ଆମ ଜିଲା ଖବର

ଆନ୍ଧ୍ରରୁ ଚନ୍ଦ୍ରଭାଗା କୂଳରେ ପହଞ୍ଚତ୍ଲେ ୧୧ ମତ୍ସ୍ୟଜୀବୀ

କୋଣାର୍କ,୨୪ା୫(ଡି.ଏନ.ଏ)- ଆନ୍ଧ୍ରପ୍ରଦେଶରୁ ସାମୁଦ୍ରିକ ପଥରେ ଏକ ମାଛଧରା ବୋଟରେ ୧୧ଜଣ ମତ୍ସ୍ୟଜୀବୀ ଆସି ରବିବାର ପୂର୍ବାହ୍ନରେ ଚନ୍ଦ୍ରଭାଗା କୂଳରେ ପହଞ୍ଚତ୍ଛନ୍ତି। ଏମାନେ ସମସ୍ତେ ସ୍ଥାନୀୟ ନୋଳିଆ ବସ୍ତିର ବୋଲି ଜଣାପଡ଼ିଛି। ଖବରପାଇ କୋଣାର୍କ ଥାନାଧିକାରୀ ରଞ୍ଜନ କୁମାର ମଲ୍ଲିକ, କୋଣାର୍କ...

ଇଦ୍‌ ପାଳନକୁ ନେଇ ସତର୍କତା: ମସ୍‌ଜିଦ୍‌ରେ ୧୪୪ ଧାରା ଜାରି

ରସୁଲପୁର, ୨୪।୫ (ଡି.ଏନ୍‌.ଏ.)-ଇଦ୍‌ ଉଲ୍‌ ଫିତର ପାଇଁ ରସୁଲପୁର ବ୍ଲକ ଅଧୀନ ବିଭିନ୍ନ ମସ୍‌ଜିଦ୍‌ରେ ୧୪୪ ଧାରା ଜାରି କରାଯାଇଛି। ବ୍ଲକର ମୁସଲମାନ ବହୁଳ ଅଞ୍ଚଳ ଭାବରେ ପରିଚିତ ବ୍ରହ୍ମବରଦା ଓ ମହେଶ୍ୱରପୁର ପଞ୍ଚାୟତର ୧୪ଟି ମସଜିଦ୍‌, ବାରବାଟୀ ପଞ୍ଚାୟତର...

କୃଷି କାର୍ଯ୍ୟାଳୟରେ ସାମାଜିକ ଦୂରତା ଭୁଲିଗଲେ ଚାଷୀ

ରସୁଲପୁର, ୨୪।୫ (ଡି.ଏନ୍‌.ଏ.)-କରୋନା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଚାଲିଥିବା ବେଳେ ରସୁଲପୁର ବ୍ଲକ କୃଷି କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଥିଲା। ଘାସମରା ଔଷଧ ନେବାକୁ ଆସିଥିବା ଚାଷୀମାନେ ସାମାଜିକ ଦୂରତା ରକ୍ଷା ନ କରି କୃଷି...

ନିୟମ ନ ମାନିବାରୁ ୬ ଦୋକାନ ସିଲ୍‌

ଚିତ୍ରକୋଣ୍ଡା,୨୪ା୫(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଦୈନିକ ବଜାରରେ ରବିବାର ୫ଟି ଦୋକାନକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ବାରମ୍ବାର ସଚେତନ ପରେ ସମ୍ପୃକ୍ତ ଦୋକାନଗୁଡିକର ବ୍ୟବସାୟୀମାନେ କରୋନା ନିୟମ ମାନିନାହାନ୍ତି। ସେମାନଙ୍କ ଦୋକାନ ସମ୍ମୁଖରେ ସାମାଜିକ ଦୂରତା ରକ୍ଷା ନ...

ଟ୍ରେନ୍‌ରେ କନ୍ୟାସନ୍ତାନ ଜନ୍ମ ଦେଲେ ପ୍ରବାସୀ ମହିଳା

ଟିଟିଲାଗଡ଼, ୨୪।୫(ଡି.ଏନ.ଏ.)-ପ୍ରବାସୀ ଶ୍ରମିକଙ୍କୁ ନେଇ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ରେ ଯାତ୍ରା କରୁଥିବା ଜନୈକା ମହିଳା ବଗିରେ ରବିବାର ଏକ କନ୍ୟାସନ୍ତାନ ଜନ୍ମ ଦେଇଛନ୍ତି। ଟ୍ରେନ୍‌ ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଳଷ୍ଟେଶନରେ ପହଞ୍ଚିବା ବେଳେ ଏପରି ଘଟଣା ଘଟିଛି। ସକାଳେ...

ଟ୍ରେନ୍‌ରେ ଫେରୁଥିବା ପ୍ରବାସୀ ମହିଳାଙ୍କ ମୃତ୍ୟୁ

ବଲାଙ୍ଗୀର ଅଫିସ, ୨୪ା୫-ବିଶାଖାପାଟଣାରୁ ବଲାଙ୍ଗୀର ପହଞ୍ଚତ୍ଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଆସୁଥିବା ଜଣେ ପ୍ରବାସୀ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ କୋରାପୁଟ ଜିଲା ବୈପାରୀଗୁଡାର ରାଧା ଖର୍ରା (୨୦) ବୋଲି ଜଣାପଡିଛି। ତାଙ୍କର ବର୍ଷକର ଏକ ଶିଶୁ...

ଜଙ୍ଗଲରେ ଦିନ କାଟୁଛନ୍ତି ୧୩ ପ୍ରବାସୀ ଶ୍ରମିକ

ଲୋଇସିଂହା,୨୪।୫(ଡି.ଏନ.ଏ)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ମାଗୁରବେଡା ଗାଁର ୧୩ପ୍ରବାସୀ ଶ୍ରମିକଙ୍କୁ ପଞ୍ଚାୟତ କର୍ତ୍ତୃପକ୍ଷ ସଙ୍ଗରୋଧ କେନ୍ଦ୍ରରେ ରଖିବା ବ୍ୟବସ୍ଥା କରୁନାହାନ୍ତି। ଫଳରେ ସେମାନେ ଗାଁ ନିକଟ ଜଙ୍ଗଲରେ ଗତ ୩ଦିନ ହେଲା ୪୫ଡିଗ୍ରୀ ତାତିରେ ଦିନ କାଟୁଛନ୍ତି। ୧୩ପ୍ରବାସୀଙ୍କ...

ଦାରିଙ୍ଗବାଡି ଘାଟିରେ ଫସି ରହିଲା ପ୍ରବାସୀଙ୍କ ବସ୍‌ : ସାରା ରାତି ସମୟ କାଟିଲେ ଶ୍ରମିକ

ସୋରଡା,୨୪ା୫,(ଡି.ଏନ.ଏ.)-ତାମିଲନାଡୁର କୋଏମ୍ବାଟୁରରୁ ୩୨ ଜଣ ପ୍ରବାସୀ ଓଡିଆଙ୍କୁ ଧରି ବଲାଙ୍ଗୀର ଅଭିମୁଖେ ଆସୁଥିବା ଏକ ବସ୍‌ ଶନିବାର ରାତି ୧୦ଟାରେ ଗଞ୍ଜାମ ଜିଲା ସୀମାନ୍ତ ସୋରଡା-ଦାରିଙ୍ଗବାଡ଼ି ୪ ନଂ. ଘାଟିରେ ଫସି ରହିଥିଲା। ଫଳରେ ପ୍ରବାସୀମାନେ ଘାଟିରେ ସାରା ରାତି...

କାର ତଳେ ଚାପି ହୋଇ ଶ୍ୱଶୁର ମୃତ, ଅଳ୍ପକେ ବର୍ତିଲେ ଜ୍ୱାଇଁ

ଓଡଗାଁ,୨୪।୫(ସ୍ବ.ପ୍ର.)-ନୟାଗଡ ଜିଲା ଓଡ଼ଗାଁ ଆଦର୍ଶ ଥାନା ପଥରାପିଚୁ ଫାକ୍ଟ୍ରି ନିକଟରେ ରବିବାର ଅପରାହ୍ନରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ କାର ତଳେ ଚାପି ହୋଇ ଜଗତସିଂହପୁର ଜିଲା ରାହାମା ଅଞ୍ଚଳର ରଞ୍ଜନ କୁମାର ସାହୁ(୬୦)ଙ୍କ ମୃତ୍ୟୁ ଘଟିଛି। ହେଲେ...

ପ୍ରବାସୀଙ୍କୁ ଓଡ଼ିଆଙ୍କୁ ନେଇ ବ୍ରହ୍ମପୁର ଫେରିଲା ୪ ଟ୍ରେନ

ବ୍ରହ୍ମପୁର ଅଫିସ,୨୪।୫-ବ୍ରହ୍ମପୁର ରେଳଷ୍ଟେସନ ୪ ନମ୍ବର ପ୍ଲାଟଫର୍ମରେ ରବିବାର ଅପରାହ୍ନ ସୁଦ୍ଧା ପହଞ୍ଚିଲା ୪ଟି ଟ୍ରେନ। ପ୍ରଥମ ଟ୍ରେନଟି ତାମିଲନାଡୁରୁ ୮୯୮ ଜଣ ପ୍ରବାସୀ ଓଡ଼ିଆଙ୍କୁ ଧରି ଆସିଥିବାବେଳେ ଏଥିରେ ଗଞ୍ଜାମ ଜିଲାର ରହିଛନ୍ତି ୬୩୬ ଜଣ। ଦ୍ବିତୀୟ ଟ୍ରେନ...

ବିବାଦୀୟ ଲେଖକଙ୍କ କୁଶ ପୁତ୍ତଳିକା ଦାହ

ବଅଁରପାଳ,୨୪ା୫(ଡି.ଏନ.ଏ.)- ଭୀମ ଭୋଇଙ୍କ ଚରିତ୍ରକୁ ଆକ୍ଷେପ କରି ପ୍ରକାଶିତ ପୁସ୍ତକକୁ ନେଇ ବଅଁରପାଳ ବ୍ଲକ କୁଲାଡ଼ ମହାନିତ୍ୟ ମହିମା ସମାଜ ପକ୍ଷରୁ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରାଯାଇଛି। କୁଲାଡ଼ ମହିମା ଟୁଙ୍ଗୀଠାରେ ସମ୍ପୃକ୍ତ ବିବାଦୀୟ ଲେଖକଙ୍କୁ ନିନ୍ଦା କରାଯିବା ସହ...

ବଳଦାରେ ହାତୀପଲ ଉପଦ୍ରବ: ଘର ଭାଙ୍ଗିଲେ, ଚାଉଳ ଖାଇଲେ

ଯୋଡା,୨୪ା୫,(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବଳଦା ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ହାତୀପଲ ଉପଦ୍ରବ କରିଛନ୍ତି। ବିଳମ୍ବିତ ରାତିରେ ହାତୀପଲ ଗୋବର୍ଦ୍ଧନ ଦେହୁରିଙ୍କ ଘର ଭାଙ୍ଗି ଦେବା ସହ ସେ ଘରେ ରଖିଥିବା ପ୍ରାୟ ୨...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri