ଆମ ଜିଲା ଖବର

୧୧ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୫ ପଜିଟିଭ୍‌ ଚିହ୍ନଟ: ଅଞ୍ଚଳବାସୀ ଭୟଭୀତ

ଭୋଗରାଇ,୧୦ା୫(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ରବିବାର ଏକା ଥରକେ ୧୧ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୫ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ଏନେଇ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ଏହି ୧୫ ଜଣଙ୍କ ମଧ୍ୟରୁ ୧୧ ଜଣ କୋଲକାତା...

ଏସ୍‌ସିବିରେ ଜାରି ରହିବ ଟେଲିମେଡିସିନ ସେବା

କଟକ ଅଫିସ,୧୦।୫: ଲକ୍‌ଡାଉନ ଶେଷ ହେବା ଯାଏ ଏସ୍‌ସିବିରେ ରୋଗୀମାନଙ୍କ ନିମନ୍ତେ ଜାରି ରହିବ ଟେଲିମେଡିସିନ ସେବା। ଏବେ ଏଠାକୁ ପହଞ୍ଚତ୍ ପାରୁ ନ ଥିବା ରୋଗୀମାନେ ନିଜ ଅଞ୍ଚଳରେ ଥାଇ ବି ନିର୍ବିଘ୍ନରେ ପାଇପାରିବେ ଡାକ୍ତରୀ ସେବା। କରୋନା...

କଟକଣାରେ କିନ୍ନରଙ୍କ କଷ୍ଟମୟ ଜୀବନ: ବେପାର ବାଟ ରୋକିଛି ଲକ୍‌ଡାଉନ

କଟକ ଅଫିସ,୧୦।୫: ଦେଶରେ କରୋନା ଭୂତାଣୁ ଦିନକୁ ଦିନ କରାଳ ରୂପ ନେବାରେ ଲାଗିଛି। ସଂକ୍ରମଣ ସଂଖ୍ୟା କମୁ ନ ଥିବାରୁ ସରକାର ଲକଡାଉନ ଅବଧି ବଢ଼ାଇ ଦେଇଛନ୍ତି। ଏହାଯୋଗୁ ଦିନମଜୁରିଆ, ଶ୍ରମିକ, ଗରିବଙ୍କ ଅବସ୍ଥା ଜଟିଳ ହୋଇପଡୁଥିବାବେଳେ କିନ୍ନରମାନଙ୍କ...

ଭିଡିଓ କନ୍‌ଫରେନ୍ସିଂରେ ଶୁଣାଣି ନେଇ ବଦଳିଲା ହାଇକୋର୍ଟଙ୍କ ଗାଇଡ୍‌ଲାଇନ୍‌: ‘ଜୁମ୍‌’ ବଦଳରେ ‘ଜିଟ୍‌ସି ମିଟ୍‌’ ଆପ୍‌ ହେବ ବ୍ୟବହାର

କଟକ ଅଫିସ, ୧୦।୫: କରୋନା ଭୂତାଣୁର ସଂକ୍ରମଣକୁ ଦେଖି ଓଡ଼ିଶା ହାଇକୋର୍ଟ ପକ୍ଷରୁ ଭିଡିଓ କନ୍‌ଫରେନ୍ସ ମାଧ୍ୟମରେ ଶୁଣାଣିକୁ ଗୁରୁତ୍ୱ ଦିଆଯାଉଛି। ଏଥିପାଇଁ ଓଡ଼ିଶା ହାଇକୋର୍ଟ ଇ-ଫାଇଲିଂ ଆଣ୍ଡ ଭିଡ଼ିଓ କନ୍‌ଫରେନ୍ସିଂ ସ୍କିମ୍‌-୨୦୨୦ କାର୍ଯ୍ୟକାରୀ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଭିଡ଼ିଓ...

ସାଇକେଲ ଯୋଗେ ବିଶାଖାପାଟଣାରୁ ୧୪ ଶ୍ରମିକ ଘରମୁହାଁ

ରାୟଗଡ଼ା ଅଫିସ,୧୦ା୫ : ବିଶ୍ୱ ମହାମାରୀ କରୋନା ମୁକାବିଲା ପାଇଁ ସରକାର ପ୍ରାୟ ୪୫ ଦିନରୁ ଊର୍ଦ୍ଧ୍ୱ ହେବ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଶହ ଶହ ଶ୍ରମିକ ଏବେ ଘରମୁହାଁ ହୋଇଛନ୍ତି। କେହି...

ହରିଲୁଟ୍‌ ଚାଲିଛି ମାଙ୍କଡ଼ା ପଥର: ଖବରଦାତାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇଲେ ପଥର ମାଫିଆ

ଖୋର୍ଦ୍ଧା ଅଫିସ,୧୦।୫: ଖୋର୍ଦ୍ଧା ତହସିଲ ଟାଉନ(ଆଦର୍ଶ) ଥାନା ଅନ୍ତର୍ଗତ ହଳଦିପଦା ଗ୍ରାମ ନିକଟରେ ଥିବା ସରକାରୀ ଜମିରୁ ମାଙ୍କଡ଼ା ପଥର ଚୋରା ଚାଲାଣ ହେଉଛି। ପ୍ରଶାସନ ଚୁପ୍‌ ବସିଥିବାବେଳେ କେତେଜଣ ଅସାଧୁ କର୍ମଚାରୀ ଏବଂ ମାଫିଆଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ...

ବନ୍ତକୁ ଫେରିଲେ ୯୨ ପ୍ରବାସୀ ଓଡ଼ିଆ, ଗୁଜରାଟରୁ ଫେରିଛନ୍ତି ସର୍ବାଧିକ

ବନ୍ତ,୧୦ା୫(ଡି.ଏନ୍‌.ଏ.): ଲକ୍‌ଡାଉନ୍‌ ପରିପେକ୍ଷୀରେ ଅନ୍ୟ ରାଜ୍ୟରୁ ଭଦ୍ରକ ଜିଲା ବନ୍ତ ବ୍ଲକକୁ ଶନିବାର ସୁଦ୍ଧା ୯୨ ଜଣ ପ୍ରବାସୀ ଓଡ଼ିଆ ଫେରିଥିବା ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ଆନ୍ଧ୍ରପ୍ରଦେଶରୁ ଜଣେ, ବିହାରରୁ ଜଣେ, ଗୁଜରାଟରୁ ୪୩, ଝାଡଖଣ୍ଡରୁ ୨, କର୍ଣ୍ଣାଟକରୁ...

ଆଜିଠୁ ସଙ୍ଗରୋଧରେ ରହିବେ ରଥ ନିର୍ମାଣକାରୀ: ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ୪ ମେଡିକାଲ ଟିମ୍‌ ଗଠିତ

ପୁରୀ ଅଫିସ,୧୦।୫: ଜୁନ୍‌ ୨୩ରେ ରଥଯାତ୍ରା। ତେଣୁ ରଥଖଖଳାରେ ଚାଲିଛି ତିନିରଥ ନିର୍ମାଣ। ବର୍ତ୍ତମାନ ମହାମାରୀ କରୋନା ଯେଉଁଭଳି ଭାବେ ରାଜ୍ୟରେ ମାଡ଼ୁଛି ତାହାକୁ ଦୃଷ୍ଟିରେ ରଖି ରଥ ନିର୍ମାଣରେ ଯେପରି ସାମାନ୍ୟତମ ଅସୁବିଧା ନ ହୁଏ ସେଥିଲାଗି ମନ୍ଦିର...

ଅନୁଗୋଳ ଛୁଇଁଲା କରୋନା, ୧୩ ଆକ୍ରାନ୍ତ ଚିହ୍ନଟ

ଅନୁଗୋଳ ଅଫିସ,୧୦।୫: ରାଜ୍ୟରେ ରବିବାର ସକାଳେ ୫୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ଅନୁଗୋଳର ୧୩ କରୋନା ଆକ୍ରାନ୍ତ ରହିଛନ୍ତି। ଏହାପରେ ୨୦ତମ ଜିଲାଭାବେ ଅନୁଗୋଳ ପ୍ରଥମ ଥର ପାଇଁ କରୋନାରେ ପାଦ ଥାପିଛି। ଏନେଇ ରାଜ୍ୟ...

ଚେତିଲା ଶକ୍ତିସୁଗାର, ପାର୍କିଂ ରାସ୍ତାରେ ବାଡ଼

ଢେଙ୍କାନାଳ ଅଫିସ, ୧୦।୫ – ଖୋର୍ଦ୍ଧାରୁ ସ୍ପିରିଟ୍‌ ନେବାକୁ ଆସି ଢେଙ୍କାନାଳ ଶକ୍ତିସୁଗାର କମ୍ପାନୀ ମୁଖ୍ୟଫାଟକ ସମ୍ମୁଖ ପାର୍କିଂ ଅଞ୍ଚଳରେ ଦେଢ଼ମାସ ହେଲା ରହିଥିବା ୩ ବିହାରୀ ଟ୍ୟାଙ୍କର ଚାଳକଙ୍କ ଅସ୍ବାଭାବିକ ମୃତ୍ୟୁ ପରେ କାରଖାନା କର୍ତ୍ତୃପକ୍ଷଙ୍କ ଚେତା ପଶିଛି।...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ପାଲଲହଡା,୧୦।୫(ଡି.ଏନ.ଏ.) – ପାଲଲହଡା ଉପଖଣ୍ଡର ଯୁବ ସଙ୍ଗଠନ ୟୁଥ୍‌ ଫର୍‌ ପାଲଲହଡା ପକ୍ଷରୁ କରୋନା ଯୋଦ୍ଧା ତଥା ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଏଥିସହ ନିଜିଗଡ଼ ସରପଞ୍ଚ ନିରୂପମା ବୋସ, କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ସଫେଇ...

ପୋଲିସ କରୁଛି ପାତରଅନ୍ତର

ଅନୁଗୋଳ ଅଫିସ, ୧୦।୫ – ଗ୍ରୀନ୍‌ ଜୋନ୍‌ରେ ଥିବା ଅନୁଗୋଳ ଜିଲାରେ କଟକଣାକୁ କୋହଳ କରାଯାଇଛି। ଦୋକାନ ବଜାର ଖୋଲିଥିବାରୁ ଗ୍ରାମାଞ୍ଚଳରୁ ଲୋକେ ବଜାରକୁ ଆସି ବିଭିନ୍ନ ସାମଗ୍ରୀ କିଣି ନେଉଛନ୍ତି। ଏଥିପାଇଁ ଭିଡ଼ ବଢ଼ୁଥିବା ବେଳେ ଅନୁଗୋଳ ପୋଲିସ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri