ଆମ ଜିଲା ଖବର

ଦୋକାନ ସିଲ୍‌ କଲା ପ୍ରଶାସନ

ରାୟଗଡ଼ା ଅଫିସ,୭ା୫: ରାୟଗଡ଼ା ଜିଲା ଏବେ ଗ୍ରୀନ୍‌ ଜୋନରେ ରହିଛି। ଏହାକୁ ନେଇ କିଛି ମାତ୍ରାରେ ସହରରେ ଲଗାଯାଇଥିବା କଟକଣାକୁ କୋହଳ କରାଯାଇଛି। ଫଳରେ ବଜାରରେ ଲୋକଙ୍କର ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ଏହି ପରିପ୍ରେକ୍ଷୀରେ ପରିସ୍ଥିତି ଆୟତ୍ତ କରିବାକୁ...

ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଗଞ୍ଜାମକୁ ରେଡ୍‌ ଜୋନ୍‌; ମୟୂରଭଞ୍ଜ, ଜଗତସିଂହପୁରକୁ ଅରେଞ୍ଜ ଜୋନ୍‌ ଭାବେ ଘୋଷଣା

ଭୁବନେଶ୍ୱର,୭।୫(ବ୍ୟୁରୋ): ଗୋଟିଏ ଦିନରେ ଗଞ୍ଜାମରେ ୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୁବ୍‌ଶୀଘ୍ର ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହେବାରୁ ରାଜ୍ୟ ସରକାର ଜିଲାକୁ ଗୁରୁବାର ରେଡ୍‌ ଜୋନ୍‌ ଭାବେ ଘୋଷଣା କରିଛନ୍ତି। ସେହିଭଳି ମୟୂରଭଞ୍ଜ ଓ ଜଗତସିଂହପୁରକୁ ମଧ୍ୟ ଅରେଞ୍ଜ...

ସରକାରୀ ଦେଶୀମଦ ଭାଟିରେ ବେଆଇନ ମଦ ପ୍ରସ୍ତୁତ ଘଟଣାରେ ୩ ଗିରଫ: ୭୨୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୭।୫(ଡି.ଏନ୍‌.ଏ.): ଦିଗପହଣ୍ଡିରୁ ୨୦ କିଲୋମିଟରରେ ଦୂରରେ ଥିବା କଳବାଡ ଗ୍ରାମ ନିକଟ ସରକାରୀ ଦେଶୀ ମଦଭାଟି ଉପରେ କେ. ନୂଆଗାଁ ପୋଲିସ ବୁଧବାର ଅତର୍କିତ ଚଢ଼ାଉ କରିଛି। ଏହି ଚଢ଼ାଉରେ ପୋଲିସ ୭୨୦ ଲିଟର ଦେଶୀମଦ ଜବତ କରିଥିବା ଜଣାପଡ଼ିଛି।...

ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭୟଭୀତ ନ ହେବା ପାଇଁ ଜିଲାବାସୀଙ୍କୁ ଅନୁରୋଧ କଲେ ଜିଲାପାଳ

ଛତ୍ରପୁର,୭ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗୋଟିଏ ଦିନରେ ଜିଲାରେ ୧୭ ପଜିଟିଭ୍‌ ବାହାରିଥିବାରୁ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ସମସ୍ତ ପଜିଟିଭ୍‌ ସୁରଟ ଫେରନ୍ତା ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗଣମାଧ୍ୟମକୁ...

ରାଜା ବେଶରେ ସଜ୍ଜିତ ୩ ଠାକୁର

ଆରଡି, ୭।୫, (ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଥିବା ଜଗନ୍ନାଥ ମନ୍ଦିରରେ ଗୁରୁବାର ଚନ୍ଦନ ପୂର୍ଣ୍ଣିମାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏଠାରେ ପୂଜା ପାଉଥିବା ୩ ଠାକୁର ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ରାଜା ବେଶରେ...

ଅଡୁଆ କରୁଛି ୧୨ ଘଣ୍ଟିଆ କର୍ଫ୍ୟୁ କଟକଣା

ଭଦ୍ରକ ଅଫିସ,୭।୫: ଭଦ୍ରକରେ ଏବେ ପରିବା ଚାଷୀ, ମାଛ ଚାଷୀ ତଥା ଅନ୍ୟାନ୍ୟ ବ୍ୟବସାୟୀଙ୍କୁ ସରକାରୀ କଟକଣା ଅଡୁଆ କରୁଥିବା ଜଣାପଡ଼ିଛି। ପ୍ରଶାସନ ପକ୍ଷରୁ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଜାରି ହୋଇଥିବା କର୍ଫ୍ୟୁ କଟକଣା ଯୋଗୁ ଚାଷୀ...

CORONAVIRUS UPDATE: ଗଞ୍ଜାମରେ କରୋନା ପଜିଟିଭ୍‌ ୨୧କୁ ବୃଦ୍ଧି, ସମସ୍ତେ ସୁରଟ ଫେରନ୍ତା; ଜିଲାପାଳ

ଛତ୍ରପୁର, ୭।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଗୁରୁବାର ପୁଣି ୧୭ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୪ଜଣଙ୍କଠାରେ କରୋନା ପଜିଟିଭ୍‌ ମିଳିଥିବା ବେଳେ ବର୍ତ୍ତମାନ ଏହି ପଜିଟିଭ୍‌ ସଂଖ୍ୟା ୨୧ରେ ପହଞ୍ଚିଛି। ଗୁରୁବାର ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା...

ବାଇକ୍‌, କାର୍‌ରେ ଫେରୁଛନ୍ତି ପ୍ରବାସୀ ଓଡ଼ିଆ

ଭଦ୍ରକ ଅଫିସ,୭।୫: କରୋନା ଭାଇରସ୍‌ ଲକ୍‌ଡାଉନ ଯୋଗୁ ବହୁ ଲୋକ ଅନ୍ୟ ରାଜ୍ୟରେ ଫସି ରହିଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ରାଜ୍ୟସରକାର ସମସ୍ତ ପ୍ରକାରର ବ୍ୟବସ୍ଥା କରୁଛନ୍ତି। ହେଲେ ଏହା ସତ୍ତ୍ୱେ କେତେକ ପ୍ରବାସୀ ଲୁଚି...

ଅମାନିଆଙ୍କଠାରୁ ୧ଲକ୍ଷ ୩୪ହଜାର ଜୋରିମାନା ସଂଗ୍ରହ

ଭଦ୍ରକ ଅଫିସ,୭।୫: ଭଦ୍ରକ ଜିଲାର ସମସ୍ତ ଥାନା ଅଞ୍ଚଳରୁ ଗୋଟିଏ ଦିନରେ ଅମାନିଆଙ୍କଠାରୁ ୧ଲକ୍ଷ ୩୪ ହଜାର ଟଙ୍କା ଜରିମାନା ସଂଗ୍ରହ କରାଯାଇଛି। ସେଥିମଧ୍ୟରେ ୫୧ଜଣଙ୍କଠାରୁ ମାସ୍କ ପିନ୍ଧି ନ ଥିବା ବାବଦକୁ ୧୧,୨୦୦ ଟଙ୍କା ସଂଗ୍ରହ ହୋଇଥିବା ବେଳେ...

୪୩ ଦିନରେ ପହଞ୍ଚିଲା ରନ୍ଧା ଖାଦ୍ୟ ବଣ୍ଟନ ପ୍ରକ୍ରିୟା

ଭଦ୍ରକ ଅଫିସ,୭।୫: ଦୀର୍ଘ ୪୩ ଦିନ ଧରି ରୋଟାରୀ କ୍ଲବ ମିଡ୍‌ଟାଉନ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ରନ୍ଧା ଖାଦ୍ୟ ବଣ୍ଟନ ପ୍ରକ୍ରିୟା ଜାରି ରହିଛି। ଗୁରୁବାରଠାରୁ ଏଣିକି ଜାତୀୟ ରାଜପଥରେ ଚାଲି ଚାଲି ଘରକୁ ଫେରୁଥିବା ଲୋକଙ୍କୁ ଅଟକାଇ...

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ,୭।୫: ଦେଶରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ବଢ଼ି ବଢ଼ି ଚାଲିଛି। ଏହି ରୋଗର ନିରାକରଣ ସହାୟତା ପାଇଁ ଶ୍ରୀରାମ ମହାଯଜ୍ଞ ସମିତି, ଭଦ୍ରକ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ସହାୟତା ରାଶି...

ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ

ଛେଣ୍ଡିପଦା,୭।୫(ସ୍ବ.ପ୍ର.): ଅନୁଗୋଳ ଜିଲା ନିଶା ଥାନା ଅନ୍ତର୍ଗତ ଛେଣ୍ଡିପଦା ଅନୁଗୋଳ ଯାଇଥିବା ୬୩ନଂ ରାଜ୍ୟ ରାଜପଥରେ ଗୁରୁବାର ସକାଳେ ଭାରସାମ୍ୟ ହରାଇ ଏକ ୧୦୮ ଆମ୍ବୁଲାନ୍ସ ଓଲଟିପଡିଛି। ଏହି ଦୁର୍ଘଟଣାରେ ରୋଗୀ, ସମ୍ପର୍କୀୟ ଓ ଗାଡି କର୍ମଚାରୀ ଅଳ୍ପକେ ବର୍ତ୍ତିଯାଇଥିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri