ଆମ ଜିଲା ଖବର

ଗାଁ ମୁଣ୍ଡରେ ନରହନ୍ତା ଦନ୍ତା

ଛେଣ୍ଡିପଦା,୮।୫(ସ୍ବ.ପ୍ର.) – ଅନୁଗୋଳ ଜିଲା ଛେଣ୍ଡିପଦା ଓ ଜରପଡା ବନାଞ୍ଚଳ ସୀମାନ୍ତରେ ଥିବା କୋରଡା, ପୁଟଗାଡିଆ ଗ୍ରାମ ମଧ୍ୟରେ ଗୁରୁବାର ଏକ ନରହନ୍ତା ଦନ୍ତା ବୁଲୁଥିବା ଦେଖିବାକୁ ମିଳିଛି। ଏଥିଯୋଗୁ ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି। ଅନେକ ଲୋକଙ୍କ ଜୀବନ ନେଇ...

ଜଙ୍ଗଲରେ ଚାଲିଥିଲା ଭାଟି, ୮ ଗିରଫ

ଅନୁଗୋଳ ଅଫିସ/କଣିହାଁ, ୮।୫ – ଅନୁଗୋଳ ଜିଲା ରେଙ୍ଗାଲି ଥାନା ଲୋଧାଝରି ଶାଳ ଜଙ୍ଗଲରେ ଭାଟି କରାଯାଇ ଦେଶୀ ମଦ ରନ୍ଧା ଯାଉଥିବା ବେଳେ ଅବକାରୀ କର୍ମଚାରୀମାନେ ଚଢ଼ାଉ କରି ବିପୁଳ ପରିମାଣର ମଦ ଜବତ କରିଛନ୍ତି। ଏଥିସହ ସେଠାରୁ...

ବ୍ୟବସାୟୀଙ୍କୁ ଘାରିଛି ବୃତ୍ତିଚିନ୍ତା

ଢେଙ୍କାନାଳ ଅଫିସ, ୮।୫ – କରୋନା ମାଡ଼ରେ ଦୁର୍ବିସହ ହୋଇପଡ଼ିଛି କ୍ଷୁଦ୍ର ବ୍ୟବସାୟୀଙ୍କ ଜୀବନଜୀବିକା। ଦେଢ଼ମାସ ହେଲା ଦୋକାନ ବନ୍ଦ ରହିବା ଯୋଗୁ ଦୋହଲି ଯାଇଛି ସେମାନଙ୍କ ଆର୍ଥିକ ସ୍ଥିତି। ଦୈନିକ ଦୋକାନ ଖୋଲି ଗୁଜରାଣ ମେଣ୍ଟାଉଥିବା ସେଲୁନ ଏବଂ...

‘ରାକେଶ’ର ପିଛା ଛାଡୁନି ସଂକ୍ରମଣ

ଢେଙ୍କାନାଳ ଅଫିସ, ୮।୫ – ଢେଙ୍କାନାଳ କପିଳାସ ପ୍ରାଣୀ ଉଦ୍ୟାନର ଏଲିଫ୍ୟାଣ୍ଟ ରେସ୍‌କ୍ୟୁ ସେଣ୍ଟରରେ ଥିବା ନରହନ୍ତା ଦନ୍ତା ‘ରାକେଶ’ର ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରେ ଲାଗିଛି। ସଂକ୍ରମଣ ହାତୀର ପିଛା ଛାଡୁନି। ବାମଗୋଡ଼ରେ ହୋଇଥିବା ଘା’ ପୁଣିଥରେ ସଂକ୍ରମିତ ହୋଇ ଗୁରୁତର...

କେରଳରେ ନଜରବନ୍ଦୀ ମହିଳା ଶ୍ରମିକ

ଓଡ଼ାପଡ଼ା, ୮।୫(ଡି.ଏନ.ଏ.) – କେରଳ ରାଜ୍ୟ ଏର୍ନାକୁଲମ୍‌ ଜିଲାର କିଝାକମ୍ବଲମ୍‌ସ୍ଥିତ ‘କାଇଟେକ୍ସ କମ୍ପାନୀରେ କାର୍ଯ୍ୟରତ ଢେଙ୍କାନାଳ ଜିଲାର ୧୫ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକଙ୍କୁ ନଜରବନ୍ଦୀ କରି ରଖାଯାଇଥିବା ଅଭିଯୋଗ ହୋଇଛି। କେବଳ ଢେଙ୍କାନାଳ ନୁହେଁ, ଓଡ଼ିଶାର ବିଭିନ୍ନ ଜିଲାର ଶତାଧିକ...

ନିୟମ ମାନିଲେନି ପ୍ରଶାସନିକ ଅଧିକାରୀଙ୍କ ସ୍ତ୍ରୀ: କ୍ୱାରାଣ୍ଟାଇନ୍‌ ସେଣ୍ଟର ଯାଇ କୋଟା ଫେରନ୍ତା ପୁଅଙ୍କୁ ଭେଟିଲେ

ଫୁଲବାଣୀ ଅଫିସ, ୮|୫- ମହାମାରୀ କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ବାହାର ରାଜ୍ୟରୁ ଫେରିଥିବା ଲୋକେ ପଞ୍ଜୀକରଣ କରିବା ଓ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଛନ୍ତି।...

ଲକ୍‌ଡାଉନରେ ରୋଜଗାର ଦେଉଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌

ଦାରିଙ୍ଗବାଡ଼ି,୮ା୫(ଡି.ଏନ.ଏ)- ଲକ୍‌ଡାଉନ ପରେ କାମଧନ୍ଦା ବନ୍ଦ ଯୋଗୁ ଗରିବ ଓ ଶ୍ରମିକ ଶ୍ରେଣୀର ଲୋକେ ବେଶି ପ୍ରଭାବିତ ହୋଇଛନ୍ତି। ମାତ୍ର ନିୟମ କୋହଳ କରି ଏବେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ଆରମ୍ଭ ହୋଇଛି। ଯାହାକି ଶ୍ରମିକ ଓ ଦିନ ମଜୁରିଆଙ୍କୁ ଆଶ୍ୱସ୍ତ...

ସଙ୍ଗରୋଧ କେନ୍ଦ୍ର ପାଚେରି ଡେଇଁ ବନ୍ଧରେ ଗାଧୋଇଲେ

କବିସୂର୍ଯ୍ୟନଗର,୮ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ସହରର ମର୍ଦ୍ଦରାଜ ହାଇସ୍କୁଲ, ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର, କବିସୂର୍ଯ୍ୟ ବଳଦେବ ବିଜ୍ଞାନ ମହାବିଦ୍ୟାଳୟରେ ସଙ୍ଗରୋଧ ଗୃହ କରାଯାଇଛି। ମର୍ଦ୍ଦରାଜ ହାଇସ୍କୁଲ ସଙ୍ଗରୋଧ ଗୃହର ଜଣେ ଓ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ୩ ଜଣ ସୁରଟ...

ରାସ୍ତା କଡ଼ରେ ଜଣଙ୍କୁ ଜାଳିଦେଲେ ଦୁର୍ବୃତ୍ତ

ଗୋପାଳପୁର,୮ା୫(ଡି.ଏନ୍‌.ଏ.)- ବ୍ରହ୍ମପୁର ପୋଲିସର ଦିଗପହଣ୍ଡି ଓ ଗୋଳନ୍ଥରା ଥାନା ସୀମାବର୍ତ୍ତୀ ଅଞ୍ଚଳରେ ବୁଧବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ରାସ୍ତା କଡ଼ରେ ଜଣଙ୍କୁ ଦୁର୍ବୃତ୍ତମାନେ ପୋଡି ଦେଇଛନ୍ତି। ଗୁରୁବାର ସନ୍ଧ୍ୟାରେ ଗୋଳନ୍ଥରା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ...

ସ୍କୁଲ ପରିସର ସଫେଇ କଲେ ସୁରଟ ଫେରନ୍ତା

କୁକୁଡାଖଣ୍ଡି, ୮।୮(ଡି.ଏନ.ଏ.)- ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଳକର ନିମଖଣ୍ଡି ପ୍ରାଥମିକ ବିଦ୍ୟାଳୟ ସଙ୍ଗରୋଧ କେନ୍ଦ୍ରରେ ଅଛନ୍ତି ୭୨ଜଣ ପ୍ରବାସୀ ଓଡ଼ିଆ। ସେମାନେ ସୁରଟ ଫେରନ୍ତା। ତେବେ ସେମାନେ ରହୁଥିବା ସ୍କୁଲ ପରିସରକୁ ପରିଷ୍କାର କରି ନୂଆ ଉଦାହରଣ ସୃଷ୍ଟି କରିଛନ୍ତି।...

ସୀମାନ୍ତରେ ଧରାପଡ଼ିଲେ ୪୭ ଶ୍ରମିକ

ଚମ୍ପୁଆ, ୮।୫(ଡି.ଏନ.ଏ.)- କରୋନା ମହାମାରୀ ପାଇଁ ସରକାରଙ୍କ ନିର୍ଦ୍ଦେଶ ପରେ ଉପାନ୍ତ ଅଞ୍ଚଳର ସୀମା ସିଲ୍‌ କରାଯାଇଛି। ଏଠାରେ ବ୍ୟାପକ ତନଖି ସହିତ ଅନୁପ୍ରବେଶ ରୋକିବା ଏବଂ ରାଜ୍ୟ ବାହାରେ କାମ କରୁଥିବା ପ୍ରବାସୀ ଶ୍ରମିକମାନେ ଓଡିଶା ମଧ୍ୟକୁ ପ୍ରବେଶ...

ହାତୀ ମୃତ୍ୟୁ ଘଟଣାର ତଦନ୍ତ କଲେ ଆରସିସିଏଫ

ଯୋଡ଼ା/କେନ୍ଦୁଝର, ୮।୫(ଡି.ଏନ୍‌.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଓ ବାମେବାରୀ ବନପାଳ ଅଧୀନ କେନ୍ଦୁଘାଟି ଜଙ୍ଗଲରେ ଏକ ହାତୀର ଗଳିତ ମୃତଦେହ ଉଦ୍ଧାର ଘଟଣାର ତଦନ୍ତ ଆରମ୍ଭ ହୋଇଛି। ଗୁରୁବାର ରାଉରକେଲାରୁ ଆରସିସିଏଫ (ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ) ଭଞ୍ଜ କିଶୋର...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri