ଆମ ଜିଲା ଖବର

ତେଲେଙ୍ଗାନାରେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଆଣିବାକୁ ଅନୁମତି ଦେଲାନି ପ୍ରଶାସନ

ମାଲକାନଗିରି,୧୬ା୫(ଡି.ଏନ୍‌.ଏ.): ମାଲକାନଗିରି ସଦର ବ୍ଲକ ଅନ୍ତର୍ଗତ ସେରପାଲ୍ଲୀ ପଞ୍ଚାୟତର ପଦରାଗୁଡ଼ା ଗ୍ରାମର ଜଣେ ବ୍ୟକ୍ତି କାମ କରିବା ପାଇଁ ତେଲେଙ୍ଗାନା ଯାଇଥିବା ବେଳେ କରୋନା ଯୋଗୁ ଚିକିତ୍ସା ସେବା ନ ପାଇ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ସଂପୃକ୍ତ ଗ୍ରାମର...

ଗଞ୍ଜାମ ସୀମାନ୍ତ ଚେକ୍‌ ପୋଷ୍ଟ, ଏନ୍‌ଏଚ୍‌ରୁ ଶ୍ରମିକଙ୍କୁ ନିଜ ଜିଲାକୁ ପଠାଉଛି ଜିଲା ପ୍ରଶାସନ-ପୋଲିସ

ଛତ୍ରପୁର, ୧୬।୫(ଡି.ଏନ୍‌.ଏ.)- ଚାଲି ଚାଲି ଅନ୍ୟ ରାଜ୍ୟକୁ ତଥା ନିଜ ଘରକୁ ଫେରୁଥିବା ଶ୍ରମିକଙ୍କୁ ଗଞ୍ଜାମ ଜ଼ିଲା ସୀମାନ୍ତ ଗିରିଶୋଳା ଚେକପୋଷ୍ଟ ଏବଂ ଜାତୀୟ ରାଜପଥରେ ପ୍ରଶାସନ ଓ ପୋଲିସ ପକ୍ଷରୁ ଉଦ୍ଧାର କରାଯାଉଛି। ପରେ ଉକ୍ତ ଶ୍ରମିକଙ୍କୁ ନିଜ...

ସତ୍ୟ ସ୍ବାଇଁଙ୍କୁ ଗୁଜରାଟ ପୋଲିସ ପିଟିପିଟି ହତ୍ୟା ଘଟଣା: ଅଭିଯୁକ୍ତଙ୍କ ଫାଶୀ ଦାବି

ଭଞ୍ଜନଗର,୧୬ା୫(ଡି.ଏନ୍‌.ଏ.): ଗୁଜରାଟ ପୋଲିସ ସତ୍ୟବାନ ସ୍ବାଇଁଙ୍କୁ ପିଟିପିଟି ହତ୍ୟା କରିବା ପରେ ସମସ୍ତ ପ୍ରମାଣ ନଷ୍ଟ ଲାଗି ଅପଚେଷ୍ଟା ଚଳାଇଛି। ମୋ’ ପୁଅ ଯେମିତି ବାପ ଛେଉଣ୍ଡ ହୋଇଗଲା ସେମିତି ଦୋଷୀମାନଙ୍କୁ ମଧ୍ୟ ଫାଶୀ ଦିଆଯାଉ ବୋଲି ମୃତ ସତ୍ୟଙ୍କ...

ପୂର୍ଣ୍ଣ ଜେନାଙ୍କୁ ହତ୍ୟା ଉଦ୍ୟମ ଘଟଣା: ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଏସ୍‌ପିଙ୍କୁ ଫେରାଦ

ବ୍ରହ୍ମପୁର ଅଫିସ,୧୬ା୫: ଏକ ହତ୍ୟା ମାମଲାର ସାକ୍ଷୀଙ୍କୁ ଆକ୍ରମଣ ଘଟଣାର ଫେରାର ଥିବା ମୁଖ୍ୟ ଅଭିଯୁକ୍ତଙ୍କ ଗିରଫ ଦାବିରେ ଶନିବାର ସଦର ଥାନା ରୋହିଗାଁର ଆକ୍ରମଣର ଶିକାର ହୋଇଥିବା ପରିବାରବର୍ଗ ଏସ୍‌ପିଙ୍କ ନିକଟରେ ଫେରାଦ ହୋଇଛନ୍ତି। ଗତ ୧୦ ତାରିଖରେ...

ପୁରୀରେ ପୁଣି ୪ ନୂଆ ଆକ୍ରାନ୍ତ ଚିହ୍ନଟ: ସମସ୍ତେ ଅସ୍ତରଙ୍ଗ, କାକଟପୁର ବ୍ଲକର; କ୍ୱାରାଣ୍ଟାଇନ୍‌ରେ ଥିଲେ

ପୁରୀ ଅଫିସ,୧୬।୫: ପୁରୀ ଜିଲାରେ ପୁଣି ୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଛୁଇଁଛି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ବେଳେ ଏବେ ୧୭ ଆକ୍ରାନ୍ତ ହସ୍ପିଟାଲରେ...

ଖୋର୍ଦ୍ଧାରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ: ନବିନାବାଗ ଅଞ୍ଚଳକୁ ନିଷିଦ୍ଧାଞ୍ଚଳ ଘୋଷଣା କଲେ ଜିଲାପାଳ

ଖୋର୍ଦ୍ଧା ଅଫିସ,୧୬।୫: ରାଜ୍ୟରେ ପୁଣି ୬୫ କରୋନା ଆକ୍ରାନ୍ତ ଶନିବାର ସକାଳେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ଖୋର୍ଦ୍ଧା ଜିଲାର ରହିଛନ୍ତି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।  ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ଖୋର୍ଦ୍ଧା...

ଗଞ୍ଜାମ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଅନ୍ତେବାସୀଙ୍କ ଦୀପ ଜାଳି ପ୍ରାର୍ଥନା, ସରପଞ୍ଚ ସଫାକଲେ ପାଇଖାନା

ଛତ୍ରପୁର, ୧୬।୫(ଡି.ଏନ୍‌.ଏ.)- ଗଞ୍ଜାମ ଜ଼ିଲାର କ୍ୱାରାଣ୍ଟାଇନ ସେଣ୍ଟର ମାନଙ୍କରେ ଯୋଗ, ବ୍ୟାୟାମଠାରୁ ଆରମ୍ଭ କରି ନୈତିକ ଶିକ୍ଷା, ସ୍ବାସ୍ଥ୍ୟକର୍ମୀ ତାଲିମ ଦିଆଯାଉଛି। ସେଣ୍ଟରରେ ଥିବା ଅନ୍ତେବାସୀମାନେ ମଧ୍ୟ ଗାର୍ଡେନିଂ, ପରିସର ସଫେଇ, ଜାତୀୟ ସଂଗୀତ ଗାନ ସହ ସନ୍ଧ୍ୟାରେ ପ୍ରାର୍ଥନା...

କରୋନା ଦୁଃଖ: କ୍ୱାରାଣ୍ଟାଇନ୍‌ ଅବଧି ସରି ନ ଥିବାରୁ ମା’ଙ୍କ ମୁଁହରେ ମୁଖାଗ୍ନି ଦେଇପାରିଲେନି ପୁଅ

ଛତ୍ରପୁର, ୧୬।୫(ଡି.ଏନ୍‌.ଏ.)- କରୋନା ମୁକାବିଲାକୁ ନେଇ ସାରା ଦେଶରେ ଲକ୍‌ଡାଉନ୍‌ କଟକଣା। ଏପରିକି ସଂକ୍ରମଣ ଆଶଙ୍କାରେ ବାହାରୁ ଫେରୁଥିବା ପ୍ରବାସୀମାନଙ୍କୁ ରାଜ୍ୟର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଉଛି। ହେଲେ କ୍ୱାରାଣ୍ଟାଇନ୍‌ ଅବଧି ସରି ନ ଥିବାରୁ ମା’ଙ୍କ ମୁଁହରେ ପୁଅ...

ଚିଲିକାରେ ଡଙ୍ଗା ଯୋଗେ ପୁରୀ ଜିଲାକୁ ହେଉଛି ଚାଲାଣ: ରମ୍ଭା ପୋଲିସର ଚଢ଼ାଉ; ୨ହଜାର ଲିଟର ଦେଶୀ ମଦ ଜବତ,୮ ଗିରଫ

ଛତ୍ରପୁର, ୧୬।୫(ଡି.ଏନ୍‌.ଏ.)- ଚିଲିକାରେ ଡ଼ଙ୍ଗା ଯୋଗେ ଗଞ୍ଜାମ ଜିଲାରୁ ପୁରୀ ଜିଲାର ପାରିକୁଦ ଅଞ୍ଚଳକୁ ଚୋରା ମଦ ବିକ୍ରି ପାଇଁ ଚାଲାଣ ବେଳେ ଶନିବାର ରମ୍ଭା ପୋଲିସ ଚଢ଼ାଉ କରି ଜବତ କରିଛି। ଏଥିରେ ସମ୍ପୃକ୍ତ ୮ ଜଣଙ୍କୁ ଗିରଫ...

ମୟୂରଭଞ୍ଜ ଜିଲାରେ ୨ ନୂଆ କରୋନା ପଜିଟିଭ ଚିହ୍ନଟ: ଉଭୟ ଥିଲେ କ୍ୱାରାଣ୍ଟାଇନ ସେଣ୍ଟରରେ, ଜିଲାରେ ଆକ୍ରାନ୍ତ ସଂଖ୍ୟା୧୧ ଛୁଇଁଲା

ବାରିପଦା ଅଫିସ,୧୬ା୫: ମୟୂରଭଞ୍ଜ ଜିଲାରେ ଶନିବାର ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜଣେ କପ୍ତିପଦା ବ୍ଳକ ପିଙ୍ଗୁ ଗ୍ରାମର ୧୬ ବର୍ଷର ବାଳକ ହୋଇଥିବା ବେଳେ ଅନ୍ୟ ଜଣେ ବାରିପଦା ପୌରପରିଷଦ ତକତପୁରର ୧୫ ବର୍ଷର ବାଳକ।...

କରୋନା ଯୋଦ୍ଧା ପାଲଟିଛନ୍ତି ଗଣମାଧ୍ୟମ ପ୍ରତିନିଧି, ଭାଜପା ପକ୍ଷରୁ ସମ୍ବର୍ଦ୍ଧନା

ଭଦ୍ରକ ଅଫିସ ,୧୬।୫: ମହାମାରୀ କରୋନା ଆତଙ୍କରେ ବିଶ୍ୱ ଆତଙ୍କିତ। ଏହାର ମୁକାବିଲା ଲାଗି ଲକ୍‌ ଡାଉନ୍‌ ଓ ସଟ୍‌ ଡାଉନ୍‌ ମାଧ୍ୟମରେ ସରକାର ସମସ୍ତଙ୍କ ସୁରକ୍ଷା ପାଇଁ ଘରୁ ବାହାରକୁ ନ ବାହାରିବା ପାଇଁ କଟକଣା ଜାରି କରିଛନ୍ତି।...

ଖାଇବାକୁ ଦିଆଯାଇ ନ ଥିବା ଅଭିଯୋଗ: ୧୬ନଂ ଜାତୀୟ ରାଜପଥ ଅବରୋଧ କଲେ ପ୍ରବାସୀ ଓଡ଼ିଆ

ଭଦ୍ରକ ଅଫିସ,୧୬।୫ – ଶନିବାର ପୂର୍ବାହ୍ନରେ ୧୬ନଂ ଜାତୀୟ ରାଜପଥ ରିଲାଏନ୍ସ ପେଟ୍ରୋଲ ପମ୍ପ ନିକଟରେ ପ୍ରବାସୀମାନେ ଶନିବାର ରାସ୍ତା ଅବରୋଧ କରିଥିବା ସୂଚନା ମିଳିଛି। ଘଟଣା ନେଇ ଖବର ପାଇବା ପରେ ଭଦ୍ରକ ଜିଲା ଗ୍ରାମାଞ୍ଚଳ ପୋଲିସ ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri