ଆମ ଜିଲା ଖବର

ଚିନ୍ତା ବଢ଼ାଉଛି ଗଞ୍ଜାମ: ଶେରଗଡ଼ରେ ସରପଞ୍ଚମାନଙ୍କ ସହ ୫-ଟି ସଚୀବଙ୍କ ସମୀକ୍ଷା; କହିଲେ ‘୩୦ ତାରିଖ ଯାଏ ଅପେକ୍ଷା କର’

ଶେରଗଡ଼,୧୫।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ୫-ଟି ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନ, ଉନ୍ନୟନ କମିଶନର ସୁରେଶ ମହାପାତ୍ର ଶୁକ୍ରବାର କରୋନା ମୁକାବିଲା ନେଇ ସମୀକ୍ଷା କରିଛନ୍ତି । ଜିଲାରେ ପ୍ରସ୍ତୁତି ଏବଂ କାମ ଠିକ୍‌ ଭାବେ ଚାଲିଛି। ମେ ୩୦...

କରୋନା ଆକ୍ରାନ୍ତ ଚିହ୍ନଟ ପରେ ୫ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଘୋଷଣା

ଭଦ୍ରକ ଅଫିସ,୧୫ା୫: ଶୁକ୍ରବାର ଭଦ୍ରକ ଜିଲାରେ ୬ ଜଣ କରୋନା ରୋଗୀ ଚି଼ହ୍ନଟ ହୋଇଛନ୍ତି। ଏହାପରେ ପ୍ରଶାସନ ପକ୍ଷରୁ ୫ଟି କ୍ୱାରାଣ୍ଟାଇନ୍‌ ସେଣ୍ଟର ଏବଂ ଏହାର ଚତୁଃପାର୍ଶ୍ୱରେ ସର୍ବସାଧାରଣଙ୍କ ପାଇଁ କଟକଣା ଜାରି କରାଯାଇଛି। ସେଗୁଡିକ ହେଲା ଧାମନଗର ବ୍ଲକର...

ବାହାନଗାରୁ ୩ ସଂକ୍ରମିତ ଚିହ୍ନଟ: ଗୋପାଳପୁର ପଞ୍ଚାୟତକୁ ୨୪ ଘଣ୍ଟା ପାଇଁ ସଟ୍‌ଡାଉନ୍‌ ଘୋଷଣା କଲେ ସରପଞ୍ଚ

ବାହାନଗା, ୧୫।୫(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଳକ ଗୋପାଳପୁର ସରପଞ୍ଚ ଯୋଗେଶ ଚନ୍ଦ୍ର ପତି ଶୁକ୍ରବାର ପଞ୍ଚାୟତର ସମସ୍ତ ବଜାର-ଗାଁକୁ ୨୪ ଘଣ୍ଟିଆ ସଟ୍‌ ଡାଉନ୍‌ ଘୋଷଣା କରିଛନ୍ତି। ବାହାନଗା ବ୍ଲକର ଗୋପାଳପୁର, କୁରୁଡା, ସାଉଡୁ ପଞ୍ଚାୟତରେ ହୋଇଥିବା କୋଭିଡ୍‌-୧୯...

ପୁରୀରେ ପୁଣି ୧୦ କରୋନା ଆକ୍ରାନ୍ତ ଚିହ୍ନଟ : ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୪ ଛୁଇଁଲା

ପୁରୀ ଅଫିସ, ୧୫।୫: ପୁରୀ ଜିଲାରେ ଶୁକ୍ରବାର ପୁଣି ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ ହେବା ପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି।...

ଜେଲରୁ ମୁକୁଳିଲେଣି ୭୨୫୫ କଏଦୀ

କଟକ ଅଫିସ୍‌,୧୫।୫: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଜେଲ୍‌ରୁ କଏଦୀଙ୍କୁ ମୁକୁଳାଇବା ନେଇ ଗଠିତ ଉଚ୍ଚ କ୍ଷମତା ସମ୍ପନ୍ନ କମିଟିର ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ହାଇକୋର୍ଟ ବିଚାରପତି ତଥା ଓଡ଼ିଶା ଆଇନ୍‌ସେବା ପ୍ରାଧିକରଣର କାର୍ଯ୍ୟକାରୀ ଅଧ୍ୟକ୍ଷ ଜଷ୍ଟିସ୍‌ ସଞ୍ଜୁ...

ଚେନ୍ନାଇରୁ ସାଇକେଲରେ ୧୯୦୦ କିମି ଯାତ୍ରା: ୧୧ ଦିନ ପରେ ହାଟଡ଼ିହୀ ବ୍ଲକରେ ପହଞ୍ଚିଲେ ବିମଳ

ହାଟଡ଼ିହୀ, ୧୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଗୋପ ଗ୍ରାମର ସୁବାଷ ଘୋଷଙ୍କ ପୁଅ ବିମଳ(୨୫) ଚେନ୍ନାଇରୁ ପ୍ରାୟ ୧୯୦୦ କିଲୋମିଟର ସାଇକେଲରେ ଯାତ୍ରା କରି ନିଜ ଗ୍ରାମରେ ଗତ ଗୁରୁବାର ରାତିରେ ପହଞ୍ଚିଛନ୍ତି। ହାଟଡିହୀ ପଞ୍ଚାୟତ ତରଫରୁ ତାଙ୍କୁ...

୫ଟି ସଚିବଙ୍କ ରାୟଗଡ଼ା ଗସ୍ତ: କୋଭିଡ୍‌ ହସ୍ପିଟାଲ ପରିଦର୍ଶନ

ରାୟଗଡ଼ା ଅଫିସ,୧୫ା୫: ୫-ଟି ସଚିବ ଭିକେ ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ଦିନିକିଆ ଗସ୍ତରେ ଆସି ରାୟଗଡ଼ାର ଜେକେପୁରଠାରେ ଥିବା କୋଭିଡ୍‌ ହସ୍ପିଟାଲର ଅନୁଧ୍ୟାନ କରିଛନ୍ତି l ରାୟଗଡ଼ା ଜିଲାପାଳ ପ୍ରମୋଦ କୁମାର ବେହେରା,...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଅନ୍ତେବାସୀ ଶିଶୁଙ୍କ ମନ ଜିଣି ଚର୍ଚ୍ଚାରେ ତହସିଲଦାର

ପୁରୁଷୋତ୍ତମପୁର,୧୫ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ବିଭିନ୍ନ ପଞ୍ଚାୟତର କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବା କୋମଳମତି ଶିଶୁଙ୍କୁ ଖେଳଣା, କଣ୍ଢେଇ, ବିସ୍କୁଟ ଦେଇ ସେମାନଙ୍କ ମନ ମୋହି ଚର୍ଚ୍ଚାକୁ ଆସିଛନ୍ତି ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ। ସରକାରଙ୍କ ପକ୍ଷରୁ ପ୍ରବାସୀଙ୍କ...

ଗଞ୍ଜାମ ଗସ୍ତରେ ଆସିବେ ଓଡ଼ିଶା ଉନ୍ନୟନ କମିଶନର, ୫ଟି ସଚିବ

ଛତ୍ରପୁର,୧୫ା୫(ଡି.ଏନ୍‌.ଏ.) : ଓଡ଼ିଶା ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର ଓ ୫ଟି ସଚିବ ଭିକେ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲା ଗସ୍ତରେ ଆସିବେ ଜିଲାର ଶେରଗଡ଼, ହିଞ୍ଜିଳି, କବିସୂର୍ଯ୍ୟନଗର, ଆସିକା, ପୋଲସରା ଏବଂ ବ୍ରହ୍ମପୁର ଯାଇ ଉଭୟ କୋଭିଡ୍‌-୧୯...

ମିଲ୍‌ ପରେ ଏବେ ସୁଗମ ଯୋଜନା: ଚାଲି ଚାଲି ଯାଉଥିବା ଅନ୍ୟ ଜିଲାର ଶ୍ରମିକଙ୍କୁ ବସ୍‌ରେ ଘରକୁ ପଠାଉଛି ଗଞ୍ଜାମ ପ୍ରଶାସନ

ଛତ୍ରପୁର, ୧୫।୫( ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପୂର୍ବରୁ ଆରମ୍ଭ ହୋଇଥିବା ମିଲ୍‌ ଯୋଜନା ସହ ଏବେ ସୁଗମ ଯୋଜନା ଯୋଡି ହୋଇଯାଇଛି। ମିଲ୍‌ ଯୋଜନାରେ ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ଶୁଖିଲା ଖାଦ୍ୟ ପ୍ୟାକେଟକୁ ଲୋକେ ଦାନ କରୁଛନ୍ତି। ପରେ ଗରୀବ...

ରଥ ଖଳାରେ ଚକଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୧୫।୫: ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ଶୁକ୍ରବାର ଚକଡ଼େରା ନୀତି ସମ୍ପନ୍ନ ହୋଇଛି। ରଥ ଖଳାରେ ମହାପ୍ରଭୁଙ୍କ ତିନି ରଥର ୬ଟି ନାହାକା ଚକ ଡେରା ହୋଇଛି। ପ୍ରଥମେ ଡ଼େରା ପାଇଁ ଥିବା ତିନି ରଥର ନାହାକା...

ପରିବାର ସଦସ୍ୟଙ୍କ ଠାରୁ ଅଲଗା ରୁମରେ ରହୁଛନ୍ତି ଗଞ୍ଜାମ ଜିଲାପାଳ, ରକ୍ଷା କରୁଛନ୍ତି ସାମାଜିକ ଦୂରତା

ଛତ୍ରପୁର, ୧୫।୪(ଡି.ଏନ୍‌.ଏ.): କରୋନା ମୁକାବିଲା ପାଇଁ ଗଞ୍ଜାମ ଜିଲାର ଜିଲାପାଳଙ୍କ ଠାରୁ ଆରମ୍ଭକରି ସବୁ ପ୍ରଶାସନିକ ଅଧିକାରୀ ଓ କର୍ମଚାରୀ ବିଭିନ୍ନ କାର୍ଯ୍ୟରେ ସାମିଲ ଅଛନ୍ତି। ସେମାନେ ଦିନରାତି ଏକକରି ଲୋକଙ୍କୁ ସଚେତନ କରିବା ସହ ଦୋକାନ ବଜାର ଓ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri