ଆମ ଜିଲା ଖବର

କ୍ରିକେଟ ନ ଖେଳିବାକୁ ତାଗିଦ୍‌ କରିବାରୁ ପ୍ରଶାସନିକ ଅଧିକାରୀଙ୍କୁ ଦୁର୍ବ୍ୟବହାର

ଗଞ୍ଜାମ,୨୧ା୫(ଡି.ଏନ୍‌.ଏ.)-କଟକଣା ସତ୍ତ୍ୱେ କ୍ରିକେଟ ଖେଳୁଥିବା କେତେଜଣ ଅମାନିଆ ଯୁବକଙ୍କୁ ଛତ୍ରପୁର ବିଡିଓ ଓ ତହସିଲଦାର ତାଗିଦ କରିବାରୁ ସେମାନେ ଦୁର୍ବ୍ୟବହାର କରିଥିବା ଗଞ୍ଜାମ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ଉଦ୍ୟମ...

୨୮୮୦ ସ୍ବାବ ଯାଞ୍ଚ

କେନ୍ଦୁଝର, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ କରୋନା ସ୍ଥିତ ଅନ୍ୟ ଜିଲା ଅପେକ୍ଷା ନିୟନ୍ତ୍ରଣରେ ରହିଛି। ଅଦ୍ୟାବଧି ୧୯ ତାରିଖ ସୁଦ୍ଧା ଜିଲାରୁ ୨୮୮୦ ଜଣଙ୍କ ସ୍ବାବ ଟେଷ୍ଟ କରାଯାଇଛି। ସେଥିରୁ ୨୮୭୨ ଜଣଙ୍କ ନେଗେଟିଭ ବାହାରିଛି। ୮ଜଣଙ୍କ କରୋନା ପଜିଟିଭ ବାହାରିଥିଲେ...

୫୧ ବସ୍ତା ଗୁଟ୍‌ଖା ଜବତ, ଜଣେ ଅଟକ

ଶେରଗଡ,୨୧ା୫(ଡି.ଏନ୍‌.ଏ.)- ଶେରଗଡ ପୋଲିସ ଓ ପ୍ରଶାସନ ତହସିଲ ରୋଡରେ ଥିବା ଏକ ଘରୁ ବିପୁଳ ପରିମାଣର ଗୁଟ୍‌ଖା ଓ ଖଇନି ଜବତ କରିଛି। ଜଣେ ବ୍ୟକ୍ତିଙ୍କ ଘରେ ବିପୁଳ ପରିମାଣର ଗୁଟ୍‌ଖା ମହଜୁଦ୍‌ ଥିବା ଖବର ପାଇ ଶେରଗଡ ତହସିଲଦାର...

ପାଚେରି ଡେଇଁ ଧାରଣାରେ ବସିଲେ ଅନ୍ତେବାସୀ

ଶେରଗଡ଼,୨୧ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଠୁରୁବୁରାଇ ଉଚ୍ଚ ବିଦ୍ୟାଳୟରେ ହୋଇଥିବା ସଙ୍ଗରୋଧ କେନ୍ଦ୍ରରେ ବୁଧବାର ବାସିଖାଦ୍ୟ ଦିଆଯାଇଥିବାରୁ ଅନ୍ତେବାସୀମାନେ ପାଚେରୀ ଡେଇଁ ରାସ୍ତା ଅବରୋଧ କରିଥିଲେ। ଖବରପାଇ ପ୍ରଶାସନ ଓ ପୋଲିସ ପହଞ୍ଚି ବୁଝାଶୁଝା କରିବା ପରେ ପରିସ୍ଥିତି...

ଉପକୂଳ ଅଞ୍ଚଳ ଛାରଖାର

ଭୋଗରାଇ, ୨୧।୫(ଡି.ଏନ.ଏ.)-ବାତ୍ୟା ଅମ୍ଫନ ପ୍ରଭାବରେ ଓଡ଼ିଶା ସୀମାନ୍ତ ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱରରେ ବ୍ୟାପକ କ୍ଷତି ହୋଇଛି। ଏହି ସାମୁଦ୍ରିକ ଝଡ଼ ବୁଧବାର ଅପରାହ୍ନରେ ବାଲେଶ୍ୱର ଅତିକ୍ରମ କଲାବେଳେ ଭୋଗରାଇ ତଥା ଏହାର ଆଖପାଖ ଅଞ୍ଚଳରେ ଘଣ୍ଟାକୁ ୧୦୦ କି.ମି....

କୋଭିଡ୍‌ ନିୟମ ଉଲ୍ଲଘଂନ, ଔଷଧ ଦୋକାନ ସିଲ୍‌

ଦିଗପହଣ୍ଡି,୨୧ା୫(ଡି.ଏନ୍‌.ଏ.)- କୋଭିଡ-୧୯ ନିୟମ ଉଲ୍ଲଘଂନ କରି ବ୍ୟବସାୟ କରୁଥିବା ଅଭିଯୋଗରେ ଦିଗପହଣ୍ଡି ବସ୍‌ଷ୍ଟାଣ୍ଡସ୍ଥିତ ରଥ ମେଡିସିନ ଷ୍ଟୋରକୁ ତହସିଲ ପ୍ରଶାସନ ପକ୍ଷରୁ ବୁଧବାର ସିଲ କରାଯାଇଛି। ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁଙ୍କ ନେତୃତ୍ୱରେ ଏନ୍‌ଫୋର୍ସମେଣ୍ଟ...

କଟକଣା ହେଲା କୋହଳ

କେନ୍ଦୁଝର, ୨୧।୫( ସ୍ବ.ପ୍ର.)-ଜିଲା ପ୍ରଶାସନ ଜାରି କଲା ନୂଆ ଗାଇଡ଼ ଲାଇନ। କଣ୍ଟେନମେଣ୍ଟ ଯୋନ ବାହାରେ କୋଭିଡ୧୯ ପାଇଁ ଥିବା କଟକଣା କୋହଳ କଲା। ଗ୍ରସୋରି, କ୍ଷୀର ଓ ମେଡିସିନ ଦୋକାନ ବ୍ୟତୀତ ଅନ୍ୟ ଦୋକାନ ସକାଳ ୭ଟାରୁ ସା...

କନ୍ଧମାଳରେ ଆଉ ଜଣେ କରୋନା ପଜିଟିଭ

ଫୁଲବାଣୀ ଅଫିସ, ୨୧ା୫- କନ୍ଧମାଳ ଜିଲାରେ ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ଏହି ସଂଖ୍ୟା ୩ରେ ପହଞ୍ଚିଛି। ପୂର୍ବ କରୋନା ଆକ୍ରାନ୍ତଦ୍ୱୟଙ୍କ ପରି ତୃତୀୟ ଜଣକ...

ସାବିତ୍ରୀ ପାଇଁ ଆଗୁଆ ଶଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ପୋଲସରା,୨୦ା୫(ଡି.ଏନ.ଏ.)-ପୋଲସରା ବ୍ଲକ କଳମ୍ବ ସରପଞ୍ଚ ପ୍ରଶାନ୍ତ କୁମାର ପ୍ରଧାନ ସାବିତ୍ରୀ ବ୍ରତ ପାଇଁ ଶୁକ୍ରବାର ପୂର୍ବାହ୍ନ ୯ଟାରୁ ଶନିବାର ସକାଳ ୭ଟା ପର୍ଯ୍ୟନ୍ତ ପଞ୍ଚାୟତକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ପୂଜାରେ ମାସ୍କ ବ୍ୟବହାର ସହ ସାମାଜିକ ଦୂରତ୍ୱ ରଖିବା, ସର୍ବସାଧାରଣ...

ଶ୍ରମିକଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୩ ଗୁରୁତର

ଖଲ୍ଲିକୋଟ,୨୦ା୫(ଡି.ଏନ.ଏ.)- ଖଲ୍ଲିକୋଟ ବ୍ଲକ ଢ଼ିମିରିଆ ଛକ ନିକଟରେ ବୁଧବାର ସକାଳେ ତାମିଲନାଡୁରୁ ଶ୍ରମିକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ଟ୍ରକ ପଛରେ ପିଟି ଦେଇଥିଲା। ଏଥିରେ ୩ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ ଆଲି ମିଦା...

ସଙ୍ଗରୋଧ କେନ୍ଦ୍ର ପାଣି ଟାଙ୍କି ଭୁଶୁଡିଲା

ଆର.ଉଦୟଗିରି,୨୦ା୫(ଡି.ଏନ୍‌.ଏ.)- ନୂଆଗଡ଼ ବ୍ଲକ ତାବରଡ଼ା ଗ୍ରାମ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଥିବା ସଙ୍ଗରୋଧ କେନ୍ଦ୍ରରେ ଅନ୍ତେବାସୀମାନଙ୍କ ପାଇଁ ପାଣିର ସୁବିଧା ନିମନ୍ତେ ୧୦ହଜାର ଲିଟର ବିଶିଷ୍ଟ ଏକ ପାଣି ଟାଙ୍କି ନିର୍ମାଣ ହୋଇଥିଲା। ଏହି କାମ ବିଭାଗୀୟ ଅଧିକାରୀଙ୍କ...

କଣ୍ଟେନମେଣ୍ଟ ଜୋନ୍‌ ହେଲା ଲିଆଖାଇ: ୭୯ ଜଣଙ୍କ ସ୍ବାବ୍‌ ନମୂନା ସଂଗ୍ରହ

ଚିକିଟି,୨୦ା୫(ଡି.ଏନ.ଏ.)- ଚିକିଟି ବ୍ଲକ୍‌ ଲିଆଖାଇ ଗ୍ରାମର ଜଣେ ବ୍ୟକ୍ତି ମସ୍ତିସ୍କ କର୍କଟ ରୋଗରେ ଭୂବନେଶ୍ୱର ଏମ୍‌ସରେ ଚିକିସତ୍ିତ ହେଉଥିବାବେଳେ କୋଭିଡ୍‌-୧୯ ରିପୋର୍ଟ ପଜିଟିଭ୍‌ ଆସିଥିଲା। ଜିଲା ପ୍ରଶାସନର ନିଷ୍ପତ୍ତି ପ୍ରକାରେ ମଙ୍ଗଳବାର ସନ୍ଧ୍ୟାରେ ଚିକିଟି ତହସିଲ୍‌ଦାର ହରପ୍ରସାଦ ଭୋଇ, ବିଡିଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri