ଆମ ଜିଲା ଖବର

ଲକଡାଉନ୍‌ ନିୟମକୁ ଅବମାନନା: ୧୦ ଦୋକାନ ସିଲ୍‌ କଲା ପ୍ରଶାସନ

ଯୋଡା,୨୪ା୫,(ଡି.ଏନ.ଏ.)-ଲକଡାଉନ୍‌ ୪.୦ ନିୟମକୁ ଅବମାନନା କରିବା ଅଭିଯୋଗରେ ଶନିବାର ସାରେ କେନ୍ଦୁଝର ଜିଲା ଯୋଡା ପୌରପାଳିକାରେ ଥିବା ୧୦ ଦୋକାନକୁ ପ୍ରଶାସନ ପକ୍ଷରୁ ସିଲ କରାଯାଇଛି। ଏଥିସହ ମାସ୍କ ପିନ୍ଧି ନ ଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କଠାରୁ ୫ଶହ ଟଙ୍କା...

ନିମାପଡ଼ାରେ ହେବ କୋଭିଡ୍‌ କେୟାର

ନିମାପଡ଼ା,୨୪ା୫(ଡି.ଏନ.ଏ): ମହାମାରୀ କରୋନା ସଂକ୍ରମଣ ପରିପ୍ରେକ୍ଷୀରେ ନିମାପଡ଼ା କଲେଜ ନିକଟରେ ସରକାରୀ ପକ୍ଷରୁ ଖୁବଶୀଘ୍ର ବ୍ଲକସ୍ତରୀୟ କୋଭିଡ୍‌ କେୟାର ସେଣ୍ଟର ପ୍ରତିଷ୍ଠା କରାଯିବ। ଏଥିନିମନ୍ତେ ପୁରୀ ଜିଲାପାଳ ବଲଓ୍ବନ୍ତ ସିଂଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲାପାଳ(ଏଡିଏମ୍‌) ବିନୟ ଦାସ, ଜିଲା ମୁଖ୍ୟ...

ପ୍ରେମିକାଙ୍କୁ ଭେଟିବାକୁ ଆସିଥିଲେ, ବାହାହୋଇ ଫେରିଲେ

ଅମରପାଲି,୨୪ା୫(ଡି.ଏନ.ଏ.): କୋଭିଡ୍‌-୧୯ କଟକଣା ଯୋଗୁ ଯାନବାହନ ଚଳାଚଳ ବନ୍ଦ ରହିଛି। ଏପରି ପରିସ୍ଥିତି ଯୋଗୁ ଜଣେ ଯୁବକ ନିଜ ପ୍ରେମିକାଙ୍କୁ ବହୁ କଷ୍ଟରେ ଦେଖା କରିବାକୁ ଆସିଥିଲେ। ହେଲେ ଏ କଥା ଗ୍ରାମବାସୀ ଜାଣିବା ପରେ ସମ୍ପୃକ୍ତ ଯୁବକଙ୍କ ସହିତ...

ଚେନ୍‌ ଟାଣି ଟ୍ରେନରୁ ଖସି ପଳାଇଲେ ଗଞ୍ଜାମର ୪୦୦ ପ୍ରବାସୀ

ଛତ୍ରପୁର,୨୪ା୫,(ଡି.ଏନ.ଏ.)-ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ବାଲିବଗଡ ରେଲୱେ ଫାଟକ ନିକଟରେ ରବିବାର ଅପରାହ୍ନରେ ଚେନ୍‌ ପୁଲିଂ କରି ଗଞ୍ଜାମର ୪୦୦ ପ୍ରବାସୀ ଖସି ପଳାଇଛନ୍ତି। ଖବରପାଇ ଆରପିଏଫ ଓ ଛତ୍ରପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି କେତେକ ପ୍ରବାସୀଙ୍କୁ ବାଲିବଗଡ଼...

ମହାପ୍ରଭୁଙ୍କ ସେବାରେ ସାନପଦର ବୁଣାକାର: ପହଣ୍ଡି, ଅଣସର ଗାମୁଛା ପ୍ରସ୍ତୁତିରେ ଲାଗିଛନ୍ତି

ଖୋର୍ଦ୍ଧା ଅଫିସ,୨୪ା୫: ପବିତ୍ର ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିର ପରିସରରେ ବିଧି ମୁତାବକ ରଥକାମ ଅନୁକୂଳ ହୋଇଥିଲା। ୧୧ଦିନ ବିଳମ୍ବରେ ହେଲେ ମଧ୍ୟ ରଥକାମ ଆଗେଇ ଚାଲିଛି। ଆଗକୁ ସ୍ନାନ ପୂର୍ଣ୍ଣିମା ଏବଂ ଅଣସର। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନର ପ୍ରସ୍ତୁତି ଚାଲିଛି।...

ବରୀର ୨ କରୋନା ଆକ୍ରାନ୍ତ ସୁସ୍ଥ: ମୋଟ୍‌ ଆରୋଗ୍ୟ ହେଲେଣି ୬

ରତ୍ନଗିରି,୨୪ା୫(ଡି.ଏନ୍‌.ଏ.): ରବିବାର ଯାଜପୁରରୁ ମୋଟ୍‌ ୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବରୀ ବ୍ଲକର ବୋଲି ସୂଚନା ମିଳିଛି। ଆଜି ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ମିଶାଇ ବରୀ ବ୍ଲକରେ...

ମଦ ପାଇଁ ଆକ୍ରମଣ: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଶ୍ରୀହରି ସେଠୀଙ୍କୁ ରବିବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। କେସ୍‌ ନଂ.୧୧୨/୨୦ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବଜେଲ୍‌ ହାଜତକୁ ପଠାଇଦିଆଯାଇଛି। ଆଇଆଇସି ବସନ୍ତ...

ତେସିଙ୍ଗା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବଗିଚା କାମ କରୁଛନ୍ତି ପ୍ରବାସୀ

ଭଣ୍ଡାରିପୋଖରୀ,୨୪ା୫(ଡି.ଏନ୍‌.ଏ.): କେତେକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ କିଏ ଟିକ୍‌ଟକ୍‌ କଲାଣି ତ ଆଉ କିଏ ଖାଇବା ଫିଙ୍ଗି ଭିଡିଓ ଭାଇରାଲ କଲେଣି। ଏଥିନେଇ ସରପଞ୍ଚଙ୍କଠାରୁ ପ୍ରଶାସନ ପର୍ଯ୍ୟନ୍ତ ସମସ୍ତଙ୍କ ଚିନ୍ତା ବଢ଼ି ଯାଇଛି। ମାତ୍ର ଏମିତି ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟର ଅଛ,...

ମହିଳାଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ଟିଟିଲାଗଡ଼ ଷ୍ଟେଶନରେ ଅଟକିଲା ଟ୍ରେନ୍‌: ଜନ୍ମଦେଲେ କନ୍ୟା ସନ୍ତାନ

ଟିଟିଲଗଡ଼,୨୪ା୫(ଡି.ଏନ୍‌.ଏ.): ରବିବାର ଟିଟିଲାଗଡ଼ ଦେଇ କାଜିପେଟରୁ ବଲାଙ୍ଗୀର ଯାଉଥିବା ଶ୍ରମିକ ଟ୍ରେନରେ ଜଣେ ପ୍ରବାସୀ ମହିଳା ଏକ କନ୍ୟା ସନ୍ତାନକୁ ଜନ୍ମ ଦେଇଛନ୍ତି। ମହିଳାଙ୍କର ପ୍ରସବ ବେଦନା ହେବାରୁ ଟିଟିଲାଗଡ଼ ଷ୍ଟେଶନରେ ଟ୍ରେନ୍‌ ଅଟକା ଯାଇଥିଲା। ରେଳବାଇ ଡାକ୍ତର ଆର୍‌ଏନ୍‌...

କଳାହାଣ୍ଡିରେ ମା’ ଝିଅ କରୋନା ପଜିଟିଭ୍‌ : ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଲା

ଜୁନାଗଡ଼,୨୪ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ର ଏକ ଦେୟଯୁକ୍ତ ଟିଏମ୍‌ସିରେ ଥିବା ୨ ଜଣ ମହିଳାଙ୍କ ସ୍ବାବ୍‌ ନମୁନା କରୋନା ପଜିଟିଭ୍‌ ଆସିଛି। ସେମାନେ ଉଭୟ ମା’ ଝିଅ । ଗତ ୧୨ ତାରିଖରେ ସେମାନେ ପଶ୍ଚିମବଙ୍ଗରୁ ଟ୍ରେନ୍‌ ଯୋଗେ ସମ୍ବଲପୁର...

କ୍ରିଷ୍ଣାଗିରିରୁ ଫେରିଲେ ୧୪୬୩ ପ୍ରବାସୀ

ଖୋର୍ଦ୍ଧା ଅଫିସ,୨୪ା୫: କ୍ରିଷ୍ଣାଗିରିରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ଖୋର୍ଦ୍ଧା ରୋଡ୍‌ ଷ୍ଟେଶନରେ ଶନିବାର ବିଳମ୍ବିତ ରାତିରେ ପହଞ୍ଚିଥିଲା। ଏହି ଟ୍ରେନରେ ୬ଟି ଜିଲାର ୧୪୬୩ ଜଣ ଫେରିଛନ୍ତି। ଏମାନଙ୍କ ମଧ୍ୟରୁ କଟକ ୫୫,ଗଞ୍ଜାମ ୧୨୯,...

ଫେରିଲେ ୧୪୬୪ ପ୍ରବାସୀ

ଖୋର୍ଦ୍ଧା ଅଫିସ, ୨୪।୫: କୋଇମ୍ବାଟୁରରୁ ଆସିଥିବା ସତନ୍ତ୍ର ଶ୍ରମିକ ଟ୍ରେନ ରବିବାର ଭୋର ସମୟରେ ଖୋର୍ଦ୍ଧା ରୋଡ ରେଳ ଷ୍ଟେଶନରେ ପହଁଞ୍ଚିଛି। ଏହି ଟ୍ରେନରେ ୧୪୬୪ ପ୍ରବାସୀ ଓଡିଆ ଏବଂ ୪୮ ଜଣ ଛତିଶଗଡ ପ୍ରବାସୀ ଫେରିଛନ୍ତି। ପ୍ରବାସୀଓଡିଆଙ୍କ ମଧ୍ୟରେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri