ଆମ ଜିଲା ଖବର

‘ଭୀମ ଭୋଇଙ୍କ ଚରିତ୍ର ସଂହାରକୁ ବରଦାସ୍ତ କରାଯିବନି’

ଢେଙ୍କାନାଳ ଅଫିସ, ୨୩।୫ – ଭୀମ ଭୋଇଙ୍କ ଚରିତ୍ରକୁ ଆକ୍ଷେପ କରି ପ୍ରକାଶିତ ଏକ ପୁସ୍ତକକୁ ନେଇ ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ମହିମା ଧର୍ମର ଅନ୍ୟତମ ପ୍ରଚାରକଙ୍କ ପ୍ରତି ଏପରି କୁତ୍ସାରଟନାକୁ ନେଇ...

ସୁସ୍ଥ ହେଲେ ଅନୁଗୋଳର ୧୫ ଆକ୍ରାନ୍ତ

ଅନୁଗୋଳ ଅଫିସ, ୨୩।୫ – ମହାମାରୀ କରୋନା ସଂକ୍ରମଣ ବ୍ୟାପୁଥିବାବେଳେ ଅନୁଗୋଳ ଜିଲାରେ ଚିକିତ୍ସିତ ହେଉଥିବା ମୋଟ୍‌ ୧୯ ପଜିଟିଭ୍‌ଙ୍କ ମଧ୍ୟରୁ ଶୁକ୍ରବାର ୧୫ ଜଣ ସୁସ୍ଥ ହୋଇଥିବା ସୂଚନା ମିଳିଛି। ଏମାନଙ୍କ ମଧ୍ୟରୁ ଗତ ୧୦ ତାରିଖରେ ୧୩...

ସ୍ମୃତିରେ ସଜ୍ଜଳ କଳ୍ପନା: ପର୍ବତରାଣୀଙ୍କୁ ଝୁରୁଛି ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୨୩।୫ – ଏଭରେଷ୍ଟର ଉତ୍ତୁଙ୍ଗ ଶିଖରରେ ତ୍ରିରଙ୍ଗା ଉଡ଼ାଇବା ସ୍ବପ୍ନ ସାକାର କରୁକରୁ ସବୁଦିନ ଲାଗି ନୀରବିଗଲେ ପର୍ବତରାଣୀ କଳ୍ପନା ଦାଶ। ଏହି ଦୁଃଖଦ ଘଟଣାକୁ ଚାହୁଁ ଚାହୁଁ ବର୍ଷେ ପୂରିଛି। ଶନିବାର (ମେ’ ୨୩)ରେ ତାଙ୍କର...

ନୂତନ ଶ୍ରମ ଆଇନକୁ ଆଇଏନ୍‌ଟିୟୁସିର ବିରୋଧ

ଫୁଲବାଣୀ ଅଫିସ,୨୩ା୫- କେନ୍ଦ୍ର ସରକାରଙ୍କ ଶ୍ରମ ଆଇନ ପରିବର୍ତ୍ତନ ନିଷ୍ପତ୍ତିକୁ ବିରୋଧ କରି ଶୁକ୍ରବାର ସାରା ଦେଶରେ ଆଇଏନ୍‌ଟିୟୁସି ପକ୍ଷରୁ ପ୍ରତିବାଦ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଙ୍ଗଠନର କନ୍ଧମାଳ ଶାଖା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।...

ଖୋଲିଲା ସଂରକ୍ଷିତ ଟିକେଟ ବୁକିଂ କାଉଣ୍ଟର: ଜୁନ ପହିଲାରୁ ବ୍ରହ୍ମପୁର ଦେଇ ଚଳାଚଳ କରିବ ୨ ଟ୍ରେନ

ବ୍ରହ୍ମପୁର ଅଫିସ,୨୩ା୫-ବ୍ରହ୍ମପୁର ରେଳଷ୍ଟେଶନ ପରିସରରେ ଥିବା ସଂରକ୍ଷିତ ଟିକଟ କାଉଣ୍ଟର ଶୁକ୍ରବାରଠାରୁ ପୁଣି ଖୋଲିଛି । ଜୁନ ପହିଲାରୁ ଟ୍ରେନ ଚଳାଚଳ କରିବା ନେଇ ରେଳ ବିଭାଗ ପକ୍ଷରୁ ନେଇ ନିଷ୍ପତ୍ତି ପରେ ବ୍ରହ୍ମପୁରରୁ ବିଭିନ୍ନ ସ୍ଥାନକୁ ଯାତ୍ରା କରିବାକୁ...

ଜିଲାପାଳଙ୍କୁ ଆୟୁଷ ଡାକ୍ତର ସଂଘର ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୨୩ା୫(ଡି.ଏନ.ଏ)-ଗଞ୍ଜାମ ଜିଲା ଆୟୁଷ ଡାକ୍ତର ସଂଘ ପକ୍ଷରୁ ବିଭନ୍ନ ଦାବି ନେଇ ଶୁକ୍ରବାର ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ସେଥିରେ ଦର୍ଶାଯାଇଛି ଯେ, ଆୟୁଷ ଡାକ୍ତରମାନଙ୍କୁ ଅଣ କୋଭିଡ୍‌ ସ୍ବାସ୍ଥ୍ୟସେବାରେ ନିୟୋଜିତ କରିବାକୁ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ...

ନିଜ ହାତ ପାପୁଲି କାଟିଦେଲେ ଯୁବକ

ଦିଗପହଣ୍ଡି,୨୩ା୫(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ବି. ତୁରୁବୁଡି ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ପି. ସମେଶ୍ୱର ନାମକ ଜଣେ ଯୁବକ ଶୁକ୍ରବାର ସନ୍ଧ୍ୟାରେ ତାଙ୍କ ବାମହାତ ପାପୁଲିକୁ କାତିରେ କାଟି ଗୁରୁତର ହୋଇଛନ୍ତି। ପରିବାର ଲୋକେ ତାଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି...

ନବବଧୂଙ୍କୁ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ଭଞ୍ଜନଗର,୨୩।୫(ଡି.ଏନ.ଏ.)- ଭଞ୍ଜନଗର ସହର ପୁରୁଣା ପରିବା ମାର୍କେଟ ଗଳିରେ ରହୁଥିବା ଜଣେ ନବବିବାହିତାଙ୍କ ମୃତଦେହ ଗୁରୁବାର ପୋଲିସ ଉଦ୍ଧାର କରିଥିଲା। ସେ ହେଲେ ବଡକୋଦଣ୍ଡାର ମାମାଲି ପ୍ରଧାନ। ଶଶୁର ଘର ଲୋକେ ତାଙ୍କୁ ହତ୍ୟା କରିଥିବା ମାମାଲିଙ୍କ ବାପଘର ଲୋକେ...

ପଶ୍ଚିମବଙ୍ଗରେ ଜଳବନ୍ଦୀ ଗଞ୍ଜାମର ୫୦ ପରିବାର, ଉଦ୍ଧାର ପାଇଁ ନିବେଦନ

ଛତ୍ରପୁର,୨୩ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ଯୋଗୁ ପଶ୍ଚିମବଙ୍ଗର ହାୱଡା ଜିଲା ଘୁଷରି ଅଞ୍ଚଳ ନସ୍କପତା ବସ୍ତିରେ ଗଞ୍ଜାମ ଜିଲାର ୫୦ ପରିବାର ଝୁମ୍ପୁଡି ମଧ୍ୟରେ ରହି ଆସୁଥିଲେ। ସେମାନେ ବୁଗୁଡା, ପୋଲସରା, ନିମପଦର, ଆସିକା, ସୋରଡା ଆଦି ଅଞ୍ଚଳର। କାମ କରୁଥିବା ଝୋଟ...

ସାମାଜିକ ଦୂରତ୍ୱ ମାନୁ ନାହାନ୍ତି ଗ୍ରାହକ

କେନ୍ଦୁଝର/ଚମ୍ପୁଆ, ୨୩ା୫(ଡି.ଏନ୍‌.ଏ.)-କରୋନା ସଂକ୍ରମଣର ପ୍ରତିରୋଧ ପାଇଁ ଦେଶକୁ ଲକ୍‌ଡାଉନ୍‌ କରିବା ସହ ସାମାଜିକ ଦୂରତା ରକ୍ଷା କରିବା ଓ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଦୋକାନରୁ କିଛି ସାମଗ୍ରୀ କିଣିଲେ ଗ୍ରାହକମାନେ ସେମାନଙ୍କର ନାମ, ଠିକଣା ଓ ଫୋନ ନମ୍ବର...

ଗାଡ଼ି ପାସରେ ଜାଲିଆତି: ୩ ଗିରଫ

କେନ୍ଦୁଝର, ୨୩।୫( ସ୍ବ.ପ୍ର.)-କେନ୍ଦୁଝରରେ ଜାଲ ଗାଡି ପାସ ଓ କ୍ୱାରାଣ୍ଟାଇନ ପାସ ପ୍ରସ୍ତୁତ କରି ଲୋକଙ୍କୁ ଠକିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶୁକ୍ରବାର ଜଣେ ଜେରକ୍ସ ଦୋକାନୀ ସମେତ ତିନି ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।...

୧୦ ଦିନରେ ଚେନ୍ନାଇରୁ ମୟୂରଭଞ୍ଜ

ବିଶୋଇ,୨୩ା୫(ଡି.ଏନ୍‌.ଏ.)-କରୋନା ଯୋଗୁ ବର୍ତ୍ତମାନ ସାରା ଦେଶରେ ଲକ୍‌ଡାଉନ ପରିସ୍ଥିତି ଜାରି ହୋଇଥିବାବେଳେ ଏଥିରେ ନିଜର ପରିବାର ପୋଷଣ ନିମନ୍ତେ ବାହାର ରାଜ୍ୟକୁ ଯାଇଥିବା ପ୍ରବାସୀ ଓଡିଆଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଲକ୍‌ଡାଉନ କାରଣରୁ ବାହାର ରାଜ୍ୟର ଅଧିକାଂଶ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri