ଆମ ଜିଲା ଖବର

କରୋନା ଯୋଦ୍ଧାଙ୍କ ଉପରେ ପୁଷ୍ପବୃଷ୍ଟି କରାଗଲା

ବନ୍ତ,୬।୫(ଡି.ଏନ୍‌.ଏ.)-କରୋନା ଲଢେଇରେ ଦିନରାତି ଏକ କରି ଲୋକ ମାନଙ୍କୁ ସେବା ଯୋଗାଇ ଆସୁଥିବା ଯୋଦ୍ଧା ମାନଙ୍କ ଉପରେ ମହାସଂଘର ମହିଳା ମାନେ ପୁଷ୍ପବୃଷ୍ଟି କରିଛନ୍ତି। ବୁଧବାର ଭଦ୍ରକ ଜିଲା ବନ୍ତ ଥାନା ପରିସରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଜ୍ୟୋର୍ତିମୟୀ...

ଅମାନିଆଙ୍କୁ ଜରିମାନା

କୁଆମରା, ୬।୫(ଡି.ଏନ.ଏ.)-ଅମାନିଆଙ୍କୁ ନିୟନ୍ତ୍ରଣକୁ ଆଣିବା ପାଇଁ ଖୁଣ୍ଟା ଥାନା ପକ୍ଷରୁ ପ୍ରୟାସ ଜାରି ରହିଛି। ବିନା ହେଲମେଟ ଓ ମାସ୍କ ପିନ୍ଧି ନ ଥିବା ବାଇକ ଚାଳକଙ୍କ ଉପରେ ବୁଧବାର ପୁରୁଣା ବାରିପଦା ବଜାରଠାରେ ଜୋରଦାର ଚେକିଂ କରାଯାଇଥିଲା। ଏସଆଇ...

ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଏସ୍‌ପି

ସୋରଡା,୬ା୫(ଡି.ଏନ୍‌.ଏ.)- ସୋରଡା ବ୍ଲକର ବିଭିନ୍ନ ସଙ୍ଗରୋଧ କେନ୍ଦ୍ରରେ ୨୨୦୮ ଜଣ ପ୍ରବାସୀ ରହୁଛନ୍ତି। ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ବ୍ଲକରେ ପହଞ୍ଚତ୍ ସଙ୍ଗରୋଧ କେନ୍ଦ୍ରର ପରିଚାଳନା ନେଇ ସମୀକ୍ଷା କରିଥିଲେ। ଆଦର୍ଶ ବିଦ୍ୟାଳୟ କେନ୍ଦ୍ରକୁ ଯାଇ ବୁଲି ଦେଖିବା...

କୋଭିଡ୍‌ ହେଲ୍‌ଥ ସେଣ୍ଟରରେ ୫-ଟି ସଚିବ

ନୟାଗଡ଼ ଅଫିସ/ରଣପୁର,୬ା୫(ସ୍ବ.ପ୍ର.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ ଯାଇ ସ୍ଥିତି ପରଖୁଛନ୍ତି। ଏହି କ୍ରମରେ ବୁଧବାର ୫-ଟି ସଚିବ ଭି.କେ. ପାଣ୍ଡିଆନ ଓ ଉନ୍ନୟନ କମିଶନର ସୁରେଶ...

୧୧୫୭ ପ୍ରବାସୀଙ୍କ ମଧ୍ୟରୁ ୫୮ କରୋନା ନେଗେଟିଭ୍‌

କେନ୍ଦ୍ରାପଡ଼ା ଅଫିସ, ୬ା୫: ଗତ ୪ ତାରିଖରୁ ଅଦ୍ୟାବଧି ୧୧୫୭ ପ୍ରବାସୀ ଜିଲାକୁ ଫେରିଛନ୍ତି। ସେମାନଙ୍କଠାରୁ ସଂଗୃହୀତ ସ୍ବାବ୍‌ ଟେଷ୍ଟିଂ ପରେ ୫୮ ଜଣ କରୋନା ନେଗେଟିଭ୍‌ ବୋଲି ଜିଲା ପ୍ରଶାସନ ବୁଧବାର ଗଣମାଧ୍ୟମକୁ ସୂଚନା ଦେଇଛି। ଜିଲାର ୪ଟି...

ବିନିକାରେ କାଳବୈଶାଖୀ: ଗଛ ଉପୁଜିଲା, ଛପର ଉଡିଲା

ବିନିକା,୬ା୫(ଡି.ଏନ୍‌.ଏ.)-ସୁବର୍ଣ୍ଣପୁର ଜିଲା ବିନିକାରେ ମଙ୍ଗଳବାର ରାତିରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା। ପ୍ରବଳ ଝଡତୋଫାନ, ବର୍ଷା ଓ କୁଆପଥର ମାଡରେ ବ୍ଲକ ଅଞ୍ଚଳଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି ା ବିଭିନ୍ନ ସ୍ଥାନରେ ଶହଶହ ଗଛ ଉପୁଡି ପଡିଛି। ଶଙ୍କରା, ସେଲେଡି,...

କଣ୍ଟେନମେଣ୍ଟ ଜୋନ୍‌ରେ ୩ ପଞ୍ଚାୟତର ୯ଗାଁ

ରସୁଲପୁର, ୬।୫(ଡି.ଏନ୍‌.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ନଠୁଆବର ପଞ୍ଚାୟତର ଜଣେ ୫୮ବର୍ଷୀୟ ବ୍ୟକ୍ତି କରୋନା ପଜିଟିଭ୍‌ (କ୍ରମିକ ନଂ.୧୭୬)ଙ୍କ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତାଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ୩୬ଜଣଙ୍କୁ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ କରଣ ସମାଜର ସହାୟତା

କୋକସରା,୬।୫(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଆଞ୍ଚଳିକ କରଣ ସମାଜ ପକ୍ଷରୁ ଡାକ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ୧୯ ସହାୟତା ପାଣ୍ଠିକୁ ୩୧ହଜାର ଟଙ୍କା ପ୍ରଦାନ କରାଯାଇଛି। ଆଞ୍ଚଳିକ କରଣ ସମାଜ ସଭାପତି ସହଦେବ ପଟ୍ଟନାୟକ ଓ ସାଧାରଣ ସମ୍ପାଦକ ନାରାୟଣ ପଟ୍ଟନାୟକଙ୍କ...

ପରିବାରର ୩ ସମେତ ୪ କରୋନା ସଂକ୍ରମିତ: ଜିଲାରେ ଭୟର ବାତାବରଣ

ଜଗତ୍‌ସିଂହପୁର ଅଫିସ, ୬ା୫: ଜଗତ୍‌ସିଂହପୁର ଜିଲାକୁ ବୁଧବାର କରୋନା ଛୁଇଁଛି। ଜିଲାର ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ସମସ୍ତେ ନାଉଗାଁ ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି। ଏହି ୪ ଜଣଙ୍କ ମଧ୍ୟରୁ ୩ଜଣ ଗୋଟିଏ ପରିବାରର। ମାତ୍ର...

ବାଲାନ୍ସ ଜାଣିବାକୁ ଚାଲିଲେ ୩୬ କିମି

ଭଞ୍ଜନଗର,୬।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୁଣ୍ଡିରିବାଡ଼ି ପଞ୍ଚାୟତ ଗୋହିରିବାଡ଼ିର ଏକ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍‌ଏଚ୍‌ଜି) ନାମରେ ଥିବା ଆକାଉଣ୍ଟର ବାଲାନ୍ସ ଜାଣିବାକୁ ୭ ମହିଳା ୧୮ କିମି ଚାଲିଚାଲି ମଙ୍ଗଳବାର ସକାଳେ ଭଞ୍ଜନଗର ଆଇଓବି ବ୍ୟାଙ୍କକୁ ଆସିଥିଲେ। ବ୍ୟାଙ୍କ...

ନୃସିଂହ ଚତୁର୍ଦ୍ଦଶୀରେ କଣଗୁଜ ଅନୁକୂଳ ହେଲାନି

ପୁରୀ ଅଫିସ, ୬ା୫: ବୁଧବାର ଥିଲା ପବିତ୍ର ନୃସିଂହ ଚତୁର୍ଦ୍ଦଶୀ। ଏହି ତିଥିରେ ପରମ୍ପରା ଅନୁଯାୟୀ ରଥଖଳାରେ ତିନିରଥର କଣଗୁଜ ଅନୁକୂଳ ହୋଇଥାଏ। କିନ୍ତୁ ଏଥର ନୃସିଂହ ଚତୁର୍ଦ୍ଦଶୀରେ କଣଗୁଜ ଅନୁକୂଳ ହୋଇପାରିଲା ନାହିଁ। କେତେଜଣ ରୂପକାର ସେବକ ରଥଖଳାକୁ...

ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି

ପୁରୀ ଅଫିସ, ୬ା୫: ପବିତ୍ର ନୃସିଂହ ଚତୁର୍ଦ୍ଦଶୀରେ ବୁଧବାର ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି ସମ୍ପନ୍ନ ହୋଇଛି। ସ୍ଥାନୀୟ ବ୍ରାହ୍ମଣ ଯୁବକମାନେ କୂଅରୁ ଜଳ ଆଣି ଏହି ନୀତିରେ ସାମିଲ ହୋଇ ଥିଲେ। ଠାକୁରାଣୀଙ୍କୁ ଜଳ ମଧ୍ୟରେ ନିମଗ୍ନ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri