ଆମ ଜିଲା ଖବର

ଜେଲ କଏଦୀଙ୍କୁ ମାସ୍କ ବଣ୍ଟନ

ଆର.ଉଦୟଗିରି,୧୨।୫(ଡି.ଏନ୍‌.ଏ.): ଗଜପତି ଜିଲା ଆର.ଉଦୟଗିରିର ସାପ୍ତାହିକ ହାଟ ଓ ଜେଲର କଏଦୀମାନଙ୍କୁ ମଙ୍ଗଳବାର କୃଷି ବିଜ୍ଞାନ କେନ୍ଦ୍ର, ଇସାରା ଓ ଲିପିକା ଏନ୍‌ଜିଓର ପ୍ରୟାସରେ ୨୦୦ଟି ମାସ୍କ ବଣ୍ଟନ କରାଯାଇଛି। ଏହି ଅବସରରେ ମୋହନା ନିର୍ବାଚନ ମଣ୍ଡଳୀର ବିଧାୟକ ଦାଶରଥି...

ବାଲେଶ୍ୱରରୁ ଚାଲି ଚାଲି ଛତିଶଗଡ଼ ଯାଉଛନ୍ତି ୨୫ ଶ୍ରମିକ: ଅଛନ୍ତି ଛୋଟ ପିଲା, ମହିଳା

ଚୌଦ୍ୱାର,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲାର ବିଭିନ୍ନ ଇଟାଭାଟିରେ କାମ କରୁଥିବା ୨୫ ଶ୍ରମିକ ଚାଲିଚାଲି ଛତିଶଗଡ଼ ଯାଉଛନ୍ତି। ପ୍ରାୟ ଏକ ସପ୍ତାହ ହେବ ସେମାନେ ବାଲେଶ୍ବରରୁ ବାହାରି ଏବେ କଟକ ଜିଲା ଚୌଦ୍ୱାରରେ ପହଞ୍ଚିଛନ୍ତି । ସେମାନଙ୍କ ମଧ୍ୟରେ ଛୋଟ ପିଲା,...

ଝାରଖଣ୍ଡର ୧୧ ଶ୍ରମିକଙ୍କୁ ଘରକୁ ପଠାଇଥିଲେ ଗଞ୍ଜାମ ଏସ୍‌ପି: ପହଞ୍ଚିବା ପରେ ଧନ୍ୟବାଦ ମେସେଜ ପଠାଇଲେ

ଛତ୍ରପୁର, ୧୨।୫(ଡି.ଏନ୍‌.ଏ.): ଗତ କିଛି ଦିନ ପୂର୍ବେ ଗଞ୍ଜାମ ଜ଼ିଲାଦେଇ ଜାତୀୟ ରାଜପଥରେ ୧୧ ଶ୍ରମିକ ପ୍ରଚଣ୍ଡ ରୌଦ୍ରତାପରେ ଚାଲି ଚାଲି ଝାରଖଣ୍ଡ ଯାଉଥିଲେ। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ସେହି ରାସ୍ତା ଦେଇ ଯାଉଥିବା ବେଳେ ଏହା...

କରୋନା ଯୋଦ୍ଧାଙ୍କୁ ମାକ୍ସ, ସାନିଟାଇଜର୍‌ ପ୍ରଦାନ କଲେ ବିଧାୟକ

ଲୋଇସିଂହା,୧୨।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କର୍ମଚାରୀଙ୍କୁ ସ୍ଥାନୀୟ ଏକ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ସୁରକ୍ଷା ଉପକରଣ ଏନ୍‌-୯୫ ମାକ୍ସ, ସାନିଟାଇଜର୍‌ ଓ ଗ୍ଲୋବ୍ସ ପ୍ରଭୃତି ପ୍ରଦାନ କରାଯାଇଛି। ଲୋଇସିଂହା ବିଧାୟକ ମୁକେଶ ମହଲିଙ୍ଗ ସ୍ବାସ୍ଥ୍ୟ କେନ୍ଦ୍ର...

ଭଦ୍ରକ ଷ୍ଟେସନରେ ଅପରାହ୍ନରେ ପହଞ୍ଚିବ ସ୍ବତନ୍ତ୍ର ଟ୍ରେନ୍‌: ଚରମ୍ପା ଅଞ୍ଚଳରେ ୨୪ ଘଣ୍ଟିଆ କର୍ଫ୍ୟୁ

ଭଦ୍ରକ ଅଫିସ, ୧୨।୫: ପ୍ରବାସୀ ଓଡ଼ିଆଙ୍କୁ ନେଇ ଭଦ୍ରକ ଷ୍ଟେସନରେ ମଙ୍ଗଳବାର ଅପରାହ୍ନରେ ୨ଟି ସ୍ବତନ୍ତ୍ର ଟ୍ରେନ୍‌ ପହଞ୍ଚିବ। ଏଥିପାଇଁ ପ୍ରଶାସନ ଓ ରେଲୱେ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରବାସୀ ଓହ୍ଲାଇବା ପରେ ପ୍ରଶାସନ ପକ୍ଷରୁ ସ୍କ୍ରିନିଂ ଓ...

ସଂଗୀତ ମାଧ୍ୟମରେ କରୋନା ସଚେତନତା

ଗଞ୍ଜାମ, ୧୨।୫(ଡି.ଏନ୍‌.ଏ.): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏଥିପାଇଁ ସରକାର ଲକ୍‌ଡାଉନ ଅବଧି ମଧ୍ୟ ବଢ଼ାଇ ଚାଲିଛନ୍ତି l ବିଭିନ୍ନ ସରକାରୀ ଓ ବେସରକାରୀ ସ୍ତରରେ ଲୋକଙ୍କୁ ସଚେତନ ମଧ୍ୟ...

ଖଇରା ବ୍ଲକରୁ ଆଉ ୯ ପଜିଟିଭ ଚିହ୍ନଟ: ଅଛନ୍ତି ବ୍ଲକ କର୍ମଚାରୀ, ସଂଗରୋଧ କେନ୍ଦ୍ରର ରେଷେୟା

ଖଇରା,୧୨।୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ବ୍ଲକର ଆଉ ୯ କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୋମବାର ସନ୍ଧ୍ୟାରେ ଜଣାପଡ଼ିଛି। ଏଥିମଧ୍ୟରେ ସାରୁଗାଁ, ଡଗରପଡ଼ା, ନନ୍ଦୁର, ଜଳଦା, ସୁଣ୍ଢିରା,ବାରିଙ୍ଗିଆ ଗ୍ରାମର ବ୍ୟକ୍ତି ରହିଥିବା ଜଣାପଡ଼ିଛି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଖଇରା ବ୍ଲକ...

୨୨ ଦିନ ପରେ ନୀଳଗିରି ଧରମପୁରରୁ ପୁଣି ଆଉ ଜଣେ କରୋନା ପଜିଟିଭ୍‌

ସଜନାଗଡ଼,୧୨।୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଧରମପୁର ପଞ୍ଚାୟତ ବାଉଁଶପାଳ ଗାଁରୁ ମଙ୍ଗଳବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ସେ ଧରମ୍‌ପୁର ଦୀନବନ୍ଧୁ ହାଇସ୍କୁଲରେ କ୍ୱାରାଣ୍ଟାଇନ୍‌ରେ ରହିଥିଲେ।...

ମୁମ୍ବାଇରେ ଓଡ଼ିଆ ଶ୍ରମିକଙ୍କ ହୃଦ୍‌ଘାତରେ ମୃତ୍ୟୁ

ଗଞ୍ଜାମ,୧୨।୫(ଡି.ଏନ୍‌.ଏ.): ମୁମ୍ବାଇର ଏକ ଘରୋଇ କମ୍ପାନୀରେ ଶ୍ରମିକଭାବେ କାମ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କର ସୋମବାର ହୃଦଘାତରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ହୁମା ଫାଣ୍ଡି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଖଟୁଆକୁଦା ଗ୍ରାମର ଦୀନବନ୍ଧୁ ସାହୁ।...

ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାରରେ କେନ୍ଦୁପତ୍ର ତୋଳାଳିଙ୍କ ମୃତ୍ୟୁ

ପବିତ୍ରନଗର,୧୨।୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ସମଲ ଥାନା କୁଲେଇ ଗ୍ରାମ୍ୟ ଜଙ୍ଗଲରେ ମଙ୍ଗଳବାର ସକାଳେ ଜଣେ କେନ୍ଦୁପତ୍ର ତୋଳାଳିଙ୍କ ମୃତ୍ୟୁ ହୋଇଛି। ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ କେନ୍ଦୁପତ୍ର ତୋଳାଳି...

ପୁରୀରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଛୁଇଁଲା

ପୁରୀ ଅଫିସ, ୧୨।୫: ପୁରୀ ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...

ଆନ୍ଧ୍ରରୁ ସମୁଦ୍ର ପଥରେ ଫେରିଲେ ୧୬ ନୋଳିଆ

କୋଣାର୍କ,୧୨।୫(ଡି.ଏନ୍‌.ଏ.): ଆନ୍ଧ୍ରରୁ ସମୁଦ୍ର ପଥଦେଇ ମଙ୍ଗଳବାର ଭୋର ୫ଟା୩୦ରେ ୧୬ଜଣ ନୋଳିଆ ଚନ୍ଦ୍ରଭାଗାରେ ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୀ ନୋଳିଆ ସାହିର ୫ ଓ ଚନ୍ଦ୍ରଭାଗା ସାହିର ୧୧ଜଣ ରହିଛନ୍ତି। ଖବର ପାଇ କୋଣାର୍କ ଓ ଚନ୍ଦ୍ରଭାଗା ମେରାଇନ ପୋଲିସ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri