ଆମ ଜିଲା ଖବର

କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବିକ୍ଷୋଭ

କେନ୍ଦୁଝର/ଚମ୍ପୁଆ,୨୨ା୫(ଡି.ଏନ୍‌.ଏ./ସ୍ବ.ପ୍ର./ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ଶ୍ରମ ସମୟକୁ ଦୈନିକ ୮ଘଣ୍ଟାରୁ ୧୨ ଘଣ୍ଟାକୁ ବୃଦ୍ଧି ନିଷ୍ପତ୍ତିକୁ ବିରୋଧ କରି ଏହା ଅଣସମ୍ବିଧାନିକ ଏବଂ ଶ୍ରମିକ ବିରୋଧୀ ନୀତି ବୋଲି ଅଭିଯୋଗ କରି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନଗୁଡ଼ିକର ମିଳିତ ମଞ୍ଚ ତରଫରୁ କେନ୍ଦୁଝର ଜିଲାପାଳଙ୍କ...

କଠୋର ହେଲା କର୍ଫ୍ୟୁ, ଅମାନ୍ୟ କଲେ ଦଣ୍ଡ

ଖଜୁରିପଡା,୨୨ା୫(ଡି.ଏନ୍‌.ଏ.)- ରାଜ୍ୟ ବାହାରେ ଥିବା ପ୍ରବାସୀ ଓଡ଼ିଆଙ୍କ ଘର ବାହୁଡା ପରେ ବର୍ତ୍ତମାନ କନ୍ଧମାଳ ଜିଲାରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି। ଚତୁର୍ଥ ପର୍ଯ୍ୟାୟ ଲକଡାଉନ୍‌ରେ କଟକଣା ସାମାନ୍ୟ କୋହଳ ପରେ ଲୋକେ ବିନା କାମରେ ଘରୁ ବାହାରି...

ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ, ଜଣେ ଗିରଫ

ରାଇକିଆ,୨୨।୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ପୋଲିସ ଏକ ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ କରିବା ସହ ଚାଳକଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ ଜିଲାର ଗୋଲକ ବିହାରୀ ଦାସ। ଶୁକ୍ରବାର ଭୋରରେ ପେଟ୍ରୋଲିଂ ଟିମ୍‌ ତେଲ ଟ୍ୟାଙ୍କରକୁ ଅଟକାଇ...

ବିଚ୍ଛିନ୍ନାଞ୍ଚଳବାସୀଙ୍କ ପାଇଁ ଆସିଲା ୧୦୮ ବୋଟ୍‌ ଆମ୍ବୁଲାନ୍ସ

ଚିତ୍ରକୋଣ୍ଡା,୨୨ା୫(ଡି.ଏନ.ଏ.)-ମାଲକାନଗିରି ଜିଲା ଉପାନ୍ତ ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ବିଚ୍ଛିନ୍ନାଞ୍ଚଳ ଅନ୍ତର୍ଭୁକ୍ତ ୫ଟି ପଞ୍ଚାୟତ ପଣସପୁଟ, ଅଣ୍ଡିରାପାଲି, ଯୋଡ଼ାମ୍ବ, ଯନ୍ତ୍ରୀ ଓ ଗାଜୁଲୁମାମୁଡି ଅଞ୍ଚଳବାସୀ ଏବେ ମଧ୍ୟ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇ ଜଳବନ୍ଦୀ ଜୀବନ କାଟୁଛନ୍ତି। ଯଦିଓ ଗୁରୁପ୍ରିୟା ସେତୁ...

ଅର୍ଥାଭାବ: ନିଜ ରାଜ୍ୟକୁ ଫେରିପାରୁନାହାନ୍ତି ୫ ପରିବାର

କୋରୁକୋଣ୍ଡା, ୨୨ା୫(ଡି.ଏନ୍‌.ଏ.)-ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ୫ଟି ପରିବାରର ପ୍ରାୟ ୨୫ ଜଣ ମାଲକାନଗିରି ଜିଲା ବାଲିମେଳା ଏନ୍‌ଏସି ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପଡ଼ିଆରେ ଗତ ୫ମାସ ତଳେ ଆସି ଯାଯାବର ରୂପେ ରହୁଥିଲେ। ସେମାନେ ପନିକି,ଦା ,କଟୁରି,କୁରାଢ଼ି ଆଦି ପ୍ରସ୍ତୁତକରି ବିକ୍ରିକରି...

ପାନଚାଷୀଙ୍କ ଦୁର୍ଦ୍ଦଶା ବଢିଲା: ଫନୀ ପରେ ଅମ୍ଫନ ଦେଲା ଦୁଃଖ

ପୁରୀ ଅଫିସ,୨୨ା୫-ବାତ୍ୟା ଫନୀରେ ପୁରୀ ଜିଲାର ପାନଚାଷ ସମ୍ପୂର୍ଣ୍ଣ ଉଜୁଡ଼ି ଯାଇଥିଲା। ପବନ ମାଡ଼ରେ ଧରାଶାୟୀ ହୋଇଥିଲା ହଜାର ହଜାର ପାନବରଜ। ଧାର, କରଜ କରି ବରଜ ତିଆରି କରିଥିବା ପାନଚାଷୀ ମୁଣ୍ଡରେ ହାତ ଦେଇଥିଲେ। କେମିତି ପୁଣି ବରଜକୁ...

୨ ପ୍ରବାସୀଙ୍କୁ ଅଧାବାଟରେ ଛାଡ଼ିଲା ପ୍ରଶାସନ: ଚିଲିକା କୂଳରେ ରାତି କଟିଲା

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୨ା୫(ଡି.ଏନ.ଏ.)- ମହାରାଷ୍ଟ୍ରରୁ ଆସିଥିବା ୨ ପ୍ରବାସୀ ଓଡ଼ିଆଙ୍କୁ ଜିଲା ପ୍ରଶାସନ ଗୁରୁବାର ରାତିରେ ଅଧାବାଟରେ ଛାଡ଼ି ଚାଲିଯାଇଛି। ସୂଚନା ଅନୁଯାୟୀ, କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ମଏଁଷା ଗ୍ରାମର ଜଣେ ଯୁବତୀ ଏବଂ ଜଣେ ବ୍ୟକ୍ତି ମହାରାଷ୍ଟ୍ରରୁ ଆସି ଗୁରୁବାର ଭୁବନେଶ୍ୱରରେ...

ମଣ୍ଡିରୁ ଉଠିପାରୁନି ଧାନ

ନୂଆପଡ଼ା ଅଫିସ,୨୨୫-କରୋନା କଟକଣା ସମୟରେ ଚାଷୀଙ୍କଠାରୁ ଠିକ୍‌ ସମୟରେ ଧାନ ସଂଗ୍ରହ କରିବା ଓ ତାଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରଦାନ କରିବାକୁ ସରକାର ଗୁରୁତ୍ୱାରୋପ କରିଛନ୍ତି ା ହେଲେ ଅନ୍ୟ ଜିଲାର ମିଲର୍ସଙ୍କୁ ନେଇ ନୂଆପଡ଼ା ଜିଲାରେ ମିଲର୍ସ...

ଗ୍ରୀନ୍‌ ଜୋନ୍‌ରେ ନୂଆପଡ଼ା, ତଥାପି ଛାଡ଼ୁନି ଭୟ

ନୂଆପଡ଼ା ଅଫିସ,୨୨ା୫-ମହାମାରୀ କରୋନା ସମଗ୍ର ବିଶ୍ୱକୁ ଗ୍ରାସିଛି। ଭାରତରେ ଏହାର ମୁକାବିଲା ଲାଗି କେତେକ କଟକଣା ଜାରି କରାଯାଇଛି। ସମଗ୍ର ଦେଶ ଲକ୍‌ଡାଉନ୍‌ ରହିଛି। ଲକ୍‌ଡାଉନ୍‌ ଯୋଗୁ ଲୋକଙ୍କ ଜୀବନ ଜୀବିକା ଦୁର୍ବିଷହ ହୋଇ ପଡ଼ିଲାଣି। ଆଶା ଆଉ ଆଶଙ୍କା...

ଗର୍ଭବତୀଙ୍କୁ ଗାଡ଼ିଭଡ଼ା କରି ଘରକୁ ପଠାଇଲା ପୋଲିସ  

ଝାରସୁଗୁଡ଼ା ଅଫିସ,୨୨ା୫-କରୋନା ଭୂତାଣୁ ସହ ଲଢ଼େଇ ଯୋଗୁ ସମଗ୍ର ଦେଶରେ ଲକ୍‌ଡାଉନ୍‌ କରାଯାଇଛି। ଏପରିସ୍ଥିତିରେ ବାହାରେ କାର୍ଯ୍ୟ କରୁଥିବା ଲୋକେ ନିଜ ନିଜ ଘରକୁ ଫେରୁଛନ୍ତି। ତେବେ ଏକ ଦମ୍ପତି ମହାରାଷ୍ଟ୍ର ରାଜ୍ୟ ମଲାଡରୁ ୪ ଦିନ ହେବ ବିଭିନ୍ନ...

ଝାରସୁଗୁଡ଼ାରେ ୫ ବର୍ଷର ଶିଶୁ କରୋନା ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ,୨୨।୫-ଝାରସୁଗୁଡ଼ା ଜିଲାକୁ ପୁଣି ଥରେ କରୋନା ଫେରିଛି । ପୂର୍ବରୁ ବ୍ରଜରାଜନଗର ଓ ଲଖନପୁର ଅଞ୍ଚଳରେ ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏବେ ସେମାନେ ସୁସ୍ଥ ହୋଇସାରଛନ୍ତି। ଶୁକ୍ରବାର କିନ୍ତୁ ଝାରସୁଗୁଡା ସହର ମଙ୍ଗଳବଜାର ଅଞ୍ଚଳର...

ବ୍ରହ୍ମପୁର ରେଳ ଷ୍ଟେସନରେ ଖୋଲିଲା ସଂରକ୍ଷିତ ଟିକଟ୍‌ ବୁକିଂ କାଉଣ୍ଟର: ଜୁନ ପହିଲାରୁ ବ୍ରହ୍ମପୁର ଦେଇ ଚାଲିବ ୨ ଟ୍ରେନ

ବ୍ରହ୍ମପୁର ଅଫିସ,୨୨ା୫-ବ୍ରହ୍ମପୁର ରେଳଷ୍ଟେସନ ପରିସରରେ ଥିବା ସଂରକ୍ଷିତ ଟିକଟ କାଉଣ୍ଟର(ରିଜର୍ଭେସନ ଟିକଟ କାଉଣ୍ଟର) ଶୁକ୍ରବାରଠାରୁ ପୁଣି ଖୋଲିଛି। ରେଳ ବିଭାଗ ପକ୍ଷରୁ ଜୁନ ପହିଲାରୁ ଟ୍ରେନ ଚଳାଚଳ କରାଯିବା ନେଇ ନିଷ୍ପତ୍ତି ପରେ ବ୍ରହ୍ମପୁରରୁ ବିଭିନ୍ନ ସ୍ଥାନକୁ ଯାତ୍ରା କରିବାକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri