ଆମ ଜିଲା ଖବର

ଲୋଇସିଂହା ଛକରେ ଓହ୍ଲାଇ ଗାଇସିଲଟର ୨୧ ପ୍ରବାସୀ ହଟହଟା

ଲୋଇସିଂହା,୧୫।୫(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଛକରେ ବରଗଡ଼ ଜିଲା ଗାଇସିଲଟ ବ୍ଲକର ୨୧ ଜଣ ପ୍ରବାସୀଙ୍କୁ ଗୋଟିଏ ବସ ଶୁକ୍ରବାର ସାରେ ଛାଡ଼ି ବରଗଡ଼ ଅଭିମୁଖେ ଚାଲିଯାଇଥିଲା। ଗାଇସିଲଟ ବ୍ଲକ ପ୍ରଶାସନ ଏମାନଙ୍କୁ ନେବା ପାଇଁ ଆଗୁଆ ଗାଡ଼ି...

ସୁପରଭାଇଜରଙ୍କ ମୃତ୍ୟୁକୁ ନେଇ କଣିହାଁ ଏନ୍‌ଟିପିସିରେ ଉତ୍ତେଜନା, ନିଯୁକ୍ତି ସହ କ୍ଷତିପୂରଣ ଦାବି

ତାଳଚେର,୬।୫(ନି.ପ୍ର.): ଅନୁଗୋଳ ଜିଲା କଣିହାଁ ଏନ୍‌ଟିପିସି ବିଦ୍ୟୁତ୍‌ ପ୍ରକଳ୍ପର ପାଉଁଶ ପୋଖରୀରେ ଶନିବାର ଜଣେ ବ୍ୟକ୍ତିଙ୍କ ମୃତଦେହର କିଛି ଅଂଶ ସହ ଚପଲ ପଡ଼ିଥିବା ଦେଖିବାକୁ ମିଳିଥିଲା। ତାଙ୍କର ପରିଚୟ ମିଳିଛି। ମୃତକ ହେଲେ କଣିହାଁ ଥାନା କାକୁଡ଼ିଆ ଗ୍ରାମର...

ପ୍ରବାସୀ ଓଡ଼ିଆଙ୍କୁ ଫେରେଇ ଆଣିବାକୁ ଗଞ୍ଜାମ ଜିଲାପାଳଙ୍କୁ ଗୁହାରି

ଗଞ୍ଜାମ,୧୬।୫(ଡି.ଏନ୍‌.ଏ.): କରୋନା ଭୂତାଣୁ ପାଇଁ ସବୁ ଆଡ଼େ କାମ ଧନ୍ଦା ବନ୍ଦ ହୋଇଯାଇଛି। ରାଜ୍ୟ ବାହାରେ ଥିବା ଲୋକମାନେ ପ୍ରାଣ ବିକଳରେ ନିଜ ରାଜ୍ୟକୁ ଫେରୁଛନ୍ତି। କେତେକ ଲୋକ ଚାଲି ଚାଲି ଘରକୁ ଫେରୁଥିବା ବେଳେ ଆଉ କେତେକ ବିପଦଜନକ...

ଡ୍ୟୁଟି ସାରି ଫେରିବା ବେଳେ ଧକ୍କା ଦେଇ ଗାଡ଼ି ଫେରାର, ହୋମଗାର୍ଡଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ତାଳଚେର,୬।୫(ନି.ପ୍ର.): ଅନୁଗୋଳ ଜିଲା ରେଙ୍ଗାଳି ଦକ୍ଷିଣ କେନାଲ ରାସ୍ତାରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ହୋମଗାର୍ଡଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ତାଳଚେର ବ୍ଲକ କଙ୍କିଳି ନୂଆସାହିର କାଳିଆ ଓରଫ ପ୍ରିୟମାଧବ ସାହୁ। ସେ ତାଳଚେର ଥାନାରେ...

ରାୟଗଡ଼ାରୁ ପରୀକ୍ଷା ହୋଇଥିବା ସମସ୍ତ ରିପୋର୍ଟ ନେଗେଟିଭ

ରାୟଗଡା ଅଫିସ,୧୬।୫: ରାୟଗଡ଼ା ଜିଲାରୁ ଗତ ୧୨ ତାରିଖରେ ୧୨ଟି ପର୍ଯ୍ୟାୟରେ ୬୧ ସନ୍ଧିଗ୍ଧଙ୍କର ସ୍ବାବ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ନିମନ୍ତେ ଆରଏମଆରସି, ଭୁବନେଶ୍ୱରକୁ ପଠାଯାଇଥିଲା। ତେବେ ସମସ୍ତଙ୍କର ରିପୋର୍ଟ ନେଗେଟିଭ ଆସିଥିବା ଜଣାପଡ଼ିଛି। ଜିଲାରୁ ବର୍ତ୍ତମାନ ସୁଦ୍ଧା...

ଖସି ପଳାଇବାକୁ ଚେଷ୍ଟା କରୁଥିଲେ ୧୪ ଶ୍ରମିକ: କାବୁକରି ବସ୍‌ରେ କଟକ ପଠାଇଲା ପୋଲିସ

ବାରଙ୍ଗ,୧୬।୫(ଡି.ଏନ୍‌.ଏ.): କଟକ ଜିଲା ବାରଙ୍ଗ ଥାନା ଅର୍ନ୍ତଗତ ଶ୍ରୀଶ୍ରୀୟୁନିଭର୍ସିଟିରେ କାର୍ଯ୍ୟ କରୁଥିବା ଝାରଖଣ୍ଡର ୧୪ ଶ୍ରମିକ। ତେବେ ଶୁକ୍ରବାର ରାତିରେ ସେମାନେ ଖସି ପଳାଇବାକୁ ଚେଷ୍ଟା କରୁଥିବା ବେଳେ ବାରଙ୍ଗ ପୋଲିସ ଚଢ଼ାଉ କରି ସେମାନଙ୍କୁ କାବୁ କରିଛି। ଶନିବାର...

ଯମ ଅଭିନୟରେ କରୋନା ସଚେତନତା କଲେ କଂସ ଅଭିନେତା ଭୁବନେଶ୍ବର

ବରଗଡ଼ ଅଫିସ,୧୬।୫: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ଯୋଗୁ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ କଟକଣା ଲାଗୁ ହୋଇଛି। ସେହିପରି ଏହି ସଂକ୍ରମଣକୁ ରୋକିବା...

ବରୀରୁ ଆଉ ୪ କରୋନା ପଜିଟିଭ ଚିହ୍ନଟ: ବ୍ଲକରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା୧୪ ଛୁଇଁଲା

ବରୀ,୧୬।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଶନିବାର ସକାଳେ ଆଉ ୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀ ବ୍ଲକରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି। ଏହି ନୂଆ ୪ ଆକ୍ରାନ୍ତ...

କେନ୍ଦ୍ରାପଡ଼ାରେ ୪ ନୂଆ ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ଛୁଇଁଲା

କେନ୍ଦ୍ରାପଡା ଅଫିସ/ମାର୍ଶାଘାଇ/ମହାକାଳପଡା, ୧୬।୫(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ୧୧ ତାରିଖ ସୁଦ୍ଧା ଜିଲାରେ ୯ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୁରୁବାର ଏକକାଳୀନ ୧୩ ଓ ଶନିବାର ୪ ନୂତନ କରୋନା...

ବରୀ ବ୍ଲକରୁ ଆଉ ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ

ବରୀ, ୧୬।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରେ ଦିନକୁ ଦିନ କରୋନା ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶନିବାର ସକାଳୁ ପୁଣି ଜଣେ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ପଜିଟିଭ ଜଣଙ୍କ ପୁରୁଷ ହୋଇଥିବା...

ମଦ ଫ୍ୟାକ୍ଟ୍ରି ଖୋଲିବାକୁ ୧୧ ଜିଲାପାଳଙ୍କୁ ଅନୁମତି

କଟକ ଅଫିସ,୧୬।୫: ଲକ୍‌ଡାଉନ ସରିବା ପରେ ମଦ ଦୋକାନ ଖୋଲିବ। କିନ୍ତୁ ବର୍ତ୍ତମାନ ଯେତିକି ମଦ ମହଜୁଦ ରହିଛି, ତାହା ଅଳ୍ପ ଦିନରେ ଶେଷ ହୋଇଯିବ। ଏଣୁ ମଦ ଫ୍ୟାକ୍ଟ୍ରିଗୁଡିକ ଖୋଲିବା ଦିଗରେ ପଦକ୍ଷେପ ନେବାକୁ ୧୧ ଜିଲାପାଳଙ୍କୁ ଚିଠି...

କୃଷି, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଉପରେ ଗୁରୁତ୍ୱ

ଭୁବନେଶ୍ୱର/ଛତ୍ରପୁର/ରାୟଗଡ଼ାଅଫିସ/ପାରଳାଖେମୁଣ୍ଡି,୧୬ା୫: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ବିଭିନ୍ନ ଜିଲାରେ କୋଭିଡ୍‌ ହସ୍ପିଟାଲ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ସଚିବ ତଥା ୫-ଟି ବିଭାଗ ସଚିବ ଭି.କେ. ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଗଞ୍ଜାମ, ରାୟଗଡା,...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri