ଆମ ଜିଲା ଖବର

ରାଜା ବେଶରେ ସଜ୍ଜିତ ୩ ଠାକୁର

ଆରଡି, ୭।୫, (ଡି.ଏନ୍‌.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଥିବା ଜଗନ୍ନାଥ ମନ୍ଦିରରେ ଗୁରୁବାର ଚନ୍ଦନ ପୂର୍ଣ୍ଣିମାରେ ସ୍ବତନ୍ତ୍ର ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏଠାରେ ପୂଜା ପାଉଥିବା ୩ ଠାକୁର ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କୁ ରାଜା ବେଶରେ...

ଅଡୁଆ କରୁଛି ୧୨ ଘଣ୍ଟିଆ କର୍ଫ୍ୟୁ କଟକଣା

ଭଦ୍ରକ ଅଫିସ,୭।୫: ଭଦ୍ରକରେ ଏବେ ପରିବା ଚାଷୀ, ମାଛ ଚାଷୀ ତଥା ଅନ୍ୟାନ୍ୟ ବ୍ୟବସାୟୀଙ୍କୁ ସରକାରୀ କଟକଣା ଅଡୁଆ କରୁଥିବା ଜଣାପଡ଼ିଛି। ପ୍ରଶାସନ ପକ୍ଷରୁ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ଜାରି ହୋଇଥିବା କର୍ଫ୍ୟୁ କଟକଣା ଯୋଗୁ ଚାଷୀ...

CORONAVIRUS UPDATE: ଗଞ୍ଜାମରେ କରୋନା ପଜିଟିଭ୍‌ ୨୧କୁ ବୃଦ୍ଧି, ସମସ୍ତେ ସୁରଟ ଫେରନ୍ତା; ଜିଲାପାଳ

ଛତ୍ରପୁର, ୭।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଗୁରୁବାର ପୁଣି ୧୭ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୪ଜଣଙ୍କଠାରେ କରୋନା ପଜିଟିଭ୍‌ ମିଳିଥିବା ବେଳେ ବର୍ତ୍ତମାନ ଏହି ପଜିଟିଭ୍‌ ସଂଖ୍ୟା ୨୧ରେ ପହଞ୍ଚିଛି। ଗୁରୁବାର ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା...

ବାଇକ୍‌, କାର୍‌ରେ ଫେରୁଛନ୍ତି ପ୍ରବାସୀ ଓଡ଼ିଆ

ଭଦ୍ରକ ଅଫିସ,୭।୫: କରୋନା ଭାଇରସ୍‌ ଲକ୍‌ଡାଉନ ଯୋଗୁ ବହୁ ଲୋକ ଅନ୍ୟ ରାଜ୍ୟରେ ଫସି ରହିଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ପାଇଁ ରାଜ୍ୟସରକାର ସମସ୍ତ ପ୍ରକାରର ବ୍ୟବସ୍ଥା କରୁଛନ୍ତି। ହେଲେ ଏହା ସତ୍ତ୍ୱେ କେତେକ ପ୍ରବାସୀ ଲୁଚି...

ଅମାନିଆଙ୍କଠାରୁ ୧ଲକ୍ଷ ୩୪ହଜାର ଜୋରିମାନା ସଂଗ୍ରହ

ଭଦ୍ରକ ଅଫିସ,୭।୫: ଭଦ୍ରକ ଜିଲାର ସମସ୍ତ ଥାନା ଅଞ୍ଚଳରୁ ଗୋଟିଏ ଦିନରେ ଅମାନିଆଙ୍କଠାରୁ ୧ଲକ୍ଷ ୩୪ ହଜାର ଟଙ୍କା ଜରିମାନା ସଂଗ୍ରହ କରାଯାଇଛି। ସେଥିମଧ୍ୟରେ ୫୧ଜଣଙ୍କଠାରୁ ମାସ୍କ ପିନ୍ଧି ନ ଥିବା ବାବଦକୁ ୧୧,୨୦୦ ଟଙ୍କା ସଂଗ୍ରହ ହୋଇଥିବା ବେଳେ...

୪୩ ଦିନରେ ପହଞ୍ଚିଲା ରନ୍ଧା ଖାଦ୍ୟ ବଣ୍ଟନ ପ୍ରକ୍ରିୟା

ଭଦ୍ରକ ଅଫିସ,୭।୫: ଦୀର୍ଘ ୪୩ ଦିନ ଧରି ରୋଟାରୀ କ୍ଲବ ମିଡ୍‌ଟାଉନ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ରନ୍ଧା ଖାଦ୍ୟ ବଣ୍ଟନ ପ୍ରକ୍ରିୟା ଜାରି ରହିଛି। ଗୁରୁବାରଠାରୁ ଏଣିକି ଜାତୀୟ ରାଜପଥରେ ଚାଲି ଚାଲି ଘରକୁ ଫେରୁଥିବା ଲୋକଙ୍କୁ ଅଟକାଇ...

ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା

ଭଦ୍ରକ ଅଫିସ,୭।୫: ଦେଶରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ବଢ଼ି ବଢ଼ି ଚାଲିଛି। ଏହି ରୋଗର ନିରାକରଣ ସହାୟତା ପାଇଁ ଶ୍ରୀରାମ ମହାଯଜ୍ଞ ସମିତି, ଭଦ୍ରକ ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ପାଣ୍ଠିକୁ ୫୦ ହଜାର ଟଙ୍କା ସହାୟତା ରାଶି...

ଭାରସାମ୍ୟ ହରାଇ ଓଲଟିଲା ଆମ୍ବୁଲାନ୍ସ

ଛେଣ୍ଡିପଦା,୭।୫(ସ୍ବ.ପ୍ର.): ଅନୁଗୋଳ ଜିଲା ନିଶା ଥାନା ଅନ୍ତର୍ଗତ ଛେଣ୍ଡିପଦା ଅନୁଗୋଳ ଯାଇଥିବା ୬୩ନଂ ରାଜ୍ୟ ରାଜପଥରେ ଗୁରୁବାର ସକାଳେ ଭାରସାମ୍ୟ ହରାଇ ଏକ ୧୦୮ ଆମ୍ବୁଲାନ୍ସ ଓଲଟିପଡିଛି। ଏହି ଦୁର୍ଘଟଣାରେ ରୋଗୀ, ସମ୍ପର୍କୀୟ ଓ ଗାଡି କର୍ମଚାରୀ ଅଳ୍ପକେ ବର୍ତ୍ତିଯାଇଥିବା...

ଛତ୍ରଛାୟା ତଳେ ଚୋରା ମଦ ବେପାର

ଖୋର୍ଦ୍ଧା ଅଫିସ,୭ା୫: ମହାମାରୀ କରୋନା (କୋଭିଡ-୧୯)କୁ ପ୍ରତିହତ କରିବା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ଜାରି ରହିଛି। ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହୁଥିବା ବେଳେ ମଦ ଦୋକାନ ବନ୍ଦ ଲାଗି ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ରହିଛି। ଅନ୍ୟପକ୍ଷରେ...

‘ଖବରକାଗଜ ବିତରକଙ୍କୁ ବୀମାଭୁକ୍ତ କରାଯାଉ’

ପୁରୀ ଅଫିସ,୭ା୫ : ଲକ୍‌ଡାଉନ ପରିପ୍ରେକ୍ଷୀରେ କୌଣସି ସରକାରୀ ସହଯୋଗ ପାଇ ନ ଥିବାରୁ ପୁରୀ ଖବରକାଗଜ ବିତରକମାନେ କ୍ଷୋଭ ପ୍ରକାଶ କରିଛନ୍ତି। ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ବିତରକମାନେ ଜଣାଇଛନ୍ତି ଯେ, କରୋନା ଯୋଗୁ ଖବରକାଗଜ ବିତରଣରେ ସମସ୍ୟା...

ବିକାଶ କାର୍ଯ୍ୟରେ କରୋନା ବାଧକ

ପୁରୀ ଅଫିସ, ୭ା୫: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ବଦଳିଯିବ ଏହାର ରୂପରେଖ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ ମିଳିବ ଅତ୍ୟାଧୁନିକ ସେବା ସୁବିଧା। ଏଥିପାଇଁ ଭିତ୍ତିଭୂମିର ବିକାଶ, ନୂଆ ବହୁଥାକିଆ...

ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି

ପୁରୀ ଅଫିସ,୭ା୫: ବୈଶାଖ ଶୁକ୍ଲ ଚତୁର୍ଦ୍ଦଶୀ ତଥା ନୃସିଂହ ଚତୁର୍ଦ୍ଦଶୀରେ ଶ୍ରୀମନ୍ଦିରରେ ନୃସିଂହ ଜନ୍ମ ନୀତି ସମ୍ପନ୍ନ ହୋଇଛି। ଯାତ ଭୋଗ ସରିବା ପରେ ଠାକୁର ଚନ୍ଦନକୁ ଯାଇଥିଲେ। ଏହାପରେ ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ହୋଇଥିଲା। ଚନ୍ଦନରୁ ଠାକୁର ଫେରିବା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri