ଆମ ଜିଲା ଖବର

ତରଭାରେ ପହଞ୍ଚିଲେ ୧୯୦ ପ୍ରବାସୀ ଶ୍ରମିକ

ତରଭା,୨୩ା୫(ଡି.ଏନ.ଏ.)- ଶୁକ୍ରବାର ବିଳମ୍ବିତ ରାତିରେ ତରଭାରେ ପ୍ରବାସୀ ଶ୍ରମିକମାନେ ପହଞ୍ଚିଥିବା ଜଣାପଡିବା ପରେ ଆଖପାଖ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି ା ବିଭିନ୍ନ ସ୍ଥାନରୁ ୪୧୧ ଶ୍ରମିକ ଆସିବା ପାଇଁ ପଞ୍ଜୀକୃତ ହୋଇଥିଲା ା କିନ୍ତୁ ସୁବର୍ଣ୍ଣପୁର ଜିଲାର...

କୋଚିଂ ସେଣ୍ଟର ଉପରେ ଚଢ଼ାଉ

କବିସୂର୍ଯ୍ୟନଗର,୨୩ା୫-କରୋନା ଯୋଗୁ ସରକାରଙ୍କ ତରଫରୁ ସ୍କୁଲ, କଲେଜ, କୋଚିଂ ସେଣ୍ଟର ବନ୍ଦ କରିବାକୁ ନିର୍ଦ୍ଦେଶ ରହିଛି। ମାତ୍ର ଇ-ଶିକ୍ଷାଦାନ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ବୃଦ୍ଧ ଓ କୋମଳମତି ପିଲା ବାହାରକୁ ବାହାରିବା ସମ୍ପୂର୍ଣ୍ଣ ବାରଣ କରାଯାଇଛି। କିନ୍ତୁ...

ଗଞ୍ଜାମରେ ସୁସ୍ଥ ହେଲେଣି ୨୦୩ କରୋନା ଆକ୍ରାନ୍ତ

ଛତ୍ରପୁର,୨୩ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଶନିବାର ପୁଣି ୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ପୂର୍ବରୁ ୧୬୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ। ମୋଟ ୨୦୩ଜଣ ସୁସ୍ଥ ହୋଇ ଫେରିଲେଣି। ଅପରପକ୍ଷରେ ଦିନକୁ ଦିନ ଜିଲାରେ କରୋନା ପଜିଟିଭ୍‌...

ଅସମତିଙ୍କ କଅଁଳ କାନ୍ଧରେ ୪ ଭଉଣୀଭାଇଙ୍କ ଦାୟିତ୍ୱ

କୁନ୍ଦୁରା,୨୩ା୫(ଡି.ଏନ.ଏ.)-କୋରାପୁଟ ଜିଲା କୁନ୍ଦୁରା ବ୍ଲକ ଲିମା ପଞ୍ଚାୟତ ଅନ୍ତର୍ଗତ ବାନ୍ଧିଆଗୁଡ଼ା ଗ୍ରାମରେ ବୈଶାଗୁ ମରିଚଫୁଲିଆଙ୍କ ପରିବାର ବସବାସ କରନ୍ତି। ସୁରୁଖୁରୁରେ ପରିବାର ଚଳୁଥିବା ବେଳେ ପ୍ରଥମେ ୪ବର୍ଷ ତଳେ ବୈଶାଗୁଙ୍କ ମୃତ୍ୟୁ ହୋଇଥିଲା। ମାଆ ରଇଲା ମରିଚଫୁଲିଆ (୩୦) କଷ୍ଟରେ...

ମନେପଡ଼ିଲେ କଳ୍ପନା

ଢେଙ୍କାନାଳ ଅଫିସ, ୨୩।୫-ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଶନିବାର ପାଳିତ ହୋଇଯାଇଛି। ଢେଙ୍କାନାଳର ଏହି ସାହସୀ ଝିଅ ସର୍ବଦା ଯୁବଗୋଷ୍ଠୀଙ୍କ ପ୍ରେରଣା ହୋଇ ରହିବେ। ସାହସିକତା ତାଙ୍କୁ ସବୁଦିନ ଲାଗି ଅମର କରି ରଖିବ ବୋଲି ମତପ୍ରକାଶ...

ସାଇକେଲରେ ତାମିଲନାଡୁରୁ ତେଲକୋଇ

ଢେଙ୍କାନାଳ ଅଫିସ, ୨୩ା୫-ତାଲାବନ୍ଦ ସମୟରେ ପ୍ରବାସୀ ଶ୍ରମିକଙ୍କ ଦୁଃଖଦୈନ୍ୟର ଗୋଟିଏ ପରେ ଗୋଟିଏ ଚିତ୍ର ପଦାକୁ ଆସିବାରେ ଲାଗିଛି। ଅସମୟରେ କମ୍ପାନୀ ହାତ ଛାଡ଼ିଦେବା ପରେ ଭୋକ ବିକଳରେ ଭିଟାମାଟି ଅଭିମୁଖେ ଗଣପଳାୟନ କରୁଛନ୍ତି ଦାଦନ। ବକେୟା ଶୁଝି ନ...

ରୀତିନୀତିରେ ପାଳନ ହେବ ଶୀତଳ ଷଷ୍ଠୀ, ରଥଯାତ୍ରା

ସୋନପୁର,୨୩।୫(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ବର୍ତ୍ତମାନ ସୁଦ୍ଧା କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ଗ୍ରୀନ୍‌ ଜୋନ୍‌ରେ ରହିଛି ଏହି ଜିଲା। ତେବେ କରୋନା ଭୂତାଣୁ ସଂକ୍ରମଣରୁ ଜନସାଧାରଣଙ୍କୁ ଦୂରେଇ ରଖିବା ପାଇଁ ଜିଲା ଦେବୋତ୍ତର କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆସନ୍ତା...

କରୋନା ଯୋଦ୍ଧା କରିଛ, ସମାନ ସୁବିଧା ଦିଅ

ବଲାଙ୍ଗୀର ଅଫିସ, ୨୩ା୫-ଆଗଧାଡିର କରୋନା ଯୋଦ୍ଧାଭାବେ ସରକାରଙ୍କ ସବୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ପାଳନ ଓ ଜନସାଧାରଣଙ୍କୁ ସେବା ଯୋଗାଇବାସତ୍ତ୍ୱେ ରାଷ୍ଟ୍ରୀୟ ବାଲ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ (ଆରବିଏସ୍‌କେ)ର କର୍ତ୍ତବ୍ୟରତ ଆୟୁଷ ଡାକ୍ତର, ଫର୍ମାଶିଷ୍ଟ, ଏଏନ୍‌ଏମମାନଙ୍କୁ ସରକାରୀ ସୁବିଧା ସୁଯୋଗ ମିଳୁ ନାହିଁ।...

ନିରାଡମ୍ବରରେ ସମ୍ପନ୍ନ ହେଲା ବାଲୁଙ୍କେଶ୍ୱରଙ୍କ ପତରପେଡିଁ

ସମ୍ବଲପୁର, ୨୩।୫ (ବ୍ୟୁରୋ)-କରୋନା କଟକଣାକୁ ଦୃଷ୍ଟିରେ ରଖି ଶନିବାର ନିରାଡମ୍ବର ଭାବେ ନନ୍ଦପଡା ବମ୍‌ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ପତରପେଡିଁ (ନିର୍ବନ୍ଧ) ଶେଷ ହୋଇଛି। ଏଥିସହ ସମ୍ବଲପୁର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ଆରମ୍ଭ ହୋଇଛି । ପରମ୍ପରା ଓ ରୀତିନୀତି...

ଯାତ୍ରୀବାହୀ ଗାଡ଼ିରେ ଗଲେଣି ୩୫ ହଜାର ପ୍ରବାସୀ

ବରଗଡ଼ ଅଫିସ୍‌,୨୩।୫-କରୋନା (କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣ ଥମିବାର ନାଁ ନେଉନାହିଁ। ଅନ୍ୟପଟେ ପ୍ରବାସୀ ଶ୍ରମିକମାନେ ଫେରୁଥିବାବେଳେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଚାଲିଛି । ଏହି ଦୃଷ୍ଟିରୁ ସଂକ୍ରମଣକୁ ପ୍ରତିହତ କରିବା ସହିତ ପ୍ରବାସୀ ଶ୍ରମିକମାନେ ଯେଭଳି ହଟହଟାର ସମ୍ମୁଖୀନ...

କଣ୍ଟିଲୋ ପିଇଓ ନିଲମ୍ବିତ

ନୟାଗଡ଼ ଅଫିସ,୨୩ା୫: ନୟାଗଡ଼ ଜିଲା ଖଣ୍ଡପଡା ବ୍ଲକ କଣ୍ଟିଲୋ ପଞ୍ଚାୟତର ଏକ୍‌ଜିକ୍ୟୁଟିଭ ଅଫିସର (ପିଇଓ) ବିଜୟ କୁମାର ନନ୍ଦଙ୍କୁ ଜିଲାପାଳ ପୋମା ଟୁଡୁ ଗତ ୨୦ ତାରିିଖରେ ନିଲମ୍ବିତ କରିଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗରେ ତାଙ୍କ ବିରୋଧରେ...

୪ଦିନ ହେଲା ବିଦ୍ୟାଳୟରେ ମୁଣ୍ଡ ଗୁଞ୍ଜିଛନ୍ତି ପରିବାର

ପଦ୍ମପୁର, ୨୩ା୫(ଡି.ଏନ. ଏ.)-ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଜଗନ୍ନାଥପ୍ରସାଦ ପଞ୍ଚାୟତ ଦାସଡିହ ଗ୍ରାମର ଗଣେଶ ମଳିକଙ୍କ ଘର ବାତ୍ୟା ପ୍ରଭାବରେ ଭୁଶୁଡ଼ି ପଡ଼ିଛି। ମୁଣ୍ଡ ଗୁଞ୍ଜିବାକୁ ଜାଗା ନ ଥିବାରୁ ସେ ତାଙ୍କ ପରିବାରର ୯ଜଣଙ୍କ ସହ ଦାସଡିହ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri