ଆମ ଜିଲା ଖବର

ବିସ୍ଥାପିତଙ୍କ ଆନ୍ଦୋଳନ, କୋଇଲା ଉତ୍ପାଦନ ବାଧାପ୍ରାପ୍ତ

ଲଖନପୁର,୨୪।୫(ଡି.ଏନ୍‌.ଏ) ମହାନଦୀ କୋଲ୍‌ଫିଲ୍ଡ ଲିମିଟେଡ୍‌ (ଏମ୍‌ସିଏଲ୍‌) ଲଖନପୁର ଖୋଲାମୁହଁ କୋଇଲାଖଣି ଦ୍ୱାରା ବିସ୍ଥାପିତ ହୋଇଥିବା ଉବୁଡା ଗ୍ରାମର ୩ ପରିବାର ଚାକିରି ଓ କ୍ଷତିପୂରଣ ଦାବିରେ ଖଣି ପରିସରରେ ଶନିବାର ସକାଳ ସାଢେ ୭ଟାରୁ ଅପରାହ୍ନ ସାଢେ ୪ଟା ପର୍ଯ୍ୟନ୍ତ...

ଶିକ୍ଷକଙ୍କୁ ଆକ୍ରମଣ ଘଟଣା, ବିବାଦ ବଢ଼ୁଛି

ଭଞ୍ଜନଗର,୨୪।୫(ଡି.ଏନ.ଏ.)- ଜଗନ୍ନାଥପ୍ରସାଦ ବ୍ଲକ କ୍ଷେତମୁଣ୍ଡୁଳି ବିଦ୍ୟାଳୟ କ୍ୱାରାଣ୍ଟାଇନ ସେଣ୍ଟର ଦାୟିତ୍ୱରେ ଥିବା ପ୍ରଧାନ ଶିକ୍ଷକଙ୍କୁ ସମ୍ପୃକ୍ତ ଗ୍ରାମର କିଛି ଯୁବକ ଗତ ୧୯ ତାରିଖରେ ଆକ୍ରମଣ କରିଥିବା ଥାନାରେ ଅଭିଯୋଗ ହୋଇଥିଲା। ପ୍ରଧାନ ଶିକ୍ଷକଙ୍କ ବିରୋଧରେ ଗ୍ରାମର କେତେଜଣ ବ୍ୟକ୍ତି...

ବ୍ରହ୍ମପୁର ବଡ଼ ମେଡିକାଲରେ ଶିଶୁ ବିକ୍ରି ଅଭିଯୋଗ: ୭ଦିନ ଭିତରେ ରିପୋର୍ଟ ଦେବାକୁ ସିଡବ୍ଲ୍ୟୁସିର ନିର୍ଦ୍ଦେଶ

ବ୍ରହ୍ମପୁର ଅଫିସ,୨୪ା୫- ବ୍ରହ୍ମପୁର ବଡ଼ ମେଡିକାଲରେ ଶିଶୁ ବିକ୍ରି ନେଇ ଚାଇଲ୍ଡ ଲାଇନ୍‌ ପକ୍ଷରୁ ଶନିବାର ଅଭିଯୋଗ ହୋଇଛି। ଚାଇଲ୍ଡ ଲାଇନ ଏନେଇ ଶିଶୁ ମଙ୍ଗଳ କମିଟି (ସିଡବ୍ଲ୍ୟୁସି)କୁ ଜଣାଇବା ପରେ ୭ଦିନ ମଧ୍ୟରେ ଏହାର ତଦନ୍ତ କରି ରିପୋର୍ଟ...

ଟ୍ରେନ ଚାଲିଲେ ବଢିବ ସଂକ୍ରମଣ: ଆତଙ୍କିତ ଅଞ୍ଚଳବାସୀ

ଯୋଡା,୨୪ା୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ହେଉଛି ଏକ ଶ୍ରମିକ ବହୁଳ ବସ୍ତି ଓ ହଟିଂ ଉପତ୍ୟକା। ଏଠାକୁ ବିଭିନ୍ନ ରାଜ୍ୟ ତଥା ଅଞ୍ଚଳର ଶ୍ରମିକ ମାନେ ଆସି କାର୍ଯ୍ୟ କରିଥାନ୍ତି। ବିଭିନ୍ନ କାରଣରୁ ଖଣିଖାଦାନ୍‌ ବନ୍ଦ ହେବା ପରେ ଏ...

ଚିକିତ୍ସା ଅବହେଳାରୁ ଶିଶୁକନ୍ୟାଙ୍କ ମୃତ୍ୟୁ ଅଭିଯୋଗ: ପ୍ରତିବାଦରେ ମେଡ଼ିକାଲ୍‌ରେ ଉତ୍ତେଜନା

ବାରିପଦା ଅଫିସ,୨୪ା୫-ମୟୂରଭଞ୍ଜ ଜିଲା ବାରିପଦା ସହରର ବାଲେଶ୍ୱର ଗୋଲେଇସ୍ଥିତ ଜୀବନଦୀପ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ନବଜାତ ଶିଶୁକନ୍ୟାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟାଙ୍କ ପିତା ବାରିପଦା ତକତପୁର ୱାର୍ଡ଼ ନଂ. ୨୪ର ବାସିନ୍ଦା ରମେଶ ଚନ୍ଦ୍ର ସିଂହ ଏନେଇ...

ପାଣିରେ ବୁଡ଼ିି ଜୀବନ ଗଲା

ଖଇରା, ୨୪ା୫(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଚନ୍ଦ୍ରାଟିକିରୀ ଗ୍ରାମର ପ୍ରତାପ ଚନ୍ଦ୍ର ମହାନ୍ତିଙ୍କ ପୁଅ ଓଁକାର(୮) ଶନିବାର ପୋଖରୀ ପାଣିରେ ବୁଡି ପ୍ରାଣ ହରାଇଛନ୍ତି। ପ୍ରତାପ ଓ ତାଙ୍କ ସ୍ତ୍ରୀ ବମ୍ବେରେ ରହୁଥିବା ବେଳେ ଓଁକାର ଔପଦା...

ସଙ୍ଗରୋଧ କେନ୍ଦ୍ରରେ ଯୋଗଶିକ୍ଷା

ଖଇରା, ୨୪ା୫ (ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କୁରୁଣ୍ଟା, ମାଟିଆଳପଦା ଓ ଗଣ୍ଡିବେଡଠାରେ ବିଭିନ୍ନ ସ୍କୁଲରେ ଚାଲିଥିବା ସଙ୍ଗରୋଧ କେନ୍ଦ୍ରରେ ୩ଦିନ ଯୋଗଶିକ୍ଷା ଦିଆଯାଉଛି। ଖଇରା ବିଡିଓ ଦେବେନ୍ଦ୍ର ବଳଙ୍କ ଅନୁମତି କ୍ରମେ ଜିଲା ପତଞ୍ଜଳୀ ଯୋଗ ସମିତିର...

ଲକ୍‌ଡାଉନରେ ନିର୍ଯାତିତ ଠିକା ଶ୍ରମିକ

ଲଖନପୁର,୨୪।୫(ଡି.ଏନ୍‌.ଏ) ମହାମାରୀ କରୋନାକୁ ନେଇ ସାରାଦେଶରେ ୪ର୍ଥ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିଛି। ଏହାର ପ୍ରଭାବ କଳକାରଖାନା ଉପରେ ପଡିଛି । ଏଥିରେ କାର୍ଯ୍ୟ କରୁଥିବା ଶ୍ରମିକମାନେ ଯେମିତି ପ୍ରଭାବିତ ନ ହେବେ ଏଥିପାଇଁ ସରକାର କେତେକ ନିର୍ଦ୍ଦେଶନାମା ଜାରି...

ନିୟମ ମାନୁନାହାନ୍ତି ବହିରାଗତ

ଅନୁଗୋଳ ଅଫିସ, ୨୩।୫- ମହାମାରୀ କରୋନା ରୋକିବାକୁ ଅନୁଗୋଳ ଜିଲା ପ୍ରଶାସନ ଉଦ୍ୟମ ଜାରି ରଖିଥିବା ବେଳେ ଅନେକ ବହିରାଗତ ନିୟମ ପାଳନ କରୁ ନ ଥିବା ଚିନ୍ତାର ବିଷୟ ହୋଇଛି। ବାହାରୁ ଆସୁଥିବା ଲୋକଙ୍କ ପାଇଁ ପଞ୍ଜୀକରଣ ବାଧ୍ୟତାମୂଳକ...

ପ୍ରବାସୀଙ୍କ ପାଇଁ ପଞ୍ଚାୟତ ଶଟଡାଉନ୍‌

କଣିହଁା,୨୩ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହଁା ବ୍ଲକ ବଜ୍ରକୋଟ ପଞ୍ଚାୟତକୁ ଶନିବାର ୫୩ ପ୍ରବାସୀ ଫେରିଛନ୍ତି। ସେମାନଙ୍କୁ ସଙ୍ଗରୋଧ କେନ୍ଦ୍ରକୁ ନେବା ଓ ସେଠାରେ ଉପଯୁକ୍ତ ଭାବେ ଥଇଥାନ କରିବା ଲାଗି ସରପଞ୍ଚ ରୋଜାଲିନ ସାହୁ ଜିଲାପାଳଙ୍କ କ୍ଷମତା ବ୍ୟବହାର କରି...

ତାମିଲନାଡୁରେ ଫସି ରହିଛନ୍ତି ୩୦ ଶ୍ରମିକ

ବୌଦ୍ଧ,୨୩ା୫(ସ୍ବ.ପ୍ର.)-ଲକ୍‌ଡାଉନ ଯୋଗୁ ବୌଦ୍ଧ ଜିଲାର ୩୦ ଜଣ ଶ୍ରମିକ ତାମିଲନାଡୁରେ ଫସି ରହିଛନ୍ତି। ସେମାନଙ୍କୁ ତୁରନ୍ତ ଉଦ୍ଧାର କରା ନ ଗଲେ ଜୀବନ ପ୍ରତି ବିପଦ ରହିଥିବା ସେମାନେ ଏକ ଭିଡିଓ ବାର୍ତ୍ତାରେ ଜଣାଇଛନ୍ତି ା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ଆଗରେ ବୁଲିଲେ ପ୍ରବାସୀ ଶ୍ରମିକ

ବୌଦ୍ଧ,୨୩ା୫(ସ୍ବ.ପ୍ର.)-କରୋନା ନେଇ ସମସ୍ତେ ଭୟଭୀତ ଥିବା ବେଳେ ସରକାର ଓ ପ୍ରଶାସନ ଏହାର ମୁକାବିଲା ପାଇଁ ପ୍ରୟାସ ଚଳାଇଛନ୍ତି ା ବୌଦ୍ଧ ଜିଲାରେ ୧୦୧ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପ୍ରସ୍ତୁତ କରାଯାଇ ଥିବା ବେଳେ ୫୬ କେନ୍ଦ୍ରରେ କେବଳ ପ୍ରବାସୀ ଶ୍ରମିକଙ୍କୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri