ଆମ ଜିଲା ଖବର

ଲକ୍‌ଡାଉନ୍‌ ପାଇଁ ପଛେଇଯାଇଛି ଅନ୍ଧତ୍ୱ ଦୂରୀକରଣ ଯୋଜନା: ମୋତିଆବିନ୍ଦୁ ରୋଗୀଙ୍କ ସଙ୍କଟ ବଢ଼ିଲା

କଟକ ଅଫିସ, ୧୮ା୫: କରୋନା ଭାଇରସ୍‌ ସଂକ୍ରମଣ ରୋକିବା ଲାଗି ଜାରି ହୋଇଥିବା ଲକ୍‌ଡାଉନ ଯୋଗୁ ଏବେ ସରକାରଙ୍କ ଅନ୍ଧତ୍ୱ ଦୂରୀକରଣ ଯୋଜନା ଅନେକ ଯୋଜନ ପଛକୁ ଚାଲିଯାଇଛି। ପ୍ରତି ମାସରେ ଯେଉଁ ସଂଖ୍ୟାରେ ମୋତିଆବିନ୍ଦୁ ଅସ୍ତ୍ରୋପଚାର ହେଉଥିଲା, ଲକ୍‌ଡାଉନ...

ଜିଲାପାଳ କ୍ଷମତା ପ୍ରୟୋଗ କଲେ ସରପଞ୍ଚ: ବାଲିପୁଟ ପଞ୍ଚାୟତ ୩୬ ଘଣ୍ଟା ଶଟ୍‌ଡାଉନ

ପୁରୀ ଅଫିସ,୧୮ା୫: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଦତ୍ତ ଜିଲାପାଳ କ୍ଷମତାକୁ ପୁରୀ ଜିଲାର ପ୍ରଥମ ସରପଞ୍ଚ ଭାବେ ସଦର ବ୍ଲକ ବାଲିପୁଟର ମଧୁଛନ୍ଦା ଫାରାକ୍‌ ପ୍ରୟୋଗ କରିଛନ୍ତି। ବାଲିପୁଟ ପଞ୍ଚାୟତକୁ କରୋନାମୁକ୍ତ ରଖିବା ଲାଗି ସେ ରବିବାର ପଞ୍ଚାୟତକୁ ଶଟ୍‌ଡାଉନ୍‌ କରିଥିବା...

ଆସୁଛି ଅମ୍ଫନ: ସଜାଗ ପୁରୀ ପ୍ରଶାସନ,୯୦ ହଜାର ଲୋକଙ୍କୁ ସ୍ଥାନାନ୍ତର ଯୋଜନା

ପୁରୀ ଅଫିସ,୧୮।୫: ସମ୍ଭାବ୍ୟ ବାତ୍ୟା ଅମ୍ଫନକୁ ନେଇ ଉପକୂଳବର୍ତ୍ତୀ ପୁରୀ ଜିଲାବାସୀ ଭୟଭୀତ ହୋଇପଡ଼ିିଛନ୍ତି। ବର୍ଷକ ତଳେ ଅର୍ଥାତ୍‌ ୨୦୧୯ ମେ ୩ ତାରିଖରେ ବାତ୍ୟା ଫନୀ ପୁରୀ ଜିଲାରେ ତାଣ୍ଡବ ରଚିଥିଲା। ଏ ପର୍ଯ୍ୟନ୍ତ ସେହି ଦୁଃଖ ଦୂର...

କ୍ବାରାଣ୍ଟାଇନ୍‌ରେ କୁମ୍ଭାରପଡ଼ା ଥାନାର ୩୦ କର୍ମଚାରୀ

ପୁରୀ ଅଫିସ,୧୮ା୫: କ୍ବାରାଣ୍ଟାଇନରେ ରହିଲେ କୁମ୍ଭାରପଡ଼ା ଥାନାର ସମସ୍ତ କର୍ମଚାରୀ। ଜଣେ କରୋନା ଆକ୍ରାନ୍ତ ଗିରଫ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବାରୁ ଏହି ଥାନାର ଆଇଆଇସିଙ୍କ ସମେତ ପ୍ରାୟ ୩୦ କର୍ମଚାରୀଙ୍କୁ ବିଭାଗୀୟ ଅଧିକାରୀଙ୍କ ନିର୍ଦ୍ଦେଶ ମୁତାବକ ସରକାରୀ କ୍ବାରାଣ୍ଟାଇନ ସେଣ୍ଟରରେ...

ଲାଞ୍ଚ ମାମଲାର ଖୋଳତାଡ଼: ସମ୍ପତ୍ତି ବିବରଣୀ ଦେଇନାହାନ୍ତି ବିଜୟ କେତନ

କଟକ ଅଫିସ,୧୮।୫: ଏକଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ ହୋଇ ପରେ ଜାମିନରେ ମୁକୁଳିଥିବା ଆଇଏଏସ୍‌ ଅଫିସର ବିଜୟ କେତନ ଉପାଧ୍ୟାୟଙ୍କ ସମ୍ପତ୍ତି ବିବରଣୀର ଖୋଳତାଡ଼ କରୁଛି ଭିଜିଲାନ୍ସ। ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ଥିବାବେଳେ ବିଜୟ ନିଜ...

ବନ ବିଭାଗ ହାତରେ ପୁଟିପାଳ ଭବିଷ୍ୟତ

ଢେଙ୍କାନାଳ ଅଫିସ, ୧୮।୫ (ରତନ ନାୟାର) :  ଜଙ୍ଗଲ ଭିତରେ ଜୀବନ। ପାହାଡ଼ିଆ ରାସ୍ତା, ବିପଦସଙ୍କୁଳ ନାଳ, ହିଂସ୍ର ବନ୍ୟଜନ୍ତୁଙ୍କ ସହ ନିତି ସଂଘର୍ଷ। ବଣଜଙ୍ଗଲର ପ୍ରତିକୂଳ ପରିବେଶରୁ ସେମାନେ ଶିଖିଛନ୍ତି ଜିଇବାର ରାହା। ତଥାପି ସେମାନେ ଛାଡ଼ିନାହାନ୍ତି ଆଶା।...

ବଲାଙ୍ଗୀର ଜିଲାରେ କରୋନା ପଜିଟିଭ ସଂଖ୍ୟା ୬କୁ ବୃଦ୍ଧି: ଲିଖିରିଆ, ତୁଷରା ଅଞ୍ଚଳରୁ କଣ୍ଟେନମେଣ୍ଟ ହଟିଲା

ବଲାଙ୍ଗୀର ଅଫିସ, ୧୮।୫: ବଲାଙ୍ଗୀର ଜିଲାରେ ପୁଣି ୨ ଜଣ ପ୍ରବାସୀ ଶ୍ରମିକଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଜିଲାପାଳ ଅରିନ୍ଦମ ଡାକୁଆ ଏ ନେଇ ରବିବାର ରାତିରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଉଭୟ ସଂକ୍ରମିତ ପ୍ରବାସୀ...

ସମ୍ପର୍କ ବାନ୍ଧିଛି ଶିକୁଳି

ଆଠମଲ୍ଲିକ,୧୮ା୫ (ଜୟଗୋପାଳ ଷଡ଼ଙ୍ଗୀ):  ବେରୋଜଗାର ସ୍ବାମୀ ରୋଗଗ୍ରସ୍ତ ହେବା ପରେ ଦୋହଲିଯାଇଥିଲା ନୀଳିମାଙ୍କ ମାନସିକ ସ୍ଥିତି। ସେବେଠୁ ବାହାରେ ବୁଲାବୁଲି କରୁଥିବା ନୀଳିମା ଶେଷରେ ପହଞ୍ଚି ଯାଇଥିଲେ ବଡ଼ ଭଉଣୀଙ୍କ ଘର ଅନୁଗୋଳ ଜିଲା ଆଠମଲ୍ଲିକ ଅଞ୍ଚଳରେ। ଦୁଃଖ ସହି ନ...

ଘରୁ ବୃଦ୍ଧାଙ୍କ ଗଳିତ ମୃତଦେହ ଉଦ୍ଧାର: ସଙ୍ଗରୋଧରୁ ଆସି ମୁଖାଗ୍ନି ଦେଲେ ପୁଅ

ପୁରୁଷୋତ୍ତମପୁର,୧୭ା୫(ଡି.ଏନ୍‌.ଏ.)- ପୁରୁଷୋତ୍ତମପୁର ବ୍ଲକ ହାଣ୍ଡିଘର ଗ୍ରାମର ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଶନିବାର ପଡୋଶୀ ଉଦ୍ଧାର କରିଛନ୍ତି। ସେ ହେଲେ ରୋହିଣୀ ଦାଶ (୭୫)। ସୁରଟରୁ ଫେରି ସଙ୍ଗରୋଧ କେନ୍ଦ୍ରରେ ଥିବା ପୁଅ ମୁଖାଗ୍ନି ଦେଇଛନ୍ତି। ରୋହିଣୀଙ୍କ ୨ ପୁଅ...

ହୋମ୍‌ କ୍ୱାରାଣ୍ଟାଇନ୍‌ରେ ବୃଦ୍ଧାଙ୍କ ମୃତ୍ୟୁ, ସ୍ବାବ୍‌ ନମୁନା ପରୀକ୍ଷା ହୋଇ ନ ଥିବାରୁ ମୃତଦେହ ନିକଟକୁ ଗଲେନି ଗ୍ରାମବାସୀ

ଦେବଗଡ଼,୧୮।୫:  ଦେବଗଡ଼ ଥାନା ତଥା ବାରକୋଟ ବ୍ଲକ ଅନ୍ତର୍ଗତ ଘୁରୁଡୁଖମଣ ଗ୍ରାମରେ ହୋମ କ୍ୱାରାଣ୍ଟାଇନ୍‌ରେ ଥିବା ଜଣେ ବୃଦ୍ଧାଙ୍କର ରବିବାର ମୃତ୍ୟୁ ଘଟିଛି। ବୃଦ୍ଧାଙ୍କର ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ। ତେବେ କିଛିଦିନ ତଳେ ଗୋଡ ଭାଙ୍ଗିଥିବାରୁ ସଂକ୍ରମଣଜନିତ କାରଣରୁ...

ହସ୍ପିଟାଲ ବେଡ୍‌ରେ ଟିକ୍‌ଟକ୍‌

ଝାରସୁଗୁଡା ଅଫିସ,୧୮।୫: ଟିକ୍‌ଟକ୍‌ ଭିଡିଓ କରିବାବେଳେ ଲୋକେ ନିଜ ହିତାହିତ ଜ୍ଞାନ ଭୁଲି ଯାଉଛନ୍ତି। କୌଣସି ସ୍ଥାନ କିମ୍ବା ପରିସ୍ଥିତିକୁ ମଧ୍ୟ ଦେଖୁନାହାନ୍ତି। ଝାରସୁଗୁଡାରେ ଏଭଳି ଏକ ଟିକ୍‌ଟକ୍‌ ଭିଡିଓ ରବିବାର ଭାଇରାଲ ହୋଇଛି, ଯେଉଁଥିରେ ଜଣେ ଯୁବକ ହସ୍ପିଟାଲର...

ଅନ୍‌ଲାଇନ୍‌ ପାଠପଢ଼ାକୁ ନେଟ୍‌ଓ୍ବର୍କ ଅଫ୍‌ଲାଇନ

ଅନୁଗୋଳ ଅଫିସ, ୧୮।୫:  ସ୍ମାର୍ଟଫୋନ ଥିଲେ ବି ଆସୁନି ନେଟଓ୍ବର୍କ। ଗାଁ ଡେଇଁ ପାଞ୍ଚ କୋଶ ଗଲେ ହୋଇପାରୁଛି ଯୋଗାଯୋଗ। ଦୈନିକ ଏପରି ଅସୁବିଧା ଭିତରେ କିପରି ସରକାରଙ୍କ ଶିକ୍ଷା ସଂଯୋଗ କାର୍ଯ୍ୟକ୍ରମ ମାଧ୍ୟମରେ ଅନ୍‌ଲାଇନରେ ପଢ଼ିପାରିବେ ପିଲା। ପଛେଇଥିବା ସିଲାବସ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri