ଆମ ଜିଲା ଖବର

ବାଳସୁଧାର ଗୃହରୁ ଅନ୍ତେବାସୀ ଚମ୍ପଟ ଘଟଣା: ୩ ଜଣଙ୍କୁ ଧରିଲା ପୋଲିସ, ୪ ଜଣଙ୍କ ପତ୍ତା ମିଳୁନି

ବ୍ରହ୍ମପୁର ଅଫିସ , ୨୧।୫ : ଗଞ୍ଜାମ ଜିଲା ବ୍ରହ୍ମପୁର ଏସ୍‌ପି ଓ ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ କାର୍ଯ୍ୟାଳୟ ଠାରୁ ଅଳ୍ପ ଦୂରରେ ବାଳସୁଧାର ଗୃହ ରହିଛି । ତେବେ ଗତ ୩ ଦିନ ତଳେ ଉକ୍ତ ବାଳାଶ୍ରମରେ ରହୁଥିବା...

ବ୍ରହ୍ମପୁର ଆଇଟିଆଇ ପ୍ରସ୍ତୁତ କଲା ସବୁଠୁ ଶସ୍ତା ଅଟୋମେଟିକ୍‌ ହ୍ୟାଣ୍ଡ ସାନିଟାଇଜର: ଭାରତର ସମସ୍ତ ଆଇଟିଆଇକୁ ଫେସ୍‌ ସିଲ ପ୍ରସ୍ତୁତି ତାଲିମ ଦେବ

ବ୍ରହ୍ମପୁର ଅଫିସ,୨୧ା୫: କରୋନା ମୁକାବିଲା ପାଇଁ ବ୍ରହ୍ମପୁର ଆଇଟିଆଇ ସ୍ବୟଂଚାଳିତ ଓ ପଦଚାଳିତ ସାନିଟାଇଜର ମେଶିନ ତିଆରି କରିଛି। ଇଲେକ୍ଟ୍ରିକାଲ ଓ ପ୍ଲମ୍ବର ସ୍କାର୍ପ ସାମଗ୍ରୀକୁ ବିନିଯୋଗ କରି ୭ଟି ମଡେଲର ଅଟୋମେଟିକ୍‌ ହ୍ୟାଣ୍ଡ ସାନିଟାଇଜର ଡିସ୍ପେନସିଭ୍‌ ମେଶିନ ପ୍ରସ୍ତୁତ...

କର୍ଲାମୁଣ୍ଡା ବ୍ଲକ: ୧୪ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ୫୪୩ ପ୍ରବାସୀ ଓଡିଆ

କର୍ଲାମୁଣ୍ଡା,୨୧ା୫,(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କରୋନା ମୁକାବିଲା ପାଇଁ ୧୪ଟି (ଟିଏମସି) ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ତ୍ତମାନ ସୁଦ୍ଧା ୫୪୩ ଜଣ ପ୍ରବାସୀ ଓଡିଆଙ୍କୁ ରଖାଯାଇଛି। ବ୍ଲକର ମୋଟ୍‌ ୧୨ଟି ପଞ୍ଚାୟତରେ ୧୪ଟି କେନ୍ଦ୍ର ତଥା ରିଞ୍ଜା ପଞ୍ଚାୟତ ୨ଟି କେନ୍ଦ୍ରରେ...

ବନ୍ତ ବ୍ଲକ: ଘର ଉପରେ ମାଡି ବସିଲା ଗଛ

ବନ୍ତ,୨୧।୫(ଡି.ଏନ୍‌.ଏ.)-ବାତ୍ୟା ‘ଅମ୍ଫନ୍‌’ ପ୍ରଭାବରେ ଭଦ୍ରକ ଜିଲା ବନ୍ତ ବ୍ଲକର କେତେକ ସ୍ଥାନରେ ଗଛ ପଡି ଘର ଭାଙ୍ଗିଯାଇଛି। ଆପଣ୍ଡା ରାଜସ୍ବ ନୀରିକ୍ଷକ କାର୍ଯ୍ୟାଳୟ ଅଧିନ ବସନ୍ତିଆ ପଞ୍ଚାୟତ ବରକୋଣା ଗ୍ରାମର କୃଷ୍ଣଚନ୍ଦ୍ର ସ୍ବାଇଁ ଓ ବିବେକ କୁମାର ସ୍ବାଇଁଙ୍କ ଘର...

ଅମ୍ଫନ ପ୍ରଭାବ: ଚାନ୍ଦବାଲି ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ

ଚାନ୍ଦବାଲି,୨୧ା୫(ଡି.ଏନ.ଏ.)-ବାତ୍ୟା ଅମ୍ଫନ ପ୍ରଭାବରେ ଚାନ୍ଦବାଲିର ସମସ୍ତ ଅଞ୍ଚଳରେ ମଙ୍ଗଳବାର ସାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛ। କେତେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଉପୁଡି ପଡ଼ିବା ସହ ତାର ଛିଣ୍ଡି ଯାଇଛି। ତେବେ ବୁଧବାର ସାରେ ବିଭାଗ ପକ୍ଷରୁ ସ୍ଥିତି ସ୍ବାଭାବିକ...

ବୈତରଣୀ ନଦୀ ପଠାରେ ଆତଙ୍କ: ଗାଈକୁ ଟାଣି ନେଇ ମାରିଦେଲା କୁମ୍ଭୀର

ଆରଡି,୨୧ା୫,(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅମୃତମଣୋହୀ ଗ୍ରାମ ନିକଟରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୈତରଣୀ ନଦୀ ପଠାରେ ଚରୁଥିବା ଏକ ଗାଈକୁ କୁମ୍ଭୀର ଟାଣି ପାଣି ଭିତରକୁ ଟାଣି ନେଇ ମାରିଦେଇଛି। ଖବରପାଇ ସ୍ଥାନୀୟଲୋକେ ନଦୀରୁ...

ପାଣି ଯୋଗାଣରେ ବିଳମ୍ବ ଯୋଗୁ ସଂଗରୋଧ କେନ୍ଦ୍ରରେ ଭଙ୍ଗାରୁଜା: ୩ ପ୍ରବାସୀଙ୍କ ନାମରେ ଏତଲା

ଜି.ଉଦୟଗିରି, ୨୧।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଶ୍ରୀରାମପଦାସ୍ଥିତ ଅନ୍ବେସା ସଙ୍ଗରୋଧ କେନ୍ଦ୍ରରେ ରହିଥିବା ୩ ଜଣ ଅନ୍ତେବାସୀ ବୁଧବାର ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କ ସହ ଗଣ୍ଡଗୋଳ କରିଛନ୍ତି। ଏଥିସହ ସେମାନେ କେନ୍ଦ୍ରର ପାଇପ୍‌ ଓ ପାଇଖାନା ଭାଙ୍ଗିଥିବା ନେଇ ଗ୍ରେସିଙ୍ଗିଆ...

ପଞ୍ଜୀକରଣ ପରେ ବି ପ୍ରବାସୀଙ୍କ ଫେରିବା ବାଟ ଫିଟୁନି: ଭୋକ ଉପାସରେ ପଡ଼ିରହିଛନ୍ତି ଆନ୍ଧ୍ରରେ

ବାଲିଗୁଡ଼ା,୨୧ା୫(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଦିନକୁ ଦିନ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି l ଏଭଳି ସ୍ଥିତିରେ ପେଟପାଟଣା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ ଦାଦନ...

ଛତ୍ରପୁର ବିଡିଓଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ; ଏନ୍‌ଏସ୍‌ଏ ଲଗାଇବାକୁ ଓଏଏସ୍‌ ସଂଘର ଦାବି

ଛତ୍ରପୁର, ୨୧।୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶଙ୍କୁ ଆକ୍ରମଣ ଓ ହତ୍ୟା ଧମକ ମାମଲାରେ ସମ୍ପୃକ୍ତଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। ଗିରଫ ଅଭିଯୁକ୍ତ ହେଲେ ଗଞ୍ଜାମ ଥାନା ଅଗସ୍ତିନୂଆଗାଁ ପଞ୍ଚାୟତ ଅଧୀନ ତେଲୁଗୁନୂଆଗାଁର ବାପି...

ମହିଳାଙ୍କୁ ମେଡିକାଲ ନେବା ସମୟରେ ଓଲଟିଲା ଅଟୋ, ଆଶାକର୍ମୀଙ୍କ ସମେତ ୪ ଆହତ

ଛତ୍ରପୁର,୨୧ା୫(ଡି.ଏନ୍‌.ଏ.): ବ୍ରହ୍ମପୁର ବଡ଼ ମେଡିକାଲକୁ ଜଣେ ମହିଳାଙ୍କୁ ନେଇ ଯାଉଥିବା ବେଳେ ଗୁରୁବାର ପୂର୍ବାହ୍ନରେ ଏକ ଅଟୋ ଛତ୍ରପୁରସ୍ଥିତ ଡିଆରଡିଏ କାର୍ଯ୍ୟାଳୟ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଫଳରେ ୪ ଜଣ ଆହତ ହୋଇଛନ୍ତି । ଆହତମାନେ ହେଲେ...

ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ କେରଳରୁ ରାୟଗଡ଼ାରେ ପହଞ୍ଚିଲେ ୨୧୬ ପ୍ରବାସୀ

ରାୟଗଡ଼ା ଅଫିସ,୨୧ା୫: କେରଳକୁ ରୋଜଗାର କରିବା ପାଇଁ ଓଡ଼ିଶାର ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କନ୍ଧମାଳ ଓ ମାଲକାନଗିରି ଜିଲାରୁ ବହୁ ଶ୍ରମିକ ଯାଇଥିଲେ। କରୋନା ଯୋଗୁ ଲକ୍‌ଡାଉନ୍‌ ହେବାରୁ ସେମାନେ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ଫଳରେ ଏକ...

ଅମ୍ଫନ୍‌ର ପ୍ରଭାବ: ୨୪ ଘଣ୍ଟା ଧରି ବନ୍ଦ ରହିଛି ବିଦ୍ୟୁତ୍‌ ସରବରାହ

ଚିତ୍ରଡ଼ା,୨୧ା୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ବାତ୍ୟା ଅମ୍ପନ୍‌ର ପ୍ରଭାବ ବୁଧବାର ଦେଖିବାକୁ ମିଳିଥିଲା। ଫଳରେ ବିଭିନ୍ନ ଘର କ୍ଷତିଗ୍ରସ୍ତ ହେବା ସହ ଗଛ ଏବଂ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ପଡ଼ିଛି। ଏଥିନେଇ ବିଦ୍ୟୁତ୍‌ ସେବା ବୁଧବାରଠାରୁ ଗୁରୁବାର ଅପରାହ୍ନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri