୍ୟବସ୍ଥା ନ ଥିବାବେଳେ ଏକମାତ୍ର...

ପଜିଟିଭ୍‌ ସଂଖ୍ୟା ୨୫ ଛୁଇଁଲା  

ଅନୁଗୋଳ ଅଫିସ, ୨୪।୫- ଅନୁଗୋଳ ଜିଲାରେ ଆଉ ୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ୍‌ ସଂଖ୍ୟା ୨୫ରେ ପହଞ୍ଚିଛି। ଇତିମଧ୍ୟରେ ୧୫ଜଣ ସୁସ୍ଥ ହୋଇସାରିଥିବାରୁ ଏବେ ବାକି ୧୦ ଜଣଙ୍କୁ...

କାଲିଠୁ କଟକରେ ଅନଲାଇନରେ ମିଳିବ ମଦ

କଟକ ଅଫିସ,୨୪।୫-କଟକରେ କାଲିଠୁ ଅନଲାଇନରେ ମିଳିବ ବିଦେଶୀ ମଦ। ହ୍ବାଟସଆପ, ମୋବାଇଲ କଲ ମାଧ୍ୟମରେ ସକାଳ ୭ରୁ ଦିନ ୧ଟା ପର୍ଯ୍ୟନ୍ତ ଗ୍ରାହକମାନେ ଏହି ଅର୍ଡର ଦେଇପାରିବେ। ସେହିପରି ମଦ କାଉଣ୍ଟରର କର୍ମଚାରୀ ଡେଲିଭରି କରିବେ ବୋଲି ସୂଚନା ମିଳିଛି।...

୫୮ ଦିନ ପରେ ଘରକୁ ଫେରିଲେ ଛତିଶଗଡ଼ ଶ୍ରମିକ

ସାକ୍ଷୀଗୋପାଳ, ୨୪ା୫(ଡି.ଏନ.ଏ)- ଲକଡାଉନ ଯୋଗୁ ସତ୍ୟବାଦୀ ବ୍ଲକ କାଦୁଆ ପ୍ରାଥମିକ ବିଦ୍ୟାଳୟରେ ଆଶ୍ରୟ ନେଇଥିବା ଛତିଶଗଡ଼ ରାଜ୍ୟର ୭ଟି ଶ୍ରମଜୀବୀ ପରିବାରର ୩୫ଜଣ ସଦସ୍ୟ ୫୮ ଦିନ ପରେ ରବିବାର ନିଜ ଘରକୁ ଫେରିଛନ୍ତି। ଏକ ସ୍ବତନ୍ତ୍ର ବସ୍‌ରେ ସେମାନଙ୍କୁ...

ପଶ୍ଚିମବଙ୍ଗ ଗଲେ ଅଗ୍ନିଶମ ବିଭାଗ, ଓଡ୍ରାଫର ୪୦ ଟିମ୍‌

ବାଲେଶ୍ୱର ଅଫିସ, ୨୪।୫-ମହାବାତ୍ୟା ଅମ୍ପନ ଯୋଗୁ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ସେଠାରେ ପୁନରୁଦ୍ଧାର କାର୍ଯ୍ୟ ପାଇଁ ସହଯୋଗର ହାତ ବଢାଇଛି ଓଡିଶା ା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟ ଅଗ୍ନିଶମ ବିଭାଗର ୩୦ଟି ଟିମ ଏବଂ...

ଚାଷୀ ପଞ୍ଜୀକରଣ, ଧାନ କିଣାରେ ଅନିୟମିତତା: ସିଲାଟି ପ୍ୟାକ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ନିଲମ୍ବିତ

ସୋନପୁର,୨୪।୫(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଲାଟି ପ୍ରାଥମିକ କୃଷି ସମବାୟ ସମିତି(ପ୍ୟାକ୍ସ)ର ମୁଖ୍ୟ କାର୍ଯ୍ୟନିର୍ବାହୀ ବଳରାମ ପଧାନଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ସୋନପୁର ଉପନିବନ୍ଧକ ସମବାୟ ସମିତି(ଏଆରସିଏସ୍‌)ଙ୍କ ନିର୍ଦ୍ଦେଶ କ୍ରମେ ସିଲାଟି ପ୍ୟାକ୍ସର ପ୍ରଶାସକ ତଥା ବିନିକା...

ବନ୍ଧୁସାହିରେ ପାନୀୟ ଜଳ ସଙ୍କଟ

ଜହ୍ନାପଙ୍କ,୨୪।୫ (ଡି.ଏନ.ଏ)- ବୌଦ୍ଧ ବ୍ଲକ ତେଲିବନ୍ଧ ପଞ୍ଚାୟତ ଅନ୍ତର୍ଗତ ବନ୍ଧୁସାହିରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି । ଏହି ସାହିରେ ୨୦ ପରିବାରର ପ୍ରାୟ ୩୦୦ ଲୋକ ବସବାସ କରନ୍ତି । ଏମାନଙ୍କ ପାଇଁ ୨ଟି ନଳକୂପ ଅଛି ।...

ସ୍ପେଶାଲ ଟ୍ରେନ୍‌ରେ ପହଞ୍ଚତ୍ଲେ ୫୨୩୮ ପ୍ରବାସୀ

ବଲାଙ୍ଗୀର ଅଫିସ, ୨୪ା୫-ବଲାଙ୍ଗୀର ରେଳଷ୍ଟେଶନରେ ରବିବାର ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚତ୍ଛି ା ଆଉ ଏକ ଟ୍ରେନ୍‌ ରାତି ସୁଦ୍ଧା ପହଞ୍ଚତ୍ବ ା ସକାଳ ୭ଟାରେ ବିଶାଖାପାଟଣାରୁ ବଲାଙ୍ଗୀର ଆସିଥିବା ପ୍ରଥମ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ୧୩୮୧ ଜଣ...

ଟିଏମ୍‌ସି ତଥ୍ୟ ଇ-ଅଫିସ ମାଧ୍ୟମରେ ଦିଅ  

ଜଗତ୍‌ସିଂହପୁର ଅଫିସ,୨୪ା୫: କରୋନା ସଂକ୍ରମଣ ବଢ଼ୁଥିବାରୁ ପ୍ରତ୍ୟହ ଜିଲାକୁ ପ୍ରବାସୀଙ୍କ ଆଗମନ ହେଉଛି। ସେମାନଙ୍କୁ ଜିଲାର ବିଭିନ୍ନ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍‌ସି)ରେ ରଖାଯାଉଛି। କିନ୍ତୁ ଟିଏମ୍‌ସିରେ ପ୍ରବାସୀଙ୍କ ରହିବା ପାଇଁ ପୂର୍ବରୁ ଥିବା ଅବଧିରେ ସଂଶୋଧନ ହୋଇଛି। ଏଣିକି ପ୍ରବାସୀ...

ସଙ୍ଗରୋଧ କେନ୍ଦ୍ରରେ ସାପ

ହିଞ୍ଜିଳିକାଟୁ,୨୪ା୫(ଡ଼ି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ପୋଚିଲିମା ଖମ୍ବେୟାଦୋରା ଜୁନିୟର କଲେଜରେ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ସରୀସୃପ ଦେଖି ଅନ୍ତେବାସୀମାନେ ଅତଙ୍କିତ ହୋଇ ପଡ଼ିଛନ୍ତି। ଗତ ୪ଦିନ ହେଲା ଏଠାରେ ବିଷାକ୍ତ ସାପ ଓ ଗୋଧି ବିଚରଣ କରୁଥିବା ଫଟୋ ରାଳବ ଗ୍ରାମର...

୯ ଜୁଆଡି ଗିରଫ, ୧୯ହଜାର ଟଙ୍କା ଜବତ

ହିଞ୍ଜିଳିକାଟୁ,୨୪ା୫(ଡ଼ି.ଏନ୍‌.ଏ.)- ହିଞ୍ଜିଳିକାଟୁ ପୌରାଞ୍ଚଳ ଥାନାସାହି ନିକଟରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ରବିବାର ହିଞ୍ଜିଳିକାଟୁ ପୋଲିସ ଚଢ଼ାଉ କରିଥିଲା। ସେଠାରୁ ୯ ଜୁଆଡିଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୧୯ହଜାର ୨ଶହ ଟଙ୍କା ଓ ତାସ ମୁଠା ଜବତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri