ଆମ ଜିଲା ଖବର

କଟକଣା କୋହଳ ପରେ ଭିଡ଼ ଅସମ୍ଭାଳ: ଛାଇରେ ବସି ରହୁଛି ପୋଲିସ

ଝାରସୁଗୁଡା ଅଫିସ,୮।୫-କରୋନା ଭୂତାଣୁର ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶକୁ ଲକ୍‌ଡାଉନ୍‌ କରାଯାଇଛି। ଝାରସୁଗୁଡା ଜିଲାରେ ମଧ୍ୟ ଦୁଇଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହି ଜିଲାକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା କରାଯାଇଛି। ତେବେ ଇତି ମଧ୍ୟରେ କୋହଳ...

୫ ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରୁ ସ୍ବାବ୍‌ ସଂଗ୍ରହ

ଭଣ୍ଡାରିପୋଖରୀ, ୮ା୫(ଡି.ଏନ.ଏ.)-ଭଣ୍ଡାରିପୋଖରୀ ବ୍ଲକର ୫ଟି ପଞ୍ଚାୟତ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ପ୍ରବାସୀ ଓଡ଼ିଆଙ୍କ ସ୍ବାବ ଶୁକ୍ରବାର ରହଣିଆ ହାଇସ୍କୁଲଠାରେ ହୋଇଥିବା ସାମୂହିକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଂଗ୍ରହ କରାଯାଇଛି। ବ୍ଲକର କୁରିଗାଁ, ଦକ୍ଷିଣବାଡ଼, ସରସଦା, ରହଣିଆ, ବୟା ବନାପୁର ପଞ୍ଚାୟତରେ ଆସିଥିବା...

ବାସୁଦେବପୁର ଡାକ୍ତରଖାନାରେ ଲାଗିଲା ସାନିଟାଇଜର ମେଶିନ

ବାସୁଦେବପୁର, ୮ା୫(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ଡାକ୍ତରଖାନାରେ ଆଉଟଡୋର ସାମ୍ନାରେ ଶୁକ୍ରବାରଠାରୁ ଲାଗିଛି ହୋଲବଡ଼ି ସାନିଟାଇଜର ମେଶିନ। ଏହି ସାନିଟାଇଜର୍‌କୁ ବାସୁଦେବପୁର ବ୍ଲକ ଗୋପବନ୍ଧୁନଗର ଗ୍ରାମର କାଳୀପଦ ସିଟ୍‌ ନାମକ ଜଣେ ଅଟୋପାର୍ଟସ ମେକାନିକ(ଯୁବକ) ଉଦ୍ଭାବନ କରିଛନ୍ତି। କେତେକ ଅଟୋ ପାର୍ଟସ୍‌...

ଯୋଡ଼ା ସହରରେ ପଶିଲେ ହାତୀ

ଯୋଡ଼ା,୮ା୫(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହରରେ ଗୁରୁବାର ୧୮ଟି ହାତୀ ପଶି ଆତଙ୍କ ଖେଳାଇଥିଲେ। ହାତୀପଲ ନିକଟସ୍ଥ ଜଙ୍ଗଲରୁ ଆସି ସହରର ଗୋପମହାନ୍ତି ହାଟିଂସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ, ବୁଲା ସାହି, ସେଗ୍ରିଗେସନ ଅଞ୍ଚଳରେ ସନ୍ଧ୍ୟା ୭ଟା ବେଳେ ଉପଦ୍ରବ...

କେରଳରୁ ଫେରିଲେ ୧୪ ଶ୍ରମିକ

ପାଟଣା,୮ା୫(ସ୍ବ.ପ୍ର.): କେରଳରେ ରହି କାମ କରୁଥିବା ୧୪ ଜଣ ଓଡ଼ିଆ ଶୁକ୍ରବାର କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ପହଞ୍ଚିଛନ୍ତି। ଏହି ଶ୍ରମିକମାନେ କେରଳର ଆଟାପାଟୁଠାରେ ଏକ ନର୍ସରୀରେ କାମ କରୁଥିଲେ। ଏକ ସ୍ବତନ୍ତ୍ର ଟ୍ରେନରେ ଆସି ଗୁରୁବାର ଭୁବନେଶ୍ୱରରେ...

ମାଛ ଗାଲିସି ତଳୁ ବାହାରିଲା ୩୦ଗ୍ରାମ ବ୍ରାଉନ୍‌ସୁଗାର: ଯୁବକ ଅଟକ

ଜଳେଶ୍ୱର, ୮।୫(ସ୍ବ.ପ୍ର.)-ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବାରେ ପ୍ରଶାସନ ବ୍ୟସ୍ତ ଥିବା ବେଳେ ନିଶା ବ୍ୟବସାୟୀମାନେ ଏହାର ସୁଯୋଗ ନେଇ କାରବାର ଚଳାଇଛନ୍ତି। ସେମାନେ ପରିବା ଓ ମାଛ ବିକ୍ରି କରିବା ଆଳରେ ପୁଡିଆ କରି ବ୍ରାଉନ୍‌ସୁଗାର କାରବାର ନଜରକୁ...

ଯାଜପୁରକୁ ଟପି ଶୀର୍ଷରେ ଗଞ୍ଜାମ: ଦିନକରେ ୪୩ ଆକ୍ରାନ୍ତ ଚିହ୍ନଟ; ସଂଖ୍ୟା ୭୧ରେ ପହଞ୍ଚିଲା

ଭୁବନେଶ୍ୱର,୮।୫(ବ୍ୟୁରୋ): ଚିନ୍ତା ବଢ଼ାଇଲାଣି ଗଞ୍ଜାମ। ଗୋଟିଏ ଦିନରେ ଗଞ୍ଜାମରେ ୪୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇସାରିଛନ୍ତି। ଏହାକୁ ନେଇ ଏବେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧କୁ ବୃଦ୍ଧି ପାଇଛି। ଫଳରେ ସର୍ବାଧିକ ଆକ୍ରାନ୍ତ ଜିଲା ଭାବେ ଗଞ୍ଜାମ ଶୀର୍ଷରେ ପହଞ୍ଚିଛି।...

ବରୀ ବ୍ଲକ: ୧୭୯ ଜଣଙ୍କ ସ୍ବାବ୍‌ ସଂଗ୍ରହ

ରତ୍ନଗିରି,୮।୫(ଡି.ଏନ.ଏ.)-ବରୀ ବ୍ଲକରୁ ୪ ଜଣ କରୋନା ପଜିଟିଭ ଚିହ୍ନଟ ହେବା ପରେ ତତ୍ପର ହୋଇପଡ଼ିଛି ଯାଜପୁର ଜିଲା ପ୍ରଶାସନ। ଶୁକ୍ରବାର ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨ଟି ଟିମ ବରୀ ଗ୍ରସ୍ତରେ ଆସି ଉଦୟନାଥପୁର ପଞ୍ଚାୟତ ଓ ବ୍ଲକର ବିଭିନ୍ନ...

ସଙ୍ଗରୋଧ ଗୃହରେ ଟଳି ପଡିଲେ ସୁରଟ ଫେରନ୍ତା

ପୋଲସରା,୮ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୋଲସରା ବ୍ଲକ ଢୁଙ୍କାପଡା ପଞ୍ଚାୟତସ୍ଥିତ ଢୁଙ୍କାପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ସଙ୍ଗରୋଧ ଗୃହରେ ୬୯ଜଣ ସୁରଟ ଫେରନ୍ତା ବୁଧବାର ଆସି ରହିଥିଲେ। ଏହି ଗୃହରେ ଥିବା ମଧୁପଲ୍ଲି ଗ୍ରାମର ପ୍ରଫୁଲ୍ଲ ବେହେରା (୩୯)ଙ୍କର ଶୁକ୍ରବାର ଅପରାହ୍ନରେ...

ସରକାରୀ ନିୟମକୁ ଉଲ୍ଲଘଂନ: ବିନା ମାକ୍ସରେ କାମ କରୁଛନ୍ତି ୨୦ ଶ୍ରମିକ

ବିଜେପୁର,୮।୫(ଡି.ଏନ.ଏ.)-କରୋନାକୁ ନେଇ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରାଯାଇଛି। ସେହିପରି ସଂକ୍ରମଣ ପ୍ରତିହତ ପାଇଁ ସାମାଜିକ ଦୂରତ୍ୱ ଓ ମାକ୍ସ ପିନ୍ଧିବାକୁ ସରକାର ସଚେତନତା ସୁଷ୍ଟି କରୁଛନ୍ତି। ମାତ୍ର ବରଗଡ଼ ଜିଲା ବିଜେପୁର ଏନ୍‌ଏସି ଅଞ୍ଚଳରେ ଏହାକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଛି।...

କରୋନା ମୁକାବିଲା ଚିନ୍ତା: ଗଞ୍ଜାମ ଗଲେ ୩ ଆଇଏଏସ୍‌

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲାରେ ୪୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜିଲାରେ ପ୍ରବାସୀଙ୍କ ସଂଖ୍ୟା ବଢ଼ୁଥିବାରୁ ଆଗାମୀ ଦିନରେ ଏହା ଆହୁରି ବଢ଼ିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜିଲା ଉପରେ ସ୍ବତନ୍ତ୍ର...

ଅଧା ବାଟେ ଛାଡ଼ିଦେଲା ବସ୍‌: ହଟହଟା ହେଲେ ୨୩ ଶ୍ରମିକ

ବରଗଡ଼ ଅଫିସ୍‌,୮।୫-ଗଞ୍ଜାମ ଜିଲା ଭଞ୍ଜନଗରରୁ ବରଗଡ଼କୁ ଫେରୁଥିବା ଶ୍ରମିକଙ୍କୁ ହଟହଟା ହେବାକୁ ପଡ଼ିଛି। ଏକ ସ୍ବତନ୍ତ୍ର ବସ୍‌ ଯୋଗେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ୨୩ ଜଣ ଶ୍ରମିକଙ୍କୁ ବରଗଡ଼ ଜିଲା ପାଇକମାଲ ବ୍ଲକ କାଂସଡ଼ା ଅଞ୍ଚଳର ସେମାନଙ୍କ ଘରକୁ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri