ଆମ ଜିଲା ଖବର

ଅମ୍ଫନ୍‌ ଉଜାଡ଼ିଲା ପାନ ବରଜ

ଏରସମା,୨୧ା୫(ସ୍ବ.ପ୍ର.): କରୋନା ଯୋଗୁ ଚାଷୀମାନେ ନାନା ଅସୁବିଧା ଭୋଗ କରୁଥିବା ବେଳେ ଏବେ ବାତ୍ୟା ଅମ୍ଫନ୍‌ ସେମାନଙ୍କୁ ଅଧିକ ଅସୁବିଧାରେ ପକାଇଛି। ବିଶେଷକରି ପାନ ଚାଷୀମାନେ ଜୀବିକା ହରାଇଛନ୍ତି। ବାତ୍ୟା ଯୋଗୁ ପାନ ବରଜ ମାଟିରେ ମିଶିଯାଇଛି। ଜଗତ୍‌ସିଂହପୁର ଜିଲା...

ଶିକ୍ଷାକେନ୍ଦ୍ରକୁ କ୍ୱାରାଣ୍ଟାଇନ୍‌ ସେଣ୍ଟର ନ କରିବାକୁ ଦାବି

ବୁଗୁଡ଼ା,୨୧ା୫(ଡି.ଏନ.ଏ.)- ବୁଗୁଡ଼ା ସହରର ସାହି ମଧ୍ୟରେ ଅବସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରକୁ କ୍ୱାରାଣ୍ଟାଇନ୍‌ ସେଣ୍ଟର ନ କରିବାକୁ ଗୁରୁବାର ସାହିବାସିନ୍ଦା ବୁଗୁଡ଼ା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ରଶ୍ମିରଞ୍ଜନ ଦାଶଙ୍କୁ ଲିଖିତ ଭାବେ ଅଭିଯୋଗ କରିଛନ୍ତି। ଉକ୍ତ ଅନୁଷ୍ଠାନଟି ସାହି...

ଲକ୍‌ଡାଉନ୍‌ ନିୟମ ଉଲ୍ଲଘଂନ, ୬ହଜାର ଜରିମାନା ଆଦାୟ

ବୁଗୁଡ଼ା,୨୧ା୫(ଡି.ଏନ.ଏ.)- ବୁଗୁଡ଼ା ସହରରେ ସାବିତ୍ରୀ ବ୍ରତ ପାଇଁ କିଣାକିଣି କରିବାକୁ ଗୁରୁବାର ଲୋକଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଥିଲା। ସାମାଜିକ ଦୂରତ୍ୱ ରକ୍ଷା କରିବା, ମାସ୍କ ପିନ୍ଧିବା ଏବଂ ଛେପ ନ ପକାଇବା ଆଦି ନିୟମକୁ ସମସ୍ତେ ଭୁଲିଯାଇଥିଲେ। ଏହି...

ସାବିତ୍ରୀ ବ୍ରତ ପାଇଁ ମାନିଲେନି କଟକଣା: ଜିନିଷ କିଣିବାକୁ ଠେଲାପେଲା

ଅନୁଗୋଳ ଅଫିସ, ୨୧।୫- ରାତି ପାହିଲେ ସାବିତ୍ରୀ ବ୍ରତ ଥିବାରୁ ଗୁରୁବାର ଲୋକମୟ ହୋଇଉଠିଥିଲା ଅନୁଗୋଳ ବଜାର। କରୋନା ପାଇଁ ଜାରି ସବୁ କଟକଣାକୁ ଭୁଲି ଲୋକେ ବଜାରରେ ପ୍ରବଳ ଭିଡ଼ ଜମାଇଥିବା ଦେଖିବାକୁ ମିଳିଥିଲା। ବିଭିନ୍ନ ଦୋକାନରେ ଲୋକେ...

ଅନୁଗୋଳରେ ଆଉ ୨ କରୋନା ପଜିଟିଭ

ଅନୁଗୋଳ ଅଫିସ, ୨୧।୫- ଅନୁଗୋଳରେ ଗୁରୁବାର ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣଙ୍କୁ ମିଶାଇ ଅନୁଗୋଳରେ କରୋନା ପଜିଟିଭ ସଂଖ୍ୟା ୧୯ରେ ପହଞ୍ଚତ୍ଛି। ଦୁଇ ସଂକ୍ରମିତଙ୍କ ମଧ୍ୟରୁ ଜଣେ ୧୯ ବର୍ଷୀୟ ଯୁବକ ଆନ୍ଧ୍ରପ୍ରଦେଶରୁ...

୫୦ ପ୍ରବାସୀଙ୍କ ସ୍ବାବ ସଂଗ୍ରହ

ବଇଣ୍ଡା, ୨୧ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କିଶୋରନଗର ବ୍ଲକ ନୁନୁକାପଶି ରାମଦେଓ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରୁ ଗୁରୁବାର ୨୫ ଜଣ ଓଡ଼ିଆ ପ୍ରବାସୀ ଶ୍ରମିକଙ୍କ ସ୍ବାବ ସଂଗ୍ରହ କରାଯାଇଛି। ସେହିପରି ଗାଁ ବଇଣ୍ଡା ସଙ୍ଗରୋଧ କେନ୍ଦ୍ରରୁ...

ସାମାଜିକ ଦୂରତାକୁ ବେଖାତିର: ୪ ଦୋକାନ ବନ୍ଦ କଲା ପୋଲିସ

ବଇଣ୍ଡା, ୨୧ା୫(ଡି.ଏନ.ଏ.)- କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ସାମାଜିକ ଦୂରତା ରକ୍ଷା ନ କରି ଜିନିଷ ବିକୁଥିବା ବେଳେ କିଶୋରନଗର ତହସିଲ କାର୍ଯ୍ୟାଳୟ ପକ୍ଷରୁ ୪ଟି ଦୋକାନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବନ୍ଦ କରାଯାଇଛି। ମଙ୍ଗଳବାର ବଇଣ୍ଡା ହାଇସ୍କୁଲ ରୋଡରେ...

ନିମ୍ନମାନର ରାସ୍ତା କାମ ବନ୍ଦ କଲେ ଗ୍ରାମବାସୀ

କୋକସରା, ୨୧।୫ (ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ପୂର୍ତ୍ତ ବିଭାଗ ଅଧୀନ ସାନପୋଡ଼ାଗୁଡାଠାରୁ ଗୋତମୁଣ୍ଡା ରାସ୍ତାର ଏବେ ଦୋହରୀକରଣ ଚାଲିଛି। ଏଥିଲାଗି ସୂଚନା ଫଳକ ଲଗା ଯାଇନାହିଁ। ପୁନଶ୍ଚ ବିଭାଗୀୟ ଯନ୍ତ୍ରୀଙ୍କ ଅନୁପସ୍ଥିତିରେ ଠିକାସଂସ୍ଥା କାମ କରୁଛି। ଯାହା ବି...

କରୋନା ଯୋଦ୍ଧାର ମାନ୍ୟତା ଦେବାକୁ ଆୟୁଷ ଡାକ୍ତର ପ୍ରତିନିଧି ଦଳର ଦାବି

ଲୋଇସିଂହା,୨୧।୫(ଡି.ଏନ.ଏ.): ମହାମାରୀ କରୋନା ମୁକାବିଲାରେ ଆୟୁଷ ଡାକ୍ତରମାନେ ପ୍ରମୁଖ ଦାୟିତ୍ୱ ନିର୍ବାହ କରୁଛନ୍ତି। ହେଲେ ରାଜ୍ୟ ସରକାର ସେମାନଙ୍କୁ କରୋନା ଯୋଦ୍ଧାର ମାନ୍ୟତା ଦେଇନାହାନ୍ତି। ଏଥି ସହିତ ଡାକ୍ତରଙ୍କ ପାଇଁ ଘୋଷଣା ହୋଇଥିବା କୌଣସି ଯୋଜନାରେ ସେମାନଙ୍କୁ ସାମିଲ କରିନାହାନ୍ତି।...

ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱରରେ ବ୍ୟାପକ କ୍ଷତି

ବାଲେଶ୍ୱର ଅଫିସ, ୨୧।୫-ବାତ୍ୟା ‘ଅମ୍ଫନ’ ପ୍ରଭାବରେ ବାଲେଶ୍ୱର ଜିଲାର ବିଭିନ୍ନ ବ୍ଲକରେ ସର୍ବାଧିକ ଚାଷଜମି ନଷ୍ଟ ହୋଇଛି। ଏହାସହ ବହୁତଗୁଡିଏ କଚ୍ଚାଘର ଭାଙ୍ଗିଯିବା, ବିଦ୍ୟୁତ୍‌ ଭିତ୍ତିଭୂମି ନଷ୍ଟ ଓ ବଡ ବଡ ଗଛ ଉପୁଡି ପଡିଥିବା ପ୍ରାଥମିକ ଆକଳନରୁ ଜଣାପଡ଼ିଛି।...

ମିନିଟ୍ରକ ସହ ୪ ଟନ୍‌ କୋଇଲା ଜବତ: ଡ୍ରାଇଭର ଫେରାର

ବଅଁରପାଳ,୨୧ା୫,(ଡି.ଏନ.ଏ.)-ବଅଁରପାଳ ଥାନା ମହିଧରପୁର ନିକଟରେ ପୋଲିସ ଚଢାଉ କରି ଏକ ମିନିଟ୍ରକରୁ ପ୍ରାୟ ୪ ଟନ୍‌ର ଚୋରା କୋଇଲା ଜବତ କରିଛି। ବୁଧବାର ରାତିରେ ଏହି ମିନିଟ୍ରକଟି ଚୋରା କୋଇଲା ବୋଝେଇ କରି ଅନୁଗୋଳରୁ ହିନ୍ଦୋଳ ଅଭିମୁଖେ ଆସୁଥିବାବେଳେ ପୋଲିସ...

ବନ୍ତ ବଜାର ଚଳଚଞ୍ଚଳ: ସୂଚନା ନ ଥିବା ଯୋଗୁ ଦ୍ୱନ୍ଦରେ ବ୍ୟବସାୟୀ

ବନ୍ତ,୨୧।୫(ଡି.ଏନ୍‌.ଏ.)-କରୋନା ମହାମାରୀ ମୁକାବିଲା ପାଇଁ ଗତ ମାର୍ଚ୍ଚ ଶେଷ ସପ୍ତାହଠାରୁ ଦେଶରେ ଲକଡାଉନ ଜାରି ରହିଛି। ସେହିଦିନଠାରୁ ଭଦ୍ରକ ଜିଲା ବନ୍ତ ବଜାରର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଥିଲା। ପରେ କେନ୍ଦ୍ର ସରକାର ୪ର୍ଥ ପର୍ଯ୍ୟାୟ ଲକ୍‌ ଡାଉନ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri