ଆମ ଜିଲା ଖବର

ଗଞ୍ଜାମ ଷ୍ଟେସନ ଅଞ୍ଚଳରୁ ଚୋରି, ଥାନାରେ ଏତଲା

ଗଞ୍ଜାମ,୨୩।୫(ଡି.ଏନ୍‌.ଏ.): ଗଞ୍ଜାମ ଷ୍ଟେସନ ରୋଡରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ଘରୁ ବଡ଼ ଧରଣର ଚୋରି ହୋଇଛିବ। ଏନେଇ ଶନିବାର ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାଇ ଷ୍ଟେସନ ରୋଡ଼ଠାରେ ଦୀର୍ଘ ବର୍ଷ ହେବ ସୁଶାନ୍ତ ସେଠୀ...

ସଂଜୀବ ନାୟକ ହେଲେ ଭାଜପା ମିଡିଆ ସେଲର ଜିଲା ସଂଯୋଜକ

କେନ୍ଦୁଝର,୨୩।୫(ସ୍ବ.ପ୍ର.): ଭାଜପା ପକ୍ଷରୁ ଜିଲା ମିଡିଆ ସେଲର କର୍ମକର୍ତ୍ତା ଘୋଷଣା କରାଯାଇଛି। ସଂଜୀବ ନାୟକଙ୍କୁ ଜିଲା ସଂଯୋଜକ ଭାବେ ଚୟନ କରାଯାଇଛି। ସେହିପରି ବିଶ୍ୱଜିତ ତ୍ରିପାଠୀ ସଦର ନିର୍ବାଚନ ମଣ୍ଡଳୀର ସଂଯୋଜକ ହୋଇଥିବା ବେଳେ ପାଟଣା ନିର୍ବାଚନ ମଣ୍ଡଳୀର ସଂଯୋଜକ...

କରୋନା ଆକ୍ରାନ୍ତରେ ଅର୍ଦ୍ଧଶତକ ଟପିଲା ପୁରୀ ଜିଲା

ପୁରୀ ଅଫିସ, ୧୩।୫: ପୁରୀ ଜିଲାରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ପୁଣି ୧୭ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଫଳରେ...

ଝାରସୁଗୁଡାରେ ୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ: ୫ ବର୍ଷର ଶିଶୁ ସଂସ୍ପର୍ଶରେ ଆସି ବର୍ଷକର ଶିଶୁ କନ୍ୟା ଆକ୍ରାନ୍ତ

ଝାରସୁଗୁଡା ଅଫିସ,୨୩।୫: ଝାରସୁଗୁଡା ଜିଲାରେ ଶନିବାର ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ବର୍ଷକର ଶିୁଶୁ ହୋଇଥିବା ବେଳେ ଅନ୍ୟ ଜଣକ ୪୦ବର୍ଷୀୟ ବ୍ୟକ୍ତି। ଏନେଇ ଜିଲାପାଳ ସରୋଜ କୁମାର...

ଚଢ଼ା ଦରରେ କିରୋସିନ ବିକ୍ରି ନେଇ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୩।୫(ଡି.ଏନ୍‌.ଏ.): ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଚଢ଼ା ଦରରେ ପିଡିଏସ୍‌ କିରୋସିନ ବିକ୍ରିକୁ ନେଇ ଅସନ୍ତୋଷ ଦେଖାଯାଇଛି। ପୂର୍ବରୁ କିରୋସିନ ୩୦ ଟଙ୍କାରେ ବିକ୍ରି କରାଯାଉଥିବାବେଳେ ଏବେ ଲକ୍‌ଡାଉନ ଯୋଗୁ ରାଶନ କାର୍ଡ଼ ହିତାଧିକାରୀଙ୍କୁ ୧୮ଟଙ୍କାରେ ଏହା ଦିଆଯିବାକୁ ନିର୍ଦ୍ଦେଶ ରହିଛି।...

କେନ୍ଦ୍ରରୁ ପ୍ରଶଂସା ସାଉଣ୍ଟିଲା ଖପୁରିଆ ଆଇଟିଆଇ

କଟକ ଅଫିସ,୨୩ା୫: କଟକ ଖପୁରିଆସ୍ଥିତ ସରକାରୀ ଆଇଟିଆଇ ନିଜ ଜ୍ଞାନ କୌଶଳ ଦ୍ୱାରା ଅଟୋମେଟିକ୍‌ ସାନିଟାଇଜ ମେଶିନ, ଭ୍ରାମ୍ୟମାଣ କରୋନା ନମୁନା ସଂଗ୍ରହ ମେଶିନ ଓ ଦୁଇଟି ରୋବୋଟ ପ୍ରସ୍ତୁତ କରି ପ୍ରଶଂସା ସାଉଣ୍ଟିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌...

ଇଦ୍‌ରେ ସମୂହ ନମାଜ ପାଠ ପାଇଁ ଘଣ୍ଟାଏ ମିଳୁ: ଦାବି ଜଣାଇଲା ଏଏପି

କଟକ ଅଫିସ,୨୩ା୫: ଇଦ୍‌ ଅବସରେ ସମୂହ ନମାଜ ପାଠ ପାଇଁ ଦାବି କରିଛି ଆମ୍‌ ଆଦ୍‌ମି ପାର୍ଟି (ଏଏପି) ସଂଖ୍ୟାଲଘୁ ଶାଖା। ଶାଖା ସଭାପତି ସେଖ୍‌ ମୁସ୍ତାକିମ ବକ୍ସଙ୍କ ନେତୃତ୍ୱରେ କର୍ମୀମାନେ ଶୁକ୍ରବାର ଜିଲାପାଳଙ୍କ ଜରିଆରେ ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର...

ଶେଷ ପର୍ଯ୍ୟାୟରେ ଚାରିନାହାକା କାମ

ପୁରୀ ଅଫିସ,୨୩ା୫: ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଜୋର୍‌ଦାର ଚାଲିଛି। ତିନିରଥର ମୁଖ୍ୟ ମହାରଣା ସେବକଙ୍କ ନେତୃତ୍ୱରେ ରଥଖଳାରେ କାମ ଜାରି ରହିଥିବାବେଳେ ଶୁକ୍ରବାର ସୁଦ୍ଧା ମୋଟ ୪୨ ଚକ ମଧ୍ୟରୁ ୩୧ଟି ପ୍ରସ୍ତୁତ ହୋଇଯାଇଛି। ଆଉ ୧୧ଟିର...

ଫନୀ ପରେ ଅମ୍ଫନ୍‌ ଦେଇଗଲା ଦୁଃଖ

ପୁରୀ ଅଫିସ,୨୩ା୫: ବାତ୍ୟା ଫନୀରେ ପୁରୀ ଜିଲାର ପାନଚାଷ ସମ୍ପୂର୍ଣ୍ଣ ଉଜୁଡ଼ି ଯାଇଥିଲା। ପବନ ମାଡ଼ରେ ଧରାଶାୟୀ ହୋଇଥିଲା ହଜାର ହଜାର ପାନବରଜ। ଧାର, କରଜ କରି ବରଜ ତିଆରି କରିଥିବା ପାନଚାଷୀ ମୁଣ୍ଡରେ ହାତ ଦେଇଥିଲେ। କେମିତି ପୁଣି...

କୁମ୍ଭାରପଡ଼ା ଥାନା କର୍ମଚାରୀଙ୍କ ରିପୋର୍ଟ ନେଗେଟିଭ

ପୁରୀ ଅଫିସ,୨୩ା୫: ଆଶ୍ୱସ୍ତ ହୋଇଛନ୍ତି କୁମ୍ଭାରପଡ଼ା ଥାନା କର୍ମଚାରୀ। ଜଣେ ଗିରଫ ଅଭିଯୁକ୍ତ କରୋନା ଆକ୍ରାନ୍ତ ଜଣାପଡ଼ିିବା ପରେ ଥାନା ଆଇଆଇସିଙ୍କଠାରୁ ଆରମ୍ଭ କରି ପ୍ରାୟ ୩୦ କର୍ମଚାରୀ କ୍ବାରାଣ୍ଟାଇନରେ ଥିଲେ। ପରେ ସମସ୍ତଙ୍କର କୋଭିଡ଼ ଟେଷ୍ଟ ଲାଗି ସ୍ବାବ...

ସାମାଜିକ ଦୂରତ୍ୱ ଉଲ୍ଲଂଘନ: ପୋଲିସ ଅସହାୟ

ପୁରୀ ଅଫିସ,୨୩ା୫: ମହାମାରୀ କରୋନା ହୁ ହୁ ହୋଇ ମାଡ଼ୁଛି। ଏହାକୁ କିପରି ମୁକାବିଲା କରାଯାଇପାରିବ ସେଥିଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ଚାଲିଛି। ଲକ୍‌ଡାଉନ ଗାଇଡ୍‌ଲାଇନ ଅନୁସାରେ କୌଣସି ଗୋଟିଏ ଜାଗାରେ ଲୋକେ ସମାଗମ ହେବେ ନାହିଁ, ସାମାଜିକ ଦୂରତା ରକ୍ଷା...

ଦଣ୍ଡକୁ ଝୁରୁଛି ଗଁ। ଦାଣ୍ଡ

(ଉପେନ୍ଦ୍ର ରାଉତ) ବଅଁରପାଳ,୨୩ା୫ – ଲୋକକଳା ଦଣ୍ଡନୃତ୍ୟ ଓଡ଼ିଶାର ଘରେ ଘରେ ପରିଚିତ। ବିଶେଷକରି ଚୈତ୍ର ମାସରେ ଦଣ୍ଡୁଆମାନେ ଶିବ ଉପାସନା ପୂର୍ବକ ଦଣ୍ଡନୃତ୍ୟ କରିଥାନ୍ତି। ହେଲେ ଢେଙ୍କାନାଳ ଓ ଅନୁଗୋଳ ଜିଲାର ଜନଜୀବନରେ ଏହାର ଉପସ୍ଥିତି ଅତି ସ୍ବତନ୍ତ୍ର।...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri