ଆମ ଜିଲା ଖବର

କରୋନା ସମୟରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳବାସୀ ଆତଙ୍କିତ

ରାଜନଗର,୧୭ା୫(ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅମ୍ଫନ’କୁ ନେଇ କେନ୍ଦ୍ରାପଡ଼ା ଜିଲା ରାଜନଗର ଓ ମହାକାଳପଡ଼ା ବ୍ଲକରେ ସମୁଦ୍ରକୂଳିଆ ୪୯ଟି ଗ୍ରାମର ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ବିଶେଷକରି ସମୁଦ୍ର ତଟବର୍ତ୍ତୀ ସାତଭାୟା, ପେଣ୍ଠ, ସୁନ୍ଦରୀପାଳ, ପ୍ରହରାଜପୁର, ଗଜରାଜପୁର,...

ମହାକାଳପଡ଼ାରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯

ମହାକାଳପଡ଼ା,୧୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ରବିବାର ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବ୍ଲକରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ଜଣକ ସୁରଟ ଫେରନ୍ତା ବୋଲି ପ୍ରଶାସନ ପକ୍ଷରୁ...

ହାଟଡିହୀରେ ପୁଣି ୨ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୫ ଛୁଇଁଲା

ହାଟଡିହୀ,୧୭ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ରବିବାର ପୁଣି ୨ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଜଣେ ଆନ୍ଧ୍ରପ୍ରଦେଶ ଓ ଆଉ ଜଣେ ସୁରଟ ଫେରନ୍ତା ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତ...

ରଥଖଳାରେ ବାଡ଼ିଆପିଟା: ରଥ ଅମିନ ଓ ତାଙ୍କ ପୁଅ ଆହତ

ପୁରୀ ଅଫିସ,୧୭।୫: ରଥଖଳାରେ ବାଡ଼ିଆପିଟା। ରଥ ଅମିନ ଲକ୍ଷ୍ମଣ ମହାପାତ୍ର ଏବଂ ତାଙ୍କ ପୁଅ ସୁଧାକରଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ଫଳରେ ଉଭୟେ ଆହତ ହୋଇଛନ୍ତି। ସୁଧାକରଙ୍କ ଅଣ୍ଟାରେ ଗଭୀର ଆଘାତ ଲାଗିଛି। ଏନେଇ ସିଂହଦ୍ୱାର ଥାନାରେ ସେ ଅଭିଯୋଗ...

ତାମିଲନାଡୁରେ ଫସିଛନ୍ତି ୩୦ ଶ୍ରମିକ: ଫେରାଇ ନେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ

କୃଷ୍ଣପ୍ରସାଦ,୧୭।୫(ଡି.ଏନ୍‌.ଏ.): କରୋନା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ୩୦ଶ୍ରମିକ ତାମିଲନାଡୁରେ ଫସି ରହିଛନ୍ତି। ସେମାନଙ୍କ ଫେରିବା ବ୍ୟବସ୍ଥା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିବେଦନ କରିଛନ୍ତି। ଏ ନେଇ...

ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି: ବିଭାଗୀୟ ଅଧିକାରୀଙ୍କୁ ସଜାଗ ନିର୍ଦ୍ଦେଶ

ପୁରୀ ଅଫିସ,୧୭।୫: ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସମୁଚିତ ପଦକ୍ଷେପ ଗ୍ରହଣ କରାଯାଇଛି। ବର୍ତ୍ତମାନ କରୋନା ଯେଉଁଭଳି ଭାବେ ମାଡ଼ି ଚାଲିଛି ଠିକ୍‌ ଏହି ସମୟରେ ସମ୍ଭାବ୍ୟ ବାତ୍ୟା ସମସ୍ତଙ୍କୁ ଚିନ୍ତାରେ ପକାଇଛି। ତେବେ...

‘ରେଡ୍‌ ଜୋନ୍‌’ ବିଦ୍ୟାର୍ଥୀଙ୍କୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ମନା

କଟକ ଅଫିସ,୧୭।୫: ରେଡ୍‌ ଜୋନରେ ରହୁଥିବା ବିଦ୍ୟାର୍ଥୀଙ୍କୁ କ୍ୟାମ୍ପସ ଭିତରକୁ ପ୍ରବେଶ ମନା। ସ୍ଥିତି ଆୟତାଧିନ ନ ହେଲା ଯାଏଁ ସେମାନେ ବିଶ୍ୱବିଦ୍ୟାଳୟ ଭିତରକୁ ଆସିପାରିବେ ନାହିଁ। ଏଭଳି କାରଣ ଦର୍ଶାଇ ଜଣେ ବିଦ୍ୟାର୍ଥୀଙ୍କୁ ଫେରାଇ ଦେଇଛନ୍ତି ରେଭେନ୍‌ଶା ବିଶ୍ୱବିଦ୍ୟାଳୟ...

ଭଣ୍ଡାରିପୋଖରୀରେ ୨ ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫

ଭଣ୍ଡାରିପୋଖରୀ,୧୭ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ରବିବାର ୨ କରୋନା ପଜିଟିଭ୍‌ ଚିହ୍ନଟ ପରେ ବ୍ଲକରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଛି। ବ୍ଲକର ରହଣିଆ ଓ କୁରିଗାଁରେ ଏହି ଦୁଇ ପଜିଟିଭ୍‌ ଚିହ୍ନଟ ପରେ ବ୍ଲକ ସ୍ବାସ୍ଥ୍ୟ ବିଭାଗ...

ସ୍ନାନପୂର୍ଣ୍ଣିମାଦିନ ହୋଇପାରେ ଅଣସର ନୀତି

ପୁରୀ ଅଫିସ,୧୭।୫: ଦୀର୍ଘବର୍ଷ ହେଲା ସ୍ନାନପୂର୍ଣ୍ଣିମା ଦିନ ମହାପ୍ରଭୁଙ୍କ ଅଣସର ନୀତି ହୋଇପାରୁନାହିଁ। ଦାରୁବିଗ୍ରହ ସ୍ନାନମଣ୍ଡପରୁ ଅଣସର ପିଣ୍ଡିକୁ ବିଜେ କରିବାରେ ବିଳମ୍ବ ଯୋଗୁ ସେହିଦିନ ଅଣସର ନୀତି କରିବା ସମ୍ଭବହୋଇ ନ ଥାଏ। ତା’ ପରଦିନଠାରୁ ଅଣସର ଘରେ...

ପ୍ରବାସୀ ଓଡ଼ିଆଙ୍କୁ ରନ୍ଧାଖାଦ୍ୟ ଯୋଗାଉଛି ପୋଲିସ

ଭଦ୍ରକ ଅଫିସ,୧୭ା୫: ମହାମାରୀ କରୋନା ଯୋଗୁ ବିପଦରେ ପଡ଼ିଛି ଜୀବନ ଜୀବିକା। ଡହଡହ ଖରାରେ ରାଜରାସ୍ତାରେ ଶହ ଶହ କିଲୋମିଟର ପାଦରେ ଚାଲିଚାଲି ଘରମୁହାଁ ହୋଇଛନ୍ତି ପ୍ରବାସୀ। ଏଭଳି ସ୍ଥିତିରେ କେହି ଯେମିତି ଭୋକିଲା ନ ରହିବେ ସେନେଇ ବେଶ୍‌...

ଜୁନ୍‌ ୨୩ରେ ରଥଯାତ୍ରା: ପ୍ରସ୍ତୁତ ହେଲାଣି ୧୫ ଚକ

ପୁରୀ ଅଫିସ,୧୭।୫: ଜୁନ୍‌ ୨୩ରେ ରଥଯାତ୍ରା। ଏହାକୁ ଦୃଷ୍ଟିରେ ରଖି ରଥଖଳାରେ ରଥ ନିର୍ମାଣ କାମ ଆଗେଇ ଚାଲିଛି। ବିଳମ୍ବରେ କାମ ଆରମ୍ଭ ହୋଇଥିବାରୁ କିପରି ଠିକଣା ସମୟରେ ତିନିରଥ ପ୍ରସ୍ତୁତ ହୋଇଯିବ ସେଥିପାଇଁ ଦିନରାତି ଲାଗିପଡ଼ିଛନ୍ତି ରଥ ନିର୍ମାଣରେ...

ଶିକ୍ଷାର ମୂଳଦୁଆ ସଜାଡୁଛି ‘ଥିଙ୍କ୍‌ ଜୋନ୍‌’

କଟକ ଅଫିସ,୧୭।୫: ରାଜ୍ୟରେ ପ୍ରାଥମିକ ଶିକ୍ଷାର ମୂଳଦୁଆ ସଜାଡ଼ିବା ପାଇଁ ଅଣ୍ଟା ଭିଡ଼ିଛନ୍ତି ଗୋଟିଏ ଯୁବଗୋଷ୍ଠୀ। ୧୨ ଜଣଙ୍କୁ ନେଇ ଗଠିତ ହୋଇଥିବା କଟକର ଏହି ଅନୁଷ୍ଠାନ ଥିଙ୍କ ଜୋନ ନାଁରେ ଏବେ ପରିଚିତ ହେଉଛି। ଏବେ ସୁଦ୍ଧା ୫୦୦ରୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri