ଆମ ଜିଲା ଖବର

ଅମ୍ଫନ୍‌ ବାତ୍ୟା ପ୍ରଭାବ: ବରୀ ପୋଲିସ ପ୍ରଶାସନ ପକ୍ଷରୁ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ରତ୍ନଗିରି,୨୧।୫(ଡି.ଏନ୍‌.ଏ): କରୋନା ସମୟରେ ମହାଯୋଦ୍ଧା ପାଲଟିଥିବା ପୋଲିସ ପ୍ରଶାସନ ଏବେ ଅମ୍ଫନ୍‌ ବାତ୍ୟାରେ ସଫେଇ କାର୍ଯ୍ୟକ୍ରମକୁ ନିଜ ହାତକୁ ନେଇଛି। ଗୁରୁବାର ବରୀ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ପୋଲିସ ପକ୍ଷରୁ ସଫେଇ କାର୍ଯ୍ୟକ୍ରମ କରାଯାଇଥିଲା। ବରୀ ଥାନାଧିକାରୀ ମାର୍କଣ୍ଡ ଚନ୍ଦ୍ର...

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୨୧।୫: ରାଜ୍ୟରେ ଗୁରୁବାର ସକାଳେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ୮୫ ବର୍ଷୀୟ ହୋଇଥିବା ବେଳେ ସେ ସୁରଟ ଫେରନ୍ତା ବୋଲି ଜଣାପଡ଼ିଛିି।  ତେବେ ଏହାକୁ ମିଶାଇ ଗଞ୍ଜାମରେ କରୋନା ଜନିତ ମୃତ୍ୟୁ ସଂଖ୍ୟା...

ଅଗ୍ନିଶମ ଗାଡ଼ିରେ ଜନ୍ମ ନେଲା ଶିଶୁକନ୍ୟା

ମହାକାଳପଡ଼ା,୨୧।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ବାତ୍ୟା ଅମ୍ଫନ୍‌ ସମୟରେ ବୁଧବାର ଅଗ୍ନିଶମ ବିଭାଗ ଗାଡ଼ିରେ ଏକ ଶିଶୁକନ୍ୟା ଜନ୍ମ ହୋଇଛି। ବାତ୍ୟା ପବନ ଚାଲିଥିବା ସମୟରେ ବ୍ଲକ ଅନ୍ତର୍ଗତ ଜହ୍ନରା ଗଁାର ଜାନକୀ ସେଠୀ(୨୦)ଙ୍କ ପ୍ରସବଜନିତ ଯନ୍ତ୍ରଣା ହୋଇଥିଲା।...

କାକଟପୁର ମଙ୍ଗଳା ମନ୍ଦିରରୁ ଉଡ଼ିଗଲା ବାନା

କାକଟପୁର,୨୧।୫(ଡି.ଏନ.ଏ): ବାତ୍ୟା ଅମ୍ଫନ ପ୍ରଭାବରେ ବୁଧବାର କାକଟପୁରର ମା’ ମଙ୍ଗଳା ମନ୍ଦିର ଚୂଡ଼ରେ ଲାଗିଥିବା ବାନା ଉଡ଼ିଯାଇଛି। ମଙ୍ଗଳବାର ରାତିରୁ ବାତ୍ୟା ଯୋଗୁ ବର୍ଷା ପବନ ଲାଗିରହିଥିବାବେଳେ ମଙ୍ଗଳବାର ସକାଳେ ମନ୍ଦିର ପୂଜକ ଓ ସ୍ଥାନୀୟ ଲୋକେ ମା’ଙ୍କ ମନ୍ଦିରରେ...

୭ଶହ ହେକ୍ଟର ଧାନ ଫସଲ କ୍ଷତିଗ୍ରସ୍ତ

ପୁରୀ ଅଫିସ/ କୋଣାର୍କ (ଡି.ଏନ୍‌.ଏ),୨୧।୫: ପୁରୀ ଜିଲାରେ ସାମୁଦ୍ରିକ ବାତ୍ୟା ଅମ୍ଫନର ପ୍ରଭାବ ପଡ଼ିଛି। ବଡ଼ଧରଣର କ୍ଷୟକ୍ଷତି ହୋଇ ନ ଥିଲେ ମଧ୍ୟ ଉପକୂଳବର୍ତ୍ତୀ ଅଞ୍ଚଳର ଅନେକ ଜାଗାରେ ଗଛ ଏବଂ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗିଛି। କେତେକ କଚ୍ଚାଘର ବି...

କଣ୍ଟେନମେଣ୍ଟ ଜୋନ୍‌ରୁ ହଟିଲା ରେଣୁକା ଗଳି

ପୁରୀ ଅଫିସ,୨୧।୫: ପୁରୀ ସହରସ୍ଥ ରେଣୁକା ଗଳି ଅଞ୍ଚଳରୁ ଗତ ୧୦ ତାରିଖରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଗୋଟିଏ ପରିବାର ଦୁଇ ସଦସ୍ୟ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉକ୍ତ ଅଞ୍ଚଳକୁ ବିଶୋଧନ...

ଖୋର୍ଦ୍ଧା: ୩୧୭୨ ଲୋକ ପ୍ରଭାବିତ

ଖୋର୍ଦ୍ଧା ଅଫିସ,୨୧।୫: ଅମ୍ଫନ୍‌ ପ୍ରଭାବରେ ଖୋର୍ଦ୍ଧା ଜିଲାରେ ବୁଧବାର ସକାଳଠାରୁ ଅପରାହ୍ନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଓ ପବନ ଲାଗିରହିଥିଲା। ଜିଲାରେ ୩୪.୯୪ ମି.ମି. ବର୍ଷା ରେକର୍ଡ କରାଯାଇଛି। ବାଲିଅନ୍ତାରେ ସର୍ବାଧିକ ୫୭ ଓ ବାଣପୁରରେ ସର୍ବନିମ୍ନ ୧୫ ମି.ମି...

ସ୍ନାନଯାତ୍ରା ପ୍ରସ୍ତୁତି : ଆଜି ୧୦ ନିଯୋଗ ସହ ବୈଠକ

ପୁରୀ ଅଫିସ,୨୧।୫: ଆସନ୍ତା ଜୁନ୍‌ ୫ତାରିଖରେ ସ୍ନାନଯାତ୍ରା। ସ୍ନାନମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ। ତେଣୁ ସ୍ନାନଯାତ୍ରାକୁ କିପରି ଶୃଙ୍ଖଳିତ ଭାବେ ସମ୍ପନ୍ନ କରାଯିବ ସେ ନେଇ ବିଭିନ୍ନ ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ। ଗତ ୧୨...

ପୋଲିସକୁ ଓଏଚ୍‌ଆର୍‌ସିଙ୍କ କଡ଼ା ସମାଲୋଚନା

କଟକ ଅଫିସ୍‌,୨୧।୫: କେନ୍ଦୁଝର ଜିଲା ପାଟଣା ଥାନା ପରିସରରେ ଜଣେ ଯୁବକଙ୍କୁ ଆଇଆଇସି ସନ୍ଧ୍ୟାରାଣୀ ଜେନା ମାଡ଼ ମାରିବାର ଭିଡିଓ ଭାଇରାଲ ଖବର ପ୍ରକାଶ ପରେ ସାମାଜିକ କର୍ମୀ ମନୋଜ ଜେନାଙ୍କ ତରଫରୁ ଓଡ଼ିଶା ମାନବାଧିକାର କମିଶନ୍‌ (ଓଏଚ୍‌ଆର୍‌ସି)ଙ୍କ ନିକଟରେ...

ହାତ ଦେଖାଇଲେ ଆପେ ସ୍ପ୍ରେ ହେବ ସାନିଟାଇଜର

କଟକ ଅଫିସ,୨୧।୫: କରୋନା ମୁକାବିଲା ପାଇଁ ଦେଶର ବିଭିନ୍ନ କ୍ଷେତ୍ରରୁ ପ୍ରୟାସ ଚାଲିଛି। ଏହି କ୍ରମରେ କରୋନା ଲଢ଼େଇରେ ସାମିଲ ହୋଇଛି କଟକସ୍ଥିତ ଖପୁରିଆ ସରକାରୀ ଆଇଟିଆଇ। ପୂର୍ବରୁ ଭ୍ରାମ୍ୟମାଣ କୋଭିଡ୍‌ ନମୁନା ସଂଗ୍ରହ ମେଶିନ ଓ କୋଭିଡ ହସ୍ପିଟାଲରେ...

କଟକ ପୋଲିସକୁ ଘାରିଲା କରୋନା ଭୟ

କଟକ ଅଫିସ୍‌,୨୧।୫: ଭୁବନେଶ୍ୱରରେ ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ଏହାକୁ ନେଇ କମିଶନରେଟ୍‌ ପୋଲିସର ଅଧିକାରୀ ଓ କର୍ମଚାରୀଙ୍କ ଭିତରେ ଛନକା ପଶିଛି। ଉଭୟ ଭୁବନେଶ୍ୱର ଓ କଟକ ସହରରେ ପୋଲିସ କର୍ମଚାରୀ, ଅଧିକାରୀଙ୍କ...

ଅମ୍ଫନ୍‌ ପାଇଁ ବନ୍ଦ ରହିଲା ହାଇକୋର୍ଟ

କଟକ ଅଫିସ୍‌,୨୧।୫: ସାମୁଦ୍ରିକ ବାତ୍ୟା ‘ଅମ୍ଫନ୍‌’ ଯୋଗୁ ବୁଧବାର ହାଇକୋର୍ଟ ବନ୍ଦ ରହିଛି। ବୁଧବାର ପାଇଁ ଧାର୍ଯ୍ୟ ହୋଇଥିବା ମାମଲାଗୁଡ଼ିକର ଶୁଣାଣି ଗୁରୁବାର କରାଯିବ। ଏନେଇ ହାଇକୋର୍ଟ ରେଜିଷ୍ଟ୍ରାର୍‌ (ଜୁଡିସିଆଲ) ସୂଚନା ଦେଇଛନ୍ତି। ବାତ୍ୟା ଯୋଗୁ ବିଦ୍ୟୁତ୍‌ ସଂଯୋଗ ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri