ଆମ ଜିଲା ଖବର

ବିଦେଶୀ ମଦବୋଝେଇ ବୋଲେରୋ ଜବତ: ୬ ଗିରଫ

ଶେରଗଡ଼,୯ା୫(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ଚାରିଛକରେ ଶନିବାର ବିଦେଶୀ ମଦ ବୋଝେଇ ଏକ ବୋଲେରୋ ନଂ. ଓଡି ୦୭ ଆର୍‌ ୬୯୭୨କୁ ଶେରଗଡ଼ ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱରେ ଜବତ କରାଯାଇଛି। ଏନେଇ ଶେରଗଡ଼ ଥାନାରେ ୪୮/୨୦ରେ ଏକ...

ଗଞ୍ଜାମରେ ନୂଆ ୫ ଆକ୍ରାନ୍ତ ସୁରଟ ଫେରନ୍ତା: କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିଲେ; ଜିଲାରେ ପଜିଟିଭ୍‌ ସଂଖ୍ୟା ୮୯

ଭୁବନେଶ୍ୱର,୯।୫(ବ୍ୟୁରୋ): ଗଞ୍ଜାମରେ ଚିହ୍ନଟ ହୋଇଥିବା ନୂଆ ୫ ଆକ୍ରାନ୍ତ ସୁରଟ ଫେରନ୍ତା। ସମସ୍ତେ ପୁରୁଷ ହୋଇଥିବା ବେଳେ ବୟସ ଯଥାକ୍ରମେ ୩୯,୪୯,୧୬,୪୮,୪୫ ବର୍ଷ। ସମସ୍ତେ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ଥିଲେ। ସେମାନଙ୍କ ନିକଟରେ କୌଣସି ଲକ୍ଷଣ ନ ଥିଲା। ତେବେ ନମୂନା...

ନଦୀ ପାର ବେଳେ ଜୀବନ ଗଲା

ରାଇରଙ୍ଗପୁର, ୯।୫(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରାଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମରେ ପରମେଶ୍ୱର ମହାନ୍ତ ନାମକ ଜଣେ ବ୍ୟକ୍ତି ନଦୀ ପାର ହୋଇ ଯିବାବଳେ ଭାସିଯାଇ ପ୍ରାଣ ହରାଇଛନ୍ତି। ସେ ଶନିବାର ମାର୍କେଟିଂ କରିବାପାଇଁ ରାଇରଙ୍ଗପୁର ସହରାଞ୍ଚଳକୁ ଯାଉଥିଲେ। ନଦୀ...

ସରକାରୀ ସହାୟତା ଦାବିକଲେ ଗାଡ଼ିଚାଳକ, ହେଲ୍‌ପର

ଦିଗପହଣ୍ଡି,୯ା୫(ଡି.ଏନ୍‌.ଏ.) : କରୋନା ପ୍ରତିହତ ପାଇଁ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାଦ୍ୱାରା ସମସ୍ତେ ପ୍ରଭାବିତ ହୋଇଛନ୍ତି। ଦିଗପହଣ୍ଡି ଅଞ୍ଚଳରେ ଥିବା ଗାଡ଼ିଚାଳକ ଓ ହେଲପରମାନେ ନାନା ଦୁର୍ଦ୍ଦଶା ମଧ୍ୟରେ ଗତି କରୁଛନ୍ତି। ତେଣୁ ସେମାନଙ୍କୁ ସରକାରୀ ସହାୟତା...

CORONAVIRUS UPDATE: ଗଞ୍ଜାମରେ ଆଉ ୫ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୯୪କୁ ବୃଦ୍ଧି

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗଞ୍ଜାମରେ ଶନିବାର ଅପରାହ୍ନରେ ଆଉ ୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଛି। ଏଥିସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା...

ରଥ ଖଳାରେ କୋଭିଡ୍‌ ଗାଇଡ୍‌ଲାଇନ ସଚେତନତା

ପୁରୀ ଅଫିସ, ୯।୫: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥ ନିର୍ମାଣକୁ ନେଇ ଯେଉଁ ଅନିଶ୍ଚିତତା ଲାଗି ରହିଥିଲା ତାହା ଦୂର ହୋଇଛି। କେନ୍ଦ୍ର ସରକାରଙ୍କଠାରୁ ସର୍ତ୍ତମୂଳକ ଅନୁମତି ମିଳିବା ପରେ ଶୁକ୍ରବାର ଠାରୁ ରଥ ନିର୍ମାଣ କାମ ଚାଲିଛି।...

ଫୁଲୁପଡ଼ା ଅଞ୍ଚଳରେ ହାତୀପଲ ଉପଦ୍ରବ; ବ୍ୟାପକ ବାଇଗଣ ଫସଲ ନଷ୍ଟ, ଲୋକେ ଭୟଭୀତ

ବଅଁରପାଳ,୯।୫(ଡି.ଏନ.ଏ.)-ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଫୁଲୁପଡା ଓ ସାନ୍ତରାପୁର (ଖ) ଅଞ୍ଚଳରେ ଶନିବାର ଭୋର ସମୟରେ ହାତୀ ଉପଦ୍ରବ କରିଛନ୍ତି। ଖଣ୍ଡହତାରୁ ୮ରୁ ଊର୍ଦ୍ଧ୍ୱ ହାତୀ ପଳାଇ ଆସି ସ୍ଥାନୀୟ ଲୋକଙ୍କ ବାଡ଼ି ବଗିଚାରେ ପଶି ବହୁ ଫସଲ ନଷ୍ଟ...

ଜେଲ୍‌ରେ ଫିନାଇଲ ପିଇ ମହିଳା କଏଦୀଙ୍କ ଜୀବନ ଗଲା

ଜୟପୁର,୯ା୫(ନି.ପ୍ର.): ଜୟପୁର ଉପଖଣ୍ଡ କାରାଗାରରେ ବିଚାରାଧୀନ ମାମଲାର ଜଣେ ମହିଳା କଏଦୀ ଫିନାଇଲ ପିଇ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମହିଳା କଏଦୀ ଜଣକ ଦୀର୍ଘଦିନ ହେଲା ଗଞ୍ଜେଇ ଚୋରା ଚାଲାଣ କେସ୍‌ରେ ସଜା କଟିଥିଲେ। ମୃତ ମହିଳା କଏଦୀ ଜଣକ...

ଖରାରେ ପିଲାଙ୍କୁ ଡାକି ବହି ବୋହିବା ଘଟଣା: ସିଆର୍‌ସିସି ନିଲମ୍ବିତ

କୋରୁକୋଣ୍ଡା,୯।୫(ଡି.ଏନ.ଏ): ଗତ ଏପ୍ରିଲ ୨୪ ତାରିଖରେ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ତାରଲାକୋଟା ପଞ୍ଚାୟତର ସି- କଲୋନୀ ପ୍ରାଥମିକ ବିଦ୍ୟାଳୟରେ ପ୍ରଚଣ୍ଡ ଖରାରେ ପିଲାଙ୍କୁ ଘରୁ ଡାକି ସିଆରସିସି ପାଠ୍ୟପୁସ୍ତକ ବୁହାଇଥିଲେ। ଏହି ଘଟଣା ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା।...

ମାସ୍କ ପିନ୍ଧ ନ ଥିବାରୁ ପୋଲିସ-ଯୁବକ ହାତାହାତି: ଯୁବକ ଆହତ

ବନ୍ତ,୯ା୫(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବନ୍ତ ଥାନା ଛକଠାରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି।  ମାସ୍କ ପିନ୍ଧି ନ ଥିବା ଜଣେ ଯୁବକଙ୍କୁ ପୋଲିସ ତାଗିଦ୍‌ କରିବା ଘଟଣାକୁ ନେଇ ପୋଲିସ ଓ ଯୁବକଙ୍କ ମଧ୍ୟରେ ମୁହାଁମୁହିଁ ହେବା...

୧୧ ପ୍ରବାସୀଙ୍କୁ ଛତିଶଗଡ଼ ପଠାଇଲେ ସ୍ବେଚ୍ଛାସେବୀ: ଆଉ କେବେ ବାହାରକୁ କାମ ପାଇଁ ଆସିବୁ ନାହିଁ କହିଲେ ଶ୍ରମିକ

ଭଟଲି,୯ା୫(ଡି.ଏନ୍‌.ଏ.): ଦେଶରେ ମହାମାରୀ କରୋନା ଭୂତାଣୁ ଦ୍ରୁତଗତିରେ ମାଡ଼ିଚାଲିଛି। ଏଥିଲାଗି ଚାରିଆଡ଼େ ଲକ୍‌ଡାଉନ୍‌ ଜାରି କରାଯାଇଛି। ଫଳରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ଓଡ଼ିଆ ଶ୍ରମିକଙ୍କୁ ରାଜ୍ୟ ସରକାର ଫେରାଇ ଆଣିବାର ବ୍ୟବସ୍ଥା କରିଥିବାବେଳେ ଓଡ଼ିଶାରେ ମଧ୍ୟ ଅନ୍ୟ ରାଜ୍ୟର...

ଆନ୍ଧ୍ର ଫେରନ୍ତା ପରିବାରକୁ କ୍ୱାରାଣ୍ଟାଇନରେ ରଖାଗଲା

ବଇଣ୍ଡା,୯।୫(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳକୁ ଆନ୍ଧ୍ରରୁ ଆସିଥିବା ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ନୁନୁକାପଶି ପଞ୍ଚାୟତ ଓ ହଣ୍ଡପା ପୋଲିସ ପକ୍ଷରୁ ଶନିବାର ବଇଣ୍ଡା ରାମଦେଓ ହାଇସ୍କୁଲଠାରେ ଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ରଖାଯାଇଛି। ସେମାନଙ୍କ ମଧ୍ୟରେ ଜଣେ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri