ଆମ ଜିଲା ଖବର

ବସ୍‌ରୁ ଓହ୍ଲାଇ ଘରକୁ ପଳାଇଲେ ପ୍ରବାସୀ

କଟକ ଅଫିସ୍‌,୧୨ା୫: ପ୍ରବାସୀ ଫେରନ୍ତାଙ୍କ ରହଣି ପାଇଁ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉଛି। ତଥାପି ଅନେକ ଫେରନ୍ତା ସରକାରୀ ନିୟମକୁ ମାନୁନାହାନ୍ତି। ବସ୍‌ରେ ଫେରିବା ବେଳେ ରାସ୍ତାରେ ଓହ୍ଲାଇ ଏଣେତେଣେ ବୁଲାବୁଲି କରୁଛନ୍ତି। ଏପରିକି ନିଜ ଘରକୁ ଚାଲିଯାଉଛନ୍ତି।...

କ୍ବାରାଣ୍ଟାଇନ୍‌ ଛାଡ଼ି ବାହାରେ ବୁଲୁଛନ୍ତି ପ୍ରବାସୀ

ପୁରୀ ଅଫିସ,୧୨ା୫: ମହାମାରୀ କରୋନା ରାଜ୍ୟରେ ଭୟଙ୍କର ରୂପ ଧାରଣ କଲାଣି। ଇତିମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୦ ଟପିଗଲାଣି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି। ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ରାଜ୍ୟକୁ ଏବେ...

ଜରିମାନା ଆଦାୟ ବେଳେ ଯୁବକଙ୍କ ଉନ୍ମତ୍ତକାଣ୍ଡ

ବାହାନଗା, ୧୨ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଗୋପାଳପୁର ବଜାରରେ ସୋମବାର ନିୟମ ଊଲ୍ଲଂଘନକାରୀଙ୍କଠାରୁ ଜରିମାନା ଆଦାୟ ବେଳେ ଜଣେ ଅମାନିଆ ଯୁବକଙ୍କ ଉନ୍ମତ୍ତକାଣ୍ଡ ଦେଖିବାକୁ ମିଳିଛି। ତହସିଲଦାରଙ୍କ ଡ୍ରାଇଭରଙ୍କୁ ଟେକି ନେଇ ଯୁବକଜଣକ ହଡରଘଣାରେ ପଡିଥିଲେ। ଜରିମାନା ଓ ଭୁଲ...

ସୀମା ସିଲ୍‌ ସତ୍ତ୍ୱେ ହାଇଦ୍ରାବାଦରୁ ଆସିଲେ ଶହେରୁ ଉର୍ଦ୍ଧ୍ୱ ପ୍ରବାସୀ

ବାଲେଶ୍ୱର ଅଫିସ,୧୨।୫-ସୀମା ସିଲ୍‌ କରାଯାଇଥିଲେ ମଧ୍ୟ ହାଇଦ୍ରାବାଦରୁ ଶହେରୁ ଊର୍ଦ୍ଧ୍ୱ ପ୍ରବାସୀ ଚାଲି ଚାଲି ଆସି ସୋମବାର ବାଲେଶ୍ୱର ଜିଲା ରେମୁଣା ଗୋଲେଇରେ ପହଞ୍ଚିଥିଲେ। ଏତେସଂଖ୍ୟକ ଲୋକେ ଯାଉଥିବା ଦେଖି କେତେକ ସାମାଜିକ କର୍ମୀ ସନ୍ଦେହରେ ସେମାନଙ୍କୁ ପଚରାଉଚୁରା କରିବା...

ରାଇବଣିଆରେ ୧୭ ହାତୀଙ୍କ ଉପଦ୍ରବ

ଜଳେଶ୍ୱର, ୧୨।୫(ସ୍ବ.ପ୍ର.)-ଗତ କିଛିଦିନ ବ୍ୟବଧାନ ପରେ ଶିମିଳିପାଳର ୧୭ ହାତୀ ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ଅନ୍ତର୍ଗତ ରାଇବଣିଆରେ ୨ଦିନ ଧରି ବ୍ୟାପକ କ୍ଷତି ଘଟାଇ ଚାଲିଛନ୍ତି। ଏହି ହାତୀମାନେ ରାଇବଣିଆ ଅଞ୍ଚଳ ଛାଡ଼ି ରାସଗୋବିନ୍ଦପୁର ଓ ପଶ୍ଚିମବଙ୍ଗର କେସରେଖା...

ମହାରାଷ୍ଟ୍ରରୁ ଆସିଲା ଓଡ଼ିଆ ଶ୍ରମିକଙ୍କ ମୃତଦେହ

ଖଜୁରିପଡା,୧୨।୫(ଡି.ଏନ.ଏ.): କନ୍ଧମାଳ ଜିଲା ଖଜୁରିପଡା ଥାନା ଟିଟ୍ରାପଙ୍ଗା ପଞ୍ଚାୟତ ଭୁକ୍ତାକନାଡ଼ି ଗ୍ରାମର ବିନାୟକ କହଁରଙ୍କର ମହାରାଷ୍ଟ୍ରରେ ମୃତ୍ୟୁ ଘଟିିଥିଲା। ସୋମବାର ତାଙ୍କ ମୃତଦେହ ଗଁାକୁ ଆସିବା ସଂସ୍କାର କରାଯାଇଛି। ବିନାୟକ ୨ ଦୁଇବର୍ଷ ହେଲା ମହାରାଷ୍ଟ୍ରର ଏକ ଘରୋଇ କମ୍ପାନୀରେ...

ଚାକିରି ସ୍ଥାୟୀତ୍ୱ କହି ଆଉଟସୋର୍ସିଂ ସଂସ୍ଥା ଲୁଟିଲା

ଫୁଲବାଣୀ ଅଫିସ, ୧୨ା୫- କରୋନାକୁ ପ୍ରତିହତ କରିବା ଲାଗି ସରକାର ବହୁବିଧ ପଦକ୍ଷେପ ନେଉଛନ୍ତି। କନ୍ଧମାଳ ଜିଲା ମେଡିକାଲରେ କର୍ମଚାରୀ ଅଭାବକୁ ଦୃଷ୍ଟିରେ ରଖି କେବଳ କୋଭିଡ-୧୯ ମୁକାବିଲା ପାଇଁ ଏଏନ୍‌ଏମ୍‌ ଏବଂ ଜିଏନ୍‌ଏମ୍‌ ତାଲିମଧାରୀଙ୍କୁ ଆଉଟ ସୋର୍ସିଂ ସଂସ୍ଥା...

ଚେନ୍ନାଇରୁ ବୋଟ୍‌ରେ ଆସିଲେ ୪୨ ଶ୍ରମିକ : ସମୁଦ୍ରରେ ୫ ଦିନ ଯାତ୍ରା, କ୍ୱାରାଣ୍ଟାଇନ୍‌କୁ ଗଲେ ସମସ୍ତେ

ବ୍ରହ୍ମପୁର ଅଫିିସ,୧୨ା୫-ଗଞ୍ଜାମ ଜିଲାକୁ ପୁଣି ବୋଟ୍‌ରେ ଆସିଲେ ପ୍ରବାସୀ ଶ୍ରମିକ। ସୋମବାର ସନ୍ଧ୍ୟାରେ ଚେନ୍ନାଇରୁ ସମୁଦ୍ରରେ ୪୨ ଜଣ ଶ୍ରମିକ ମାର୍କଣ୍ଡିରେ ପହଞ୍ଚିଛନ୍ତି । ଏମାନଙ୍କ ମଧ୍ୟରେ ମାର୍କଣ୍ଡି ଅଞ୍ଚଳର ୩୩ ଜଣ ଥିବା ବେଳେ ଗୋପାଳପୁରର ୩, ନୂଆଗଁ।...

କରୋନା ଛଡ଼ାଇନେଲା ସବୁ, ପଢ଼ିବା, ଚଳିବା କଷ୍ଟ

ପୋଲସରା,୧୨ା୫(ଡି.ଏନ.ଏ.)-ସାରା ବିଶ୍ୱକୁ ଗ୍ରାସିଛି କରୋନା। ଏଥିରେ ଗଲାଣି ୨ ଲକ୍ଷରୁ ଊର୍ଦ୍ଧ୍ୱ ଜୀବନ। କରୋନାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ତରଫରୁ ବହୁ ପ୍ରଚେଷ୍ଟା ସହ ସ୍ଥାନୀୟ ପ୍ରଶାସନ ମଧ୍ୟ ସଜାଗ ରହିଛି। ଏହା ସତ୍ତ୍ବେ ଗଞ୍ଜାମ ଜିଲାରେ...

ସୁରଟରୁ ଗଞ୍ଜାମ ଆସିଛି ୨୯୮ ବସ୍‌ : ଫେରିଛନ୍ତି ୧୬,୫୭୬ ପ୍ରବାସୀ

ଭଞ୍ଜନଗର,୧୨।୫(ଡି.ଏନ.)-ସୁରଟରୁ ଏପ୍ରିଲ ୨୯ ତାରିଖରୁ ଗତ ୮ ତାରିଖ ମଧ୍ୟରେ ମୋଟ ୨୯୮ଟି ବସରେ ପ୍ରବାସୀ ଓଡ଼ିଆମାନେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ଅନ୍ୟପକ୍ଷରେ ସୋମବାର ପୂର୍ବାହ୍ନ ସୁଦ୍ଧା ସୁରଟରୁ ଜିଲାକୁ ୧୦ଟି କାର୍‌, ୩ ବାଇକ୍‌ ଓ ଗୋଟିଏ ସାଇକେଲରେ...

ଗାଁ ଭିତରକୁ ପଶିଲା ପିଟିସି ଗୁଳି

ଅନୁଗୋଳ ଅଫିସ/ବନ୍ତଳା, ୧୨।୫ ଅନୁଗୋଳସ୍ଥିତ ପୋଲିସ ଟ୍ରେନିଂ କଲେଜ (ପିଟିସି)ରେ ସୋମବାର ଗୁଳି ଚାଳନା ପ୍ରଶିକ୍ଷଣ ବେଳେ ନିକଟସ୍ଥ ଶରଧାପୁର ଗାଁର ମହିଳା ପୁଷ୍ପଲତା ନାଏକ(୪୮)ଙ୍କ ହାତରେ ଗୁଳି ବାଜିଥିବା ଅଭିଯୋଗ ହୋଇଛି। ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି...

କରୋନା ସ୍ଥିତି ଅନୁଧ୍ୟାନ କଲା ସ୍ବାସ୍ଥ୍ୟ ବିଭାଗ ଟିମ୍‌

ଅନୁଗୋଳ ଅଫିସ, ୧୨।୫: ଅନୁଗୋଳ ଜିଲାରୁ ୧୫ ଜଣ କରୋନା ସଂକ୍ରମିତ ବାହାରିବା ପରେ ସୋମବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ୩ ଜଣିଆ ଟିମ୍‌ ଜିଲାରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ରାଜ୍ୟ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହେଲଥ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri