ଆମ ଜିଲା ଖବର

-୨୬୦ ଲିଟର ମଦ, ପ୍ୟାକିଂ ମେଶିନ ଜବତ, ୩ ଗିରଫ

ପାତ୍ରପୁର,୮ା୫(ଡି.ଏନ୍‌.ଏ.)- ଜରଡ଼ା ପୋଲିସ ଶୁକ୍ରବାର ୧୨ଶହ ପାଉଚ ମଦ ଜବତ କରିବା ସହ ୩ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଲଙ୍କା ଗ୍ରାମର ଡି. ବିଗ୍ନେଶ ଓ ବାବନପୁରର ଟି. ଡିଲିରା, ଥଳିବାଡ ଗ୍ରାମର ମାଧବ ଶବର। ସୂଚନା...

ନିୟମ ଉଲ୍ଲଘଂନ, ୩ ଦୋକାନୀଙ୍କୁ ଜରିମାନା

ବୁଗୁଡ଼ା,୮ା୫(ଡି.ଏନ.ଏ.)- ଗଞ୍ଜାମ ଜିଲାକୁ ରୋଡ୍‌ଜୋନ ଘୋଷଣା କରାଯାଇଛି। ଏଭରି ପରିସ୍ଥିତିରେ କେତେକ ଦୋକାନ ୭ ଘଣ୍ଟାରୁ ୧୨ ଘଣ୍ଟା ପର୍ଯ୍ୟନ୍ତ ଖୋଲିବା କଥା। କିନ୍ତୁ ଏହି ଆଇନ ଉଲ୍ଲଘଂନ କରି ବୁଗୁଡ଼ା ସହରର କେତେକ ଦୋକାନୀ ୧୨ ଘଣ୍ଟା ପରେ...

ବରଗଡ଼ରେ ରବିଋତୁ ଧାନ କିଣାବିକା ଆରମ୍ଭ

ବରଗଡ଼ ଅଫିସ୍‌,୮।୫: ବରଗଡ଼ ଜିଲାରେ ଶୁକ୍ରବାରଠାରୁ ରବିଋତୁ ଧାନ କିଣାବିକା ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ବରଗଡ଼ ଓ ଅତାବିରା ନିୟନ୍ତ୍ରିତ ବଜାର କମିଟି (ଆରଏମସି) ଅଧୀନ ମଣ୍ଡି ଗୁଡ଼ିକରେ ସମୁଦାୟ ୯୨୭୬ ପ୍ୟାକେଟ୍‌ ଧାନ ସଂଗୃହୀତ ହୋଇଛି।...

୧୦ ଶ୍ରମିକଙ୍କୁ ଛତିଶଗଡ଼ ପଠାଇଲା ପ୍ରଶାସନ

ବରଗଡ଼ ଅଫିସ୍‌,୮।୫: ଲକ୍‌ ଡାଉନ୍‌ କଟକଣା ଯୋଗୁ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢ଼ି ଯାଇଛି । ସେମାନେ ଘରକୁ ଫେରିବାକୁ ଚାହୁଁଥିଲେ ମଧ୍ୟ ସେଥିରେ ବହୁ ହଟହଟାର ସମ୍ମୁଖୀନ ହେଉଛନ୍ତି। କିଏ ଚାଲି ଚାଲି ତ ଆଉ କେହି ସାଇକେଲ...

କରୋନା ପାଇଁ ସତର୍କ, ସଚେତନ ରହିବାକୁ ପରାମର୍ଶ

ବିନିକା,୮ା୫(ଡି.ଏନ୍‌.ଏ.)-ଶୁକ୍ରବାର ବିଶ୍ୱ ରେଡକ୍ରସ ଦିବସ ଅବସରରେ ବିନିକା ଓ ଡୁଙ୍ଗୁରୀପାଲି ବ୍ଲକ୍‌ ଶିକ୍ଷା ବିଭାଗ ଅଧୀନ ବିଭିନ୍ନ ବିଦ୍ୟାଳୟରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିିତ ହୋଇଥିଲା। ଏହି ଅବସରେ ସ୍ଥାନୀୟ ଜନସାଧାରଣଙ୍କୁ ମାସ୍କ ପ୍ରଦାନ କରାଯିବା ସହ ସାନିଟାଇଜର ବ୍ୟବହାର...

ମାସ୍କ ନ ପିନ୍ଧି କାମ କରୁଛନ୍ତି ଶ୍ରମିକ

ବିନିକା,୮ା୫(ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ୍‌ ଅଞ୍ଚଳରେ ୩ ଦିନ ଧରି ବିଭିନ୍ନ ବିଭାଗର ଉନ୍ନୟନ କାମ ପ୍ରାରମ୍ଭ ହୋଇଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ପାନୀୟ ଜଳ ଯୋଗାଣ ବିଭାଗର ଅଧାପନ୍ତରିଆ ହୋଇ ପଡିରହିଥିବା ନିର୍ମାଣ କାମ ଚାଲୁ ରହିଛି।...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେବାକୁ ଦାବି

ବୌଦ୍ଧ,୮।୫(ସ୍ବ.ପ୍ର.)-କାଳବୈଶାଖୀ ଯୋଗୁ କ୍ଷତିଗସ୍ତ ହୋଇଥିବା ପରିବାରକୁ ପ୍ରଧାନମନ୍ତ୍ରୀ ଆବାସ ପ୍ରଦାନ ପାଇଁ ଭାଜପା ପକ୍ଷରୁ ଦାବି କରାଯାଇଛି। ଜିଲାରେ ଦୁଇ ଦିନ ତଳେ ପ୍ରବଳ ବେଗରେ ପବନ ବହିବା ଫଳରେ ବହୁ ଚାଳ ଓ ଟିଣ ଛପର ଘର ଭାଙ୍ଗି...

ରକ୍ତଦାନ କରି ପାଳିତ ହେଲା ରେଡ୍‌କ୍ରସ୍‌ ଦିବସ

ବୌଦ୍ଧ,୮।୫(ସ୍ବ.ପ୍ର.)-ଶୁକ୍ରବାର ବୌଦ୍ଧ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲା ରେଡକ୍ରସ ପକ୍ଷରୁ ବିଶ୍ୱ ରେଡକ୍ରସ ଦିବସ ନିରାଡମ୍ବର ଭାବେ ପାଳିତ ହୋଇଥିଲା। ଏଥିରେ ଜିଲାପାଳ ଲଲାଟେନ୍ଦୁ ମିଶ୍ର ମୁଖ୍ୟଅତିଥି, ୫ମ ଭାରତୀୟ ରିଜର୍ଭ ବାଟାଲିୟନର କମାଣ୍ଡାଣ୍ଟ ବିଜୟ ପ୍ରସାଦ ବାବୁ, ଉପଜିଲାପାଳ...

କେବଳ ଲୋକ ଦେଖାଣିଆ ଅସ୍ଥାୟୀ ଶିବିର

ନୂଆପଡା ଅଫିସ,୮ା୫-ଓଡ଼ିଶାର ବିଭିନ୍ନ ଜିଲାର ଲୋକେ କାମଧନ୍ଧା କରିବାକୁ ଯାଇ ଆଉ ଗୋଟିଏ ଜିଲାରେ ଲକ୍‌ ଡାଉନ୍‌ ଯୋଗୁ ଅଟକି ରହିଛନ୍ତି। ସେହିଭଳି ବାହାର ରାଜ୍ୟରେ ମଧ୍ୟ ପ୍ରବାସୀ ଓଡ଼ିଆ ଫସି ରହିଛନ୍ତି। ଏମାନେ ଏବେ ନିଜ ଉଦ୍ୟମରେ ଘରକୁ...

ନାଁ ପଞ୍ଜିକରଣ କରି ପାରି ନ ଥିବା ଚାଷୀଙ୍କୁ ଭେଟିଲେ ଉପଜିଲାପାଳ

ଜୁନାଗଡ,୮।୫(ଡି.ଏନ୍‌.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ୮୬ଜଣ ଚାଷୀ ଠିକ୍‌ ସମୟରେ ପ୍ୟାକ୍ସରେ ନିଜର କାଗଜପତ୍ର ଦେଇ ପାରି ନ ଥିବାରୁ ଚଳିତ ରବି (ଡାଳୁଅ)ଚାଷ ପାଇଁ ପଞ୍ଜୀକରଣ କରିପାରି ନାହାନ୍ତି। କିଛିଦିନ ତଳେ ଏହି ଚାଷୀମାନେ ଏ ନେଇ ଜିଲା...

ନୂଆପଡ଼ା କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କଲେ ସ୍ବାସ୍ଥ୍ୟମନ୍ତ୍ରୀ  

ନୂଆପଡା ଅଫିସ/ଖଡିଆଳ,୮ା୫-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ଶୁକ୍ରବାର ଦିନିକିଆ ନୂଆପଡ଼ା ଜିଲା ଗସ୍ତରେ ଆସି ଫେରିଛନ୍ତି। ନୂଆପଡ଼ା ଜିଲା ସଦର ମହକୁମାର ଅନ୍ବେଷା ହଷ୍ଟେଲ୍‌ରେ ୨ ଶହ ଶଯ୍ୟାବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ଲାଗି କାମ...

କଟକଣା କୋହଳ ପରେ ଭିଡ଼ ଅସମ୍ଭାଳ: ଛାଇରେ ବସି ରହୁଛି ପୋଲିସ

ଝାରସୁଗୁଡା ଅଫିସ,୮।୫-କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ଡାଉନ୍‌ କରାଯାଇଛି। ଝାରସୁଗୁଡା ଜିଲାରେ ମଧ୍ୟ ଦୁଇଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହି ଜିଲାକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା କରାଯାଇଛି। ତେବେ ଇତି ମଧ୍ୟରେ କୋହଳ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri