ଆମ ଜିଲା ଖବର

ଫସଲ ନଷ୍ଟ କଲେ ହାତୀପଲ

ଯୋଡ଼ା,୧୫ା୫ (ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ଗତ ୨ଦିନ ହେବ ହାତୀ ଉପଦ୍ରବ ବୃଦ୍ଧି ପାଇବାରେ ଲାଗିଛି ା ବନ ବିଭାଗର ହାତୀ ସ୍କ୍ବାଡ ରାତି ସମୟରେ ସେମାନଙ୍କ ଗତିବିଧି ଉପରେ ସଠିକ ଭାବେ...

୫ ଦଫାରେ ଦାବିପତ୍ର ଦେଲେ ଆଶାକର୍ମୀ

କେନ୍ଦୁଝର, ୧୫ା୫(ଡି.ଏନ୍‌.ଏ.)-ଓଡିଶା ଆଶାକର୍ମୀ ଆସୋସିଏସନ୍‌ (ସିଟୁ) ତରଫରୁ ଗୁରୁବାର କେନ୍ଦୁଝରଠାରେ ୫ଦଫା ଦାବି ସମ୍ବଳିତ ଏକ ଦାବିପତ୍ରକୁ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କ ମାଧ୍ୟମରେ ମିଶନଶକ୍ତି ନିର୍ଦ୍ଦେଶିକାଙ୍କୁ ପ୍ରଦାନ କରାଯାଇଛି। ଦାବିଗୁଡିକ ମଧ୍ୟରେ କାର୍ଯ୍ୟରତ ଆଶାକର୍ମୀମାନଙ୍କୁ କୋଭିଡ୍‌-୧୯ରେ ସ୍ବତନ୍ତ୍ର ଦୈନିକ...

ତାମିଲନାଡୁରୁ ୧୩୦୦ କି.ମି. ଚାଲି ଆସିଲେ

ଭଣ୍ଡାରିପୋଖରୀ, ୧୫ା୫(ଡି.ଏନ.ଏ.)-ମହାମାରୀ କରୋନା ଲାଗି ଦେଶବ୍ୟାପୀ ଲକ୍‌ଡାଉନ କରାଯାଇଥିବାରୁ ରାଜ୍ୟ ବାହାରେ ରହି କାମ କରୁଥିବା ଓଡ଼ିଆଙ୍କ ଜୀବନ ଦୁର୍ବିଷହ ହୋଇପଡିଛି। କିଏ ସାଇକେଲରେ ତ କିଏ ଚାଲି ଚାଲି ନିଜ ଭିଟାମାଟିକୁ ଫେରୁଛନ୍ତି। ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର...

ବାଲି ଚୋରା ଚାଲାଣ: ୩ ଟ୍ରାକ୍ଟର ଜବତ

ଚିତ୍ରଡା,୧୫ା୫(ଡି.ଏନ୍‌.ଏ.)- ବାଲି ଚୋରା ଚାଲାଣ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ତହସିଲ ଅନ୍ତର୍ଗତ ଗଣ୍ଡଗୁହାଳି ବାଲି ଘାଟରେ ଗୁରୁବାର ତହସିଲଦାର ପ୍ରିୟଦର୍ଶନୀ ମଲ୍ଲିକ ଚଢ଼ାଉ କରି ୩ଟି ଟ୍ରାକ୍ଟର ଜବତ କରିଛନ୍ତି। ଜବତ ଟ୍ରାକ୍ଟର ୩ଟିକୁ ଚିତ୍ରଡା ଫାଣ୍ଡିରେ ରଖାଯାଇଛି।...

ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଜିଲାପାଳ

ରାଇରଙ୍ଗପୁର/ବିଶୋଇ,୧୫ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାପାଳ ବିନୀତ ଭରଦ୍ବାଜ ଗୁରୁବାର ବିଭିନ୍ନ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରିଥିଲେ। ଜିଲାପାଳଙ୍କ ସହିତ ଜିଲା ଚିକିତ୍ସାଧିକାରୀ ରୂପଭାନୁ ମିଶ୍ର, ଉପଜିଲାପାଳ ଧର୍ମାନନ୍ଦ ବେହେରା, ବିଶୋଇ ବିଡ଼ିଓ ଏମ.ଡି ଫିରଜ ଖାନ, ତହସିଲଦାର ଚନ୍ଦ୍ରଶେଖର ଗରେଇ, ମଣଦା ଗୋଷ୍ଠୀ...

ଗଛମୂଳ ପଶ୍ଚିମବଙ୍ଗ ଶ୍ରମିକଙ୍କ ଆଶ୍ରୟସ୍ଥଳୀ

ବାରିପଦା ଅଫିସ, ୧୫ା୫- ଯେଉଁ ଶ୍ରମିକମାନେ ଦିନେ ଠିକାଦାରଙ୍କ ଈସାରାରେ ଗଛ କାଟି ରାସ୍ତା ଓ ଘର ନିର୍ମାଣ କରୁଥିଲେ, ସେହି ଗଛ ଆଜି ସେମାନଙ୍କ ପାଇଁ ଆଶ୍ରୟସ୍ଥଳୀ ପାଲଟିଛି। ମୟୂରଭଞ୍ଜ ଜିଲା ହାତୀବାରିଠାରେ ଥିବା ଓଡ଼ିଶା-କୋଲକାତା ସୀମାନ୍ତ ଗେଟ୍‌...

ହାଇଦ୍ରାବାଦ ଫେରନ୍ତା କ୍ୱାରାଣ୍ଟାଇନ୍‌ରେ ନ ରହିବାରୁ ଉତ୍ତେଜନା: ସରପଞ୍ଚଙ୍କୁ ଘେରିଲେ ଲୋକେ

ବାହାନଗା, ୧୫ା୫(ଡି.ଏନ.ଏ.)-ହାଇଦ୍ରାବାଦରୁ ଆସିଥିବା ବାଲେଶ୍ୱର ଜିଲା ବାହାନଗା ବ୍ଲକ ଆରୁହାବାଡ଼ ପଞ୍ଚାୟତ ରୂପଖଣ୍ଡ ଗ୍ରାମର ଜଣେ ଯୁବକ ସରକାରୀ କ୍ୱାରାଣ୍ଟାଇନ୍‌କେନ୍ଦ୍ରରେ ନ ରହି ଘରେ ରହିବାରୁ ଗ୍ରାମରେ ଉତ୍ତେଜନା ଦେଖାଦେଇଛି। ଗ୍ରାମର ଯୁବକମାନେ ଗୁରୁବାର ଏହାର ପ୍ରତିବାଦ କରି ସ୍ଥାନୀୟ...

ବାଲେଶ୍ୱର ଷ୍ଟେଶନରେ ପହଞ୍ଚିଲେ ୩୦୬୨

ବାଲେଶ୍ୱର ଅଫିସ, ୧୫।୫-ବାଲେଶ୍ୱର ରେଳଷ୍ଟେଶନରେ ଗୁରୁବାର ୪ଟି ସ୍ବତନ୍ତ୍ର ଟ୍ରେନ ଯୋଗେ ୩୦୬୨ ପ୍ରବାସୀ ପହଞ୍ଚିଛନ୍ତି। ସମସ୍ତ ପ୍ରବାସୀ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାର। ପ୍ରଥମ ଟ୍ରେନ ଗୁଜରାଟ ମରବୀ ଷ୍ଟେଶନରୁ ବାହାରି ଅପରାହ୍ନ ୪ଟାରେ ବାଲେଶ୍ୱର ରେଳଷ୍ଟେଶନରେ ପହଞ୍ଚିଥିଲା।...

ମୁମ୍ବାଇରୁ ୩ ଟ୍ରକ୍‌ରେ ଗଜପତି ଫେରୁଛନ୍ତି ପ୍ରବାସୀ

ପାରଳାଖେମୁଣ୍ଡି, ୧୪ା୫ (ସ୍ବ.ପ୍ର.): ମହାରାଷ୍ଟ୍ରର ନଭି ମୁମ୍ବାଇରୁ ଗଜପତି ଜିଲାକୁ ଟ୍ରକ୍‌ ଯୋଗେ ୧୫୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରୁଥିବା ଜଣାପଡିଛି। ଏମାନଙ୍କ ମଧ୍ୟରେ ଗଜପତି ଜିଲାର ଗୁମ୍ମା ଓ ରାୟଗଡ଼ା ଜିଲାର ଶ୍ରମିକ ଅଛନ୍ତି। ଗୁମ୍ମା ବ୍ଲକର...

ସାଇକେଲରେ ନୟାଗଡରୁ କଳାହାଣ୍ଡି ଫେରୁଛନ୍ତି ୩ ଯୁବକ

ଦାରିଙ୍ଗବାଡ଼ି,୧୪।୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ପରେ କଳାହାଣ୍ଡିର ୩ ଯୁବକ ନୟାଗଡରେ ଫସି ରହିଥିଲେ। ନୟାଗଡ଼ର କୌଣସି ଏକ ୱେଲଡିଂ ଦୋକାନରେ ଶ୍ରମିକ ଭାବେ କାମ କରୁଥିଲେ। ଲକ୍‌ଡାଉନ ଯୋଗୁ କାମ ବନ୍ଦ ପରେ ମାଲିକମାନେ ତାଙ୍କୁ ଆଉ ପାରିଶ୍ରମିକ ଦେଇ ନ...

କୋଭିଡ୍‌ ଡ୍ୟୁଟିରେ ଥିବା ଶିକ୍ଷକଙ୍କୁ କରୋନା ଯୋଦ୍ଧା ମାନ୍ୟତା ଦାବି

ବୁଗୁଡ଼ା,୧୪ା୫(ଡି.ଏନ.ଏ.)- କୋଭିଡ୍‌ ଡ୍ୟୁଟିରେ ଥିବା ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବିଭିନ୍ନ ସମସ୍ୟା ସମ୍ପର୍କରେ ଗୁରୁବାର ସ୍ଥାନୀୟ ବିଡିଓଙ୍କ ଜରିଆରେ ଗଞ୍ଜାମ ଜିଲାପାଳଙ୍କୁ ଦାବିପତ୍ର ଦେଇଛି ବୁଗୁଡ଼ା ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ। ଏନେଇ ମୁଖ୍ୟମନ୍ତ୍ରୀ, ଗୋଷ୍ଠୀ ଶିକ୍ଷାଧିକାରୀ ବୁଗୁଡ଼ା, ଜିଲା ଶିକ୍ଷାଧିକାରୀ,...

ଚାଲି ଚାଲି ଫେରୁଥିବା ୮ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ

ଦାରିଙ୍ଗବାଡ଼ି,୧୪।୫(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକ ପ୍ରଶାସନ ଚାଲି ଚାଲି ଯାଉଥିବା ୮ ଜଣ ପ୍ରବାସୀ ଓଡ଼ିଆଙ୍କୁ ଉଦ୍ଧାର କରିଛି। ଲକ୍‌ଡାଉନ୍‌ ଯୋଗୁ ସେମାନେ ଔରଙ୍ଗାବାଦ ସମେତ ତେଲଙ୍ଗାନା, ଛତିଶଗଡ଼ ଆଦି ଅଞ୍ଚଳରେ ଫସିରହିଥିବା ବେଳେ ଗଞ୍ଜାମ ଫେରୁଥିବା ସ୍ଥାନୀୟ ତହସିଲଦାର ନୀତୀଶ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri