ଆମ ଜିଲା ଖବର

ଅନ୍‌ଲାଇନ୍‌ରେ ମିଳିବ କୋର୍ଟ କାର୍ଯ୍ୟ ସୁବିଧା

କଟକ ଅଫିସ,୧୬ା୫: ଓଡ଼ିଶା ହାଇକୋର୍ଟ ଓ ଜିଲା କୋର୍ଟ କମ୍ପ୍ଲେକ୍ସଠାରେ ଶୁକ୍ରବାର ଇ-ସେବା କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଓ ଜଷ୍ଟିସ୍‌ କୁମାରୀ ସଞ୍ଜୁ ପଣ୍ଡା ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହି କେନ୍ଦ୍ରରୁ...

ଅନୁଗୋଳରେ ଅଂଶୁଘାତ ମୃତ୍ୟୁ

ବନ୍ତଳା, ୧୬ା୫(ଡି.ଏନ.ଏ.): ଅନୁଗୋଳ ଜିଲା ବନ୍ତଳା ଥାନା ନୂଆଖେତା ସାରୁଆଳି ଗ୍ରାମ ନିକଟରେ ଶୁକ୍ରବାର ଅଂଶୁଘାତରେ ଜଣେ ମାଛ ବିକାଳିଙ୍କ ମୃତ୍ୟୁ ହୋଇଛି। ମୃତକ ବନ୍ତଳା ଅଞ୍ଚଳର ପ୍ରମୋଦ ସାହୁ(୪୫) ବୋଲି ଜଣାପଡିଛି। ଅପରାହ୍ନ ପ୍ରାୟ ୨ଟାରେ ସେ ମାଛ...

ଅଗ୍ନିକାଣ୍ଡ: ୧୧ ବଖରା ପାଉଁଶ

ଭୁବନ/ଆଠମଲ୍ଲିକ, ୧୬।୫ (ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅନ୍ତର୍ଗତ ୧୧ନଂ. ଓ୍ବାର୍ଡ ତେଲିସାହିରେ ଶୁକ୍ରବାର ଅପରାହ୍ନରେ ବିଦ୍ୟୁତ୍‌ ଶର୍ଟସର୍କିଟ୍‌ରୁ ଅଗ୍ନିକାଣ୍ଡ ଘଟି ଶଙ୍କର୍ଷଣ ସାହୁ, ତପନ ସାହୁ, ଦୀପକ ସାହୁଙ୍କ ବଖରାଏ ଲେଖାଏ ଜଳିଯାଇଛି। ଏଥିରେ ଘରେ...

ଅମ୍ଫନ ପାଇଁ ପ୍ରସ୍ତୁତ ରୁହ

କଟକ ଅଫିସ,୧୬ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲାରେ ବ୍ୟାପକ ଫୋର୍ସ ମୁତୟନ ଓ ଏହା ପରବର୍ତ୍ତୀ ସ୍ଥିତିର ମୁକାବିଲା ପାଇଁ ଗୁରୁତ୍ୱାରୋପ କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ଶୁକ୍ରବାର ଅନୁଷ୍ଠିତ ଏକ ବୈଠକରେ...

ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ମାଡ଼ ଅଭିଯୋଗ: ସ୍ବାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଉପସ୍ଥାନକୁ ନେଇ ବିବାଦ

ଛେଣ୍ଡିପଦା,୧୬ା୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ବ୍ଲକ ପ୍ରୋଗ୍ରାମ ମ୍ୟାନେଜରଙ୍କୁ ଗାଳିଗୁଲଜ ସହ ମାଡ଼ ମାରିଥିବା ଶୁକ୍ରବାର ଛେଣ୍ଡିପଦା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ସ୍ବାସ୍ଥ୍ୟକେନ୍ଦ୍ର ଉପସ୍ଥାନ ଖାତାରେ କୋଭିଡ-୧୯ କଣ୍ଟ୍ରୋଲ...

କେନ୍ଦ୍ର ଦୂର ଥିଲେ ଶିକ୍ଷକଙ୍କୁ ଯାତ୍ରା, ରହଣି ସୁବିଧା

କଟକ ଅଫିସ,୧୬ା୫: ମାଟ୍ରିକ୍‌ ଖାତା ମୂଲ୍ୟାୟନ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ଦାଏର ହୋଇଥିବା ଦୁଇଟି ମାମଲାର ଶୁକ୍ରବାର ଶୁଣାଣି ହୋଇଛି। ଯଦି କୌଣସି ଶିକ୍ଷକଙ୍କ ଘର ମୂଲ୍ୟାୟନ କେନ୍ଦ୍ରଠାରୁ ୧୦ କିମିରୁ ଅଧିକ ଦୂରରେ ଥାଏ, ତେବେ ସଂପୃକ୍ତ ଶିକ୍ଷକଙ୍କ...

ସାଇକେଲରେ ବିଜୟୱାଡାରୁ ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୧୬।୫ – ଲକ୍‌ଡାଉନ୍‌ କଷଣରେ ପେଷି ହେଉଛନ୍ତି ଗରିବ ଖଟିଖିଆ। ଜୀବନ ବଞ୍ଚାଇବାକୁ ଭିଟାମାଟି ଅଭିମୁଖେ ଗଣପଳାୟନ ଜାରି ରହିଥିବାବେଳେ ପ୍ରବାସୀଙ୍କ ଯନ୍ତ୍ରଣା ବଳିଗଲାଣି। ଦାଦନ ଦୁଃଖର ଏପରି ଏକ ଚିତ୍ର ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲାରେ।...

ବ୍ରାହ୍ମଣୀରୁ ବେଧଡକ ବାଲି ଚାଲାଣ

ଓଡ଼ାପଡ଼ା,୧୬ା୫(ଡି.ଏନ.ଏ) – ଲକ୍‌ଡାଉନ୍‌ ସମୟରେ ଢେଙ୍କାନାଳ ଜିଲା ବ୍ରାହ୍ମଣୀ ନଦୀରୁ ବେଧଡକ୍‌ ଚାଲିଛି ବାଲି ଚାଲାଣ। କରୋନା ସଂକ୍ରମଣ ନିରୋଧୀ ଅଭିଯାନରେ ଅଧିକାରୀମାନେ ନିୟୋଜିତ ହୋଇଥିବାବେଳେ ଏହାର ସୁଯୋଗ ନେଉଛନ୍ତି ଅସାଧୁ ବ୍ୟବସାୟୀ। ଶୁକ୍ରବାର ନାଧରା ଘାଟ ଉପରେ ଚଢ଼ାଉ...

ସହଯୋଗ କଲାନି ପ୍ରଶାସନ: ଚାଲିଚାଲି ଗଲେ ଛତିଶଗଡ଼ ପ୍ରବାସୀ

ଖୋର୍ଦ୍ଧା ଅଫିସ,୧୬ା୫: ଖୋର୍ଦ୍ଧା ଜିଲା ଜଟଣୀ ନିକଟ ତରାବୋଇର ଏକ ଘରୋଇ ସଂସ୍ଥାରେ କାର୍ଯ୍ୟରତ ୧୦ଜଣ ଶ୍ରମିକ ଗୁରୁବାର ବିଳମ୍ବିତ ରାତିରେ ପରିବାର ସହ ଛତିଶଗଡ ଚାଲିଚାଲି ଯାଇଛନ୍ତି। ସେମାନେ କାନ୍ଧରେ ଶିଶୁ ଓ ମୁଣ୍ଡରେ ଆସବାବପତ୍ର ଧରି ଯାଉଥିବା...

ବିବାହ ପାଇଁ ବ୍ୟସ୍ତ ବିହାରୀ ଶ୍ରମିକ

ଅନୁଗୋଳ ଅଫିସ, ୧୬।୫ – ବିବାହ ପାଇଁ ତିଥି ନିର୍ଦ୍ଧାରଣ ସରିଛି। ଆଉ ହାତରେ ଅଧିକ ସମୟ ନାହିଁ। ସଙ୍ଗରୋଧ ଅବଧି ମଧ୍ୟ ସରିଗଲାଣି। ତୁରନ୍ତ ଆମକୁ ଗୋପାଳଗଞ୍ଜ ପଠାଅ। ନ ହେଲେ ଏଠାରେ ଆତ୍ମହତ୍ୟା କରିବୁ ବୋଲି ଅନୁଗୋଳ...

ରୋଗ ରୋକିଦେଲା ରୋଜଗାର

(ଦିନେଶ ଦେହୁରୀ) ବନ୍ତଳା,୧୬ା୫ – ବାଳୁତରୁ ଆସି ପାକଳ ହେଲୁଣି, ହେଲେ ଏମିତି ସମୟ କେବେ ଆସି ନ ଥିଲା। ବନ୍ୟା, ବାତ୍ୟା ପରି ଆସିଥିବା ଅନେକ ବିପର୍ଯ୍ୟୟ ମଧ୍ୟ ହାତ ବାନ୍ଧି ଦେଇ ନ ଥିଲା। କିନ୍ତୁ ଏ...

ନିର୍ଗୁଣ୍ଡି ଷ୍ଟେଶନରେ ଓହ୍ଲାଇଲେ ୭୯୩ ପ୍ରବାସୀ

ଚୌଦ୍ୱାର,୧୬ା୫ (ଡି.ଏନ.ଏ): ହାଇଦ୍ରାବାଦ୍‌ରୁ ପ୍ରବାସୀଙ୍କୁ ନେଇ ଏକ ଶ୍ରମିକ ସ୍ପେଶାଲ୍‌ ଟ୍ରେନ ଆସି ଶୁକ୍ରବାର ରାତି ୯ଟାରେ ଟାଙ୍ଗୀ ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଛି। ଏହି ଟ୍ରେନଟି ଦିନ ୧ଟାରେ ନିର୍ଗୁଣ୍ଡିରେ ପହଞ୍ଚିବ ବୋଲି ପୂର୍ବରୁ ପ୍ରଶାସନ କହିଥିଲା। ମାତ୍ର କୌଣସି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri