ଆମ ଜିଲା ଖବର

ଶେଷ ହେଲା ବୈଠକ: ସର୍ବନିମ୍ନ ସେବାୟତଙ୍କ ଦ୍ୱାରା ଶ୍ରୀଜିଉଙ୍କ ସ୍ନାନଯାତ୍ରା ହେବା ନେଇ ଆଲୋଚନା, ୨୫ ସୁଦ୍ଧା ଦେବେ ତାଲିକା

ପୁରୀ ଅଫିସ,୨୧।୫: ଶ୍ରୀଜିଉଙ୍କ ସ୍ନାନଯାତ୍ରା ନେଇ ସମ୍ଭାବନା ବଢ଼ିଛି। ଗୁରୁବାର ୧୦ ନିଯୋଗ ସହ ବୈଠକ ପରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍‌ କୁମାର ଏନେଇ ସୂଚନା ଦେଇଛନ୍ତି। ସର୍ବନିମ୍ନ ସେବାୟତରେ କିଭଳି ସ୍ନାନଯାତ୍ରା କରିହେବ ସେ ନେଇ ଆଲୋଚନା...

ପୋଡ଼ାଡିହ ଗାଁ ଦାଣ୍ଡରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଭାଇରାଲ ହେଉଛି ଭିଡିଓ

ଖୋର୍ଦ୍ଧା ଅଫିସ,୨୧।୫ : ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ପୋଡାଡିହ ଗ୍ରାମରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଗାଁ ଦାଣ୍ଡରେ ଉପରେ ତାଙ୍କୁ ନିର୍ଦ୍ଦୟ ଭାବେ ମାଡ଼ ମରାଯାଉଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ...

ବିଦ୍ୟୁତ୍‌ତାର ଲାଗି ୨ ଗୋରୁଙ୍କ ଜୀବନ ଗଲା, ଅଳ୍ପକେ ବର୍ତ୍ତିଲେ ଚାଷୀ, ଘଟଣାସ୍ଥଳରେ ଉତ୍ତେଜନା

ବାଲେଶ୍ୱର ଅଫିସ,୨୧ା୫: ବାଲେଶ୍ୱର ଜିଲା ନୀଳଗିରି ବିଦ୍ୟୁତ୍‌ ଷ୍ଟ୍ରକ୍‌ଚରକୁ ଶେରଗଡ଼ ଆଡୁ ଆସିଥିବା ୩୩ କେଭି ବିଦ୍ୟୁତ୍‌ତାର ବୁଧବାର ବାତ୍ୟାରେ ଓହଳି ପଡ଼ିଥିଲା। ଗୁରୁବାର ବିଦ୍ୟୁତ୍‌ ବିଭାଗ ଯାଞ୍ଚ ନ କରି ବିଦ୍ୟୁତ୍‌ ସଂଯୋଗ ଦେଇଥିଲା। ଫଳରେ ନୀଳଗିରି ସୀମାନ୍ତ...

‘ଅମ୍ଫନ୍‌’ ସମୟରେ କେନ୍ଦ୍ରାପଡ଼ାରେ ୨ ମହିଳାଙ୍କ ମୃତ୍ୟୁ ଘଟଣା: ଜିଲାପାଳ କହିଲେ ‘ବାତ୍ୟାରେ ହୋଇନାହିଁ’

କେନ୍ଦ୍ରାପଡ଼ା ଅଫିସ/ମହାକାଳପଡ଼ା(ଡି.ଏନ୍‌.ଏ.),୨୧।୫: ସାମୁଦ୍ରିକ ଝଡ ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲାରେ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିଲା। ହେଲେ ମହିଳାଦ୍ୱୟଙ୍କ ମୃତ୍ୟୁ ବାତ୍ୟାରେ ହୋଇ ନ ଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ରାଜନଗର ବ୍ଲକ ସାତଭାୟା ଗ୍ରାମର...

ରାତି ପାହିଲେ ସାବିତ୍ରୀ: ଫଳ ଦୋକାନରେ ଅସମ୍ଭାଳ ଭିଡ଼, ଦର ଆକାଶଛୁଆଁ

ପାଟଣା,୨୧ା୫(ସ୍ବ.ପ୍ର.): ରାତି ପାହିଲେ ସାବିତ୍ରୀ ବ୍ରତ। ଏନେଇ କେନ୍ଦୁଝର ଜିଲା ପାଟଣା ଅଞ୍ଚଳର ତୁରୁମୁଙ୍ଗା ଓ ସାହାରପଡ଼ା ବଜାରସ୍ଥିତ ଫଳ ଦୋକାନଗୁଡିକରେ ଗୁରୁବାର ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି । ଚଳିତବର୍ଷ ଜ୍ୟୋଷ୍ଠ ମାସରେ ଗୁଳୁଗୁଳି ବଢ଼ି...

ଠାକୁରମୁଣ୍ଡା ବ୍ଲକରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ, ତୀର୍ଥ ଭ୍ରମଣରେ ଯାଇ ଫେରିଥିଲେ ବୃଦ୍ଧ

ଠାକୁରମୁଣ୍ଡା, ୨୧।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକରେ ପ୍ରଥମ କରି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ଜିଲାରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ଠାକୁରମୁଣ୍ଡାର ଜଣେ ୭୦ ବର୍ଷୀୟ ବୃଦ୍ଧ ରହିଛନ୍ତି। ଚିହ୍ନଟ ବୃଦ୍ଧ...

ପାଟଣା ଥାନାରେ ଥାର୍ଡ ଡିଗ୍ରୀ ଭିଡିଓ ଭାଇରାଲ ଘଟଣା: ତଦନ୍ତ ଦାବିକଲେ ଅଞ୍ଚଳବାସୀ

ପାଟଣା,୨୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ଜଣେ ୨୨ ବର୍ଷୀୟ ମୁଦାଲାଙ୍କୁ ଥାନା ଭିତରେ ଲାଠି ଓ ଗୋଇଠା ମାରୁଥିବାର ଭିଡିଓ ସୋମବାର ଭାଇରାଲ ହେବା ପରେ ବିଭିନ୍ନ ମହଲରୁ ଘଟଣା ନିରପେକ୍ଷ ତଦନ୍ତ ପାଇଁ ଦାବି ହେଉଛି।...

ଶ୍ରୀଜିଉଙ୍କ ସ୍ନାନଯାତ୍ରା ନେଇ ଆରମ୍ଭ ହେଲା ବୈଠକ: ୧୦ ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୧।୫: ଆସନ୍ତା ଜୁନ୍‌ ୫ ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ। ତେଣୁ ସ୍ନାନଯାତ୍ରାକୁ କିଭଳି ଭାବେ ଶୃଙ୍ଖଳିତ ଭାବେ କରାଯିବ ସେ ନେଇ ଗୁରୁବାର ୧୦ଟି ନିଯୋଗ ସହ ଆଲୋଚନା କରୁଛି...

ଓଲଟି ପଡ଼ିଲା ପ୍ରବାସୀ ଶ୍ରମିକଙ୍କ ବସ୍‌: ୪ ଗୁରୁତର

ବାଲେଶ୍ୱର ଅଫିସ,୨୧ା୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧିନସ୍ଥ ୫୬ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଗେଟ୍‌ ନିକଟରେ କେରଳରୁ ପଶ୍ଚିମବଙ୍ଗକୁ ୫୦ ପ୍ରବାସୀ ଶ୍ରମିକଙ୍କୁ ନେଇ ଆସୁଥିବା ବେଳେ ଏକ ବସ୍‌ ଗୁରୁବାର ପୂର୍ବାହ୍ନରେ ଓଲଟି ପଡ଼ିଛି। ଏଥିରେ...

ଅମ୍ଫନ ସମୟରେ ଜନ୍ମିତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଓଡ଼ିଶାର ଅଗ୍ନିଶମ ବାହିନୀର ଉତ୍ସର୍ଗୀକୃତ ତଥା ମାନବୀୟ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିବା ସହ ଗୁରୁବାର ଟୁଇଟ୍‌ କରି ଏକ ନବଜାତ ଶିଶୁକନ୍ୟାର ଉଜ୍ଜ୍ୱଳ...

ଗୁଜରାଟରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଆସୁଥିବା ବସ୍‌ରେ ଜଣଙ୍କ ଜୀବନ ଗଲା

ଲଖନପୁର,୨୧ା୫(ଡି.ଏନ୍‌.ଏ.): ଗୁଜରାଟରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଏକ ବସ୍‌ ଆସିକା ଅଭିମୁଖେ ଆସୁଥିବାବେଳେ ଝାରସୁଗୁଡ଼ା ଜିଲା ଲଖନପୁର ୪୯ ନମ୍ବର ଜାତୀୟ ରାଜପଥରେ ବସ୍‌ ଭିତରେ ଜଣେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ ଘଟିଛି। ମୃତ ପ୍ରବାସୀ ଓଡ଼ିଆ ଜଣକ ଆସିକା...

ଶ୍ରମିକମାନଙ୍କୁ କରୋନା ସଚେତନତା

ବଅଁରପାଳ,୨୧।୫(ଡି.ଏନ୍‌.ଏ): ହିନ୍ଦ୍‌ ମଜଦୁରୁ ସଭା ସହ ଜଡ଼ିତ ନାଲକୋ ନନ୍‌ ଏକ୍ସ୍ୟୁଟିଭ୍‌(ଏନ୍‌ଏନ୍‌ଇୟୁ) ପକ୍ଷରୁ ଗୁରୁବାର ସକାଳେ ନାଲକୋ ସିପିପି ଫାଟକ ସମ୍ମୁଖରେ ଶ୍ରମିକମାନଙ୍କୁ କରୋନା ସଚେତନତା କରାଯାଇଛି। ୟୁନିୟନର ସଭାପତି ରଜନୀ କାନ୍ତ ସିଂଙ୍କର ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri