ଆମ ଜିଲା ଖବର

ଚେତିଲା ଶକ୍ତିସୁଗାର, ପାର୍କିଂ ରାସ୍ତାରେ ବାଡ଼

ଢେଙ୍କାନାଳ ଅଫିସ, ୧୦।୫ – ଖୋର୍ଦ୍ଧାରୁ ସ୍ପିରିଟ୍‌ ନେବାକୁ ଆସି ଢେଙ୍କାନାଳ ଶକ୍ତିସୁଗାର କମ୍ପାନୀ ମୁଖ୍ୟଫାଟକ ସମ୍ମୁଖ ପାର୍କିଂ ଅଞ୍ଚଳରେ ଦେଢ଼ମାସ ହେଲା ରହିଥିବା ୩ ବିହାରୀ ଟ୍ୟାଙ୍କର ଚାଳକଙ୍କ ଅସ୍ବାଭାବିକ ମୃତ୍ୟୁ ପରେ କାରଖାନା କର୍ତ୍ତୃପକ୍ଷଙ୍କ ଚେତା ପଶିଛି।...

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ପାଲଲହଡା,୧୦।୫(ଡି.ଏନ.ଏ.) – ପାଲଲହଡା ଉପଖଣ୍ଡର ଯୁବ ସଙ୍ଗଠନ ୟୁଥ୍‌ ଫର୍‌ ପାଲଲହଡା ପକ୍ଷରୁ କରୋନା ଯୋଦ୍ଧା ତଥା ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି। ଏଥିସହ ନିଜିଗଡ଼ ସରପଞ୍ଚ ନିରୂପମା ବୋସ, କାର୍ଯ୍ୟନିର୍ବାହୀ ଅଧିକାରୀ ଏବଂ ସଫେଇ...

ପୋଲିସ କରୁଛି ପାତରଅନ୍ତର

ଅନୁଗୋଳ ଅଫିସ, ୧୦।୫ – ଗ୍ରୀନ୍‌ ଜୋନ୍‌ରେ ଥିବା ଅନୁଗୋଳ ଜିଲାରେ କଟକଣାକୁ କୋହଳ କରାଯାଇଛି। ଦୋକାନ ବଜାର ଖୋଲିଥିବାରୁ ଗ୍ରାମାଞ୍ଚଳରୁ ଲୋକେ ବଜାରକୁ ଆସି ବିଭିନ୍ନ ସାମଗ୍ରୀ କିଣି ନେଉଛନ୍ତି। ଏଥିପାଇଁ ଭିଡ଼ ବଢ଼ୁଥିବା ବେଳେ ଅନୁଗୋଳ ପୋଲିସ...

ପ୍ରବାସୀ ଫେରନ୍ତା ସଙ୍ଗରୋଧକୁ ନେଇ ଦ୍ୱନ୍ଦ୍ୱ, ଲୋକଙ୍କୁ ବୁଝାଇବାରେ ପ୍ରଶାସନ ନାକେଦମ୍‌

ଖପ୍ରାଖୋଲ, ୧୦ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳକୁ ଏବେ ପ୍ରବାସୀଙ୍କ ଫେରିବା ଲାଗି ରହିଛି। ବ୍ଲକରୁ ୧୪ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଫେରିବା ଆଶା କରାଯାଉଥିବାବେଳେ ଏଯାଏ ପ୍ରାୟ ୯ହଜାର ପଞ୍ଜୀକରଣ କରିଥିବା ଜଣାପଡିଛି। ହେଲେ ପ୍ରବାସୀମାନେ ଫେରିଲା...

ବନ୍ଦ ହେଲା ଜେଲ ଫାଟକ, ଲାଗିବ କ୍ୟାମେରା

ଅନୁଗୋଳ ଅଫିସ, ୧୦।୫ – ରାଜ୍ୟ ଜେଲ ବିଭାଗ ନିର୍ଦ୍ଦେଶକ ସନ୍ତୋଷ ଉପାଧ୍ୟାୟ ସମସ୍ତ ଜେଲ୍‌ ପାଇଁ ଜାରି କରିଥିବା କଟକଣା ଅନୁଗୋଳରେ ପାଳନ କରାଯାଉ ନ ଥିବା ଅଭିଯୋଗ ହୋଇଥିଲା। ଏ ନେଇ ‘ଧରିତ୍ରୀ’ରେ ଶୁକ୍ରବାର ଖବର ପ୍ରକାଶ...

ଲାଭ କମାଇନି ଲକ୍‌ଡାଉନ

(ଅଜିତ କୁମାର ଧଳ) ଛେଣ୍ଡିପଦା, ୧୦ା୫ – ସରକାର କଟକଣା ଲଗାଇଥିବାରୁ ପୂର୍ବପରି ରାସ୍ତାରେ ଚାଲୁନି ଗାଡ଼ି। ହେଲେ ଯେଉଁ ଅଳ୍ପ କେତେଜଣ ଯାତାୟାତ କରୁଛନ୍ତି ସେମାନେ ଆମଠାରୁ ବାଡ଼ି ପରିବା କିଣି ନେଉଛନ୍ତି। ରାଜପଥ ପାର୍ଶ୍ୱରେ ଫସଲ ହୋଇଥିବା...

ଚିନ୍ତା ବଢ଼ାଉଛି ପଡୋଶୀ ଗଞ୍ଜାମ ଜିଲା:  କନ୍ଧମାଳର ସମସ୍ତ ପ୍ରବେଶ ପଥରେ ଯାଞ୍ଚ କଡାକଡି

ଫୁଲବାଣୀ ଅଫିସ, ୧୦ା୫- କରୋନା ସଂକ୍ରମଣରେ ଗଞ୍ଜାମ ଜିଲା ରେକର୍ଡ ଭାଙ୍ଗିଛି। ସୁରଟରେ ଥିବା ପ୍ରବାସୀ ଓଡିଆ ଫେରିବା ପରେ ସେମାନଙ୍କ ମଧ୍ୟରୁ ୮୯ଜଣ ସଂକ୍ରମିତ ଥିବା ଜଣାପଡିଥିଲା। ପଡୋଶୀ କନ୍ଧମାଳକୁ ଯେପରି ଗଞ୍ଜାମରୁ କେହି ନ ଆସି ପାରିବେ...

ସୁରଟ ଫେରନ୍ତାଙ୍କୁ ନେଇ ଗଞ୍ଜାମ ଆତଙ୍କିତ

ବ୍ରହ୍ମପୁର ଅଫିସ,୧୦ା୫- ବିଶ୍ୱରେ କରୋନା ଏବେ ଆତଙ୍କ ସୃଷ୍ଟି କରିଛି। ଏହାକୁ ନେଇ ଲୋକେ ଭୟଭୀତ ହେବା ସହ ଆଶା ଆଶଙ୍କାରେ ଦିନ କାଟୁଛନ୍ତି। ଏହି ଧାରାରେ ଓଡ଼ିଶାରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଗ୍ରୀନ୍‌ଜୋନରେ ଥିବା ଗଞ୍ଜାମ...

ଗଞ୍ଜାମର ଫେରିଛନ୍ତି ୧୯,୨୯୫

ଛତ୍ରପୁର,୧୦ା୫(ଡି.ଏନ.ଏ.)- ପ୍ରବାସୀମାନେ ଶୁକ୍ରବାର ସୁଦ୍ଧା ୧୯ଟ୍ରେନ୍‌ ଯୋଗେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନରେ ଆସି ପହଞ୍ଚିଥିଲେ। ହାଇକୋର୍ଟର ସ୍ଥଗିତାଦେଶ ଯୋଗୁ ଶନିବାର କୌଣସି ଟ୍ରେନ୍‌ ଆସି ନ ଥିଲା। ତେବେ ସୁପ୍ରିମକୋର୍ଟଙ୍କଠାରୁ ଗ୍ରୀନ୍‌ ସିଗ୍‌ନାଲ ପରେ ପୁଣି ଶନିବାର ଅପରାହ୍ନ...

୫-ଟି ସଚିବ ଦେଲେ କରୋନା ମୁକାବିଲା ମନ୍ତ୍ର

ଛତ୍ରପୁର,୧୦ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ମୁକାବିଲା କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ‘ଚିଅର୍‌ ଅପ୍‌ ଇୟୋର’ ବାର୍ତ୍ତା ଦେଇଛନ୍ତି ୫-ଟି ସଚିବ ଭି. କାର୍ତ୍ତିକେୟନ୍‌ ପାଣ୍ଡିଆନ। ଜିଲା କରୋନା ମୁକାବିଲାରେ ଆରମ୍ଭରୁ ସଫଳତା ପ୍ରଦର୍ଶନ କରିଆସିଛି। ପର୍ଯ୍ୟାୟ କ୍ରମେ...

CORONAVIRUS UPDATE: ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ଗଞ୍ଜାମ ଜିଲ୍ଲାରେ କରୋନା ତାଣ୍ଡବ ରଚିଛି। ରବିବାର ଜିଲାରେ୨୯ ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଟପିବାରେ ଗଂଜାମ ପ୍ରଥମ ଜିଲା। ଏଥି ସହ ଜିଲାରେ ଜଣେ...

କୋରାପୁଟରୁ ବାପାଙ୍କୁ ଆଣିଥିଲେ: ହୋମ୍‌ କ୍ୱାରାଣ୍ଟାଇନ୍‌ରେ ସରପଞ୍ଚଙ୍କ ପରିବାର

ଆର.ଉଦୟଗିରି,୧୦ା୫(ଡି.ଏନ.ଏ.)- ଆର.ଉଦୟଗିରି ବ୍ଲକ ମଙ୍ଗରାଜପୁର ସରପଞ୍ଚ ବାପାଙ୍କୁ କୋରାପୁଟରୁ ଘରକୁ ଆଣିଥିବାରୁ ତହସିଲଦାରଙ୍କ ନିର୍ଦ୍ଦେଶକ୍ରମେ ସପରିବାର ହୋମ୍‌ କ୍ବାରାଣ୍ଟାଇନରେ ରହିଛନ୍ତି। ମଙ୍ଗରାଜପୁର ସରପଞ୍ଚ ରୁବି ରଇତ ବାପାଙ୍କ ଦେହ ଖରାପ ଥିବାରୁ କୋରାପୁଟ ଦେଖା କରିବାକୁ ଯାଇଥିଲେ। ବାପାଙ୍କୁ ଧରି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri