ଆମ ଜିଲା ଖବର

ସୁବର୍ଣ୍ଣପୁର ଜିଲା: ୬୬୯ ସ୍ବାବ୍‌ ରିପୋର୍ଟ ନେଗେଟିଭ୍‌

ସୋନପୁର,୧୩।୫(ନି.ପ୍ର.) – ସୁବର୍ଣ୍ଣପୁର ଜିଲାରୁ ପ୍ରତ୍ୟହ କରୋନା ପରୀକ୍ଷା ପାଇଁ ସ୍ବାବ୍‌ ନମୁନା ଭୁବନେଶ୍ୱର ପଠାଯାଉଛି। ଜିଲା ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ଟିମ୍‌ ସନ୍ଦିଗ୍ଧଙ୍କଠାରୁ ସ୍ବାବ୍‌ ସଂଗ୍ରହ କରି ଏକ ସ୍ବତନ୍ତ୍ର ଗାଡିରେ ସବୁ ନମୁନା ପ୍ୟାକିଂ କରି ଭୁବନେଶ୍ୱରସ୍ଥିତ...

ପ୍ରଥମେ କଡ଼ାକଡ଼ି, ଘଡ଼ିସନ୍ଧି ବେଳେ କୋହଳ

ସୋନପୁର,୧୩ା୫(ନି.ପ୍ର.) – ପ୍ରଥମେ କଡ଼ାକଡ଼ି, ଏବେ ଘଡ଼ିସନ୍ଧି ମୁହୂର୍ତ୍ତରେ ସବୁ କୋହଳ। ସନ୍ଦିଗ୍ଧଙ୍କ ସ୍ବାବ୍‌ ପରୀକ୍ଷା ପରେ ସମସ୍ତ ରିପୋର୍ଟ ନେଗେଟିଭ୍‌ ଆସିଥିବାରୁ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ରେ ସୁବର୍ଣ୍ଣପୁର ଜିଲାକୁ ସରକାର ଗ୍ରୀନ୍‌ ଜୋନ୍‌ ତାଲିକାଭୁକ୍ତ କରିଛନ୍ତି। ଫଳରେ ଜିଲା...

ଶୋଷ ମେଣ୍ଟାଇଲା ସୋଲାର ପାନୀୟ ଜଳ ପ୍ରକଳ୍ପ

ସମ୍ବଲପୁର,୧୩ା୫(ବ୍ୟୁରୋ)-ଦୀର୍ଘଦିନ ପରେ ଦୁର୍ଗମ ଅଞ୍ଚଳବାସୀଙ୍କ ଜଳକଷ୍ଟ ଦୂର ହୋଇଛି ା ସୋଲାର ପାନୀୟ ଜଳ ପ୍ରକଳ୍ପ ଯୋଗୁ ସମ୍ବଲପୁର ଜିଲାର ଜଙ୍ଗଲ ପରିବେଷ୍ଟିତ ପାହାଡିଆ ଅଞ୍ଚଳବାସୀଙ୍କ ଶୋଷ ମେଣ୍ଟିଛି ା ନଳ ଖୋଲିଲେ ୨୪ ଘଣ୍ଟା ପାନୀୟ ଜଳ ମିଳୁଛି।...

ଅନ୍ତଃନଳୀରେ ଘା, ଅପରେଶନ ପାଇଁ ଟଙ୍କା ନାହିଁ

ଜୁନାଗଡ଼,୧୩ା୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବଳଦିଆମାଲ ତଳପଡାର ରଘୁମଣି ନାଏକ(୪୨)। ବହୁଦିନ ହେବ ସେ ବିଛଣାରେ ପଡି ରହିଛନ୍ତି ା ଅନ୍ତଃନଳୀରେ ଘା ଯୋଗୁ ସେ ଉଠିବସି ପାରୁ ନାହାନ୍ତି। କେବଳ ଦିନରାତି ଶୋଇବା ଛଡ଼ା ତାଙ୍କ ପାଖରେ...

ଅବକାରୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ, ୧୩।୫ – ଅନୁଗୋଳର କରଡ଼ାଗାଡ଼ିଆ ଠାରେ ଥିବା ଦେଶୀ ମଦ ଭାଟିକୁ ଲକ୍‌ଡାଉନ୍‌ ପୂର୍ବରୁ ସିଲ୍‌ କରାଯିବା ପରେ ବି ସେଠାରେ ଚୋରା ମଦ କାରବାର ହେବା ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଦାୟିତ୍ୱରେ ଅବହେଳା ପାଇଁ...

ଜିଲାପାଳ କ୍ଷମତା ଦେଖାଇଲେ ସରପଞ୍ଚ: ଆଖୁଆପାଳରେ ମଦ ବିକ୍ରି ବନ୍ଦ

ପରଜଙ୍ଗ, ୧୩।୫(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବାକୁ ଜିଲାପାଳ କ୍ଷମତାର ପ୍ରୟୋଗ କରିଛନ୍ତି ସରପଞ୍ଚ ପ୍ରଦୀପ ବେହେରା। ଏପରି ବେନିୟମ କାର୍ଯ୍ୟରୁ ବିରତ ରହିବାକୁ ସରପଞ୍ଚ ନୋଟିସ୍‌ ମାଧ୍ୟମରେ ଚେତାବନୀ ଦେଇଛନ୍ତି।...

ଅନୁମତି ମିଳିଲେ ହେବ ତାଳଚେର ରଥଯାତ୍ରା

ତାଳଚେର,୧୩ା୫(ନି.ପ୍ର.) – ତାଳଚେରରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ତାଳଚେର ଉପଜିଲାପାଳ ରଜନୀକାନ୍ତ ସ୍ବାଇଁ ଏଥିରେ ଅଧ୍ୟକ୍ଷତା କରିଥିଲେ। ବିଧାୟକ ବ୍ରଜକିଶୋର ପ୍ରଧାନ, ପୌରନିର୍ବାହୀ ଅଧିକାରୀ ଅତସୀ ପରିଡା, ଦେବୋତ୍ତର ମ୍ୟାନେଜର ପଙ୍କଜ...

କରୋନା ଭାଙ୍ଗିନି ଦମ୍ଭ: ଛାଇରେ ଚାଲିଛି ଛତୁଚାଷ

କାମାକ୍ଷାନଗର, ୧୩।୫ – କରୋନା ପାଇଁ ବୃତ୍ତି ହରାଇଲେଣି ଅନେକେ। ଜୀବନ ବଞ୍ଚାଇବା ଲାଗି କାମଧନ୍ଦା ଛାଡ଼ି ଗଣପଳାୟନ କରୁଛନ୍ତି ପ୍ରବାସୀ। ହେଲେ ଭିଟାମାଟିରେ ନିଜ ଉଦ୍ୟମରେ ଚାଷକୁ ଆଦରି ସ୍ବାବଲମ୍ବୀ ହୋଇଥିବା ମଣିଷମାନଙ୍କ ଦମ୍ଭ ଭାଙ୍ଗିପାରିନି କୋଭିଡ୍‌। ଯଦିଓ...

ସଙ୍ଗରୋଧ ଗୃହରେ ସନ୍ତାନ ଜନ୍ମ

ବେଗୁନିଆପଡ଼ା,୧୩ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ମର୍ଦ୍ଦକୋଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ ଗୃହରେ ରହିଥିବା ପ୍ରବାସୀ ଓଡ଼ିଆଙ୍କ ମଧ୍ୟରୁ ସନ୍ତୋଷିନୀ ପ୍ରଧାନଙ୍କର ମଙ୍ଗଳବାର ଅପରାହ୍ନରେ ଏକ ପୁତ୍ର ସନ୍ତାନ ଜନ୍ମ ହୋଇଛି। ସନ୍ତୋଷିନୀ ଓ ତାଙ୍କ ସ୍ବାମୀ...

ପ୍ରବାସୀଙ୍କୁ ପୂରାଇ ଦେବେନି: ସ୍କୁଲ ବାଟରେ ବାଉଁଶ ବାନ୍ଧିଲେ ଗ୍ରାମବାସୀ

ପାଟପୁର,୧୩ା୫-ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକକୁ ଆଗକୁ ବହୁ ପ୍ରବାସୀ ଫେରିବାକୁ ଥିବା ବେଳେ ପ୍ରଶାସନ ପକ୍ଷରୁ ୧୦୦ଟି ସ୍କୁଲ, କଲେଜରେ କ୍ବାରାଣ୍ଟାଇନ କେନ୍ଦ୍ର ଖୋଲାଯାଇଛି। ହେଲେ କେତେକ ଗ୍ରାମରେ ସୁରଟ ଓ ଅନ୍ୟ ରାଜ୍ୟ ଫେରନ୍ତାଙ୍କୁ ସ୍କୁଲରେ ରଖିବାକୁ ଗ୍ରାମବାସୀ...

ଅପରାହ୍ନ ୧ରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଖୋଲିବ ମାର୍କେଟ, ମଲ: ୫ ଜଣଙ୍କୁ ପ୍ରବେଶ ଅନୁମତି

ବ୍ରହ୍ମପୁର ଅଫିସ,୧୩ା୫-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ବ୍ରହ୍ମପୁରରେ ମାର୍କେଟ ତଥା ଦୋକାନ ଖୋଲିବା ନେଇ ରହିଥିବା ପୂର୍ବ ନିର୍ଦ୍ଧାରିତ ସମୟସୀମାରେ ପରିବର୍ତ୍ତନ କରାଯାଇଛି। ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ପକ୍ଷରୁ ଏନେଇ ମଙ୍ଗଳବାର...

ଅଳସୁ ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ୧୪ ବଖରା

ଜଗନ୍ନାଥପ୍ରସାଦ,୧୩ା୫(ଡି.ଏନ୍‌.ଏ.)- ଜଗନ୍ନାଥପ୍ରସାଦ ବ୍ଲକ ଅଳସୁ ଗ୍ରାମ ଖଇରଝୋଳରେ ମଙ୍ଗଳବାର ନିଅଁା ଲାଗି ୧୪ ବଖରା ପୋଡି ପାଉଁଶ ହୋଇଛି। ଅପରାହ୍ନ ପ୍ରାୟ ୪ଟାବେଳେ ଜଣେ ବ୍ୟକ୍ତିଙ୍କ ରୋଷେଇ ଘର ଚାଳ ଛପରରେ ନିଅଁା ଲାଗିଥିବା ସାହିଲୋକେ ଦେଖିଥିଲେ। ଚାହୁଁ ଚାହୁଁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri