ଆମ ଜିଲା ଖବର

ରଥ ନିର୍ମାଣକାରୀଙ୍କ ସ୍ବାବ୍‌ ସଂଗ୍ରହ

ପୁରୀ ଅଫିସ,୧୫।୩: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣରେ ଯେପରି ସାମାନ୍ୟତମ ସମସ୍ୟା ନ ହୁଏ ସେଥିପ୍ରତି ଶ୍ରୀମନ୍ଦିର ପ୍ରଶାସନ ଗୁରୁତ୍ୱ ଦେଇଛି। ଏଥିଲାଗି ପୂର୍ବ ନିଷ୍ପତ୍ତି ମୁତାବକ ବୁଧବାର ରଥ ନିର୍ମାଣକାରୀଙ୍କ କୋଭିଡ-୧୯ ଟେଷ୍ଟ ଲାଗି ସ୍ବାବ୍‌...

କ୍ୱାରାଣ୍ଟାଇନ୍‌ ସେଣ୍ଟର ବାହାରେ କଡ଼ା ସୁରକ୍ଷା ବ୍ୟବସ୍ଥା, ଲାଗିଲା ସିସି କ୍ୟାମେରା

ଛତ୍ରପୁର,୧୩ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବାସୀ ଓଡ଼ିଆମାନେ ରହୁଛନ୍ତି। ବିଭିନ୍ନ ସମୟରେ କେତେକ ପ୍ରବାସୀ ବିଶୃଙ୍ଖଳା କରୁଛନ୍ତି। ପରିବାର ଲୋକେ ମଧ୍ୟ କ୍ୱାରାଣ୍ଟାଇନ୍‌ ସେଣ୍ଟରକୁ ଯାଇ ନିଜ ଲୋକଙ୍କୁ ଭେଟୁଥିବା ଦେଖିବାକୁ ମିଳୁଛି। ସେଠାରେ କାର୍ଯ୍ୟରତ ପୋଲିସ...

ଏମ୍‌କେସିଜିରେ ଯାଆଁଳା ସନ୍ତାନ ଜନ୍ମଦେଲେ କରୋନା ସଂକ୍ରମିତ ମହିଳା

ବ୍ରହ୍ମପୁର,୧୩ା୫(ଡି.ଏନ୍‌.ଏ.): ଏମ୍‌କେସିଜି ବଡ଼ ମେଡିକାଲରେ ବୁଧବାର ସକାଳୁ ସିତଲାପଲ୍ଲୀ କୋଭିଡ୍‌-୧୯ ହସ୍ପିଟାଲରେ ଚିକିତ୍ସାଧୀନ ଗଞ୍ଜାମ ଜିଲାର ଜଣେ ୩୨ ବର୍ଷୀୟା ମହିଳା ଯାଆଁଳା ସନ୍ତାନ ଜନ୍ମ ଦେଇଛନ୍ତି। ମହିଳା ଜଣକ ଏକ ପୁତ୍ର ଓ କନ୍ୟାକୁ ଜନ୍ମ ଦେଇଥିଲେ। ଏହାର...

କରୋନା ଆକ୍ରାନ୍ତ ଚିହ୍ନଟ ପରେ ରାସ୍ତା ସିଲ୍‌

ହାଟଡିହୀ,୧୩ା୫(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବୁଧବାର ପୁଣି ଦୁଇ କରୋନା ଆକ୍ରାନ୍ତ ଚି଼ହ୍ନଟ ପରେ ଲୋକମାନେ ଭୟଭୀତ ହୋଇପଡ଼ିଛନ୍ତି। ଆକ୍ରାନ୍ତ ଦୁଇ ଜଣ ସୁରଟରୁ ଫେରି ପଞ୍ଚାୟତ କାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ। ଏହା ପରେ ଜିଲାପାଳ ଆଶିଷ...

ଭଦ୍ରକରେ ପହଞ୍ଚିଲା ତୃତୀୟ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌

ଭଦ୍ରକ ଅଫିସ,୧୩ା୫: ଭଦ୍ରକ ଷ୍ଟେଶନରେ ବୁଧବାର ତୃତୀୟ ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ପହଞ୍ଚିଛି। ଏଥିରେ ସମୁଦାୟ ବିଭିନ୍ନ ଜିଲାର ୧୮୪ ଜଣ ଓହ୍ଲାଇଛନ୍ତି। ଭଦ୍ରକର ୫୧, କେନ୍ଦୁଝରର ୨୪, ଯାଜପୁର ୨୨, ବିନା ପଞ୍ଜିକୃତରେ ବିଭିନ୍ନ ଜିଲାରୁ ୮୭ଜଣ ପ୍ରବାସୀ...

ସିଟୁ ପକ୍ଷରୁ ଜିଲାପାଳଙ୍କ ଅଫିସ ସମ୍ମୁଖରେ ପ୍ରତିବାଦ

ଭଦ୍ରକ ଅଫିସ, ୧୩।୫: ଭଦ୍ରକ ଜିଲାପାଳଙ୍କ ଅଫିସ ସମ୍ମୁଖରେ ବୁଧବାର ଶ୍ରମିକ ସଂଗଠନ ସିଟୁ ପକ୍ଷରୁ ପ୍ରତିବାଦ କରାଯାଇଛି। ସଂଗଠନ ମୁଖ୍ୟ ଦିବ୍ୟସିଂ ନାୟକଙ୍କ ନେତୃତ୍ୱରେ ବିଭିନ୍ନ ବର୍ଗର ବ୍ୟବସାୟୀ, ଶ୍ରମିକ ସଙ୍ଗଠନ କର୍ମକର୍ତ୍ତା ପ୍ରମୁଖ ପହଞ୍ଚି ଶ୍ରମିକ ମାରଣ...

ଗଞ୍ଜାମରେ ଦୋକାନୀମାନଙ୍କ ପାଇଁ ନୂଆ ନିୟମ: ରଖିବେ ଗ୍ରାହକଙ୍କ ତଥ୍ୟ; ସାମାଜିକ ଦୂରତା-ମାସ୍କ ବ୍ୟବହାର ନିଶ୍ଚିତ, ନହେଲେ ହେବ ସିଜ୍‌

ଛତ୍ରପୁର, ୧୩।୫(ଡି.ଏନ୍‌.ଏ.)- ରାଜ୍ୟର କରୋନା ଆକ୍ରାନ୍ତ ଜିଲାଗୁଡ଼ିକ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏବେ ଏହି ସଂଖ୍ୟା ୨୧୦ ରହିଛି। ତେବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ...

କରୋନା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଯାଜପୁର ଜିଲାପାଳ, ବରୀ ବିଧାୟିକା

ବରୀ,୧୩।୫(ସ୍ବ.ପ୍ର): ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ଓ ବରୀ ବିଧାୟିକା ସୁନନ୍ଦା ଦାସ ବୁଧବାର ବରୀ ଗସ୍ତରେ ଆସି କରୋନା ପାଇଁ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଅଟିରା, ବାଲିଆ, ରାଜତୋଟାରେ ହୋଇଥିବା ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ରହୁଥିବା...

ଯାଜପୁରକୁ ପଛରେ ପକାଇଲା ବାଲେଶ୍ୱର: ପାଲଟିଲା ଦ୍ୱିତୀୟ ସର୍ବାଧିକ କରୋନା ଆକ୍ରାନ୍ତ ଜିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ସକାଳେ ୧୦୧ ନୂଆ ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୩୮ରେ ପହଞ୍ଚିଛି। ତେବେ ରାଜ୍ୟର ୨୧ଟି ଜିଲାରେ ଏବେ କରୋନା କବଳରେ...

ମୁମ୍ବାଇରେ ଫସିଛନ୍ତି ୬୮ସଂସ୍କୃତ ଛାତ୍ରୀଛାତ୍ର

ଖୋର୍ଦ୍ଧା ଅଫିସ,୧୩ା୫: କରୋନା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ମୁମ୍ବାଇ ସ୍ଥିତ ରାଷ୍ଟ୍ରୀୟ ସଂସ୍କୃତ ସଂସ୍ଥାନ(ଆରଏସଏସ) ବିଦ୍ୟା ବିହାରରେ ଫସି ରହିଥିବା ଓଡ଼ିଶାର ୬୮ଜଣ ସଂସ୍କୃତ ଛାତ୍ରୀଛାତ୍ର ଫେରିବା ଲାଗି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ...

ଜଙ୍ଗଲରୁ ବୃଦ୍ଧାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣା: ସମ୍ପର୍କୀୟ ବୋହୂ କୋର୍ଟଚାଲାଣ; କଟୁରି, ଲୁଗା ଜବତ

ବଡ଼ବିଲ,୧୩ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ବଳିତା ଗାଁ ନିକଟ ଜଙ୍ଗଲରୁ ରବିବାର ପୂର୍ବାହ୍ନରେ ଯୋଡ଼ା ଥାନା ଲହଣ୍ଡା ମୁଣ୍ଡା ସାହିର ୭୦ ବର୍ଷୀୟା ବୁଦୁନି ମୁଣ୍ଡାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ଘଟଣାର ପର୍ଦ୍ଦାଫାଶ କରିଛି ବଡ଼ବିଲ ପୋଲିସ।...

ଏଥର ଆସିବ ୧୪ଟି ରଥ ଟଣା ଦଉଡ଼ି

ପୁରୀ ଅଫିସ,୧୩ା୫: ଜୁନ୍‌ ୨୩ରେ ରଥଯାତ୍ରା। ଏଥିପାଇଁ ଆରମ୍ଭ ହୋଇଗଲାଣି ପ୍ରଶାସନିକ ପ୍ରସ୍ତୁତି। ରଥଖଳାରେ ତିନିରଥ ନିର୍ମାଣ ଆଗେଇ ଚାଲିଥିବାବେଳେ ରଥ ଦଉଡ଼ି ପାଇଁ ଓଡ଼ିଶା କତା ନିଗମ ସହ ଆଲୋଚନା କରିଛି ଶ୍ରୀମନ୍ଦିର ପ୍ରଶାସନ। ମଙ୍ଗଳବାର ଓଡ଼ିଶା କତା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri