ଆମ ଜିଲା ଖବର

ନିର୍ମାଣ ନିମ୍ନମାନର: ରାସ୍ତାକାମ ବନ୍ଦ କଲେ ଗ୍ରାମବାସୀ

ଲାଞ୍ଜିଗଡ,୧୭ା୫(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ କୁମଖାଲଠାରୁ ସିନ୍ଧିବାହାଲିକୁ ସଂଯୋଗ କରୁଥିବା ୪କିମି ରାସ୍ତା ପ୍ରଧାନମନ୍ତ୍ରୀ ସଡକ ଯୋଜନାରେ କାମ ଚାଲିଛି। ତା୫ା୯ା୨୦୧୭ରିଖଠାରୁ ଆରମ୍ଭ ହୋଇଥିବା ଏହି କାମ ତା୪ା୬ା୨୦୧୮ରିଖରେ ଶେଷ ହେବାକୁ ଲକ୍ଷ୍ୟଧାର୍ଯ୍ୟ ଥିବାବେଳେ ଏଯାଏଁ ସରିନାହି ା ପ୍ରକଳ୍ପର...

ତାଲା ଭାଙ୍ଗି ୫୦ ହଜାର ଟଙ୍କାର ପୋଷାକ ଚୋରି

କେନ୍ଦୁଝର/ରାଇସୁଆଁ, ୧୭ା୫ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ସଦର ଥାନା ଅଞ୍ଚଳରେ ଚୋର ମାନଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ଶନିବାର ବିଳମ୍ବିତ ରାତିରେ ମହାଦେଇଯୋଡ଼ା ଓଡ଼ିଶା ଗ୍ରାମ୍ୟବ୍ୟାଙ୍କରୁ କେହି ଦୁର୍ବୃତ୍ତ କବାଟ ତାଲା ଭାଙ୍ଗି ଚୋରି କରିବା ଉଦ୍ୟମ ବିଫଳ ହେବା ପରେ ମହାଦେଇଯୋଡ଼ା...

୨ଘଣ୍ଟା ଅପେକ୍ଷା ପରେ ସଙ୍ଗରୋଧ କେନ୍ଦ୍ରକୁ ଗଲେ

ଦେଓଗାଁ, ୧୭ା୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକକୁ ବର୍ତ୍ତମାନ ପ୍ରବାସୀ ଶ୍ରମିକଙ୍କ ଆଗମନ ଲାଗିରହିଛି ା ହେଲେ ଏମାନଙ୍କୁ ସଙ୍ଗରୋଧ କେନ୍ଦ୍ରକୁ ଠିକ୍‌ଭାବେ ନେବାରେ ପ୍ରଶାସନିକ ବିଫଳତା ପଦାରେ ପଡିଛି ା ବସ୍‌ ଯୋଗେ ଆସୁଥିବା ପ୍ରବାସୀମାନେ ଦେଓଗାଁ ବସ୍‌ଷ୍ଟାଣ୍ଡରେ ଓହ୍ଲାଇବା...

କୁର୍ନୁଲରୁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଫେରିଲେ ୬୭୬ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୭ା୫- ଆନ୍ଧ୍ରପ୍ରଦେଶର କୁର୍ନୁଲଠାରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଶନିବାର ରାତି ପ୍ରାୟ ୧୨ଟାରେ ବଲାଙ୍ଗୀର ରେଳଷ୍ଟେଶନ୍‌ରେ ପହଞ୍ଚତ୍ଥିଲା। ଏହି ଟ୍ରେନ୍‌ରୁ ୬୭୬ ଜଣ ପ୍ରବାସୀ ଓହ୍ଳାଇଥିଲେ। ଏଥିରେ ବଲାଙ୍ଗୀର ଜିଲାର ୩୩୭, ବରଗଡର ୨୬, ବୌଦ୍ଧ,...

ପ୍ରଶାସନ ନିଷ୍ପତ୍ତିକୁ ଲୋକଙ୍କ ବିରୋଧ

ରତ୍ନଗିରି, ୧୭।୫ (ଡି.ଏନ୍‌.ଏ.)-ବରୀ ବ୍ଲକ ଅଧୀନ କଳାମାଟିଆ, ଉଦୟନାଥପୁର ଓ ବାଇଁଶିରିଆ ପଞ୍ଚାୟତରେ ଜିଲା ପ୍ରଶାସନର ନିର୍ଦ୍ଦେଶ ଅନୁସାରେ କଣ୍ଟେନମେଣ୍ଟ ଜୋନ୍‌ ଅବଧି ଆଉ ୧୪ ଦିନ ବଢ଼ାଇ ଦିଆଯାଇଛି। ଜିଲା ପ୍ରଶାସନର ଏହି ନିର୍ଦ୍ଦେଶକୁ ସ୍ଥାନୀୟ ସରପଞ୍ଚ ବିଶ୍ୱନାଥ...

ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ନିର୍ମାଣ ଲାଗି ଭିତ୍ତିପ୍ରସ୍ତର

ଯୋଡ଼ା, ୧୭।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଅନ୍ତର୍ଗତ ଜୁରୁଡି-କମଳପୁର ପ୍ରଧାନମନ୍ତ୍ରୀ ଗ୍ରାମ ସଡକର ନିର୍ମାଣ କାର୍ଯ୍ୟ ଆରମ୍ଭ ନେଇ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତ ରବିବାର ପୂର୍ବାହ୍ନରେ ଏହାର ଭିତ୍ତିପ୍ରସ୍ତର ଉଦ୍‌ଘାଟନ କରିଛନ୍ତି। ଉଦ୍‌ଘାଟନ ସମୟରେ ବିଧାୟିକା ମୀନାକ୍ଷୀ ମହାନ୍ତଙ୍କ...

କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଅବ୍ୟବସ୍ଥା: ପ୍ରତିବାଦ କଲେ ଅନ୍ତେବାସୀ

କପ୍ତିପଦା,୧୭ା୫(ଡି.ଏନ୍‌.ଏ.)- କରେନାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପ୍ରତ୍ୟେକ ବ୍ଲକ୍‌ ଓ ପଞ୍ଚାୟତସ୍ତରରେ କ୍ୱାରାଣ୍ଟାଇନ କେନ୍ଦ୍ର ଖୋଲାଯାଇଛି। ଏଥିପାଇଁ ଆର୍ଥିକ ସହାୟତା ମଧ୍ୟ ପ୍ରଦାନ କରାଯାଇଛି। ଏଠାରେ ପ୍ରବାସୀ ଓଡ଼ିଆଙ୍କୁ ସଙ୍ଗରୋଧରେ ରଖାଯିବା ସହ ସେମାନଙ୍କ...

କର୍ତ୍ତବ୍ୟ ସମ୍ପାଦନ କରିବାକୁ ଯାଉଥିଲେ; ଦୁର୍ଘଟଣାରେ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ମାଲକାନଗିରି୧୭ା୫(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ମୁଦୁଲିପଡ଼ା ଥାନାର କାର୍ଯ୍ୟରତ ଗୃହରକ୍ଷୀ ଲଚ୍ଛମନ ନାୟକ(୩୮) କର୍ତ୍ତବ୍ୟ ସମ୍ପାଦନ କରିବାକୁ ଯାଉଥିବା ବେଳେ ଦୁର୍ଘଟଣାରେ ରବିବାର ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କୁ ଗୋବିନ୍ଦପାଲି ମହାବିଦ୍ୟାଳୟସ୍ଥିତ ସଙ୍ଗରୋଧ କେନ୍ଦ୍ରରେ ନିୟୋଜିତ କରାଯାଇଥିଲା। ଏପ୍ରିଲ ୨୫ ସକାଳେ...

୫୭ ଶ୍ରମିକଙ୍କୁ ନିଜ ରାଜ୍ୟକୁ ପଠାଇଲା ପ୍ରଶାସନ

ମାଲକାନଗିରି,୧୭ା୫(ଡି.ଏନ୍‌.ଏ.)-ଝାଡ଼ଖଣ୍ଡ,ପଶ୍ଚିମବଙ୍ଗ ଓ ବିହାରକୁ ୫୭ଜଣ ଶ୍ରମିକ ସାଇକେଲ ଯୋଗେ ଯାଉଥିବା ଜିଲା ପ୍ରଶାସନ ନଜରକୁ ଆସିବା ପରେ ସେମାନଙ୍କୁ ରବିବାର ଏକ ସ୍ବତନ୍ତ୍ର ବସ୍‌ ଯୋଗେ ନିଜ ରାଜ୍ୟକୁ ପଠାଯାଇଛି। ହାଇଦ୍ରାବାଦରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା ଏହି ୩...

‘ଅମ୍ଫନ’ ପାଇଁ ଜଳଭଣ୍ଡାରରୁ ପାଣି ଛଡାଗଲା

ଭଞ୍ଜନଗର,୧୭।୫(ଡି.ଏନ୍‌.ଏ.)- ସାମୁଦ୍ରିକ ଝଡ଼ ଅମ୍ଫନ୍‌ ପ୍ରଭାବ ଓଡ଼ିଶାର କେତେକ ଜିଲାରେ ପଡିବାକୁ ଥିବାରୁ ଜଳସମ୍ପଦ ବିଭାଗ ପକ୍ଷରୁ ସମ୍ପୃକ୍ତ ଜିଲାରେ ଥିବା ଜଳଭଣ୍ଡାରର ଜଳସ୍ତର କମାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ଗଞ୍ଜାମ ଜିଲା ଭଞ୍ଜନଗର, ସୋରଡ଼ା, ଡ଼ହ, ବାଘୁଆ, ଧନେଇ, ଘୋଡ଼ାହାଡ଼,...

ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଲା ଶ୍ରମିକ ସ୍ବତନ୍ତ୍ର ଟ୍ରେନ: ଓହ୍ଲାଇଲେ ୬୦୦

ଚୌଦ୍ୱାର,୧୭।୫(ଡି.ଏନ.ଏ.)-କଟକ ଜିଲା ନିର୍ଗୁଣ୍ଡି ଷ୍ଟେଶନରେ ରବିବାର ଅପରାହ୍ନ ୪ଟାରେ ଶ୍ରମିକ ସ୍ବତନ୍ତ୍ର ଏକ୍ସପ୍ରେସ ଟ୍ରେନ ଆସି ପହଞ୍ଚିଛି। ଅହମ୍ମଦାବାଦରୁ ଯାଜପୁର ଟାଉନ ଆସିଥିବା ଏହି ଟ୍ରେନରେ କଟକ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲାର ୬୦୦ ଶ୍ରମିକ ଓହ୍ଲାଇଛନ୍ତି। ଏହି ଟ୍ରେନଟି...

ସାଇକେଲରେ ପୁନେରୁ ଆନନ୍ଦପୁର ଫେରିଲେ ଅରୁଣ

ଆନନ୍ଦପୁର,୧୭। ୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ବାସିନ୍ଦା ରାମ ଜେନାଙ୍କ ପୁଅ ଅରୁଣ ଜେନା ସାଇକେଲ ଯୋଗେ ମହାରାଷ୍ଟ୍ରର ପୁନେ ଅଞ୍ଚଳରୁ ଆସି ରବିବାର ଘରେ ପହଞ୍ଚିଛନ୍ତି। ଅରୁଣ ରୋଜଗାର କରିବା ପାଇଁ ପୁନେ ଅଞ୍ଚଳରେ ଏକ ଘରୋଇ କମ୍ପାନୀରେ କାମ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri