ଆମ ଜିଲା ଖବର

ଅପରାହ୍ନ ୧ରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଖୋଲିବ ମାର୍କେଟ, ମଲ: ୫ ଜଣଙ୍କୁ ପ୍ରବେଶ ଅନୁମତି

ବ୍ରହ୍ମପୁର ଅଫିସ,୧୩ା୫-ଗଞ୍ଜାମ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ବ୍ରହ୍ମପୁରରେ ମାର୍କେଟ ତଥା ଦୋକାନ ଖୋଲିବା ନେଇ ରହିଥିବା ପୂର୍ବ ନିର୍ଦ୍ଧାରିତ ସମୟସୀମାରେ ପରିବର୍ତ୍ତନ କରାଯାଇଛି। ବ୍ରହ୍ମପୁର ମହାନଗର ନିଗମ(ବିଏମ୍‌ସି)ପକ୍ଷରୁ ଏନେଇ ମଙ୍ଗଳବାର...

ଅଳସୁ ଗ୍ରାମରେ ଅଗ୍ନିକାଣ୍ଡ: ଜଳିଗଲା ୧୪ ବଖରା

ଜଗନ୍ନାଥପ୍ରସାଦ,୧୩ା୫(ଡି.ଏନ୍‌.ଏ.)- ଜଗନ୍ନାଥପ୍ରସାଦ ବ୍ଲକ ଅଳସୁ ଗ୍ରାମ ଖଇରଝୋଳରେ ମଙ୍ଗଳବାର ନିଅଁା ଲାଗି ୧୪ ବଖରା ପୋଡି ପାଉଁଶ ହୋଇଛି। ଅପରାହ୍ନ ପ୍ରାୟ ୪ଟାବେଳେ ଜଣେ ବ୍ୟକ୍ତିଙ୍କ ରୋଷେଇ ଘର ଚାଳ ଛପରରେ ନିଅଁା ଲାଗିଥିବା ସାହିଲୋକେ ଦେଖିଥିଲେ। ଚାହୁଁ ଚାହୁଁ...

ସଙ୍ଗରୋଧ କେନ୍ଦ୍ରରେ ଖାଦ୍ୟ ମାନକୁ ନେଇ ଉପ ଜିଲାପାଳଙ୍କ ଅସନ୍ତୋଷ

ଭଞ୍ଜନଗର,୧୩ା୫(ଡି.ଏନ୍‌.ଏ.)- ଭଞ୍ଜନଗର ଉପ ଜିଲାପାଳ ରାଜେନ୍ଦ୍ର ମିଞ୍ଜ ମଙ୍ଗଳବାର ସୋରଡ଼ା ବ୍ଲକ ଲାଠିପଡ଼ା ପଞ୍ଚାୟତ ଭାଲିଆପଲ୍ଲୀ ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କରିଥିଲେ। ଅନ୍ତେବାସୀଙ୍କୁ ଦିଆଯାଉଥିବା ଖାଦ୍ୟର ମାନକୁ ନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ତାଲିକା ଅନୁଯାୟୀ ଉତ୍ତମ ଖାଦ୍ୟ...

କରୋନା ମୁକାବିଲା ପାଇଁ ସ୍ବତନ୍ତ୍ର ଅଧିକାରୀ ନିଯୁକ୍ତ

ଶେରଗଡ,୧୩ା୫(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକରେ କରୋନା ମୁକାବିଲା ପାଇଁ ଜଣେ ସ୍ବତନ୍ତ୍ର ଅଧିକାରୀଙ୍କୁ ନିଯୁକ୍ତି ଦିଆଯାଇଛି। ସେ ହେଲେ ଓଡ଼ିଶା ପ୍ରଶାସନିକ ସେବାର ଭୂବନ କୁମାର ଶତପଥୀ। ଶେରଗଡ ବିଡିଓ ସୁରଞ୍ଜନ କୁମାର ସାହୁ ଓ ତହସିଲଦାର ଦୟାସିନ୍ଧୁ ପରିଡାଙ୍କୁ ବ୍ଲକରେ...

ପିପୁଲ୍ସ କଲେଜ ହେବ କୋଭିଡ୍‌ କେୟାର ସେଣ୍ଟର

ବୁଗୁଡା,୧୩ା୫(ଡି.ଏନ୍‌.ଏ.)- ଭଞ୍ଜନଗର ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ମଙ୍ଗଳବାର ଅପରାହ୍ନରେ ବୁଗୁଡା ଗସ୍ତରେ ଆସିଥିଲେ। ବିଡିଓ ତନ୍ମୟ ପାତ୍ରଙ୍କ ସହ ବିଭିନ୍ନ ସଙ୍ଗରୋଧ ଗୃହ ପରିଦର୍ଶନ ପରେ ବୁଗୁଡା ପିପୁଲ୍ସ କଲେଜରେ ପହଞ୍ଚତ୍ଥିଲେ। ଭାରପ୍ରାପ୍ତ ଅଧ୍ୟକ୍ଷ ହରିକୃଷ୍ଣ ନାୟକଙ୍କ ସହ ଆଲୋଚନା...

ଘର ଭାଙ୍ଗି ଧାନ ଚାଉଳ ଖାଇଲେ ହାତୀପଲ

ଯୋଡା,୧୩ା୫(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ବାଲିବନ୍ଧ ଫରେଷ୍ଟ ଜୋନ ଅନ୍ତର୍ଗତ ବାସୁଦେବପୁର ଗ୍ରାମର ସୁନାଖଣି ସାହିରେ ସୋମବାର ବିଳମ୍ବିତ ରାତିରେ ହାତୀପଲ ପଶି ବ୍ୟାପକ କ୍ଷତି କରିଛନ୍ତି। ହାତୀପଲ ଉକ୍ତ ଗ୍ରାମର ଜର୍ମାନ ମୁଣ୍ଡାଙ୍କ ଘର କାନ୍ଥ ଭାଙ୍ଗିବା...

କରୋନା ଯୋଦ୍ଧା ସମ୍ମାନିତ

ଯୋଡା,୧୩ା୫(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଯୋଡାଠାରେ କରୋନା ମହାମାରୀ ସମୟରେ ଯୋଦ୍ଧା ରୂପେ ଜନସାଧାରଣଙ୍କୁ ସେବା ଯୋଗାଉଥିବା ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ, ପୋଲିସ ଓ ସଫେଇ କର୍ମଚାରୀଙ୍କୁ ମଙ୍ଗଳବାର ସେନଟ ଜୋହନ ଆମ୍ବୁଲାନ୍ସ ଓ ଟାଟାଷ୍ଟିଲ ଯୋଡା ବ୍ରିଗେଡ୍‌ ପକ୍ଷରୁ ସମ୍ମାନିତ...

ଜିଲାପାଳଙ୍କୁ ଭେଟିଲେ ସେବାୟତ

ବାରିପଦା ଅଫିସ, ୧୩ା୫- ବାରିପଦାସ୍ଥିତ ଶ୍ରୀ ଶ୍ରୀ ହରିବଳଦେବଜୀଉଙ୍କ ମନ୍ଦିରର ସେବାୟତମାନେ ମଙ୍ଗଳବାର ଜିଲାପାଳଙ୍କୁ ଭେଟି ୨ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରିଛନ୍ତି। କାର୍ଯ୍ୟରତ ସେବାୟତମାନଙ୍କୁ ମହାମାରୀ କରୋନା ସମୟରେ ଆର୍ଥିକ ସାହାଯ୍ୟ ଓ ମନ୍ଦିରକୁ ନିମ୍ନମାନର ଭୋଗ...

ଜିଲାପାଳଙ୍କୁ ଦାବିପତ୍ର ଦେଲା ଭାଜପା

ବାରିପଦା ଅଫିସ, ୧୩ା୫- ମୟୂରଭଞ୍ଜ ଜିଲାରେ ବର୍ତ୍ତମାନ ଦେଖାଦେଇଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ମଙ୍ଗଳବାର ଭାଜପାର ଏକ ପ୍ରତିନିଧିମଣ୍ଡଳୀ ଜିଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଏହି ଜିଲା ଏକ ଆଦିବାସୀ ଅଧ୍ୟୂଷିତ ଅଞ୍ଚଳ ହୋଇଥିବା ବେଳେ ପ୍ରାୟ...

ଟିକାକରଣ ସମୟରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଖଇରା, ୧୩।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସମସ୍ତ ପ୍ରାଣୀ ଚିକିତ୍ସାକେନ୍ଦ୍ରର ପ୍ରାଣୀଧନ ନିରୀକ୍ଷକମାନଙ୍କୁ ଗ୍ରାମରେ ଟିକାକାରଣ ପାଇଁ ବରିଷ୍ଠ ଅଧିକାରୀମାନେ ବାରମ୍ବାର ଚାପ ପ୍ରୟୋଗ କରୁଛନ୍ତି ା ଏଥିରେ ଗୋଷ୍ଠୀ ସଂକ୍ରମଣର ଆଶଙ୍କା ଥିବାରୁ ସେମାନଙ୍କୁ ବାଧ୍ୟବାଧ୍ୟକତା ନ...

୧୪୪୦ ସ୍ବାବ୍‌ ନମୁନାରୁ ୧୦୨୮ ରିପୋର୍ଟ ଆସିଛି

ଝାରସୁଗୁଡ଼ା ଅଫିସ,୧୨ା୫: ଝାରସୁଗୁଡ଼ା ଜିଲାର ଜଣେ ଯୁବତୀ ଓ ଜଣେ ମହିଳା କରୋନାରେ ଆକ୍ରାନ୍ତ ହୋଇଥିଲେ। ସୋମବାର ଉଭୟ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କୁ ୧୪ଦିନ କ୍ୱାରାଣ୍ଟାଇନରେ ରଖିବାକୁ ଜିଲା ପ୍ରଶାସନ ନିଷ୍ପତ୍ତି ନେଇଛି। ସେମାନଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ...

ପଶ୍ଚିମ ଓଡ଼ିଶାକୁ ସ୍ବତନ୍ତ୍ର ଟ୍ରେନ ଚଳାଚଳ କରୁ

ରାଉରକେଲା ଅଫିସ,୧୨ା୫-ପ୍ରବାସୀ ଓଡ଼ିଆଙ୍କୁ ରାଜ୍ୟକୁ ଫେରାଇ ଆଣିବା ନିମନ୍ତେ ରେଳ ମନ୍ତ୍ରଣାଳୟ ପଦକ୍ଷେପକୁ ସ୍ବାଗତ କରିଛନ୍ତି ସୁନ୍ଦରଗଡ଼ ଏମ୍‌ପି ଜୁଏଲ ଓରାମ। ସେ ଏକ ପତ୍ର ଲେଖି ରେଳମନ୍ତ୍ରୀ ପୀୟୁଷ ଗୋୟଲଙ୍କୁ ପଶ୍ଚିମ ଓଡିଶାବାସୀଙ୍କ ସମସ୍ୟା ଜଣାଇଛନ୍ତି। ଏଥିରେ ଓରାମ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri