ଆମ ଜିଲା ଖବର

ପଲାସାରୁ ଚାଲିଚାଲି ପୁରୁଷୋତ୍ତମପୁରରେ ପହଞ୍ଚିଲେ ଅନୁଗୋଳ, ବୌଦ୍ଧର ୧୬ ଶ୍ରମିକ

ପୁରୁଷୋତ୍ତମପୁର,୧୧ା୫(ଡି.ଏନ୍‌.ଏ.): କରୋନା ପ୍ରକୋପରୁ ସମସ୍ତେ ହାହାକାର ହୋଇ ପଡ଼ିଥିବା ବେଳେ ଶ୍ରମିକମାନେ ନାହିଁ ନ ଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହେବାରେ ଲାଗିଛନ୍ତି। ନିଜ ଭିଟାମାଟିକୁ ଫେରିବା ଲାଗି ଆକୁଳ ନିବେଦନ କରୁଥିଲେ ମଧ୍ୟ ଗୁହାରି ଶୁଣିବାକୁ କେହିନାହିଁ। ଅନୁଗୋଳ ଜିଲା...

ଗଞ୍ଜାମ ଜିଲାରେ ଆଉ ୧୨ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ ପହଞ୍ଚିଲା

ଗଞ୍ଜାମ,୧୧ା୫(ଡି.ଏନ୍‌.ଏ.): ସୋମବାର ଗଞ୍ଜାମରୁ ପୁଣି ୧୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ୧୩୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସରକାରୀ ତଥ୍ୟ ଅନୁସାରେ, ଏବେ ରାଜ୍ୟରେ...

ଆକ୍ରାନ୍ତଙ୍କ ତଥ୍ୟ ଲିକ୍‌, ହେବ ତଦନ୍ତ

ଅନୁଗୋଳ ଅଫିସ, ୧୧।୫:  ଅନୁଗୋଳ ଜିଲାର ୧୩ ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ ଲିକ୍‌ ହୋଇଯାଇଥିବା ଅଭିଯୋଗ ହେଉଛି। ରାଜ୍ୟ ସରକାରଙ୍କ ନିକଟରୁ ଜିଲା ପ୍ରଶାସନ ପାଖକୁ ଆସିଥିବା ସଂକ୍ରମିତଙ୍କ ନାଁ, ଠିକଣା ଆଦିର ତାଲିକା ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଏହାକୁ...

‘ସହାୟତା ପାଇଁ ସର୍ବଦା ପ୍ରସ୍ତୁତ କିନ୍ନର’

ଢେଙ୍କାନାଳ ଅଫିସ, ୧୧।୫: କିନ୍ନର ସମାଜ ସହାୟତା କରିବାକୁ ସର୍ବଦା ପ୍ରସ୍ତୁତ। ସୁଯୋଗ ମିଳିଲେ ପ୍ରଶାସନକୁ ସମସ୍ତ ପ୍ରକାର ସହାୟତା କରାଯିବ ବୋଲି ଢେଙ୍କାନାଳ ପୌରାଞ୍ଚଳର ବନମାଳିପ୍ରସାଦସ୍ଥିତ ହିମାଳୟ ବସ୍ତିରେ ରହୁଥିବା କିନ୍ନର ସମାଜ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଛି। ଜିଲା ରେଡ୍‌କ୍ରସ୍‌...

ବଦଳାଇଲେ ରେଡ୍‌ଜୋନ୍‌ ନିଷ୍ପତ୍ତି

ଅନୁଗୋଳ ଅଫିସ, ୧୧।୫: ଅନୁଗୋଳ ଜିଲାର କରୋନା ଆକ୍ରାନ୍ତଙ୍କ ସମ୍ପର୍କରେ ସକାଳେ ସ୍ବାସ୍ଥ୍ୟ ବିଭାଗ ରିପୋର୍ଟ ଦେଇଥିଲା। ସେଥିମଧ୍ୟରୁ ଜଣେ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳର ହୋଇଥିବା ଜଣାପଡ଼ିବା ପରେ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ତୁରନ୍ତ ଜିଲାକୁ ରେଡ୍‌ଜୋନ୍‌...

ପନ୍ଦର ସହ ପଡ଼ିଲା କୋଭିଡ୍‌ ପାଦ

ଅନୁଗୋଳ ଅଫିସ, ୧୧।୫:  ଗ୍ରୀନ୍‌ ଜୋନ୍‌ରେ ଥିବା ଅନୁଗୋଳକୁ ଛୁଇଁଛି ମହାମାରୀ କରୋନା ଭୂତାଣୁ। ଏକାବେଳେ ୧୫ ପଜିଟିଭ୍‌ଙ୍କୁ ନେଇ ଜିଲାରେ ପାଦ ଥାପିଛି କୋଭିଡ-୧୯। ରବିବାର ସକାଳେ ୧୩ ସଂକ୍ରମିତଙ୍କ ରିପୋର୍ଟ ଆସିବା ପରେ ତତ୍ପରତା ପ୍ରକାଶ କରିଛି...

ଟିକ୍‌ଟକ୍‌ ଛାଡ଼ି ଏବେ କ୍ୱାରାଣ୍ଟାଇନ୍‌ ଅନ୍ତେବାସୀ କରୁଛନ୍ତି ଯୋଗାଭ୍ୟାସ

ଭଦ୍ରକ ଅଫିସ,୧୧ା୫ : ଭଦ୍ରକ ଜିଲା ତିହିଡି ବ୍ଲକ ଭାଟପଡ଼ା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଟିକ୍‌ଟକ୍‌ ଭିଡିଓ କିଛି ଦିନ ତଳେ ସମଗ୍ର ରାଜ୍ୟରେ ଚହଳ ସୃଷ୍ଟି କରିଥିଲା। ଏବେ ଏହି କ୍ୱାରାଣ୍ଟାଇନ୍‌ ସେଣ୍ଟରର ଅନ୍ତେବାସୀମାନେ ନିଜର ତ୍ରୁଟି ସୁଧାରି ଦୈନିକ...

ଭଦ୍ରକ ଷ୍ଟେଶନରେ ଓହ୍ଲାଇବେ ପ୍ରବାସୀ ଓଡ଼ିଆ: ବ୍ୟାପକ ପ୍ରସ୍ତୁତି

ଭଦ୍ରକ ଅଫିସ,୧୧ା୫: ଭଦ୍ରକ ଷ୍ଟେଶନରେ ସୋମବାର ପ୍ରବାସୀ ଓଡ଼ିଆ ସ୍ବତନ୍ତ୍ର ଟ୍ରେନ ମାଧ୍ୟମରେ ଆସି ପହଞ୍ଚିବେ। ଏଥିପାଇଁ ପ୍ରଶାସନିକସ୍ତରରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ରବିବାର ସନ୍ଧ୍ୟାରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ, ଏସ୍‌ପି ରାଜେଶ ପଣ୍ଡିତ, ପିଡି...

୩୭ ଦିନ ପରେ ପୁରୀକୁ ଫେରିଲା କରୋନା

ପୁରୀ ଅଫିସ,୧୧।୫: ୩୭ ଦିନ ପରେ ପୁରୀ ଜିଲାକୁ ଫେରିଛି କରୋନା। ଜିଲାରୁ ରବିବାର ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଉଭୟେ ପଶ୍ଚିମବଙ୍ଗ ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସ୍ପଷ୍ଟ କରିବା ପରେ...

ଅସ୍ଥାୟୀ ମେଡିକାଲ ବାହାରେ ୧୪୪ ଧାରା

ଅନୁଗୋଳ ଅଫିସ, ୧୧।୫: କରୋନା ସଂକ୍ରମଣ ତାଲିକାକୁ ଆସିଯିବା ପରେ ଅନୁଗୋଳ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ରବିବାର ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ଥାନା ଅଞ୍ଚଳରେ ଚେକିଂ ଚାଲିଛି। ସହରକୁ ଆସୁଥିବା ଲୋକମାନେ...

ବଇଣ୍ଡା ୭୨ ଘଣ୍ଟା ଶଟ୍‌ଡାଉନ; ଜିଲାପାଳ କ୍ଷମତା ବ୍ୟବହାର କଲେ ସରପଞ୍ଚ

ବଇଣ୍ଡା, ୧୧ା୫ (ଡି.ଏନ.ଏ.): ଅନୁଗୋଳ ଜିଲାରେ ରବିବାର ୧୩ କରୋନା ସଂକ୍ରମିତ ଚିହ୍ନଟ ପରେ ସଂକ୍ରମଣ ରୋକିବାକୁ ନୁନୁକାପଶି ସରପଞ୍ଚ ଜଳଧର ସାହୁ ଜିଲାପାଳଙ୍କ କ୍ଷମତା ବ୍ୟବହାର କରି ବଇଣ୍ଡା ସହ ପଞ୍ଚାୟତକୁ ୭୨ ଘଣ୍ଟା ଶଟ୍‌ଡାଉନ ଘୋଷଣା କରିଛନ୍ତି।...

ଆଇନଜୀବୀଙ୍କୁ ମିଳିବ ୧୦ ହଜାର ସହାୟତା

କଟକ ଅଫିସ୍‌,୧୧।୫: କରୋନା ପ୍ରଭାବରେ ରୋଜଗାର ହରାଇଥିବା ଆଇନଜୀବୀଙ୍କୁ ୧୦ହଜାର ଟଙ୍କା ପର୍ଯ୍ୟନ୍ତ ଆର୍ଥତ୍କ ସହାୟତା ମିଳିବ। ଓଡ଼ିଶା ରାଜ୍ୟ ଆଇନ୍‌ଜୀବୀ ପରିଷଦ ପକ୍ଷରୁ ଏ ନେଇ ପଦକ୍ଷେପ ନିଆଯାଇଛି। ପରିଷଦ ଦ୍ୱାରା ପ୍ରସ୍ତୁତ ଜରୁରିକାଳୀନ ଆର୍ଥତ୍କ ସହାୟତା ନିୟମ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri