ଆମ ଜିଲା ଖବର

ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଭାରତରତ୍ନ ପ୍ରଦାନ ଦାବି

ବାରିପଦା ଅଫିସ, ୭ା୫- ମୟୂରଭଞ୍ଜ ଆଦିବାସୀ ଛାତ୍ର ସଂଗଠନ ମାସା ଆର୍ମୀ ପକ୍ଷରୁ ବାରିପଦା ନିକଟସ୍ଥ ସୋଡ଼ଇମଠାରେ ସାନ୍ତାଳୀ ଭାଷା ଅଲ୍‌ଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଜିଲା ସଭାପତି ମୁକେଶ ମାରାଣ୍ଡିଙ୍କ ପୌରାହିତ୍ୟରେ...

କୁରୁଣ୍ଟା, ସାରୁଗାଁ, ସୁଣ୍ଢିରାରୁ ସ୍ବାବ ସଂଗ୍ରହ

ଖଇରା, ୭।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକରେ ୩ଜଣ କରୋନା ସଂକ୍ରମିତ ଚିହ୍ନଟ ହେବା ବାଲେଶ୍ୱର ଓ ଖଇରା ମେଡିକାଲ ଟିମ୍‌ ତରଫରୁ ସ୍ବାବ ସଂଗ୍ରହ କାର୍ଯ୍ୟକୁ ଅଧିକ ତ୍ୱରାନ୍ବିତ କରାଯାଇଛି। କରୁଣ୍ଟା ପଞ୍ଚାୟତର ବାରିଙ୍ଗିଆ ଗ୍ରାମରୁ ବୁଧବାର ଜଣେ ସଂକ୍ରମିତ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ମାସ୍କ ବଣ୍ଟନ

କେନ୍ଦୁଝର, ୭ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀମାନଙ୍କ ସେବାରେ ନିୟୋଜିତ ନର୍ସମାନଙ୍କୁ ମାସ୍କ ବଣ୍ଟନ କରାଯାଇଛି। କେନ୍ଦୁଝର ସହରସ୍ଥ ମା’ ଜଗଦମ୍ବା ଟ୍ରଷ୍ଟ ତରଫରୁ ପ୍ରସ୍ତୁତ ପ୍ରାୟ ୨ଶହରୁ ଊର୍ଦ୍ଧ୍ୱ ମାସ୍କ ଚିକିତ୍ସାଳୟରେ କାର୍ଯ୍ୟରତ ନର୍ସ ଗୁରୁବାରୀ ଦେଇଙ୍କୁ...

ଚିତ୍ରରେ ସଚେତନତାର ବାର୍ତ୍ତା

ହାଟଡିହୀ, ୭।୫(ଡି.ଏନ.ଏ.)-କରୋନା ରୋଗକୁ ମୁକାବିଲା ଲାଗି ସମଗ୍ର ବିଶ୍ୱ ଏବେ ଏକଜୁଟ ହୋଇଛି। ସମସ୍ତେ ସାହାଯ୍ୟ ଓ ସହାୟତାର ହାତ ବଢ଼ାଉଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ୨ଜଣ ଯୁବକ ଚିତ୍ର ମାଧ୍ୟମରେ କରୋନା ସଚେତନତା...

ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ପରେ ସୁରଟରୁ ଆସିବାବୁ ଥିବା ଟ୍ରେନ୍‌ ବାତିଲ

ଭୁବନେଶ୍ୱର, ୭।୫(ବ୍ୟୁରୋ): ଓଡ଼ିଶା ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ପରେ ସୁରଟରୁ ଆସିବାକୁ ଥିବା ୩ଟି ଟ୍ରେନ୍‌କୁ ଗୁରୁବାର ବାତିଲ କରାଯାଇଛି। କରୋନା ନମୁନା ପରୀକ୍ଷା ବିନା କୌଣସି ବ୍ୟକ୍ତି ସୀମାରେ ପ୍ରବେଶ କରିପାରିବେ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ।...

ଲିଖିରିଆରେ ଏମ୍ସର ରାପିଡ୍‌ ରେସପନ୍ସ ଟିମ୍‌

ବଲାଙ୍ଗୀର ଅଫିସ, ୭ା୫: ଅଖିଳ ଭାରତୀୟ ଆୟୁବିଜ୍ଞାନ ସଂସ୍ଥାନ୍‌ (ଏମ୍ସ) ଭୁବନେଶ୍ୱର ଶାଖାର ଏକ ରାପିଡ ରେସପନ୍ସ ଟିମ୍‌ (ଆରଆରଟି) ଗୁରୁବାର ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ୍‌ର କଣ୍ଟେମେଣ୍ଟ ଜୋନ୍‌ ପରିଚିହ୍ନତ ଲିଖିରିଆ, ତୁଷରା ଓ ରୁଷୁଡାରେ ପହଞ୍ଚତ୍ ଅନୁସନ୍ଧାନ...

ଭୁବନେଶ୍ୱର ସ୍ଥାନାନ୍ତର ହେଲେ ଦୁଇ କରୋନା ସଂକ୍ରମିତ

ବଲାଙ୍ଗୀର ଅଫିସ, ୭ା୫- ବଲାଙ୍ଗୀର ଜିଲା ଲିଖିରିଆ ଗଁାର ଦୁଇଜଣ କରୋନା ସଂକ୍ରମିତ ଯୁବକଙ୍କୁ ଗୁରୁବାର ବଲାଙ୍ଗୀର କୋଭିଡ୍‌ ହସ୍ପିିଟାଲରୁ ଭୁବନେଶ୍ୱର କିମ୍ସ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଏହି ଦୁଇ ଯୁବକ ସଂକ୍ରମିତ ବୋଲି ଗତ ମେ ୧...

ଜିଲାପାଳ, ଏସ୍‌ପିଙ୍କ କରୋନା ସ୍ଥିତି ସମୀକ୍ଷା

ଟିଟିଲାଗଡ, ୭।୫(ଡି.ଏନ.ଏ.): କରୋନା ମହାମାରୀ ନେଇ ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆ, ଏସ୍‌ପି ସନ୍ଦୀପ ସମ୍ପଦ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଲ୍ପ ନିର୍ଦ୍ଦେଶକ ଡ. ମହେଶ୍ୱର ସ୍ବାଇଁ ଗୁରୁବାର ଟିଟିଲାଗଡ ଗସ୍ତରେ ଆସି ସ୍ଥିତି ସମୀକ୍ଷା କରିଛନ୍ତି। ଏନେଇ...

ରେଢାଖୋଲରେ ନିରାଡ଼ମ୍ବରରେ ପାଳିତ ହେଲା ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ

ରେଢାଖୋଲ,୭।୫(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢାଖୋଲରେ ସନ୍ଥକବି ଭୀମ ଭୋଇଙ୍କ ଜୟନ୍ତୀ ଗୁରୁବାର ନିରାଡ଼ମ୍ବର ଭାବେ ପାଳିତ ହୋଇଛି। ବ୍ରହ୍ମ ଅବଧୁତ ବାବା ଆନନ୍ଦ ଦାସ ଦୀପ ପ୍ରଜ୍ୱଳନ କରି ବିଶ୍ୱଶାନ୍ତି କାମନା କରିଥିଲେ। ଏହି ଅବସରରେ ବସଷ୍ଟାଣ୍ଡସ୍ଥିତ ସନ୍ଥକବି ଭୀମ...

ରଥ ନିର୍ମାଣକୁ କେନ୍ଦ୍ର ସରକାରଙ୍କ ଅନୁମତି: ରଥ ଖଳାରେ ଧାର୍ମିକ ସମାବେଶକୁ ବାରଣ

ଭୁବନେଶ୍ୱର, ୭।୫(ବ୍ୟୁରୋ): ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କରିବା ସକାଶେ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ରଥ ନିର୍ମାଣ କରିବା ପାଇଁ କେନ୍ଦ୍ର ସରକାର ଗୁରୁବାର ରାଜ୍ୟ ସରକାରଙ୍କୁ କେତେକ ସର୍ତ୍ତମୂଳକ ଭତ୍ତିରେ ଅନୁମତି ଦେଇଛନ୍ତି।...

ଦୁର୍ବଳ ନଦୀବନ୍ଧ ମରାମତି ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୭।୫-ବାଲେଶ୍ୱର ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ପ୍ରାକୃତ୍ତିକ ବିପର୍ଯ୍ୟୟ କମିଟି ଓ ଜିଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିବା ବେଳେ ଭିଡିଓ କନଫରେନ୍ସିଂ ମାଧ୍ୟମରେ...

କରୋନା ଯୋଦ୍ଧାଙ୍କ ଲାଗି ମାକ୍ସ, ସାନିଟାଇଜର ପ୍ରଦାନ

ଖପ୍ରାଖୋଲ, ୭ା୫(ଡି.ଏନ.ଏ.): ସାରା ଦେଶରେ କରୋନା ମୁକାବିଲା ପାଇଁ ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗ, ପୋଲିସ ସଜାଗ ରହି ଯୋଦ୍ଧା ସାଜିଛନ୍ତି। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ କାର୍ଯ୍ୟରତ କରୋନା ଯୋଦ୍ଧାଙ୍କ ପାଇଁ ସାମାଜିକ ସଂଗଠନ ଆରସିଡିସି ଓ ଏଫ୍‌ଇଏସ୍‌...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri